ଗଞ୍ଜାମ

ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ସଚେତନତା

ବ୍ରହ୍ମପୁର ଅଫିସ,୨୯।୯: ରୋଟାରୀ କ୍ଲବ ଅଫ୍‌ ବ୍ରହ୍ମପୁର ସେଣ୍ଟ୍ରାଲ ଏବଂ ସନ ସାଇନ ହସ୍ପିଟାଲ ପକ୍ଷରୁ ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ଏକ ସଚେତନତା ପଦଯାତ୍ରା ରବିବାର ସକାଳେ ଅନୁଷ୍ଠିତ ହୋଇଛି। ଏମ୍‌କେସିଜି ମେଡିକାଲ କଲେଜର ଅଧ୍ୟକ୍ଷ ପ୍ରଫେସର ଡା. ରାଧାମାଧବ…

ଗୋଷାଣୀନୂଆଗଁ।ରେ କାଳୁଆ ଯାତ୍ରା ଆରମ୍ଭ

ବ୍ରହ୍ମପୁର ଅଫିସ,୨୯ା୯-ବ୍ରହ୍ମପୁର ଗୋଷାଣୀନୂଆଗଁ।ର ପ୍ରସିଦ୍ଧ କାଳୁଆ ଯାତ୍ରା ଶନିବାର ତଥା ପବିତ୍ର ମହାଳୟା ଅମବାସ୍ୟା ରାତିରୁ ଆରମ୍ଭ ହୋଇଛି । ଏହା କୁମାର ପୂର୍ଣ୍ଣିମା ରାତିରେ ଉଦ୍‌ଯାପିତ ହେବାର ପରମ୍ପରା ରହିଛି । ଯାତ୍ରା ପାଇଁ ଗୋଷାଣୀନୂଆଗଁ। ଉତ୍ସବମୁଖର ହୋଇଛି ।…

ଗିରଫ ହେଲେ ପିଏମ୍‌ଆର୍‌ୱାଇ ଉପଭୋକ୍ତା

ଆସିକା,୨୯ା୯(ଡି.ଏନ୍‌.ଏ.)-ଆସିକା ପୋଲିସ ଶନିବାର ୫ଜଣ ଫେରାର୍‌ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ମନୋରଞ୍ଜନ ପଣ୍ଡା, ଏଲ୍‌. ପ୍ରସାଦ ରାଓ ଆଚାରୀ, ଦୁର୍ଗାପ୍ରସାଦ ପାଣିଗ୍ରାହୀ, କୁନା ସାହୁ ଓ ଚନ୍ଦ୍ର ଶେଖର ବେହେରା। ଗିରଫ ଅଭିଯୁକ୍ତମାନେ ସମସ୍ତେ ଆସିକା ଏନ୍‌ଏସି ଅଞ୍ଚଳର…

ଥାନାରେ ଖତ ଖାଉଛି ଜବତ ଗାଡି

ବ୍ରହ୍ମପୁର ଅଫିସ,୨୯ା୯-ଏବେ ସବୁ ଥାନାର ଅବସ୍ଥା ଏକା ପରି ଜବତ ହେଉଥିବା ଗାଡିରେ ଭର୍ତ୍ତି ହେଲାଣି ଥାନା କ୍ୟାମ୍ପସ। ଦୀର୍ଘ ବର୍ଷ ଧରି ପଡି ରହିଥିବା ଗାଡିଗୁଡିକ ମାଟି ଖାଇ ନଷ୍ଟ ହେବାକୁ ବସିଲାଣି। ଆଗରୁ ଥାନାରେ ସିଜ ହୋଇ ରହିଥିବା…

ସିଆଇଟିୟୁ ନେତୃତ୍ୱରେ ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୯ା୯-ସିଆଇଟିୟୁ ଅନୁବନ୍ଧିତ ଓଡ଼ିଶା କନଷ୍ଟ୍ରକସନ୍‌ ୱାର୍କର୍ସ ୟୁନିୟନ (ଓସିଡବ୍ଲ୍ୟୟୁ) ଗଞ୍ଜାମ ଶାଖା ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରସ୍ଥ ଜିଲା ଶ୍ରମ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସରକାରଙ୍କ ଶ୍ରମିକ ବିରୋଧୀ ନୀତି ଏବଂ ନିର୍ମାଣ ଶ୍ରମିକମାନଙ୍କ ନାମ ପଞ୍ଜୀକରଣ ଓ…

ବାୟୁ ସେନା ପ୍ରତିରକ୍ଷା ବାହିନୀକୁ ରାଷ୍ଟ୍ରପତି କଲର୍ସ ସମ୍ମାନ ଏକତା, ଅଖଣ୍ଡତା, ସାର୍ବଭୌମତ୍ୱ ରକ୍ଷାରେ ସେନା ଭୂମିକା ପ୍ରଶଂସନୀୟ:ରାଷ୍ଟ୍ରପତି

ବ୍ରହ୍ମପୁର ଅଫିସ୍‌,୨୯ା୯-ଗଞ୍ଜାମ ଜିଲା ଗୋପାଳପୁର ସେନା ଷ୍ଟେଶନ୍‌ସ୍ଥିତ ସେନା ବାୟୁ ପ୍ରତିରକ୍ଷା ବାହିନୀ(ଆର୍ମି ଏୟାର୍‌ ଡିଫେନ୍ସ)କୁ ଶନିବାର ରାଷ୍ଟ୍ରପତି କଲର୍ସ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଏହି ସମ୍ମାନ ପ୍ରଦାନ କରିଛନ୍ତି । ନିଜ ଅଭିଭାଷଣରେ ରାଷ୍ଟ୍ରପତି…

