ଗଞ୍ଜାମ

ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତା, ଘରେ ପଶିଲା ବର୍ଷାଜଳ

ବ୍ରହ୍ମପୁର ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିଯୋଗୁ ବେହାଲ ହୋଇପଡ଼ିଛି ବ୍ରହ୍ମପୁର। ସହରର ବିଭିନ୍ନ ଅଞ୍ଚଳରେ କୁତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ଗଜପତିନଗର ୧୧ତମ…

ଗଞ୍ଜାମରେ ସ୍କୁଲ ବନ୍ଦ

ବ୍ରହ୍ମପୁର ଅଫିସ/ଛତ୍ରପୁର(ଡି.ଏନ.ଏ.)୨୪।୧୦: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଥିବା ଯୋଗୁଁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଗଞ୍ଜାମ ଜିଲାରେ ବୁଧବାରଠାରୁ ପ୍ରବଳ ବର୍ଷା ହେଉଛି। ଏଥିପାଇଁ ଗଞ୍ଜାମ ଜିଲାପାଳଙ୍କ ପକ୍ଷରୁ ଗୁରୁବାର ଜିଲାର ସମସ୍ତ…

ପୋଲିସ ଉପରକୁ ଗୁଳିମାଡ଼ ମାମଲା:  ପ୍ରମାଣ ଅଭାବରୁ ଜିତୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୪ା୧୦-ଗଞ୍ଜମ ଜିଲା ଅତିରିକ୍ତ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଏସିଜେଏମ୍‌) ବୁଧବାର ପୋଲିସ ଉପରକୁ ଗୁଳିମାଡ ମାମଲାର ବିଚାର କରିଥିଲେ। ପ୍ରମାଣ ଅଭାବରୁ ଅଭିଯୁକ୍ତ ଜିତୁ ଓରଫ ଜିତେନ୍ଦ୍ର ସେଠୀଙ୍କୁ ନିର୍ଦ୍ଦୋଷ ବୋଲି ଏସିଜେଏମ୍‌ ସରୋଜ କୁମାର ଦାସ ରାୟରେ ଉଲ୍ଲେଖ…

ଘରଭଡ଼ା, ମେଡିକାଲ ଆଲାଉନ୍ସ ଟଙ୍କା ଆତ୍ମସାତ୍‌ ଅଭିଯୋଗ:  ସରକାରୀ କ୍ୱାର୍ଟର୍ସରେ ରହି କର୍ମଚାରୀ ନେଉଛନ୍ତି ଭଡ଼ା

ବ୍ରହ୍ମପୁର ଅଫିସ,୨୪ା୧୦-ବ୍ରହ୍ମପୁର ମହାନଗର ନିଗମରେ ଲକ୍ଷ ଲକ୍ଷ ଟଙ୍କା ଆମତ୍ସାତ ଅଭିଯୋଗ ହୋଇଛି । ବୁଧବାର ବିଜିପୁର ସନ୍ତୋଷୀ ମା’ମନ୍ଦିର କଲ୍ୟାଣ ମଣ୍ଡପରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଭଳି ଅଭିଯୋଗ କରିଛି ଭାରତୀୟ ବିକାଶ ପରିଷଦ। ପରିଷଦ ଅଭିଯୋଗ ପ୍ରକାରେ, ବିଏମ୍‌ସିରେ…

ବିଦେଶରେ ଶ୍ରମିକଙ୍କୁ ନିର୍ଯାତନା ପ୍ରସଙ୍ଗ: ଦଲାଲଙ୍କ ତଥ୍ୟ ସଂଗ୍ରହ ନିର୍ଦ୍ଦେଶ

ଛତ୍ରପୁର,୨୪ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲାର ଶ୍ରମିକମାନେ ଅନ୍ୟ ରାଜ୍ୟ ତଥା ବିଦେଶରେ ନିର୍ଯାତିତ ହେଉଛନ୍ତି। ଏପରିକି କେତେଜଣଙ୍କ ମୃତ୍ୟୁ ମଧ୍ୟ ହେଉଛି । ଏ ନେଇ ଜିଲା ପ୍ରଶାସନ, ଶ୍ରମ ବିଭାଗ ନାକେଦମ ହୋଇଗଲେଣି ା ଅନ୍ୟ ରାଜ୍ୟ କିମ୍ବା ବିଦେଶକୁ କାମ କରିବାକୁ…

