ଅଂଶୁଘାତରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ
ବେଗୁନିଆପଡା,୧୨।୬(ଡି.ଏନ୍.ଏ.)- କ୍ଷେତ୍ର ପରିଦର୍ଶନ କରି ଫେରୁଥିବାବେଳେ ବୁଧବାର ବେଗୁନିଆପଡା ବ୍ଲକ କନିଷ୍ଠ ଯନ୍ତ୍ରୀ ସୁଧୀର କୁମାର ହୋତାଙ୍କ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣା ସ୍ପଷ୍ଟ ହେବ। ପ୍ରକାଶ ଯେ,…
୧୯ରେ ଖୋଲିବ ସ୍କୁଲ: ୧୭ରେ ଶିକ୍ଷକ, କର୍ମଚାରୀ ପରଖିବେ ଗୃହ ସ୍ଥିତି
ବ୍ରହ୍ମପୁର ଅଫିସ, ୧୨।୬: ଖରାଛୁଟି ପରେ ଆସନ୍ତା ୧୯ ତାରିଖରେ ବିଦ୍ୟାଳୟ ଖୋଲିବ । ତେବେ ବିଦ୍ୟାଳୟ ଖୋଲିବା ପୂର୍ବରୁ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
ଦସ୍ତଖତରେ ଶିଶୁ ଶ୍ରମିକ ନିରୋଧ ବାର୍ତ୍ତା
ବ୍ରହ୍ମପୁର ଅଫିସ,୧୨ା୬: ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଅବସରରେ ସ୍ଥାନୀୟ ଖଲ୍ଲିକୋଟ କଲେଜ ମୁଖ୍ୟ ରାସ୍ତାରେ ଏକ ଦସ୍ତଖତ ଅଭିଯାନ ବୁଧବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ଇଣ୍ଡିଆନ ସୋସାଇଟି ଫର୍ ରୁରାଲ ଡେଭ୍ଲପ୍ମେଣ୍ଟ(ଆଇଏସ୍ଆରଡି) ଦ୍ୱାରା ପରିଚାଳିତ ଚାଇଲ୍ଡ ଲାଇନ ଦ୍ୱାରା…
ଗଞ୍ଜାମରେ ଟିଡି ଟିକାର ବ୍ୟବହାର ଆରମ୍ଭ: ୧ଲକ୍ଷ ୭୭ ହଜାର ଜଣଙ୍କୁ ଦିଆଯିବ ଟିକା
ବ୍ରହ୍ମପୁର ଅଫିସ୍,୧୨।୬: ଗଞ୍ଜାମ ଜିଲାରେ ଟିଡି (ଟିଟାନସ୍ ଏବଂ ଆଡଲଟ୍ ଡିପ୍ଥେରିଆ) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍ପିଟାଲ୍ ପରିସରରେ ଥିବା ପୋଷ୍ଟପାର୍ଟମ ଏବଂ ଟିକାକରଣ କେନ୍ଦ୍ରଠାରେ ବୁଧବାର ସକାଳେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଜନସ୍ବାସ୍ଥ୍ୟ…
ଗୋରୁ, ମଇଁଷିଙ୍କର ହେବ ଟ୍ୟାଗିଂ
ବ୍ରହ୍ମପୁର ଅଫିସ୍,୧୨ା୬- କ୍ରମବର୍ଦ୍ଧିଷ୍ଣୁ ବ୍ରହ୍ମପୁର ସହରରେ ଟ୍ରାଫିକ ଏକ ପ୍ରମୁଖ ସମସ୍ୟା ଭାବେ ଦୀର୍ଘ ବର୍ଷ ହେଲା ସହରବାସୀଙ୍କୁ ହଇରାଣ କରୁଛି। କେବଳ ଯାନବାହନ ସଂଖ୍ୟା ବୃଦ୍ଧି ଯୋଗୁ ନୁହେଁ, ଗୃହପାଳିତ ପ୍ରାଣୀ ଯଥା ଗୋରୁ ଏବଂ ମଇଁଷିଙ୍କ ସଂଖ୍ୟା ବଢ଼ୁଥିବା…
ଚୋରାଚାଲାଣ କରୁଥିବା ଗାଡ଼ି ରେଜିଷ୍ଟ୍ରେଶନ ରଦ୍ଦ ହେବ
ଛତ୍ରପୁର,୧୨ା୬(ଡି.ଏନ.ଏ)- ଗଞ୍ଜାମ ଜିଲା ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଲଘୁ ଖଣିଜ ଦ୍ରବ୍ୟ ତଥା ବାଲି ମୋରମ ଆଦି ଚୋରାଚାଲାଣ କରୁଥିବା…
ବାୟୁସେନା ବିମାନ ଭଗ୍ନାବଶେଷ ଠାବ ପରେ ଆଶଙ୍କାରେ ବଳିଆପଲ୍ଲୀବାସୀ
