ଭୀଷ୍ମଗିରିରୁ ଭୁବନେଶ୍ୱର ଗଞ୍ଜେଇ ଚାଲାଣ: ୨ ଛାତ୍ର ଗିରଫ
ବ୍ରହ୍ମପୁର ଅଫିସ୍,୨୧ା୧୧- ଅବକାରୀ ବିଭାଗ ବୁଧବାର ପୃଥକ୍ ଭାବେ ଦୁଇଟି ସ୍ଥାନରେ ଚଢାଉ କରି ୨୨.୨୨୦ କେଜି ଗଞ୍ଜେଇ ଜବତ କରିଛି। ୨ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଜଟଣୀର ପବିତ୍ର ବେହେରା (୧୯) ଓ ପୁରୀ…
ବ୍ରହ୍ମପୁରରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କୁ ସମ୍ବର୍ଦ୍ଧନା ‘ବିପ୍ଳବ ବିନା ବିକାଶ ନାହିଁ’
ବ୍ରହ୍ମପୁର ଅଫିସ୍,୨୧ା୧୧- ଓଡ଼ିଶା ମାଟିରୁ ଆରମ୍ଭ ହୋଇଥିଲା। ପାଇକ ବିଦ୍ରୋହକୁ ଦେଶର ସର୍ବପ୍ରଥମ ବିଦ୍ରୋହ ଭାବେ ମାନ୍ୟତା ମିଳିଛି । ଏଥିରୁ ପ୍ରମାଣ ମିଳୁଛି, ଆମ ଓଡ଼ିଶାର ବୀରପୁତ୍ରଙ୍କ ବିରତ୍ୱ। ଏ ଜାତିର ମଣିଷମାନେ ସଂଗ୍ରାମ ଓ ସଂଘର୍ଷ କରିବା ଭୁଲିଗଲେଣି।…
ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ: ଜେଲଗଲେ ୨ ଯୁବକ
ଆସିକା,୨୦ା୧୧(ଡି.ଏନ୍.ଏ.): ଆସିକା ଥାନା ଇଲାକାରେ ଜଣେ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ ପାତ୍ର ଓ ଦେବାଷିଶ ମହାନ୍ତି। ଉଭୟେ ଜଣେ କଲେଜ ଛାତ୍ରୀଙ୍କୁ ରାସ୍ତାରେ ପିଛା କରି…
ବିଦ୍ୟୁତ୍ ଆଘାତରେ ଜଣଙ୍କ ମୃତ୍ୟୁ
ଆସିକା,୨୦ା୧୧(ଡି.ଏନ୍.ଏ.): ଗାଙ୍ଗପୁର ଥାନା ଅନ୍ତର୍ଗତ କଳାସୁତା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବିଦ୍ୟୁତ୍ ଆଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଜଣେ ପୂର୍ବତନ ସେନା କର୍ମଚାରୀ ଇନ୍ଦ୍ରମଣି ରାଉତ (୫୫)। ଇନ୍ଦ୍ରମଣି ନିଜ ଘରେ ତାର ସଜାଡୁଥିଲା…
ବଳାତ୍କାର କରି ଭିଡିଓ ଭାଇରାଲ କରିବା ଅଭିଯୋଗ: ଅଭିଯୁକ୍ତ ଗିରଫ
ଜଗନ୍ନାଥପ୍ରସାଦ, ୨୦।୧୧(ଡି.ଏନ୍.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରି ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ବୁଧବାର ଦୁଇଜଣ ନାବାଳକଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତଜଣଙ୍କ ହେଲେ ସଞ୍ଜୀବ ମାଝି(୨୦)।…
ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର
ଖଲିକୋଟ,୨୦।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ବସନ୍ତ ସ୍ବାଇଁଙ୍କ ବଡ଼ପୁଅ ରାଜେଶ ସ୍ବାଇଁ(୧୩) ଏବଂ ସାନପୁଅ ଆକାଶ ସ୍ବାଇଁ(୧୦)। ସୂଚନାନୁଯାୟୀ, ରାଜେଶ…
ପୁଣି ଚର୍ଚ୍ଚାରେ ଏସପି ସାରା ଶର୍ମା:ଅଧିକାରୀ, ଜନସାଧାରଣଙ୍କୁ ଦେଲେ ବ୍ୟାୟାମ ତାଲିମ
