ଗଞ୍ଜାମ

ସାନଖେମୁଣ୍ଡିରେ ଶାନ୍ତିଶୃଙ୍ଖଳା ସହ ମତଦାନ

ଦିଗପହଣ୍ଡି,୧୮।୪(ଡି.ଏନ.ଏ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ଅଧିନ ଗୌତମୀ ଗଁ।ର ମତଦାନ କେନ୍ଦ୍ର-୨୪୩ରେ ଗୁରୁବାର ସକାଳୁ ମତଦାନ ଆରମ୍ଭ ହୋଇଛି। ସମୁଦାୟ ୮୬୩ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ବହୁ ଉତ୍ସାହର ସହ ନିଜ ପ୍ରତିନିଧିଙ୍କୁ ବାଛିଛନ୍ତି। ଏଥିରେ ମହିଳା…

ପୋଲସରାରେ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ

ପୋଲସରା,୧୮।୪: ଗଞ୍ଜାମ ଜିଲା ପୋଲସରା ବିଧାନସଭା ମଣ୍ଡଳୀର ପୋଲସରା ସ୍ଥିତ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ୨୧୬ ନଂ ଆଦର୍ଶ ବୁଥରେ ଭୋଟରମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସକାଳେ ମକ ପୋଲ ପରେ ପରେ ଇଭିଏମ୍‌ରେ ଯାନ୍ତ୍ରିକ ତୃଟି ଦେଖାଯିବା…

ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ ହୋଇଛି। ତୃଟି ସୁଧାର ପରେ ମଧ୍ୟ ଲୋକଙ୍କ ମଧ୍ୟରେ ମତଦାନକୁ ନେଇ ଉତ୍ତେଜନା ପ୍ରକାଶ…

ଭଞ୍ଜନଗରରେ ମତଦାନ ଆରମ୍ଭ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ। ଭୋଟରମାନେ ବହୁ ଉତ୍ସାହର ସହ ନିଜର ପ୍ରତିନିଧିଙ୍କୁ ଭୋଟ ଦେଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲା ୧୨୩ ଭଞ୍ଜନଗର…

ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସଦାଶିବ ରାତି ପ୍ରାୟ ୩ଟାରେ ନିଜ ଘର ନିକଟରେ ବୁଲୁଥିଲେ। ସେହି…

ଦିଗପହଣ୍ଡିରେ ଖୋଲିବ ସବ୍‌ଜଜ୍‌ କୋର୍ଟ

ଦିଗପହଣ୍ଡି,୧୮ା୪(ଡି.ଏନ.ଏ.)- ଦିଗପହଣ୍ଡିରେ ଖୁବଶୀଘ୍ର ଅତିରିକ୍ତ ଦେୱାନୀ ବିଚାରପତି (ବରିଷ୍ଠ) ତଥା ଆସିଷ୍ଟାଣ୍ଟ ସେସନ୍‌ ଜଜ୍‌ କୋର୍ଟ ଖୋଲିବାକୁ ଯାଉଥିବା ଜଣାପଡ଼ିଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏ ସମ୍ପର୍କିତ ଏକ ଚିଠି ମଙ୍ଗଳବାର ଆସି ପହଞ୍ଚତ୍ବା ପରେ ଓକିଲ ସଂଘ ସଦସ୍ୟ…

୪୮୩ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ

ଭଞ୍ଜନଗର,୧୮।୪(ଡି.ଏନ.ଏ)- ଯେଉଁ ଅଞ୍ଚଳରେ ଚାଷ ଜମିକୁ କେନାଲ ପାଣି ସୁବିଧା ନାହିଁ, ସେଠି ବୃହତ୍‌ ଉଠା ଜଳସେଚନ ମାଧ୍ୟମରେ ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏହିଭଳି ଗଞ୍ଜାମ ଜିଲାରେ ୧୪ ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପ…

ମାଓବାଦୀପ୍ରବଣ, ସୀମାନ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ନଜର

ଛତ୍ରପୁର,୧୮ା୪(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଗୁରୁବାର  ଦ୍ୱିତୀୟ ପର୍ଯ୍ୟାୟରେ ଆସିକା ଲୋକ ସଭା ଆସନ ଓ ଏହା ଅଧୀନରେ ଥିବା ଆସିକା, କବିସୂର୍ଯ୍ୟନଗର, ସୋରଡା, ସାନଖେମୁଣ୍ଡି, ହିଞ୍ଜିଳି, ପୋଲସରା, ଖଲ୍ଲିିକୋଟ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। କନ୍ଧମାଳ ଲୋକ ସଭା…

ଭଞ୍ଜନଗରରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର, ୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏ ନେଇ ଗଞ୍ଜାମ ଜିଲା ବାଉଁଶଲୁଣ୍ଡି ବିଜୁ ସ୍ମୃତି ସଂସଦ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହା ପୂର୍ବରୁ ବାଇପାସ୍‌…

ରକ୍ତଭଣ୍ଡାର ଖାଲି, ଆବଶ୍ୟକଠାରୁ ସଂଗ୍ରହ କମ୍‌

ବ୍ରହ୍ମପୁର ଅଫିସ୍‌,୧୭ା୪-ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତ ଖାଲି ହେବାରେ ଲାଗିଛି । ଏପରିକି ଅତ୍ୟାବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ଦେବା ପାଇଁ ରକ୍ତ ନାହିଁ । ପ୍ରତି ବର୍ଷ ଗ୍ରୀଷ୍ମରେ ଏଭଳି ରକ୍ତ ସଂକଟ ଦେଖାଦେଇଥାଏ । ସଂଗ୍ରହ…

ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri