ଗଞ୍ଜାମ

ଆର୍ମି ଏଡି କଲେଜ ଦୀକ୍ଷାନ୍ତ ସମାରୋହ ଆଜି : ପହଞ୍ଚିଲେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଗୋପାଳପୁର,୨୮ା୯-ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଆର୍ମି ଏଡି କଲେଜ ପରିସରରେ ଆୟୋଜିତ ହେବାକୁ ଥିବା ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ। ରାଷ୍ଟ୍ରପତି ଶୁକ୍ରବାର ବାୟୁସେନାରେ ସ୍ବତନ୍ତ୍ର ବିମାନରେ ଆସି ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ…

ମିଟର ରିଡର କର୍ମଚାରୀଙ୍କୁ ଅବହେଳା : ୧୫ ବର୍ଷ ପରେ ବି ମିଳୁନି ସର୍ବନିମ୍ନ ମଜୁରି

ବ୍ରହ୍ମପୁର ଅଫିସ, ୨୮ା୯-ସରକାରଙ୍କ ଦ୍ୱାରା ଘୋଷିତ ସର୍ବନିମ୍ନ ମଜୁରି ପ୍ରଦାନ କରିବାକୁ ସାଉଥ୍‌କୋ ମିଟର ରିଡର ଶ୍ରମିକ ସଂଘ ବ୍ରହ୍ମପୁର ଶାଖା ପକ୍ଷରୁ ଦାବି କରାଯାଇଛି । ଏହି ଦାବି ନେଇ ସଂଘ ପକ୍ଷରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି)ଙ୍କ କାର୍ଯ୍ୟାଳୟ…

ଡାକ୍ତରଖାନାରେ ଦଲାଲି, ଔଷଧ ଦୋକାନୀ ଗିରଫ

ଆସିକା,୨୭ା୯(ଡି.ଏନ୍‌.ଏ.): ଆସିକା ସବଡିଭିଜିନାଲ୍‌ ହସପିଟାଲକୁ ଆସୁଥିବା ରୋଗୀଙ୍କୁ ଭୂଆଁ ବୁଲାଇ ନିଜ ଔଷଧ ଦୋକାନକୁ ନେଉଥିବା ଏବଂ ମନଇଛା ଔଷଧ ଦେଇ ଲୁଟୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଜଣେ ଔଷଧ ଦୋକାନୀଙ୍କୁ ଗିରଫ କରିଛି। ସେ ହେଲେ ସମୀର୍‌ ଚୌଧୁରୀ। ଅଭିଯୁକ୍ତଙ୍କ…

ଭଞ୍ଜନଗର ଆର୍‌ଟିଓ ଅଫିସ ପରିସରରୁ ୪ ଗିରଫ

ଭଞ୍ଜନଗର,୨୭।୯(ଡି.ଏନ.ଏ.): ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଦଲାଲଙ୍କ ପ୍ରାର୍ଦୁଭାବ ବଢ଼ିବାରେ ଲାଗିଛି। ଦଲାଲ ଲାଭବାନ ହେଉଥିବାବେଳେ ଲୋକେ ଖର୍ଚ୍ଚାନ୍ତ ହେଉଛନ୍ତି। ଦଲାଲ ଦ୍ୱାରା ଲାଭଖୋର କିଛି କର୍ମଚାରୀ ମଧ୍ୟ ଲାଭବାନ ହେଉଥିଲେ। ଏହିଭଳି ପରିସ୍ଥିତିରେ ରାଜ୍ୟ ସରକାର ପ୍ରାରମ୍ଭିକ ପର୍ଯ୍ୟାୟରେ ମେଡ଼ିକାଲ,…

ସର୍ବଭାରତୀୟ ଭାରୋତ୍ତୋଳନ: ଶକ୍ତି ଉତ୍ତୋଳନ, ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା

ବ୍ରହ୍ମପୁର ଅଫିସ,୨୭ା୯- ଭାରତୀୟ ଡାକ ବିଭାଗ ପକ୍ଷରୁ ଆୟୋଜିତ ୩୫ତମ ସର୍ବଭାରତୀୟ ଭାରୋତ୍ତୋଳନ, ଶକ୍ତି ଉତ୍ତୋଳନ ଏବଂ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ହିଲପାଟଣା ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ୪ ଦିନ ଧରି ଚାଲିବାକୁ ଥିବା…

