ଗଞ୍ଜାମ

ମହିଳାଙ୍କ ବେକରୁ ଦୁର୍ବୃତ୍ତ ଝାମ୍ପିନେଲେ ୨ ସୁନା ଚେନ୍‌

ହିଞ୍ଜିଳିକାଟୁ,୩୦।୧୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିିଞ୍ଜିଳିକାଟୁ ମାଣିକ ନଗରଠାରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ବେକରୁ ବାଇକ୍‌ରେ ଆସି ୨ ଜଣ ଦୁର୍ବୃତ୍ତ ପ୍ରାୟ ୪ ଭରି ଓଜନର ୨ଟି ସୁନା ଚେନ୍‌ ଝାମ୍ପି ନେଇଛନ୍ତିି। ଏନେଇ ହିଞ୍ଜିଳି ଥାନାରେ ଅଭିଯୋଗ…

ଛଣମେରୀ ଆଦର୍ଶ ବିଦ୍ୟାଳୟ ବାସି ଖାଦ୍ୟଖାଇ ୮ ଛାତ୍ରୀ ଅସୁସ୍ଥ

ଦିଗପହଣ୍ଡି/ପାଟପୁର,୩୦ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ୮ ଛାତ୍ରୀ ଖାଦ୍ୟ ଖାଇବା ପରେ ଗୁରୁବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ। ସେମାନଙ୍କ ପରିବାର ଲୋକେ ବିଦ୍ୟାଳୟରେ ପହଞ୍ଚତ୍ ସମସ୍ତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।…

ଜାଲ୍‌ ସାର୍ଟିଫିକେଟ୍‌ରେ ଶିକ୍ଷକତା: ଧରାପଡ଼ିଲେ ଆଉ ୯ ନକଲି ଶିକ୍ଷକ

ବ୍ରହ୍ମପୁର ଅଫିସ୍‌,୩୦ା୧୧-ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ସାର୍ଟିଫିକେଟ ଦେଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ତାଲିକା ଗଞ୍ଜାମ ଜିଲାରେ ବଢ଼ିବାରେ ଲାଗିଛି। ଶିକ୍ଷା ବିଭାଗ ପକ୍ଷରୁ ଯାଞ୍ଚ ବେଳେ ଜଣକ ପରେ ଜଣେ ଧରାପଡ଼ୁଛନ୍ତି। ନକଲି ସାର୍ଟିଫିକେଟ ଦେଇ ପୂର୍ବରୁ ୭ ଶିକ୍ଷୟିତ୍ରୀ ଶିକ୍ଷକ…

ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍‌ ସାର୍ଟିଫିକେଟ୍‌ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ ମାତ୍ର।…

୩ ଦିନ ପରେ ଟଳିଲା ବସ୍‌ ଧର୍ମଘଟ

ବ୍ରହ୍ମପୁର ଅଫିସ,୨୯ା୧୧- ୩ ଦିନ ପରେ ଧର୍ମଘଟରୁ ହଟିଛନ୍ତି ଗଞ୍ଜମ ଘରୋଇ ବସ୍‌ ମାଲିକ ସଂଘ।ବ୍ରହ୍ମପୁର ସିଟି ବସ୍‌ଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ କରିବା ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ବସ୍‌ ମାଲିକ ସଂଘ ଧର୍ମଘଟରୁ ହଟିଛନ୍ତି। ରାଜ୍ୟ ବସ୍‌ ମାଲିକ…

ବଡ଼ଭାଇ କୁରାଢ଼ି ଚୋଟରେ ସାନଭାଇ ମୃତ

ପୋଲସରା,୨୯ା୧୧- ଗଞ୍ଜାମ ଜିଲା ପୋଲସରା ବ୍ଲକ ବେଲଙ୍ଗା ପଞ୍ଚାୟତ ମନଶିଳା ଗ୍ରାମର ପଣ୍ଡିତ ନାହାକଙ୍କ ମବଡ଼ପୁଅ କେଶବ ତାଙ୍କ ସାନ ଭାଇ କୁନାଙ୍କୁ ଗୁରୁବାର ସକାଳେ ଘରୋଇ କଳିକୁ କେନ୍ଦ୍ରକରି କୁରାଢ଼ିରେ ଆକ୍ରମଣ କରିବାରୁ ତାଙ୍କର ମୃତ୍ୟୁ ଘଟିଛି। ନାହାକଙ୍କର ୩…

