ଗଞ୍ଜାମ

ଟ୍ରାକ୍ଟର ଓଲଟି ଜଣେ ମୃତ

ପାତ୍ରପୁର,୧୧ା୧୨(ଡି.ଏନ୍‌.ଏ.)-ଜରଡ଼ା ଥାନା ପୋଇଚାନ୍ଦିଆ କେନାଲ ନିକଟରେ ମଙ୍ଗଳବାର ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖାରିଆଗୁଡ଼ାର ମୂରଲି ନାଇକ (୨୫)। ମୂରଲି ଧାନ ଅମଳ ପାଇଁ ଟ୍ରକ୍ଟରରେ ସାମନ୍ତରାପୁର ଯାଉଥିବା ବେଳେ ପୋଇଚାନ୍ଦିଆ ନଦୀ ହିଡ଼ରେ ଭାରସାମ୍ୟ ହରାଇ…

ପାଚେରିରେ ପିଟିହେଲା ବାଇକ୍‌ : ୨ ସାଙ୍ଗଙ୍କ ଜୀବନ ଗଲା

ଦିଗପହଣ୍ଡି,୧୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ. ରାଜ୍ୟ ରାଜପଥର ଉପରବସା ଆନନ୍ଦ କୁଟୀର ଆଶ୍ରମ ସମ୍ମୁଖରେ ବୁଧବାର ପୂର୍ବାହ୍ନରେ ବାଇକ୍‌ ଦୁର୍ଘଟଣାରେ ୨ ସାଙ୍ଗଙ୍କ ଜୀବନ ଚାଲିଯାଇଛି। ମୃତକ ଦ୍ବୟ ହେଲେ ଦିଗପହଣ୍ଡି ଥାନା ନୂଆଁ ମଳା…

ଖୁରରେ ଆକ୍ରମଣ, ଯୁବକ ଗୁରୁତର

ଦିଗପହଣ୍ଡି,୧୧ା୧୨(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ କୁଶପଡା ପଞ୍ଚାୟତ କେ. ସାମନ୍ତରାପୁର ଗାଁରେ ମଙ୍ଗଳବାର ନିରଞ୍ଜନ ରେଡ୍ଡୀଙ୍କୁ ଖୁରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲା ପାଇ ପୋଲିସ ଘଟଣାର ତଦନ୍ତ ଚଳାଇଛି। ସନ୍ଧ୍ୟାରେ ଜି. ନିରଞ୍ଜନ ରେଡ୍ଡୀଙ୍କ ଧାନ ଅଖାରୁ ବହୁ ସଂଖ୍ୟକ କୁକୁୁଡ଼ା…

୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ: ବଲିଉଡ୍‌ ଗାୟକ ସୋନୁ ନିଗମ, ଶାନ୍‌ ଆକର୍ଷଣ

ଛତ୍ରପୁର,୧୧ା୧୨(ଡି.ଏନ.ଏ)-ଚଳିତ ମାସ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ ା ଏଥିପାଇଁ ଗୋପାଳପୁର ବେଳାଭୂମି ମହୋତ୍ସବ କମିଟି, ଗଞ୍ଜାମ ଜିଲା ପ୍ରଶାସନ ଓ ଓଡିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ମିିଳିତ…

କାର୍ଯ୍ୟକାରୀ ହେଉନି ଘରୋଇ ସ୍କୁଲ ବସ୍‌ ପଲିସି-୨୦୧୬: ଘରୋଇ ସ୍କୁଲ, କଲେଜକୁ ଜିଲାପାଳଙ୍କ ନୋଟିସ

ବ୍ରହ୍ମପୁର ଅଫିସ,୧୧ା୧୨-ଗଞ୍ଜାମ ଜିଲାରେ କାର୍ଯ୍ୟକାରୀ ହେଉନି ସ୍କୁଲ ବସ୍‌ ପଲିସି-୨୦୧୬ ା ଜିଲାର କୌଣସି ଘରୋଇ କଲେଜ ଓ ସ୍କୁଲ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଚଳିତ ସ୍କୁଲ ବସ୍‌ ପଲିସିକୁ ମାନୁ ନାହାନ୍ତି ା ଏ ନେଇ ପ୍ରଗତିଶୀଳ ଉତ୍କଳ ସମାଜ…

ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌ ପ୍ରକଳ୍ପ: ବିଶ୍ୱନାଥଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ୍‌,୧୧ା୧୨-ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ପି.ବିଶ୍ୱନାଥ ପାତ୍ର ତାଙ୍କର ଉଦ୍ଭାବନ ‘ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌’କୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି । ଜଳ ଅପଚୟ ରୋକିବାରେ ସହାୟକ ଏହି ପ୍ରକଳ୍ପକୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ପ୍ରଶଂସା କରିଛନ୍ତି। ଏହା…

ସଂଘବଦ୍ଧ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ

ଦିଗପହଣ୍ଡି,(ଡି.ଏନ.ଏ.)/ପାଟପୁର,୧୧ା୧୨-ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମରେ ୨୦୦୪ ଏପ୍ରିଲ ୧୨ ରେ ଘଟିଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଗତ କିଛିଦିନ ହେଲା ଦିଗପହଣ୍ଡି ସବ୍‌ ଜେଲରେ ବିଚାରାଧୀନ ଅନ୍ତେବାସୀ ଭାବେ ରହିଥିବା ପ୍ରତାପଗିରି ଗ୍ରାମର କୃଷ୍ଣ…

ବୋଲେରୋ-ଅଟୋ ମୁହାଁମୁହିଁ ଧକ୍କା: ୫ ଗୁରୁତର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୦ା୧୨(ଡି.ଏନ୍‌.ଏ.): ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ବୋଲେରୋ ସହ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରାହ୍ମଣୀଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ମାନବାଧିକାର ଦିବସ ପାଳିତ

ପୁରୁଷୋତ୍ତମପୁର, ୧୦।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନ ସେବା କମିଟି ପକ୍ଷରୁ ମଙ୍ଗଳବାର ମାନବାଧିକାର ଦିବସ ତାରା ତାରିଣୀ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନ ସେବା କମିଟିର ଅଧ୍ୟକ୍ଷା ତଥା…

ଏସ୍‌ଆଇଙ୍କୁ ଛୁରାମାଡ଼ ମାମଲା ଦୋଷୀଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର ବିଭାଗୀୟ ବିଚାରପତି (ସିଜେଏମ୍‌) ରଞ୍ଜିତା ଜ୍ୟୋତିଷି ଦୋଷୀ ଯୁବକଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ…

ପୃଥକ୍‌ ଦୁର୍ଘଟଣାରେ ୨ ମୃତ

ଛତ୍ରପୁର,୧୦ା୧୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସୋମବାର ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଏକ ବାଇକ୍‌ ଡିଭାଇଡରରେ ପିଟିହେବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ସେହେଲେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତ ଅଧୀନ…

କୋରମ୍‌ ଅଭାବରୁ ପଞ୍ଚାୟତ ବୈଠକ ବାତିଲ

ପାତ୍ରପୁର, ୧୦ା୧୨ (ଡି.ଏନ୍‌.ଏ.): ପାତ୍ରପୁର ପଞ୍ଚାୟତ କାର୍ଯ୍ୟାଳୟରେ ସେମାବାର ଚାଲିଥିବା ବୈଠକକୁ କୋରମ୍‌ ଅଭାବରୁ ବାତିଲ୍‌ କରାଯାଇଥିବା ଜଣାପଡ଼ିଛି। ୩ ସନ୍ତାନ ଥିବା ଦର୍ଶାଇ ପରାଜିତ ସରପଞ୍ଚ ପ୍ରଥମ ଶ୍ରେଣୀ ବିଚାର ବିଭାଗ ଅଦାଲତରେ ମାମଲା ରୁଜୁ କରିଥିଲେ। ଗତ ସପ୍ତାହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?