ଗଞ୍ଜାମ

ଏମ୍‌କେସିଜିରେ ନୋଡାଲ ଅଫିସର ପ୍ରଦୀପ୍ତ ମହାପାତ୍ର: ନିରାମୟ, ନିଦାନରେ ଅବ୍ୟବସ୍ଥା ଦେଖି ହେଲେ କ୍ଷୁବ୍ଧ

ବ୍ରହ୍ମପୁର ଅଫିସ୍‌,୨୮ା୧୧- ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଗୁରୁବାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ପରିଦର୍ଶନରେ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୩୦ତାରିଖରେ ବରିଷ୍ଠ ଅଧିକାରୀ ମହାପାତ୍ରଙ୍କୁ ଏମ୍‌କେସିଜିର ନୋଡ଼ାଲ୍‌ ଅଫିସର ଭାବେ ନିଯୁକ୍ତି…

ଆସିକା ଚିନିଶିଳ୍ପର ସାଧାରଣ ବୈଠକ: ଆଧୁନିକୀକରଣ ନିମନ୍ତେ ୪୨କୋଟି ଟଙ୍କାର ବ୍ୟୟ ଅଟକଳ

ଆସିକା, ୨୮ା୧୧(ଡି.ଏନ୍‌.ଏ.)-ଆସିକା ସମବାୟ ଚିନିଶିଳ୍ପ ପରିଚାଳନା ପରିଷଦର ସାଧାରଣ ବୈଠକ ବୁଧବାର ମଧ୍ୟାହ୍ନରେ ଚିନିଶିଳ୍ପ ସଭାଗୃହରେ ଅନୁଷ୍ଠିତ ହୋଇଥିଲା। ପରିଚାଳନା ପରିଷଦ ସଭାପତି ବିପିନ ବିହାରୀ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାଧାରଣ ବୈଠକରେ ଆସିକା ସମବାୟ କେନ୍ଦ୍ର ବ୍ୟାଙ୍କ ସଭାପତି…

ଆଦିବାସୀଙ୍କ ଧାରଣା ପ୍ରତ୍ୟାହୃତ

ପାତ୍ରପୁର,୨୮ା୧୧(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ତୁମ୍ବା, ବୁରାତାଲ ଓ ଆଙ୍କୁଲି ପଞ୍ଚାୟତବାସୀ ତିତ୍‌ଲି ବାତ୍ୟା ପରବର୍ତ୍ତୀ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଠାରୁ ତହସିଲ କାର୍ଯ୍ୟାଳୟ ଆଗରେ ଦେଇଥିବା ଧାରଣା ବୁଧବାର ସନ୍ଧ୍ୟାରେ ଉପଜିଲାପାଳଙ୍କ ଲିଖିତ ପ୍ରତିଶ୍ରୁତି ପରେ ପ୍ରତ୍ୟାହୃତ ହୋଇଛି। ପ୍ରକାଶ ଯେ,…

୧୦ ଦିନ ପରେ ଥାନାରେ ଏତଲା

ଗଞ୍ଜାମ,୨୮ା୧୧(ଡି.ଏନ.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ଜଣେ ନାବାଳିକା (୧୬)ଙ୍କୁ ଅପହରଣ କରାଯାଇଥିବା ନେଇ ଗତ ୨୧ରେ ଅଭିଯୋଗ ହୋଇଛି। ଅପହରଣର ୧୦ ଦିନ ପରେ ଅପହୃତା ନାବାଳିକାଙ୍କ ଆଇଙ୍କ ଏତଲାକୁ ଭିତ୍ତି କରି ପୋଲିସ ନଂ. ୧୧୧/୧୯ରେ ମାମଲା ରୁଜୁ କରି…

ଶାଶୁ, ଶ୍ୱଶୁର, ଦିଅରଙ୍କ ମାଡ଼ରେ ବୋହୂ ଗୁରୁତର

ଖଲ୍ଲିକୋଟ,୨୮ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ମହେଶ୍ୱରପୁର ଗ୍ରାମରେ ବୁଧବାର ଶାଶୁ, ଶ୍ୱଶୁର ଓ ଦିଅରଙ୍କ ମାଡ଼ରେ ବୋହୁ ଗୁରୁତର ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ନଂ. ୩୪୭/୧୯ରେ ମାମଲା ରୁଜୁ କରି ଖଲ୍ଲିକୋଟ ପୋଲିସ ତଦନ୍ତ ଚଳାଇଛି। ମାଣିକପୁରର ଭରତ ଦୁହୁଡ଼ିଙ୍କ…

ମହିଳାଙ୍କ ତଣ୍ଟିକାଟି ହତ୍ୟା

ଶେରଗଡ଼,୨୮ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଶେରଗଡ଼ ନିକଟସ୍ଥ ପାରସିଙ୍ଗି ଗ୍ରାମରେ ବୁଧବାର ରାତି ପ୍ରାୟ ୯ଟାରେ ଜଣେ ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ କବିତା ସେଠୀ (୪୨)। ଏ ନେଇ ବଡ଼ଗଡ଼ ପୋଲିସ ନଂ. ୨୭୫/୧୯ରେ ମାମଲା ରୁଜୁ…

