ଗଞ୍ଜାମ

କୋଦଳା କଲେଜରେ ପରୀକ୍ଷା ଦେଲେ ୧୭୪ କଳା, ୨୬ ବାଣିଜ୍ୟ ଛାତ୍ରୀଛାତ୍ର

କୋଦଳା,୨ା୩(ଡି.ଏନ୍‌.ଏ.): ଗୁରୁବାରଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇଛି। ଗତକାଲି ବିଜ୍ଞାନର ଥିଓରି ପରୀକ୍ଷା ଆରମ୍ଭ ହୋଇଥିଲା । ଗଞ୍ଜାମ କୋଦଳା ଲକ୍ଷ୍ମୀନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜିଠୁ କଳା ଓ ବାଣିଜ୍ୟ ଛାତ୍ରୀଛାତ୍ର ପରୀକ୍ଷା...

ଆସନ୍ତା ୯ରେ ପଡ଼ିଥାନ୍ତା ହାତଗଣ୍ଠି, ଫେରିବା ବାଟରେ ଅପେକ୍ଷା କରିଥିଲା ଯମ

ଗଞ୍ଜାମ,୨ା୩(ଡି.ଏନ୍‌.ଏ.): ଆଉ ମାତ୍ର ଦିନ କେଇଟା ପରେ ପଡ଼ିଥାନ୍ତା ହାତଗଣ୍ଠି। ଆସନ୍ତା ୯ରେ ବିବାହ ପାଇଁ ନିମନ୍ତ୍ରଣ ବଣ୍ଟା ସରିଥିଲା। ବନ୍ଧୁ ବାନ୍ଧବଙ୍କୁ ଡକା ମଧ୍ୟ ସରିଛି। ବ୍ରହ୍ମପୁରରୁ ମାଉସୀ ଘରକୁ ନିମନ୍ତ୍ରଣ ଦେଇ ଲୁଗାପଟା କିଣାକିଣି କରି ଘରକୁ...

ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମି: ୭ ଦିନରେ ୬, ୨୩, ୬୩୨ କଇଁଛଙ୍କ ଅଣ୍ଡାଦାନ

ଗଞ୍ଜାମ,୨।୩(ଡି.ଏନ.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେ ସାମୁଦ୍ରିକ କଇଁଛମାନଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ସାତ ଦିନ ମଧ୍ୟରେ ସର୍ବକାଳୀନ ରେକର୍ଡ ସୃଷ୍ଟି ହୋଇଛି। ଗତ ଗୁରୁବାରଠାରୁ ବେଳାଭୂମିରେ ଆରମ୍ଭ ହୋଇଥିବା...

ଆସନ୍ତା ୧୪ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ମାଗଣାରେ ଦର୍ଶନ କରିବେ ଭକ୍ତ

ଛତ୍ରପୁର,୨।୩ (ଡି.ଏନ୍‌.ଏ.): ଆସନ୍ତା ୧୪ ତାରିଖଠାରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଅନୁଷ୍ଠିତ ହେବ । ଏହି ପର୍ବ ୪ ପାଳି ଅର୍ଥାତ୍‌ ମାର୍ଚ୍ଚ ମାସ ୧୪, ୨୧ ଓ ୨୮ ତାରିଖ ଏବଂ...

ମଙ୍ଗଳସୂତ୍ର ଝାମ୍ପି ୪ ଗିରଫ

ହିଞ୍ଜିଳିକାଟୁ,୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମକରଝୋଳ ଛକଠାରେ ଗତ ଫେବୃୟାରୀ ୨୫ରେ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ବେକରୁ ସୁନା ମଙ୍ଗଳସୂତ୍ର ଲୁଟ୍‌ ଘଟଣାରେ ବୁଧବାର ୪ ଜଣଙ୍କୁ ହିଞ୍ଜିଳି ପୋଲିସ ଗିରଫ କରିଛି। ଗିରଫ ଳୁଟେରାମାନେ ହେଲେ...

