ଗଞ୍ଜାମ

ରାସ୍ତା ଉପରେ ଜଳିଗଲା କାର୍‌

ଭଞ୍ଜନଗର,୨୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ନିକଟରେ ମଙ୍ଗଳବାର ଏକ କାର୍‌ରେ ଅଗ୍ନିକାଣ୍ଡ ଘଟିଛି। କାର୍‌ର ବ୍ୟାଟେରିରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଖବର ପାଇ ଭଞ୍ଜନଗର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ିବା ଘଟଣା: ବୃଦ୍ଧା ମୃତ

ଦିଗପହଣ୍ଡି,୨୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁ ଦଳିତ ସାହିରେ ଲଗାଣ ବର୍ଷାରେ ଗତ ଶନିବାର ସନ୍ତୋଷ ନାଇକଙ୍କ ମାଟି କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଏଥିରେ ତାଙ୍କର ୧୦ ମାସର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ବେଳେ…

ଡ୍ରେନେଜ୍‌ ଡିଭିଜନ ଦୁର୍ନୀତିର ତଦନ୍ତ ଦାବି : ଭିଜିଲାନ୍ସ ଅଫିସ ଘେରାଉ କରିବ ଭାଜପା

ବ୍ରହ୍ମପୁର ଅଫିସ,୨୯ା୧୦-ରେଶମ ନଗରୀ ପରିମଳ ବ୍ୟବସ୍ଥାରେ ବ୍ରହ୍ମପୁରର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରେ ଥିବା ବାହାନା ଓ ସାପୁଆ ନାଳ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି ଦୁଇ ନାଳ ନିୟମିତ ସଫା ହେଉ ନ ଥିବା ଏବଂ ପୁନରୁଦ୍ଧାର କାର୍ଯ୍ୟରେ ଅହେତୁକ ବିଳମ୍ବ…

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଧାରଣା : ବିଇଓ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଗଞ୍ଜାମ,୨୯ା୧୦(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ସାନରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ-ଶିକ୍ଷୟିତ୍ରୀ ଭାଗ୍ୟବତୀ ବେହେରାଙ୍କୁ ବଦଳି ନ କରିବାକୁ ଗ୍ରାମବାସୀ ସୋମବାର ବିଇଓ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଏଥିସହ ଉକ୍ତ ସ୍କୁଲ ପ୍ରଧାନ ଶିକ୍ଷକ ତଥା ଗଞ୍ଜାମ ବ୍ଲକ…

ଗଳାକାଟି ହତ୍ୟା ଘଟଣା: ବଡ଼ବାପା ପୁଅ ଭାଇ ଗିରଫ

ବୁଗୁଡ଼ା,୨୯ା୧୦(ଡି.ଏନ.ଏ.)-ବୁଗୁଡ଼ା ସହର ଉପକଣ୍ଠ ବେତାରସିଙ୍ଗରେ ଶୁକ୍ରବାର ବିଳମ୍ବିତ ରାତିରେ ଦାଦାପୁଅ ଭାଇ ନିଲୁ ପାତ୍ର (୧୫)ଙ୍କ ଗଳା ଓ ପେଟରେ ଛୁରି ଭୁସି ବଡ଼ବାପା ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ସୋମବାର ପୋଲିସ ବଡ଼ବାପା ପୁଅ ଭାଇ…

ବାପାଙ୍କ କାଠଫାଳିଆ ମାଡ଼ରେ ପୁଅ ମୃତ

ଶେରଗଡ଼,୨୯ା୧୦(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ କେରିକେରିଝୋଳା ଗ୍ରାମରେ ସୋମବାର ରାତିରେ ବାପାଙ୍କ କାଠଫାଳିିଆ ମାଡ଼ରେ ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ପିଣ୍ଟୁ ଗୌଡ଼ (୨୮)। ଖବରପାଇ ପୋଲିସ ପହଞ୍ଚତ୍ ଘଟଣାର ତଦନ୍ତ ଚଳାଇଛି। ପିଣ୍ଟୁ ସବୁବେଳେ…