ତିତ୍‌ଲି କ୍ଷତିପୂରଣ ଦାବି: ଧାରଣା ଦ୍ୱିତୀୟ ଦିନରେ

ପାତ୍ରପୁର,୨୭।୧୧(ଡି.ଏନ୍‌.ଏ.): ତିତ୍‌ଲି କ୍ଷୟକ୍ଷତି ପ୍ରଦାନ ଦାବି ନେଇ ଦ୍ୱିତୀୟ ଦିନରେ ୩ଟି ଆଦିବାସୀ ପଞ୍ଚାୟତର ଲୋକେ ପାତ୍ରପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ତିତ୍‌ଲି ବାତ୍ୟା ବେଳେ ଏହି ତହସିଲର ତୁମ୍ବା, ବୁରାତାଲ ଏବଂ ଆଙ୍କୁଲି ପଞ୍ଚାୟତର ପାହାଡ଼…

ଗଞ୍ଜାମ ବସ୍‌ ବନ୍ଦ: ୫ ରୁ୍‌ଟ୍‌ରେ ଯାତ୍ରୀଙ୍କ ପାଇଁ ପ୍ରଶାସନର ସ୍ବତନ୍ତ୍ର ବସ୍‌

ବ୍ରହ୍ମପୁର ଅଫିସ, ୨୭।୧୧-ହଲଦିଆପଦର ବସଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଥିବାବେଳେ ପ୍ରଶାସନ ଏହାର ମୁକାବିଲା ତଥା ଯାତ୍ରୀଙ୍କ ସୁବିଧା ପାଇଁ ସୱତନ୍ତ୍ର ବସ୍‌ର ବ୍ୟବସ୍ଥା କରିଛି। ହଲାଦିଅପଦରରୁ…

ଦ୍ୱିତୀୟ ଦିନରେ ଘରୋଇ ବସ ମାଲିକ ସଂଘର ବନ୍ଦ ପାଳନ: ହନ୍ତସନ୍ତ ଯାତ୍ରୀ

ବ୍ରହ୍ମପୁର ଅଫିସ,୨୭।୧୧-ହଲାଦିଆପଦରରୁ ଘରୋଇବସ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ଗଞ୍ଜାମ ଜିଲା ଘରୋଇ ବସ ମାଲିକ ସଂଘର ବନ୍ଦ ଡାକରା ବୁଧବାର ଦିତୀୟ ଦିନରେ ପହଞ୍ଚିଛି। ବସ୍‌ ବନ୍ଦ ଯୋଗୁ ଯାତ୍ରୀମାନଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକେଇ ଘଟଣା: ବ୍ୟାଙ୍କ କର୍ତ୍ତୃପକ୍ଷ ସାମିଲ ସୂଚନା

ଫୁଲବାଣୀ ଅଫିସ, ୨୭ା୧୧-ଦିଲ୍ଲୀ ଏମ୍‌ସ(ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଚେକ୍‌ ଜରିଆରେ ଫୁଲବାଣୀ ଷ୍ଟେଟ ବ୍ୟାଙ୍କ ଶାଖାରୁ ଉଠାଣ ହେବା ଘଟଣା ଚର୍ଚ୍ଚା ଜୋର ଧରିଛି।…

ପାତ୍ରପୁର ସରପଞ୍ଚ ଅଯୋଗ୍ୟ ଘୋଷିତ

ପାତ୍ରପୁର,୨୭ା୧୧(ଡି.ଏନ୍‌.ଏ.)-ନିର୍ବାଚନ ସରିବାର ଅଢ଼େଇବର୍ଷ ପରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପାତ୍ରପୁର ସରପଞ୍ଚ ଏ. ଶ୍ରୀଦେବୀଙ୍କ ପଦବୀକୁ କୋର୍ଟ ଅଯୋଗ୍ୟ ଘୋଷିତ କରିଛି। ପାତ୍ରପୁର ପାଷ୍ଟ ଟ୍ରାକ୍‌ କୋର୍ଟ ବିଚାରପତି ଲୋପାମୁଦ୍ରା ବେହେରା ୨ରୁ ଅଧିକ ସନ୍ତାନ ଥିବା ଏକ ମାମଲାର…

ମେମୁ ଟ୍ରେନ୍‌କୁ ବ୍ରହ୍ମପୁରରୁ ଚଳାଇବାକୁ ଦାବି

ବ୍ରହ୍ମପୁର ଅଫିସ୍‌,୨୭ା୧୧-ଗଞ୍ଜାମ ଜିଲା ବିଜୁ ପଟ୍ଟନାୟକ ସିନିୟର୍‌ ସିଟିଜେନ୍‌ ଫୋରମ୍‌ ତରଫରୁ ବିଭିନ୍ନ ଦାବି ସମ୍ପର୍କରେ ମଙ୍ଗଳବାର ଷ୍ଟେଶନ୍‌ ମ୍ୟାନେଜର୍‌ଙ୍କ ମାଧ୍ୟମରେ କେନ୍ଦ୍ର ରେଳମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ପୂର୍ବରୁ ମେମୁ ଟ୍ରେନ୍‌ ବ୍ରହ୍ମପୁରରୁ କଟକକୁ ଚଳାଚଳ କରୁଥିଲା । କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?