ବଜ୍ରପାତରେ ଛେଳି ଚରାଳିଙ୍କ ମୃତ୍ୟୁ

ଭଞ୍ଜନଗର,୨୮।୯(ଡି.ଏନ୍‌.ଏ.): ଭଞ୍ଜନଗର ଥାନା ଡୁମାକୁମ୍ପାରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଛେଳିଚରାଳି ମୃତ୍ୟୁବରଣ କରିଛନ୍ତି। ସେହେଲେ ଅମୁଲ୍ୟ ଗୌଡ (୨୭)। ଏଥିସହ ଜୁରିଆ ଗୌଡ (୫୯) ଗୁରୁତର ଆହତ ହୋଇଛନ୍ତି। ଜୁରିଆଙ୍କୁ ସ୍ଥାନୀୟ ହସ୍‌ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ…

ବର୍ଷାଜଳ ନିଷ୍କାସନ ନ ହେବା ନେଇ ଉଦ୍‌ବେଗ : କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଧମକ

ହିଞ୍ଜିଳିକାଟୁ,୨୮।୯(ଡି.ଏନ୍‌.ଏ.): ଚଳିତବର୍ଷ ବିଭିନ୍ନ ସମୟରେ ପ୍ରବଳ ବର୍ଷା ହୋଇଥିବା ବେଳେ ନଦୀରେ ସଠିକ୍‌ ଭାବରେ ଜଳ ନିଷ୍କାସନ ହୋଇ ନ ପାରିବାରୁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ବନ୍ୟା ପରିସ୍ଥିତି ସୃଷ୍ଟିହୋଇଛି। ହିଞ୍ଜିଳିକାଟୁ ବ୍ଲକର ଗଣ୍ଡଳା, ବେଲଗାଁ, ଧୋବାଡ଼ି,…

ବିକାଶଠାରୁ ବହୁ ପଛରେ ଗଞ୍ଜାମ ଏନ୍‌ଏସି: ସହରର ଉନ୍ନତି ପାଇଁ ଭାଜପା ପକ୍ଷରୁ ଦାବିପତ୍ର

ଗଞ୍ଜାମ,୨୮।୯(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଦୀର୍ଘ ୧୦ ବର୍ଷଧରି ବିକାଶ ହେଉ ନ ଥିବା ଭାଜପା ବ୍ଲକ ପକ୍ଷରୁ ପ୍ରତିବାଦ କରାଯାଇଛି। ସହରର ବିଭିନ୍ନ ସମସ୍ୟା ସମାଧାନ ଲାଗି ଭାଜପା ଏନ୍‌ଏସି ମଣ୍ଡଳ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ…

ଜଙ୍ଗଲ ଆଇନ ସଂଶୋଧନ ଯୋଜନା:  ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ବିକ୍ଷୋଭ

ଭଞ୍ଜନଗର,୨୮।୯(ଡି.ଏନ.ଏ.)-୧୯୨୭ ମସିହା ଜଙ୍ଗଲ ଜମି ଆଇନକୁ କେନ୍ଦ୍ର ସରକାର ସଂଶୋଧନ କରିବାକୁ ଯାଉଛନ୍ତି। ଉକ୍ତ ଆଇନ କାର୍ଯ୍ୟାକାରୀ ହେଲେ ଦେଶରେ ୧୧ଲକ୍ଷ ଆଦିବାସୀ ପରିବାର ଜଙ୍ଗଲ ଜମି ପଟ୍ଟା ପାଇବାରୁ ବଞ୍ଚତ୍ତ ହେବେ। ଏହି ଆଶଙ୍କାରେ ଶୁକ୍ରବାର ଚାଷୀ ମୂଲିଆ ସଂଘ…

ଗ୍ରାସୀମର ପୂର୍ବତନ ସୁରକ୍ଷା ଅଧିକାରୀଙ୍କୁ ମିଳିଲା ଜାମିନ

ଛତ୍ରପୁର,୨୮ା୯(ଡି.ଏନ.ଏ.)-ବଳାତ୍କାର ଉଦ୍ୟମ ମାମଲାରେ ଗିରଫ ହୋଇ ଛତ୍ରପୁର ସବ୍‌ ଜେଲରେ ଥିବା ଗଞ୍ଜାମସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ପୂର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ଶୁକ୍ରବାର ଜାମିନରେ ମୁକୁଳିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ୨୦ ହଜାର ଟଙ୍କା…

ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ ଘଟଣା, ୨ ଗିରଫ

ହିଞ୍ଜିଳିକାଟୁ,୨୮ା୯(ଡି.ଏନ୍‌.ଏ.) -ହିଞ୍ଜିଳି ଥାନା ତହଁର ଗ୍ରାମର ପୂର୍ବତନ ସରପଞ୍ଚ ପଦ୍ମଚରଣ ପାଢୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଆସିକା ଥାନା ସୁନାରୀ ସାହିର ସମୀର ସାହୁ (୨୦) ଓ ଓଡ଼ଗଁ। ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?