ସୁନାରିତୋଟା ସାହି ରାସ୍ତାରେ ଆଣ୍ଠୁଏ ପାଣି

ପୁରୁଷୋତ୍ତମପୁର,୨୭ା୯(ଡି.ଏନ.ଏ.)- ପୁରୁଷୋତ୍ତମପୁର ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ସଫେଇ, ନିର୍ମାଣ ଲାଗି ଦୀର୍ଘଦିନ ହେଲା ୱାର୍ଡନଂ.୯ ରଥସାହି, ସୁନାରିତୋଟାସାହିବାସୀ ଦାବି କରିଆସୁଥିଲେ ମଧ୍ୟ ଏନ୍‌ଏସି ପ୍ରଶାସନ ଦୃଷ୍ଟି ଦେଉନାହିଁ। ଫଳରେ ବର୍ତ୍ତମାନ ବର୍ଷା ପାଣି ନିଷ୍କାସନ ହୋଇ ନ…

ମୋ ସରକାର କାର୍ଯ୍ୟକ୍ରମ ପାଇଁ ସ୍ବତନ୍ତ୍ର ବୈଠକ

ଛତ୍ରପୁର,୨୭ା୯(ଡି.ଏନ.ଏ)- ଅକ୍ଟୋବର ୨ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହେବ ା ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏଥିପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା ା ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର…

ସିଲ୍‌ଭର ଗାନ୍ଧୀଙ୍କୁ ସମ୍ବର୍ଦ୍ଧିତ କରିବେ ପ୍ରଧାନମନ୍ତ୍ରୀ

ଭଞ୍ଜନଗର,୨୭।୯(ଡି.ଏନ.ଏ)- ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ବିଶ୍ୱରେ ଶାନ୍ତି ଓ ପ୍ରଗତି ପାଇଁ ଅହିଂସାକୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବା ଲକ୍ଷ୍ୟନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଠାରେ ଜନସଚେତନତା ଓ ଦସ୍ତଖତ ଅଭିଯାନ ଗତ…

କାମ କର ନ ହେଲେ ଚାକିରି ଛାଡ଼

ପାତ୍ରପୁର,୨୭ା୯(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁମ୍ବା ଉନ୍ନୟନ ସଂସ୍ଥା ପରିସରରେ ଗୁରୁବାର ତିତ୍‌ଲି ପରବର୍ତ୍ତୀ ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଅନୁଷ୍ଠିତ ବୈଠକରେ ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର, ଜିଲା ସ୍ବାସ୍ଥ୍ୟ…

ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ

ଗୋପାଳପୁର,୨୭ା୯- ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଶନିବାର ପରିବର୍ତ୍ତେ ଶୁକ୍ରବାର ଗୋପାଳପୁରରେ ଥିବା ଆର୍ମି ଏଡି କଲେଜରେ ରାଷ୍ଟ୍ରପତି ପହଞ୍ଚତ୍ବେ। ସ୍ବତନ୍ତ୍ର ବିମାନ ଯୋଗେ ସେ ନୂଆଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ସେଠାରୁ…

ଛାତ୍ରୀଙ୍କୁ ଏକତରଫା ପ୍ରେମ ନିବେଦନ: ବିଫଳ ହେବା ପରେ ଫଟୋ ଭାଇରାଲ କରି ଜେଲଗଲେ ଶିକ୍ଷକ

ବ୍ରହ୍ମପୁର ଅଫିସ,୨୬।୯: ଛାତ୍ରୀଙ୍କୁ ଏକତରଫା ଭଲ ପାଉଥିଲେ ଶିକ୍ଷକ। ପରେ ଛାତ୍ରୀଜଣଙ୍କ ଅଧ୍ୟାପିକା ହେବା ପରେ ତାଙ୍କୁ ବ୍ଲାକମେଲ୍‌ କରିବା ଜଣେ ବିଜ୍ଞାନ ଶିକ୍ଷକଙ୍କ ପାଇଁ ମହଙ୍ଗା ପଡ଼ିଛି। ଅଭିଯୁକ୍ତ ଶିକ୍ଷକ ହେଲେ ପ୍ରିୟ ରଞ୍ଜନ ମିଶ୍ର। ସୂଚନା ଅନୁଯାୟୀ, ପ୍ରିୟ…

ବର୍ଷା ବିତ୍ପାତ : ସ୍କୁଲ ଛୁଟି ; ବିଳମ୍ବ ନିଷ୍ପତ୍ତି ଯୋଗୁ ହଇରାଣ

ବ୍ରହ୍ମପୁର ଅଫିସ୍‌,୨୬ା୯-ଓଡ଼ିଶା ଉପକୂଳରେ ସୃଷ୍ଟ ପୂର୍ଣ୍ଣିବଳୟ ପ୍ରଭାବରେ ଗତ ୩ ଦିନ ହେଲା ବର୍ଷା ଲାଗି ରହିଛି । ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ଼ କରାଯାଇଛି। ବର୍ଷା ଦେଖି ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?