ଜିଲାପାଳଙ୍କ ଘୋଷଣା: ଗୁଣିଗାରେଡି ପ୍ରମାଣ କଲେ ୫୦ ହଜାର ପୁରସ୍କାର

ଛତ୍ରପୁର,୨୪ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଭୂତ, ପ୍ରେତ, ଗୁଣିଗାରେଡିକୁ ନେଇ ଜନସାଧାରଣଙ୍କ ମନରେ ଅହେତୁକ ଆବେଗ ରହୁଛି। ଫଳରେ ରୋଗ ବ୍ୟାଧି ପାଇଁ ଲୋକେ ଡାକ୍ତରଖାନା ନ ଯାଇ ଗୁଣିଗାରେଡି ପ୍ରତି ଆଗ୍ରହ ଦେଖାଉଛନ୍ତିି। କାହାର କୌଣସି ପାରିବାରିକ ଅସୁବିଧା ହେଲେ ପାଖପଡିଶା ଗୁଣି…

ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଗୋପାଳପୁର,୨୪ା୧୦-ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଗୋଳନ୍ଥରା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଯୁବକ ଚକୋଲେଟ ଦେବା ବାହାନାରେ ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ଡାକି ନେଇ ବଳାତ୍କାର କରିଛନ୍ତି। ବୁଧବାର ଏ ସମ୍ପର୍କରେ ଥାନାରେ ଅଭିଯୋଗ…

ଖଣ୍ଡାରେ ସଂଘବଦ୍ଧ ଆକ୍ରମଣ, ଯୁବକ ମୃତ

ଶେରଗଡ଼,୨୪ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ବାଦଗଡ଼ ଗ୍ରାମ ଶିବ ମନ୍ଦିର ରାସ୍ତାରେ ବୁଧବାର ଖଣ୍ଡା ଚୋଟରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ବାବୁ ପ୍ରଧାନ। ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନ…

ଲକ୍ଷ୍ମୀଦତ୍ତ ହତ୍ୟା ମାମଲା ନଭେମ୍ବର ୫ରେ ଚାର୍ଜଫ୍ରେମ୍‌

ଛତ୍ରପୁର,୨୩ା୧୦(ଡି.ଏନ.ଏ.) ଛତ୍ରପୁର ଏନ୍‌ଏସିର ତତ୍କାଳୀନ ବିଜେଡି କାଉନସିଲର ଲକ୍ଷ୍ମୀଦତ୍ତ ପ୍ରଧାନ ଓରଫ ବଚ୍ଚନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ଏହି ମାମଲାରେ ଶୁଣାଣି ନଭେମ୍ବର ୫ରେ ହେବ ବୋଲି ବୁଧବାର ଏଡିଜେ କୋର୍ଟ…

ଶ୍ୱଶୁରଙ୍କୁ ଆକ୍ରମଣ ମାମଲା, ବୋହୂ ଗଲେ ଜେଲ

ଦିଗପହଣ୍ଡି,୨୩ା୧୦(ଡି.ଏନ.ଏ.): ଶ୍ୱଶୁରଙ୍କୁ ଆକ୍ରମଣ ମାମଲାରେ ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ଗୋପୀନାଥପୁରର ରୀନା କୁମାରୀ ସାହୁଙ୍କୁ ବୁଧବାର କେ.ନୂଆଗାଁ ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସନ୍ଧ୍ୟାରେ ରୀନାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇଯାଇଛି। ଏ ନେଇ…

ପୁତୁରା ଛୁରାମାଡ଼ରେ ଦାଦା ମୃତ

କବିସୂର୍ଯ୍ୟନଗର,୨୩ା୧୦- କବିସୂର୍ଯ୍ୟନଗର ଥାନା ସୁନାରୀଝୋଳା ପଞ୍ଚାୟତର ପଙ୍କଳବାଡ଼ି ଗ୍ରାମ ବେଲପୁର ସାହିରେ ସମ୍ପତ୍ତିକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ ହୋଇଛି। ଶେଷରେ ପୁତୁରା ଛୁରାମାଡ଼ରେ ଦାଦାର ମୃତ୍ୟୁ ଘଟିଛି। ମୃତକ ହେଲେ ଟି. ଶମ୍ବାରିଆ ରେଡ୍ଡୀ (୭୫)। ପ୍ରକାଶ ଯେ,…

ଚାଷଜମି ପମ୍ପ ହାଉସରୁ ପିତ୍ତଳ ମୂର୍ତ୍ତି ଉଦ୍ଧାର

ପାତ୍ରପୁର,୨୩ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ମୁକୁନ୍ଦପୁର ଗ୍ରାମର ଏକ ଜମିରେ ଥିବା ପମ୍ପ ହାଉସରୁ ମଙ୍ଗଳବାର ସନ୍ଧ୍ୟାର ଦେବଦେବୀଙ୍କ ପିତ୍ତଳ ମୂର୍ତ୍ତି, ଫଟୋ ଓ ମନ୍ଦିର ନୀତିକାନ୍ତିରେ ବ୍ୟବହୃତ ପିତ୍ତଳ ବାସନ ମିଳିଛି। ଏହି ମୂର୍ତ୍ତି ମଧ୍ୟରେ ଏକ ଅଷ୍ଟଧାତୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?