ଗଞ୍ଜାମ

ଜଙ୍ଗଲ ସୁରକ୍ଷା ନେଇ ବନ ବିଭାଗର ପ୍ରୟାସ: ଜଙ୍ଗଲ ନିକଟ ଗ୍ରାମବାସୀଙ୍କୁ ମାଗଣା ଗ୍ୟାସ ସଂଯୋଗ ବଣ୍ଟନ

ଶେରଗଡ଼,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ନିକଟସ୍ଥ ମଛାକୋଟ ଗ୍ରାମରେ ବୁଧବାର ବନ ବିଭାଗ ପକ୍ଷରୁ ମାଗଣା ଗ୍ୟାସ ସଂଯୋଗ ବଣ୍ଟନ କରାଯାଇଛି। ଏଥିରେ ଆଞ୍ଚଳିକ ବନ ସଂରକ୍ଷକ ସୁରେଶ ପନ୍ଥ ଓ ଜିଲା ବନଖଣ୍ଡ ଅଧିକାରୀ ସତ୍ୟନାରାୟଣ ବେଉରା ଯୋଗ ଦେଇ…

ବେଆଇନ ଚିଙ୍ଗୁଡ଼ି ଚାଷ ଉଚ୍ଛେଦ ନିର୍ଦ୍ଦେଶ

ଛତ୍ରପୁର,୨୯ା୫(ଡି.ଏନ.ଏ.)-ଖାରି ଜଳ ଚିଙ୍ଗୁଡି ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ଚାଷୀଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାକୁ ପ୍ରଶିକ୍ଷଣ ଶିବିର ଆୟୋଜନ ହେବ। ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁ୍‌ଷ୍ଠିତ ବୈଠକରେ ଉପରୋକ୍ତ ନିଷ୍ପତି ହୋଇଛି। ବୈଠକରେ ଜିଲାପାଳ ବିଜୟ ଅମୃତା…

ଜଙ୍ଗଲ ଅଧିକାର ଆଇନ ସଚେତନତା ସଭା: ଅସନ୍ତୋଷ ଜାହିର କଲେ ଆଦିବାସୀ, ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୨୯ା୫(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜଙ୍ଗଲ ଅଧିକାର ଆଇନ ଗଞ୍ଜାମ ଜିଲା ଉପଖଣ୍ଡ ସ୍ତରୀୟ ସମୀକ୍ଷା ଓ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ସଭାରେ ବିଡିଓ ହଳଧର ଶବର ଅଧ୍ୟକ୍ଷତା କରିଥିବା ବେଳେ ଜିଲା ମଙ୍ଗଳ ଅଧିକାରୀ ଡ. ପରୀକ୍ଷିତ…

ପଲିଥିନ, ପ୍ଲାଷ୍ଟିକ କଟକଣାକୁ ପୂରିଲାଣି ୭ ମାସ: ଆମଦାନୀ ଉପରେ ଲାଗୁନି ରୋକ

ବ୍ରହ୍ମପୁର ଅଫିସ,୨୯ା୫-ପଲିଥିନ ଓ ପ୍ଲାଷ୍ଟିକମୁକ୍ତ ହେବ ଓଡିଶା। ଏଭଳି ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର ା ୨୦୧୮ ଜୁଲାଇ ମାସରେ ଓଡିଶାକୁ ପ୍ଲାଷ୍ଟିକ ଓ ପଲିଥିନମୁକ୍ତ ରାଜ୍ୟରେ ପରିଣତ କରିବାକୁ ନିଷ୍ପତ୍ତି ନେବା ସହ ପ୍ରଥମ ପର୍ଯ୍ୟାୟରେ ସମସ୍ତ ମହାନଗରରେ ପଲିଥିନ…

ଖଲ୍ଲିକୋଟ କଲେଜର ଦୈନନ୍ଦିନ କାର୍ଯ୍ୟରେ ସମସ୍ୟା: ବହୁ ଅଣଶିକ୍ଷକ ପଦବୀ ଖାଲି

ବ୍ରହ୍ମପୁର ଅଫିସ୍‌,୨୯ା୫-ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ କିଭଳି ଭାବେ କାର୍ଯ୍ୟ କରୁଛି, ତାହା ଖଲ୍ଲିକୋଟ ସ୍ବୟଂ ଶାସିତ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ଦେଖିଲେ ହଦୟଙ୍ଗମ ହେଉଛି । ଏହି ମହାବିଦ୍ୟାଳୟରେ ନା ଶିକ୍ଷକ ପଦବୀ ପୂରଣ ହୋଇପାରୁଛି ନା ଅଣ…

ବଡନଦୀ ହିଡରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଆସିକା,୨୮।୫(ଡି.ଏନ୍‌.ଏ.)- ଆସିକା ସହର ଉପକଣ୍ଠ ମୁକୁନ୍ଦପୁର-ଆଲିପୁର ବଡନଦୀ ହିଡ ରାସ୍ତା କଡରୁ ମଙ୍ଗଳବାର ସନ୍ଧ୍ୟାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ପୋଲସରା ନିକଟସ୍ଥ ରାଣୀପଡା ଗ୍ରାମର ସଞ୍ଜୟ ବେହେରା (୪୫)। ସେ ପରିବାର ସହ ୧୦ବର୍ଷ ହେଲା…

୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ

ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍‌ଯାପିତ ହେବ। ବୁଧବାର ବିଡେକା ପକ୍ଷରୁ ମନ୍ଦିର ପରିସରରେ ଆମ୍ବୁଲାନ୍ସ ସେବା ଓ ଲେଜର ଶୋ ଆରମ୍ଭ ହେବ।…

ଅତ୍ୟାଧୁନିକ ଆମ୍ବୁଲାନ୍ସ କବାଡିଆ ଦରରେ ବିକ୍ରି

ଫୁଲବାଣୀ ଅଫିସ, ୨୮।୫- କନ୍ଧମାଳ ଜିଲାକୁ ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ଏକ ଅତ୍ୟାଧୁନିକ ଆମ୍ବୁଲାନ୍ସ ଶେଷରେ କବାଡିଆ ଦରରେ ବିକ୍ରି ହୋଇଛି। ବର୍ଷବର୍ଷ ଧରି ଖରା ବର୍ଷାରେ ଅକାମୀ ହୋଇ ପଡିବା ପରେ ୩୫ ଲକ୍ଷ ଟଙ୍କାର ଏହି…

ଠାକୁରାଣୀ ଯାତ୍ରା ଲାଗି ପୁରୁଷୋତ୍ତମପୁର ଉତ୍ସବମୁଖର

ପୁରୁଷୋତ୍ତମପୁର,୨୮।୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁରରେ ଚାଲିଥିବା ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାର ୧୬ଦିନରେ ପହଞ୍ଚତ୍ଛି। ପ୍ରତ୍ୟେକଦିନ ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ (କନକା, କାଳୁଆ, ତାରା ତାରିଣୀ, କାଳୀ ଓ ଫୁଲ ସୁନ୍ଦରୀ)ଙ୍କ ଘଟ ପର୍ଯ୍ୟାୟକ୍ରମେ ଗୋଟିଏ ଦିନ ପୂର୍ବଖଣ୍ଡ ରାଧାକାନ୍ତ ସାହି,…

ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ୩ ଭାଇ ଗଲେ ଜେଲ

ଦିଗପହଣ୍ଡି୨୮।୫(ଡି.ଏନ୍‌.ଏ.): ଦିଗପହଣ୍ଡି ପୋଲିସ ମଙ୍ଗଳବାର ଚକପଡ଼ା ଗ୍ରାମର ୩ ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ରଘୁନାଥ ପ୍ରଧାନ, ସୀତାରାମ ଓ ଶିବରାମ। ଅଭିଯୁକ୍ତଙ୍କୁ କେସ ନଂ. ୧୦୦/ ୧୯ରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣରେ କୋର୍ଟଚାଲାଣ କରାଯାଇଛି।…

ପେଟ୍ରୋଲ ପମ୍ପ୍‌, ଫାଇନାନ୍ସ ସଂସ୍ଥାକୁ ସଚେତନ କଲା ପୋଲିସସିସି କ୍ୟାମେରା ଲଗାଇବାକୁ ପରାମର୍ଶ

ଛତ୍ରପୁର,୨୮ା୫(ଡି.ଏନ.ଏ) -ବିଭିନ୍ନ ମାଇକ୍ରୋ ଫାଇନାନ୍ସ ସଂସ୍ଥା ଓ ପେଟ୍ରୋଲ ପମ୍ପର ଟଙ୍କା ବ୍ୟାଙ୍କକୁ ଜମା କରିବାକୁ ନେବାବେଳେ ସତର୍କତା ଅବଲମ୍ବନ କରିବାକୁ ଛତ୍ରପୁର ଥାନା ପୋଲିସ ପକ୍ଷରୁ ସଚେତନ କରାଯାଇଛି। ଥାନା ଇଲାକାରେ ଥିବା ୧୩ଟି ପେଟ୍ରୋଲ ପମ୍ପର ଅଧିକାରୀ ଓ…

କଂଗ୍ରେସ ସହ ମେଣ୍ଟ କରି କ୍ଷତିର ସମ୍ମୁଖୀନ ସିପିଆଇ

ବ୍ରହ୍ମପୁର ଅଫିସ,୨୮ା୫-୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସ ସହ ମେଣ୍ଟ କରି ଗଞ୍ଜାମ ଜିଲାରେ କ୍ଷତିର ସମ୍ମୁଖୀନ ହୋଇଛି ବାମପନ୍ଥୀ ସିପିଆଇ। ଆସିକା ଲୋକ ସଭା ଏବଂ ଛତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ନ ଦେଇ ମେଣ୍ଟ ବୁଝାମଣାରେ ସିପିଆଇକୁ ଛାଡ଼ି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri