ଗଞ୍ଜାମ

ବୃଦ୍ଧି ପାଉଛି ଗୁଣିଗାରେଡ଼ି ଜନିତ ଅପରାଧ: ପ୍ରତିକାର ଦାବି କଲା ମାନବବାଦୀ ହେତୁବାଦୀ ସଙ୍ଗଠନ

ବ୍ରହ୍ମପୁର ଅଫିସ,୫ା୧୦-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ବିକାଶ ହେଉଛି ା ଏହାସତ୍ତ୍ୱେ ସମାଜରେ ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସଜନିତ ଅପରାଧ ସଂଖ୍ୟା ଦିନକୁ ଦିନକୁ ବୃଦ୍ଧି ପାଇବାରେ ଲାଗିଛି। ବୈଜ୍ଞାନିକ ମନୋଭାବ ଓ ସରକାରଙ୍କ ପକ୍ଷରୁ ସଚେତନତା ଅଭାବ କାରଣରୁ ଏଭଳି ସମସ୍ୟା…

ହତ୍ୟା ଘଟଣାର ସାକ୍ଷୀଙ୍କୁ ଧମକ ଦେବା ମାମଲା:  ବିଧାୟକ ରମେଶ ଜେନାଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୫ା୧୦-ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ତଥା ଏମପି ଓ ବିଧାୟକଙ୍କ ମାମଲାର ବିଚାର ପାଇଁ ଥିବା କୋର୍ଟର ଜଜ ନିରଞ୍ଜନ ଜେନା ବହୁଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ମାମଲାର ବିଚାର କରି ସାନଖେମୁଣ୍ଡି ବିଧାୟକଙ୍କ ସମେତ ୫ ଜଣଙ୍କୁ ନିର୍ଦ୍ଦୋଷ…

କାଠଗଡାରେ ୧୨ ବଖରା ପୋଡିଗଲା

ସୋରଡା,୪ା୧୦(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ଗ୍ରାମ ପଞ୍ଚାୟତ କାଠଗଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ନିଅଁା ଲାଗି ୪ ପରିବାରର ୧୨ ବଖରା ପୋଡି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ତହସିଲଦାର ଅମର କୁମାର ବସନ୍ତରାୟ, ରାଜସ୍ବ…

୨୨ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଛତ୍ରପୁର,୪ା୧୦(ଡି.ଏନ.ଏ.)- ଛତ୍ରପୁର ପୋଲିସ ଚୋରା ଚାଲାଣ ବେଳେ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଅଭିଯୋଗରେ ଜଣଙ୍କୁ ଗିରଫ କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ମିଲ୍‌ କତୁରୁ ଗଁ।ର ବି ସନ୍ତୋଷ ପାତ୍ର ଓରଫ ବୁଚି ପାତ୍ର। ତାଠାରୁ…

୩ ଜୁଆଆଡ୍ଡାରେ ଚଢାଉ, ୧୩ ଗିରଫ: ୪ ବାଇକ୍‌, ୨୪୩୨୦ ଟଙ୍କା ଜବତ

ଆସିକା,୪ା୧୦ (ଡି.ଏନ୍‌.ଏ.)- ଆସିକା ଥାନା ଇଲାକାର ବେଣିଆ, ନୂଆଗଁା ଓ ଦେବଭୂମି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ଗୁରୁବାର ରାତିରେ ପୋଲିସ ଚଢାଉ କରିଥିଲା। ଏଠାରୁ ୧୩ଜଣ ଜୁଆଡିଙ୍କୁ ଗିରଫ କରାଯାଇଛି। ଜୁଆଆଡ୍ଡାରୁ ୨୪ ହଜାର ୩୨୦ ଟଙ୍କା, ୪ ବାଇକ,…

ଜମି ବିବାଦ ତୁଟିଲା, କାର୍ଯ୍ୟକ୍ଷମ ହେଲା ଅଙ୍ଗନଓ୍ବାଡି କୋଠା

ଖଲ୍ଲିକୋଟ,୪ା୧୦(ଡି.ଏନ.ଏ.)- ଜମି ବିବାଦ ଯୋଗୁ ଖଲ୍ଲିକୋଟ ବ୍ଲକ କହ୍ନେଇପୁର ପଞ୍ଚାୟତ କନ୍ଦିଗଁାରେ ପ୍ରାୟ ବର୍ଷେ ହେଲା ନିର୍ମିତ ଅଙ୍ଗନୱାଡ଼ି କେନ୍ଦ୍ର-୧ କୋଠା କାର୍ଯ୍ୟକ୍ଷମ ହୋଇପାରୁ ନ ଥିଲା। ପ୍ରଶାସନ ଓ ପୋଲିସ ହସ୍ତକ୍ଷେପ ପରେ ଗୁରୁବାର ଉକ୍ତ ଜମି ବିବାଦ ତୁଟିଛି।…

ସୋସାଇଟି ସମ୍ପାଦକଙ୍କୁ ବ୍ୟାଙ୍କରେ ମିଳୁନି ନିଯୁକ୍ତି

ବ୍ରହ୍ମପୁର ଅଫିସ,୪ା୧୦- ପ୍ରତିଶ୍ରୁତି ପୂରିବାକୁ ଯାଉଛି ୪ ମାସ । ତଥାପି ବିସିସି (ବ୍ରହ୍ମପୁର ସମବାୟ କେନ୍ଦ୍ର) ବ୍ୟାଙ୍କରେ ସୋସାଇଟି ସମ୍ପାଦକଙ୍କୁ ମିଳୁନି ନିଯୁକ୍ତି। ସୂଚନାଯୋଗ୍ୟ, ଏହି ବ୍ୟାଙ୍କ ଅଧୀନ ଗଞ୍ଜାମ ଓ ଗଜପତି ଜିଲାରେ ୨୫୫ ପ୍ରାଥମିକ ସେବା ସମବାୟ…

ଲକ୍ଷ୍ମୀଦତ୍ତ ହତ୍ୟା ମାମଲା : ୨ ଜଣଙ୍କ ଜାମିନ ଆବେଦନ, ୨୩ରେ ଶୁଣାଣି

ଛତ୍ରପୁର,୪ା୧୦(ଡି.ଏନ.ଏ.): ଛତ୍ରପୁର ଏନ୍‌ଏସିର ତତ୍କାଳୀନ ବିଜେଡି କାଉନ୍‌ସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା ା ଏହି ମାମଲାରେ ସମ୍ପୃକ୍ତ ଏନ୍‌.ଈଶ୍ୱର ରେଡ୍ଡୀ ଓ କୁନା ନାୟକଙ୍କ ପକ୍ଷରୁ ଗୁରୁବାର ଜାମିନ୍‌…

ବ୍ରେଲ୍‌ ଲିପିରେ ପ୍ରକାଶ ପାଇବ ଯୁକ୍ତ ୨ ପାଠ୍ୟପୁସ୍ତକ

ବ୍ରହ୍ମପୁର ଅଫିସ,୪ା୧୦- ବ୍ରହ୍ମପୁର ରେଡକ୍ରସ୍‌ କମ୍ପ୍ୟୁଟରୀକୃତ ବ୍ରେଲ ମୁଦ୍ରଣାଳୟ ପକ୍ଷରୁ ଖୁବଶୀଘ୍ର ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ପାଇଁ ଯୁକ୍ତ ୨ କଳା ପାଠ୍ୟକ୍ରମର ବ୍ରେଲ ଲିପିର ପାଠ୍ୟପୁସ୍ତକ ପ୍ରକାଶ କରାଯିବ। ଏଥିସହ ଦୃଷ୍ଟିବାଧିତଙ୍କ ପାଇଁ ରାମାୟଣ, ମହାଭାରତ, ଭାଗବତକୁ ମଧ୍ୟ ଓଡିଆ ବ୍ରେଲ…

ଅନୈତିକ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା: ମା’, ପୁଅ ଗିରଫ

ଧରାକୋଟ,୪ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଞ୍ଚଳରେ ଅନୈତିକ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗମ୍ଭାରୀଗୁଡ଼ା ଗ୍ରାମର ମୁନା ନାଇକ। ମୁନାଙ୍କୁ ମଙ୍ଗଳବାର ରାତିରେ ହତ୍ୟା କରାଯାଇ ପୋଖରୀରେ ଫିଙ୍ଗି ଦିଆଯାଇଥିଲା। ମୃତଦେହଟି…

ଅଟୋ ସହ ୨୦ ବସ୍ତା ଗଞ୍ଜେଇ, ଭାଙ୍ଗ ଜବତ

ସୋରଡ଼ା,୩ା୧୦(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ଗାଙ୍ଗପୁର ଗ୍ରାମରୁ ଅବକାରୀ ବିଭାଗ ଚଢାଉ କରି ଏକ ଅଟୋରେ ଲୋଡ ହୋଇଥିବା ୨୦ ବସ୍ତା (୬କୁଇଣ୍ଟାଲ) ଗଞ୍ଜେଇ ଭାଙ୍ଗ ଜବତ କରିଛି। ବିଭାଗୀୟ ଅତିରିକ୍ତ ଅଧିକ୍ଷକ ଅଭିରାମ ବେହେରାଙ୍କ ସୂଚନା ଅନୁଯାୟୀ ବଡ଼ଗଡ଼ ବନବିଭାଗ କର୍ମଚାରୀ…

ଜମିଜମା ଗଣ୍ଡଗୋଳ, ୩ ଗିରଫ

ବୁଗୁଡ଼ା,୩ା୧୦(ଡି.ଏନ.ଏ.)- ବୁଗୁଡ଼ା ଥାନା କୁଆନଳାରେ ହୋଇଥିବା ଜମିଜମାକୁ ନେଇ ଗଣ୍ଡଗୋଳ ମାମଲାରେ ବୁଗୁଡ଼ା ପୋଲିସ ଗୁରୁବାର ଗୋଟିଏ ପରିବାରର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କୁଆନଳା ଗ୍ରାମର ସନ୍ୟାସୀ ଗୌଡ଼, ସ୍ତ୍ରୀ ବାସନ୍ତୀ ଗୌଡ଼ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?