ମା’ ଛେଉଣ୍ଡ ୩ପିଲା ଭିକ୍ଷା ବୃତ୍ତିକରି ଆଣୁଥିଲେ ଟଙ୍କା, ମଦ ପିଉଥିଲେ ବାପା

କୋଦଳା,୧।୩(ଡି.ଏନ୍‌.ଏ.): ମା’ ଛେଉଣ୍ଡ ୩ ପିଲାଙ୍କୁ ଭିକ୍ଷା ବୃଦ୍ଧିରେ ଲଗାଇ ସେହି ଟଙ୍କାରେ ମଦ ପିଉଛନ୍ତି ବାପା। କିଛି ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା କୋଦଳା ଥାନା କୋଦଳା ଏନ୍‌ଏସି ଅଞ୍ଚଳରେ। ପ୍ରଶାସନ ହସ୍ତକ୍ଷେପ କରି...

ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ପ୍ରସ୍ତୁତି ବୈଠକ: ମା’ଙ୍କ ଦର୍ଶନ ଲାଗି ଦେବାକୁ ପଡ଼ିବନି ଫି

ଛତ୍ରପୁର,୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ମେଳା ନେଇ ଜିଲାପାଳ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୪ଟି ପାଳି ପାଳିତ ହେବ। ମାର୍ଚ୍ଚ ୧୪ ପ୍ରଥମ ପାଳି, ମାର୍ଚ୍ଚ ୨୧ ଦ୍ୱିତୀୟ...

ଷ୍ଟାଣ୍ଡପୋଷ୍ଟରେ ଜଳ ଯୋଗାଣ ବନ୍ଦ

ବ୍ରହ୍ମପୁର ଅଫିସ,୧।୩:  ବ୍ରହ୍ମପୁର ସହରରେ ଜଳ ସଙ୍କଟର ସ୍ଥାୟୀ ସମାଧାନ ଓ ୨୪ ଘଣ୍ଟିଆ ବିଶୁଦ୍ଧ ପିଇବା ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାନିବିଲି ବୃହତ୍‌ ପ୍ରକଳ୍ପ ନିମନ୍ତେ ନୂତନ ପଦକ୍ଷେପ ନିଆଯାଇଛି। କିନ୍ତୁ ଉକ୍ତ ପ୍ରକଳ୍ପରୁ...

ପ୍ରକଳ୍ପ କାମ ଶୀଘ୍ର ସାରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ଶେରଗଡ଼/ ହିଞ୍ଜିଳିକାଟୁ, ୧।୩(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜୋତି ପରିଡ଼ା। ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ମଧ୍ୟ ଉପସ୍ଥିତ ଥିଲେ। ବୈଠକରେ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ଜଳସେଚନ, କ୍ଷୁଦ୍ର ଜଳସେଚନ, ଉଠା...

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆପ୍‌ର ବିକ୍ଷୋଭ

ଛତ୍ରପୁର,୨୮।୨(ଡି.ଏନ୍‌.ଏ.): ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ସ୍ଥାୟୀ ଚାକିରି ଓ ଦରମା ବୃଦ୍ଧି ଦାବି ନେଇ ଆମ ଆଦମୀ ପାର୍ଟି ପକ୍ଷରୁ ମଙ୍ଗଳବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏନେଇ ଏକ ଦାବିପତ୍ର...

ମା’ ଙ୍କ ହତ୍ୟାର ୧୩ ଦିନରେ ଜୀବନ ହାରିଲେ ପୁଅ

ଛତ୍ରପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ବିପୁଳିଙ୍ଗି ଗାଁରେ ସୁପ୍ରଭା ଚୌଧୁରୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା । ଏହି ଘଟଣାର ୧୩ ଦିନ ପରେ ତାଙ୍କ ସାନ ପୁଅ ଦେବାଶିଷ ପଣ୍ଡା ବିଷ ପିଇ ଆତ୍ମହତ୍ୟା କରିଛନ୍ତି...

୨ ଯୁବକଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୮ା୨: କନଷ୍ଟେବଲ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ୨ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଥାନାରେ ସୋମବାର ମାମଲା ରୁଜୁ ହୋଇଛି । ଟାଉନ ଥାନା ଏସ୍‌ଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତିକରି ନଂ....

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri