ଗଞ୍ଜାମ

ଡିସେମ୍ବରରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପର୍ବ: କୂଳ ଲଂଘୁଛି ସମୁଦ୍ର, ଅଣ୍ଡାଦାନ ପ୍ରଭାବିତ ଆଶଙ୍କା

ଗଞ୍ଜାମ,୧୧ା୧୧(ଡି.ଏନ.ଏ.)-ଗଞ୍ଜାମ ନିକଟ ଋଷିକୁଲ୍ୟା ମୁହାଣଠାରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଏବଂ ଠିକ ମାସେ ପରେ ଅର୍ଥାତ ଜାନୁୟାରୀରେ ଅନୁକୂଳ ପାଗ ଓ ଦକ୍ଷିଣା ପବନ ବହିଲେ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ବିଭିନ୍ନ ସଂସ୍ଥା ଏବଂ ବନ…

ଯୁବତୀଙ୍କୁ ପ୍ରତାରଣା, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୧ା୧୧-ଜଣେ ଯୁବତୀଙ୍କୁ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ସହ ପ୍ରତାରଣା କରିଥିବା ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ କାମ୍ପସାହିର ପଞ୍ଚାନନ ଗୌଡ଼। ମାମଲା ନଂ.୨୩୩/୧୯ ଅନୁସାରେ ତାଙ୍କୁ କୋର୍ଟ…

ଏମ୍‌କେସିଜି ମେଡିକାଲ ପରିଦର୍ଶନ କଲେ ଜିଲାପାଳ: ଔଷଧ ଚିଠାରେ କମ୍ପାନୀ ନାଁ ଦେଖି କ୍ଷୁବ୍ଧ

ବ୍ରହ୍ମପୁର ଅଫିସ୍‌,୧୧ା୧୧-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ପୂର୍ବାହ୍ନରେ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ପରିଦର୍ଶନରେ ଯାଇଥିଲେ। ଜିଲାପାଳ ବିଭିନ୍ନ ୱାର୍ଡ଼ ବୁଲିବା ସହ ରୋଗୀଙ୍କ ସହ କଥା ହୋଇଥିଲେ। ଡାକ୍ତରମାନେ ଔଷଧର କମ୍ପୋଜିସନ୍‌…

ତାସ ଖେଳକୁ ନେଇ ଆକ୍ରମଣ, ୩ ଗିରଫ

ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ନୂଆ ପେଣ୍ଡୁରାବାଡି ଗାଁରେ ତାସ ଖେଳକୁ କେନ୍ଦ୍ରକରି ଗ୍ରାମର ସୁଶାନ୍ତ ବେହେରାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ସୁଶାନ୍ତଙ୍କ ଏତଲାକ୍ରମେ ପୋଲିସ ନଂ. ୨୩୦/୧୯, ଦଫା ୩୨୩/୩୪୧/୫୦୬/୩୪ରେ ମାମଲା ରୁଜୁ କରି ରବିବାର ଦଣ୍ଡପାଣି ସେଠୀ, ରାମ ସେଠୀ…

ମହିଳାଙ୍କୁ ଅସଦାଚରଣ ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଧମକ ଓ ଅସଦାଚରଣ କରିବା ଅଭିଯୋଗରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ରବିବାର ପୋଲିସ ଗିରଫ କରିଛି। ସେ ହେଲେ ରାମ ପାତ୍ର। ମହିଳା ଜଣକ ଘର ବାରଣ୍ଡାରେ ବସିଥିବା ବେଳେ ଶୁକ୍ରବାର ରାତିରେ ତାଙ୍କ ଘର…

୪ କୁଇଣ୍ଟାଲ ମାଧବୀ ଚେର ସହ ଗାଡ଼ି ଜବତ, ମାଲିକ ଗିରଫ

ବୁଗୁଡ଼ା,୧୦ା୧୧(ଡି.ଏନ.ଏ.)- ବୁଗୁଡ଼ା ବନାଞ୍ଚଳ ଠଣାପଲ୍ଲୀ-ଗୋଳାବନ୍ଧ ରାସ୍ତାରେ ଶନିବାର ରାତ୍ର ପ୍ରାୟ ୧୦ଟାରେ ବୁଗୁଡ଼ା ବନ ବିଭାଗ ଦ୍ୱାରା ଚଢାଉ କରାଯାଇ ୧୨ ବସ୍ତା (୪ କୁଇଣ୍ଟାଲ) ମାଧବୀ ଚେର ସହ ଏକ ପିକ୍‌ଅପ୍‌ ଗାଡି ନଂ.(ଓଡି୦୭କେ-୩୧୫୫) ଜବତ କରାଯାଇଛି। ଗାଡ଼ି ଚାଳକ…

ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ : ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଲେ

ହିଞ୍ଜିଳିକାଟୁ,୧୦।୧୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଦିଲୀପ କୁମାର ମହାନ୍ତି ରବିବାର ହିିଞ୍ଜିଳି ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀଙ୍କୁ ବହୁ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଛନ୍ତି। ପୂର୍ବାହ୍ନରେ ସଚିବ ହିଞ୍ଜିଳିକାଟୁ ସରକାରୀ ବୃନ୍ଦାବନ ବିଦ୍ୟାପୀଠ…

ଛାତରୁ ଖସି ଜଣଙ୍କ ଜୀବନ ଗଲା

ବ୍ରହ୍ମପୁର ଅଫିସ,୧୦।୧୧: ଗଞ୍ଜାମ ଜିଲା ଟାଉନ୍‌ଥାନା ଅନ୍ତର୍ଗତ ଗାନ୍ଧୀନଗରସ୍ଥିତ ଓଡ଼ିଶା ସେଲ୍ସ ଏକ୍‌ଜିକ୍ୟୁଟିଭ୍‌ ଆସୋସିଏଶନ (ଓସିଆ) ଛାତରୁ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ କଲିକତାର ଟି.ମହମ୍ମଦ(୫୨)ବୋଲି ପୋଲିସ କହିଛି । ରବିବାର ମୃତଦେହ ଜବତ କରି…

ଏମ୍‌କେସିଜିରେ ଅଚାନକ ପହଞ୍ଚିଲେ ଜିଲାପାଳ : ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ବ୍ରହ୍ମପୁର ଅଫିସ,୧୦।୧୧: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ପୂର୍ବାହ୍ନରେ ଅଚାନକ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ପହଞ୍ଚିଥିଲେ। ବିଭିନ୍ନ ଓ୍ବାର୍ଡ ବୁଲିବା ସହ ରୋଗୀଙ୍କ ସହ କଥା ହୋଇଥିଲେ । ଡାକ୍ତରମାନେ ଔଷଧର…

କାର୍‌ ପୋଛା ବେଳେ ଦାଗ: ଦିବ୍ୟାଙ୍ଗ ଛାତ୍ରଙ୍କୁ ନିସ୍ତୁକ ପିଟିଲେ ଶିକ୍ଷକ

ଦିଗପହଣ୍ଡି,୧୦।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ତଲାସିଙ୍ଗି ସରକାରୀ ହାଇସ୍କୁଲର ଜଣେ ଶିକ୍ଷକଙ୍କ କାରରୁ ଧୂଳି ସଫା କରିବା ପାଇଁ ୯ମ ଶ୍ରେଣୀର ଦିବ୍ୟାଙ୍ଗ ଛାତ୍ରଙ୍କୁ ନିୟୋଜିତ କରାଯାଇଥିଲା। ସଫା କରିବାବେଳେ କାରରେ ଦାଗ ହୋଇଯିବାରୁ ଶିକ୍ଷକ ଜଣକ…

ଧରିତ୍ରୀ ପ୍ରଭାବ: ନିରୀହ ଲୋକଙ୍କୁ ପୋଲିସର ମାଡ଼ ଘଟଣାରେ କ୍ଷତିପୂରଣ ଲାଗି ଏନ୍‌ଏଚ୍‌ଆର୍‌ସିର ନିର୍ଦ୍ଦେଶ

ପୁରୁଷୋତ୍ତମପୁର, ୧୦।୧୧ (ଡି.ଏନ.ଏ.): ଜାତୀୟ ମାନବାଧିକାର କମିଶନ ପୋଲିସ ମାଡରେ ଆହତ ୭ ଜଣଙ୍କୁ ୨୫ହଜାର ଲେଖାଏ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିପୂରଣ ପାଇବାକୁ ଥିବା ବ୍ୟକ୍ତିହେଲେ କୁମାରୀର ଅଧିକାରୀ ବେହେରା, ପୁରୁଷୋତ୍ତମପୁର ମେନ୍‌ରୋଡ୍‌ର ଗଣପତି ସାହୁ, ମହେଶ୍ୱର ମହାନ୍ତି,…

ଗଞ୍ଜାମ ଜିଲା ଚିଠି: ପଛକୁ ଦେଖ

ଗତ ଏକ ବର୍ଷ ହେଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ରେ ଅମଲାତନ୍ତ୍ର ଶାସନ ଚାଲିଛି। ୨୦୧୮ ସେପ୍ଟେମ୍ବର ୩୦ରେ ରାଜ୍ୟବ୍ୟାପୀ ସମସ୍ତ ପୌରସଂସ୍ଥାକୁ ରାଜ୍ୟ ସରକାର ଭାଙ୍ଗିଦେଇଥିଲେ ମଧ୍ୟ ଏଯାଏଁ ନିର୍ବାଚନ କରାଇନାହାନ୍ତି। ସୁତରାଂ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?