ସିବିଆଇ ଅଫିସର କହି ଲୁଟ୍‌

ଭଞ୍ଜନଗର,୨୯।୧୧(ଡି.ଏନ୍‌.ଏ.)- ଭଞ୍ଜନଗର ଆର୍‌ସିରୋଡ଼ରେ ଗୁରୁବାର ଜଣେ ଦୁର୍ବୃତ୍ତ ସିବିଆଇ ଅଫିସର କହି ଜଣେ ବ୍ୟକ୍ତିଙ୍କଠାରୁ ଅଳଙ୍କାର ଓ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ରର ଶିକାର ହୋଇଛନ୍ତି ଡ଼ାଲିଆ ପୃଷ୍ଟି। ଏନେଇ ଡାଲିଆ ଭଞ୍ଜନଗର ଥାନାରେ ଅଭିଯୋଗ କରିଥିବା ଜଣାପଡ଼ିଛି। ପ୍ରକାଶ ଯେ,…

କାଠ ବୋଝେଇ ପିକ୍‌ଅପ ଭ୍ୟାନ ଜବତ, ୩ ଗିରଫ

ଦିଗପହଣ୍ଡି/ପାଟପୁର,୨୯ା୧୧(ଡି.ଏନ.ଏ.) – ଦିଗପହଣ୍ଡି ବନାଞ୍ଚଳ ପାଟପୁର ଉପବନାଞ୍ଚଳର ରତନେଇ ଜଙ୍ଗଲରୁ ବୁଧବାର କାଠ ଚୋରାଚାଲାଣ କରାଯାଉଥିବା ଖବରପାଇ ପାଟପୁର ବନପାଳ ଶିବରାମ ନାୟକ ସଦଳବଳ ପିପିଳିଗୁଡ଼ା ଗାଁ ଛକରେ ଜଗି ରହିଥିଲେ। ଭ୍ୟାନ (ନଂ.ଓଆର୦୭ ଏଲ-୨୧୭୭)କୁ ଅଟକାଇ ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟକୁ…

ନୂଆଗଡକୁ ପୁଣି ଲେଉଟିଲା ଡେଙ୍ଗୁ: ଜଣେ ମୃତ, ୨ ଆକ୍ରାନ୍ତ

ଆର.ଉଦୟଗିରି, ୨୯ା୧୧ (ଡି.ଏନ.ଏ.) – ମାସେ ନପୁରୁଣୁ ପୁଣି ନୁଆଗଡକୁ ଡେଙ୍ଗୁ ଲେଉଟିଛି। ବୁଧବାର ଡେଙ୍ଗୁରେ ଗ୍ରାମର ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଆକ୍ରାନ୍ତ ହୋଇଛନ୍ତି। ଖବର ପାଇ ଡାକ୍ତରୀ ଦଳ ଗ୍ରାମରେ ପହଞ୍ଚତ୍ଛି। ନୂଆଗଡ ଗ୍ରାମ ଖ୍ରୀଷ୍ଟିଆନ ସାହିର ଧିରେନ…

ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାରିତ

ଜି.ଉଦୟଗିରି,୨୮ା୧୧(ଡି.ଏନ.ଏ.)-ଜି.ଉଦୟଗିରି ବ୍ଲକ ଅଧ୍ୟକ୍ଷା ଦିପ୍ତୀରେଖା ପ୍ରଧାନଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଗୃହୀତ ହୋଇଛି । ଅନାସ୍ଥା ପ୍ରସ୍ତାବ ନିମନ୍ତେ ଗୁରୁବାର ବ୍ଲକ କାର୍ଯ୍ୟାଳୟରେ ହୋଇଥିବା ସ୍ବତନ୍ତ୍ର ବୈଠକରେ ଏମ୍‌ପି ଓ ବିଧାୟକ, ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ଅନୁପସ୍ଥିତ ଥିଲେ।…

ପକାରୀ ସରପଞ୍ଚ ହେଲେ ମଙ୍ଗଳୁ କହଁର

ଫିରିଙ୍ଗିଆ, ୨୮ା୧୧- ଫିରିଙ୍ଗିଆ ବ୍ଲକ ପକାରୀ ଉପ ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇଛି ା ମଙ୍ଗୁଳୁ କହଁର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବସୁଦେବ କହଁରଙ୍କୁ ୫୩ ଖଣ୍ଡ ଭୋଟରେ ପରାସ୍ତ କରି ନୂତନ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ଫୁଲବାଣୀ…

ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଛତ୍ରପୁର,୨୮ା୧୧(ଡି.ଏନ.ଏ.)- ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ ବିରୋଧରେ ଗୁରୁବାର ଅନାସ୍ଥା ପ୍ରସ୍ତାବ ଆସିଛି ା ବ୍ଲକର ୪୭ ସରପଞ୍ଚ ଓ ସମିତିସଭ୍ୟ ଗୁରୁବାର ଛତ୍ରପୁର ଆସି ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ସମ୍ବନ୍ଧୀୟ ଆବେଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?