ପାରଳାଖେମୁଣ୍ଡି,୨୦-୧୧ (ସ୍ବ.ପ୍ର.):ପୁଣି ଚର୍ଚ୍ଚାରେ ଗଜପତି ଏସପି ସାରା ଶର୍ମା। ପୂର୍ବରୁ ମହିଳାଙ୍କ ସୁରକ୍ଷା ପାଇଁ ସି-ଟିମ୍ ଗଠନ କରିବା ସହ ଏଥିପାଇଁ ଗୀତଗାଇ ଚର୍ଚ୍ଚାକୁ ଆସିଥିଲେ। ଏବେ ପୁଣି ସେ ଫିଟ୍ନେସ ଶିବିର ‘ଜୁମ୍ବା ଏରୋବିକ୍ସ’ ଆୟୋଜନ କରି ଚର୍ଚ୍ଚାକୁ ଆସିଛନ୍ତି।…
ଋଷିକୁଲ୍ୟା ମୁହାଣରେ କଇଁଛଙ୍କ ମିଳନ ଆରମ୍ଭ
ଗଞ୍ଜାମ,୨୦-୧୧(ଡି.ଏନ.ଏ.):ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣରେ ଅଲିଭ ରିଡ୍ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ପୂର୍ବବର୍ଷ ଅପେକ୍ଷା ଚଳିତ ବର୍ଷ ଏହି ପ୍ରକ୍ରିୟା ଶୀଘ୍ର ଆରମ୍ଭ ହୋଇଥିବା ପରିବେଶବିତ୍ମାନେ କହିଛନ୍ତି। ମଙ୍ଗଳବାର ଖଲ୍ଲିକୋଟ ରେଞ୍ଜର…
ମଙ୍ଗଳରେ ଜୀବନ ସନ୍ଧାନ ପ୍ରୟାସ
ବ୍ରହ୍ମପୁର ଅଫିସ୍,୨୦-୧୧:ମଙ୍ଗଳରେ ଜୀବନ ସନ୍ଧାନକୁ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସଫଳତା ମିଳିପାରି ନାହିଁ। ତେବେ ବ୍ରହ୍ମପୁରର ୨ଜଣ ଛାତ୍ର ଏଦିଗରେ ନିଜ ଉଦ୍ୟମରେ ପ୍ରୟାସ ଆରମ୍ଭ କରିଛନ୍ତି। ବ୍ରହ୍ମପୁର ଗୋଷାଣୀନୂଆଗଁା ଡିଏଭି…
ବାର୍ହା, କୁଟୁରା ଛାଲ ଜବତ: ଅଭିଯୁକ୍ତ ଫେରାର
ବୁଗୁଡ଼ା,୨୦ା୧୧(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଅନ୍ତର୍ଗତ ସଙ୍କୁରୁ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ଏକ୍ସେଲ ଗାଡ଼ିରୁ ବାର୍ହା ଓ କୁଟୁରା ଛାଲ ଏବଂ ୨୫୦ ଗ୍ରାମ ମାଂସ ବନ ବିଭାଗ ପକ୍ଷରୁ ଜବତ କରାଯାଇଛି। ଏକ୍ସେଲ-୧୦୦ ଗାଡ଼ି (ନଂ.ଓଡି୩୨ବି୩୮୨୪)ରେ ଜଣେ ବ୍ୟକ୍ତି ୨ଟି…
ମଳାସୁର କ୍ୟାମ୍ପେନ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ
ବ୍ରହ୍ମପୁର ଅଫିସ,୨୦ା୧୧- ବ୍ରହ୍ମପୁର ମହାନଗର ନିଗମ ନିକଟରେ ରାଜ୍ୟର ପ୍ରଥମ ବାହ୍ୟମଳ ମୁକ୍ତ(ଓଡିଏଫ) ବାହ୍ୟମଳ ମୁକ୍ତ ପ୍ଲସ ପ୍ଲସ(ଓଡିଏଫ++) ସହର ଭାବେ ମାନ୍ୟତା ପାଇବା ସହ ସ୍ବଚ୍ଛ ସର୍ବେକ୍ଷଣରେ ରାଜ୍ୟର ପ୍ରଥମ ସ୍ବଚ୍ଛ ସହର ଭାବେ ମାନ୍ୟତା ପାଇଛି। ବିଏମ୍ସି ପକ୍ଷରୁ…
ବ୍ରହ୍ମପୁରର ୨ ଛାତ୍ରଙ୍କ ଉଦ୍ୟମ: ମଙ୍ଗଳରେ ଜୀବନ ସନ୍ଧାନ ପ୍ରୟାସ
ବ୍ରହ୍ମପୁର ଅଫିସ୍,୨୦ା୧୧- ମଙ୍ଗଳରେ ଜୀବନ ସନ୍ଧାନକୁ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସଫଳତା ମିଳିପାରି ନାହିଁ। ତେବେ ବ୍ରହ୍ମପୁରର ୨ଜଣ ଛାତ୍ର ଏଦିଗରେ ନିଜ ଉଦ୍ୟମରେ ପ୍ରୟାସ ଆରମ୍ଭ କରିଛନ୍ତି। ବ୍ରହ୍ମପୁର ଗୋଷାଣୀନୂଆଗଁା…