ବସ୍‌ ଧକ୍କାରେ ଗୋରୁ ମୃତ, ଆଇଟିଆଇ ଛାତ୍ର ଆହତ, ଉତ୍ୟକ୍ତ ଛାତ୍ରଙ୍କ ରାସ୍ତାରୋକୋ

ହିଞ୍ଜିଳିକାଟୁ, ୨୮।୧୦(ଡି.ଏନ୍‌.ଏ)-ପୋଚିଲିମା ଛକ ନିକଟ ଜାତୀୟ ରାଜପଥରେ ସୋମବାର ସନ୍ଧ୍ୟାରେ ଏକ ବସ୍‌ ଧକ୍କା ଦେବାରୁ ଗୋଟିଏ ଗୋରୁର ମୃତ୍ୟୁ ଘଟିଥିବା ବେଳେ ଜଣେ ଆଇଟିଆଇ ଛାତ୍ର ଆହତ ହୋଇଛନ୍ତି। ସେ ହେଲେ ଉତ୍ତମ କୁମାର ଗୌଡ଼। ବସ ଚାଳକଙ୍କ ବେପରୁଆ…

ଦୀପାବଳିରେ ଦୁର୍ଘଟଣା: ବାଣ ଫୁଟା ନେଲା ୨ ଜଣଙ୍କ ଜୀବନ

ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଶ୍ୟାମସୁନ୍ଦରପୁର ଗଁା ଦଳିତ ସାହିରେ ଦୀପାବଳି ରାତିରେ ଏକ ଦୁର୍ଘଟଣା ଘଟିଛି। ବାଣ ଫୁଟାଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ୮ନଂ. ୱାର୍ଡ ଶ୍ୟାମସୁନ୍ଦରପୁର ଗଁାର ମାଧବ ଦାସ (୨୫) ଓ…

ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

ବୁଗୁଡ଼ା,୨୮ା୧୦(ଡି.ଏନ.ଏ.)-ବୁଗୁଡ଼ା ଥାନା ରାବଗଡ଼ ନିକଟସ୍ଥ ଏକ ପୋଖରୀରେ ବୁଡ଼ି ରବିବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାବଗଡ଼ର ସରମା ନାୟକ (୫୯)। ଏ ନେଇ ପୋଲିସ ନଂ. ୨୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଦୀପାବଳି ଅମବାସ୍ୟା…

ଭିଜିଲାନ୍ସ ସଚେତନତା ସପ୍ତାହ: ଦୁର୍ନୀତିମୁକ୍ତ ସମାଜ ଗଠନ ଲାଗି ଶପଥପାଠ

ଛତ୍ରପୁର,୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ପକ୍ଷରୁ ସୋମବାର ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ ହୋଇଛି। ଏହି ଅବସରରେ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଏକ ସଚେତନତା ସଭାର ଆୟୋଜନ କରାଯାଇଥିଲା। ପରେ ଦୁର୍ନୀତିମୁକ୍ତ ସମାଜ ଗଠନ ପାଇଁ ଏକ ଶପଥ ପାଠ ହୋଇଥିଲା। ଏଥିରେ ଗଞ୍ଜାମ…

ରାସ୍ତା ମରାମତି ଲାଗି ଜିଲାପାଳଙ୍କୁ ଜଣାଇଲେ ଗ୍ରାମବାସୀ

ବ୍ରହ୍ମପୁର ଅଫିସ୍‌,୨୮।୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ତଥା କୁକୁଡ଼ାଖଣ୍ଡି ବ୍ଲକର ଆଙ୍କୁଶପୁର ଛକଠାରୁ ପ୍ରତାପକୃଷ୍ଣଚନ୍ଦପୁର ଭାୟା ମଶିଆାଲି ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏ ନେଇ ସୋମବାର ଗ୍ରାମବାସୀ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳ ବିଜୟ ଅମୃତା…

ଦୀପାବଳିରେ ଅଘଟଣ: ବାଣଫୁଟି ୨ ମୃତ

ଖଲିକୋଟ, ୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ଏନ୍‌ଏସି ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ହରିଜନପୁର ସାହିରେ ବାଣ ଫୁଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମାଧବ ଦାସ(୨୫) ଏବଂ ଶ୍ରଦ୍ଧେୟ ଦାସ(୨୫)। ପ୍ରକାଶ ଯେ, ମାଧବ ଓ ଶ୍ରଦ୍ଧେୟ ଦୀପାବଳି ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?