୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର
ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏଭଳିସ୍ଥିତିରେ ଗୁରୁବାର ବର୍ଷାର ପିରିମାଣ ଆହୁରି ବୃଦ୍ଧି ପାଇବାରେ…
ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ
ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡିଛି। ପାତ୍ରପୁର ବ୍ଲକର ଦୁର୍ଗମ ଅଞ୍ଚଳରେ ଥିବା ବୁରାତାଳ ପଞ୍ଚାୟତ…
ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା
ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଏହି ଲଗାଣ ବର୍ଷା ଯୋଗୁ ଋଷିକୂଲ୍ୟାନଦୀର ଜଳପତନ ଧିରେଧିରେ ବଢିବା…
ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା
ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ ଅଣ୍ଟା ଭିଡ଼ିଥିଲେ। ସରକାରଙ୍କ ପକ୍ଷରୁ ଅନେକ ପ୍ରୋତ୍ସାହନ ଓ ପରାମର୍ଶ ମଧ୍ୟ ପାଉଥିଲେ।…
ଶ୍ରୀବଣା ଗାଁରେ ପୂର୍ବତନ ବିଧାୟକଙ୍କ ସହାୟତା, ଆବାସ ଯୋଜନାରେ ଘର ଯୋଗାଇଦେବାକୁ ବିଡିଓଙ୍କ ସହ ଆଲୋଚନା
ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ ଶ୍ରୀବଣା ଗ୍ରାମର ଡ଼ି ଦୁର୍ଯ୍ୟଧନ ପାତ୍ରଙ୍କର ନିଜସ୍ୱ ଘର ନଥିବାରୁ ଗାଁ ଶେଷରେ ଟିଣ ପକାଇ କୁଡ଼ିଆରେ ରହୁଥିଲେ ପରିବାର । ତେବେ ଖବର ପାଇବା ପରେ ଛତ୍ରପୁର ପୂର୍ବତନ…
ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ…
କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା
ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର ନିକଟରେ ଭୂସ୍ଖଳନ ହୋଇଥିବାରୁ ଘାଟି ରାସ୍ତାରେ ଗମନାଗମନ ଗୁରୁତର ଭାବେ ପ୍ରଭାବିତ ହେବା…
ବାଘୁଆ ଜଳଭଣ୍ଡାରରେ ଖୋଲିଲା ୨ ଗେଟ୍, ୪ ବର୍ଷ ପରେ ବଢ଼ି ପାଣି ଦେଖିଲେ ଲୋକେ
ବୁଗୁଡ଼ା,୨୪ା୯(କାଳିଚରଣଦାଶ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୁଆ ଜଳଭଣ୍ଡାରର ଖୋଲିଲା ଗେଟ୍ । ଜଳସ୍ତରର ବିପଦକୁ ଆଖି ଆଗରେ ରଖି ଜଳ ସେଚନ ବିଭାଗ ବୁଧବାର ଦିନ ମଧ୍ୟରାତ୍ରରୁ ଜଳଭଣ୍ଡାରର ୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ କରି…
ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଠା ଗ୍ରାମର ଚୈତନ୍ୟ ଡାକୁଆଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି ।…
ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା
ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ ବର୍ଷାର ପ୍ରଭାବରେ ଋଷିକୁଲ୍ୟା ନଦୀର ଜଳସ୍ତର ଧୀରେଧୀରେ ବୃଦ୍ଧି ପାଉଥିବାରୁ ନଦୀକୂଳିଆ ଅଞ୍ଚଳରେ…
ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ
ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି ଘେରରେ ଥିବା ଜଣା ପଡିଛି । ପବନର ବେଗ ଅଧିକ ନଥିଲେ ମଧ୍ୟ…
‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ
ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ଏନେଇ ପ୍ରଥମେ ’ଧରିତ୍ରୀ’ ରେ ଖବର ପ୍ରସାରଣ ପରେ ଗୁରୁବାର…

