ଗଞ୍ଜାମ

ସମସ୍ୟାରେ ବୁଡ଼ି ରହିଛି ଛତ୍ରପୁର ସହର: ସମାଧାନ ନ ହେଲେ ଜନ ଆନ୍ଦୋଳନ

ଛତ୍ରପୁର,୨୩ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ଦୀର୍ଘ ବର୍ଷ ହେଲା ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ା ଏ ସମ୍ପର୍କରେ ବିଭିନ୍ନ ସମୟରେ ଜିଲାପାଳଙ୍କଠାରୁ ଆରମ୍ଭ କରି ଏସ୍‌ପି, ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ଓ ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ…

ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ବ୍ରହ୍ମପୁର ଅଫିସ,୨୩ା୯-ପୂର୍ବଶତ୍ରୁତାରୁ ଜଣେ ବ୍ୟବସାୟୀଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ସଦର ଥାନା ପୋଲିସ ୪ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ମଙ୍ଗଳା ଦାସ, ମନୋଜ ଦାସ, କାଳିଆ ଦାସ ଓ ଧୀରେନ୍ଦ୍ର ଦାସ। ମାମଲା ନଂ.୨୪୪/୧୯ରେ ଅଭିଯୁକ୍ତମାନଙ୍କୁ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପୂର୍ବତନ ଛାତ୍ରନେତାଙ୍କୁ ଆକ୍ରମଣ ଘଟଣା: ୫ କୋର୍ଟଚାଲାଣ; ୨ ବାଇକ୍‌, କାର୍‌, ଠେଙ୍ଗା ଜବତ

ଗୋପାଳପୁର,୨୩ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ କିଛି ବର୍ଷ ହେଲା ଛକାପଞ୍ଝା ଲାଗି ରହିଥିଲା। ଏହାକୁ କେନ୍ଦ୍ରକରି ଶୁକ୍ରବାର ପୂର୍ବତନ ଛାତ୍ର ନେତା ଦେବାଶିଷ ମିଶ୍ର ଓରଫ ବୁନୁଙ୍କୁ ସଂଘବଦ୍ଧ ଆକ୍ରମଣ କରିବା ଅଭିଯୋଗରେ ଗୋପାଳପୁର ପୋଲିସ ରବିବାର ୫…

ଦିବ୍ୟାଙ୍ଗ ଜଗନ୍ନାଥଙ୍କ ପରିବାରକୁ ‘ଆଶ୍ରୟ’ର ସାହାରା; ୩ ବର୍ଷ ଧରି ପ୍ଲାଟଫର୍ମରେ ବିତାଉଥିଲେ ରାତି

ବ୍ରହ୍ମପୁର ଅଫିସ,୨୩ା୯-ସମୟ ଓ ପରିସ୍ଥିତି ସେମାନଙ୍କୁ କରିଥିଲା ବାସହୀନ। ନିଜର ୪ ଭଉଣୀଙ୍କୁ ବିବାହ କରାଇବାକୁ ଯାଇ ସର୍ବସ୍ବ ହରାଇବା ପରେ ବ୍ରହ୍ମପୁର ରେଳଷ୍ଟେଶନରେ ନେଇଥିଲେ ଆଶ୍ରୟ ା ଭିନ୍ନକ୍ଷମ ହେତୁ କାର୍ଯ୍ୟ ମିଳୁ ନ ଥିବାରୁ ୫ ଟଙ୍କିଆ ଆହାର…

ନିଖୋଜ ଶିଶୁ ଉଦ୍ଧାର: ୩ ଅଟକ; ୩୦ ହଜାରରେ ହୋଇଥିଲା ବିକ୍ରି

ବ୍ରହ୍ମପୁର,୨୩ା୯-ବ୍ରହ୍ମପୁର ସହରରେ ଜଣେ ଶିଶୁକୁୁ ଅପହରଣ ପରେ ୩୦ ହଜାର ଟଙ୍କାରେ ବିକ୍ରି ହୋଇଥିବା ଚାଞ୍ଚଲ୍ୟକର ଘଟଣା ଦୃଷ୍ଟିକୁ ଆସିଛି। ଗୋଷାଇଁନୂଆଗଁା ପୋଲିସ ପାଟପରୁ ଅଞ୍ଚଳରୁ ଅପହରଣ ହୋଇଥିବା ୨ ବର୍ଷର ଶିଶୁଟିକୁ ଉଦ୍ଧାର କରିଛି। ଏଥିସହ ୨ ଅପହରଣକାରୀ ଓ…

ମହିଳାଙ୍କୁ ଅସଦାଚରଣ : ୨ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୨।୯: ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ଅସଦାଚରଣ କରାଯାଇଥିବା ମାମଲାରେ ଗଞ୍ଜାମ ଜିଲା ସଦର ଥାନା ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ଦିନେଶ ସାହୁ (୨୫), ଗଣେଶ ସାହୁ (୨୪)। କେସ୍‌…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶ୍ରମିକ ଅର୍ଦ୍ଧଦଗ୍ଧ

ଦିଗପହଣ୍ଡି,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ହନୁମାନ ମନ୍ଦିର ନିକଟରେ ଉଚ୍ଚ କ୍ଷମତା ସମ୍ପନ୍ନ ୧୧ କେ.ଭି. ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ରବିବାର ଜଣେ ଶ୍ରମିକ ଅର୍ଦ୍ଧଦଗ୍ଧ ହୋଇଯାଇଥିବା ଜଣାପଡିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା…

୨୩ରୁ ଖଲ୍ଲିକୋଟ କଲେଜରେ ଡ୍ରାଇଭିଂ ଲାଇସେନ୍ସ କ୍ୟାମ୍ପ:  ଇନ୍‌ସ୍ୟୁରାନ୍ସ ସାର୍ଟିଫିକେଟ ମିଳିବ

ଛତ୍ରପୁର,୨୨ା୯(ଡି.ଏନ.ଏ)-ନୂଆ ମୋଟରଯାନ ଆଇନ୍‌ ଲାଗୁ ହେବା ପରେ ଗାଡିମୋଟର କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସ କରିବା ପାଇଁ ଛତ୍ରପୁରସ୍ଥିତ ପରିବହନ କାର୍ଯ୍ୟାଳୟରେ ପ୍ରବଳ ଭିଡ ହେଉଛି ା ଡ୍ରାଇଭିଂ ଲାଇସେନ୍ସ ପାଇଁ ଦୂରଦୂରାନ୍ତରୁ ଆସୁଥିବା ଅଧିକାଂଶ ବ୍ୟକ୍ତି ଭିଡକୁ ଦେଖି ନିରାଶ…

ସ୍କୁଲ ପରିଚାଳନାରେ ବିଭ୍ରାଟ: ଶିକ୍ଷକ ବଦଳି ଦାବିରେ ଫାଟକରେ ତାଲା

କବିସୂର୍ଯ୍ୟନଗର,୨୨ା୯-କବିସୂର୍ଯ୍ୟନଗର ବ୍ଲକ ବୋଲସର ଗ୍ରାମ ରଘୁନାଥ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନାରେ ବିଭ୍ରାଟ ଅଭିଯୋଗ ହୋଇଛି। ଏଥିରେ ସୁଧାର ଲାଗି ୩ ଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ପାଇଁ ଗ୍ରାମବାସୀ ଦାବି କରିଥିଲେ। କିନ୍ତୁ ଶିକ୍ଷା ବିଭାଗ ଦାବି ଗ୍ରହଣ…

ପୂର୍ବତନ ଛାତ୍ରନେତାଙ୍କୁ ଆକ୍ରମଣ ଘଟଣା : ୧୫ ଛାତ୍ରଙ୍କ ନାମରେ ମାମଲା, ୫ ଛାତ୍ର ଅଟକ

ବ୍ରହ୍ମପୁର ଅଫିସ,୨୨ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଶୁକ୍ରବାର ପୂର୍ବତନ ଛାତ୍ରନେତା ଦେବାଶିଷ ମିଶ୍ରଙ୍କୁ ସଂଘବନ୍ଧ ଆକ୍ରମଣ ହୋଇଥିଲା ା ଏହି ଘଟଣାରେ ଗୋପାଳପୁର ଥାନାରେ ୧୫ ଛାତ୍ରଙ୍କ ନାମରେ ଶନିବାର ମାମଲା ରୁଜୁ ହୋଇଛି ା ସେହିପରି ଶୁକ୍ରବାର ଓ ଶନିବାର ୫…

ବାଇକ୍‌ରେ ଆସି ଝାମ୍ପିନେଲେ ଟଙ୍କା, ରୁପା

ଫୁଲବାଣୀ ଅଫିସ, ୨୨ା୯-ଫୁଲବାଣୀ ଆଦର୍ଶ ଥାନାଠାରୁ ମାତ୍ର ୩୦୦ ମିଟର ଦୂର ତଥା ଏସ୍‌ପିଙ୍କ କାର୍ଯ୍ୟାଳୟ ପାଖରେ ଶନିବାର ଜଣେ ବ୍ୟବସାୟୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ବ୍ୟବସାୟୀଙ୍କ ପାଖରୁ ରୁପା ଗହଣା ଏବଂ ଟଙ୍କା…

ରାଜସ୍ବ ସମୀକ୍ଷା ବୈଠକ: ୨୩ରୁ ଚୋରା ବାଲି ଚାଲାଣ ରୋକିବାକୁ ଭିଡିଓଗ୍ରାଫି

ଛତ୍ରପୁର,୨୨ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ରାଜସ୍ବ ସମୀକ୍ଷା ବୈଠକ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ବିଭିନ୍ନ ସମୟରେ ଲିଜ୍‌ ଦିଆଯାଇଥିବା ବାଲି ଘାଟରୁ ଅଧିକ ପରିମାଣ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?