କବିସୂର୍ଯ୍ୟନଗର,୧୨ା୬- ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍) ବିମାନ ଏଏନ୍-୩୨ର ଧ୍ୱଂସାବଶେଷ ମଙ୍ଗଳବାର ଠାବ ହୋଇଛି। ସୋମବାର ଆସାମ ଜୋରହାଟରୁ ବାହାରି ଅରୁଣାଚଳ ପ୍ରଦେଶ ମେଚୁକା ଯାଉଥିବାବେଳେ ଅପରାହ୍ନ ୧୨ଟା ୩୦ରେ କଣ୍ଟ୍ରୋଲ ରୁମ୍ ସହ ବିମାନର ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ…
ମଦ ବନ୍ଦ ନେଇ ମହିଳା ସଂଘର ଶୋଭାଯାତ୍ରା
ତୁମୁଡ଼ିବନ୍ଧ,୧୨ା୬(ଡି.ଏନ୍.ଏ.)- ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ମଙ୍ଗଳବାର ଶତାଧିକ ମହିଳା ମଦ ବନ୍ଦ ନେଇ ଏକ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା ବାଟଙ୍ଗ ପଦର, ସାନଝିରିପାଣି ଓ ପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ପ୍ରକାଶ ଯେ, ଝିରିପାଣି ଗ୍ରାମପଞ୍ଚାୟତର ୧୧ଟି ଓ୍ବାର୍ଡର…
ନାବାଳିକାଙ୍କୁ ପୋଷ୍ୟ ସନ୍ତାନ ଘଟଣା: ଡିସିପିଓଙ୍କ କାର୍ଯ୍ୟାଳୟରୁ କାଗଜପତ୍ର ଜବତ
ଫୁଲବାଣୀ ଅଫିସ/ଜି.ଉଦୟଗିରି,୧୨ା୬(ଡି.ଏନ.ଏ.)- ଦାରିଙ୍ଗବାଡି ଅଞ୍ଚଳର ଜଣେ ଅନାଥ ନାବାଳିକାଙ୍କୁ ପୋଷ୍ୟ ସନ୍ତାନ ପାଇଁ ପଠାଯିବା ଘଟଣାକୁ ନେଇ ଜିଲାବ୍ୟାପି ଚର୍ଚ୍ଚା ଜୋର ଧରିଛି। ଏହି ଘଟଣାରେ ଗୋଟିଏ ପଟେ ଜିଲାପାଳଙ୍କ ନିର୍ଦ୍ଦେଶରେ ତଦନ୍ତ ସରିଥିବା ବେଳେ ଜି.ଉଦୟଗିରି ଥାନାରେ ହୋଇଥିବା ମାମଲାର…
ମଥୁରାରେ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା
ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ବ୍ଲକ ମଥୁରା ଗ୍ରାମ ପାଇକ ସାହିରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ପରିବାରର ୬ ବଖରା ଘର କ୍ଷତିଗ୍ରସ୍ତ ହୋଇଛି। ଝୁଲୁ ରାଉତ, ଶଙ୍କର ରାଉତ ଓ ମହରଗ ରାଉତଙ୍କ ୨ ବଖରା…
ଲିଙ୍ଗରାଜ ହାଇସ୍କୁଲରୁ ଚୋରି
ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ଥାନା ନିମିନା ଗ୍ରାମପଞ୍ଚାୟତ ସାନବରଗଁାସ୍ଥିତ ଲିଙ୍ଗରାଜ ହାଇସ୍କୁଲରୁ ରବିବାର ରାତିରେ ଚୋରି ହୋଇଛି। ସ୍କୁଲ ମୁଖ୍ୟ ଫାଟକ ଓ ଅଫିସ ଗୃହ ତାଲା ଭାଙ୍ଗି ୪ ହଜାର ଟଙ୍କା, ଗୋଟିଏ ଫ୍ୟାନ, ମାଇକ୍ରୋଫୋନ ୩ଟି, ପେନଡ୍ରାଇଭ୍ ଗୋଟିଏ…
ବଦାଙ୍ଗିରୁ ବିଦେଶୀ ମଦ ଜବତ
ଭଞ୍ଜନଗର,୧୧।୬(ଡି.ଏନ.ଏ.)- ତାରସିଂ ପୋଲିସ ବୁଧବାର ବଦାଙ୍ଗିରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଛି। ଏହି ମାମଲାରେ ଅଭିଯୁକ୍ତ ସଞ୍ଜୟ ସାହୁଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରାଯାଇଛି। ନଂ.୮୧।୧୯ରେ ପୋଲିସ ଏକ ମାମଲା ରୁଜୁକରିବା ସହ ୯୭ ଲିଟର…
Archives


