ବସୁମତି ସ୍ନାନ: ମହଲକ୍ଷ୍ମୀ ବେଷରେ ଦର୍ଶନ ଦେଲେ ତାରାତାରିଣୀ
ପୁରୁଷୋତ୍ତମପୁର,୧୭।୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଇଷ୍ଚଦେବୀ ମା’ତାରାତାରିଣୀଙ୍କ ପୀଠରେ ପବିତ୍ର ବସୁମତି ସ୍ନାନ ଅବସରରେ ସ୍ବତନ୍ତ୍ର ପୂଜାପାଠ ଅନୁଷ୍ଠିତ ହୋଇଛି। ଏହି ଅବସରରେ ସେବାୟତମାନେ ମା’ ତାରାତାରିଣୀଙ୍କୁ ବସୁମତି ସ୍ନାନ କରାଇଥିଲେ। ଏହାପରେ ରିତିନିତି ପ୍ରକାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମମାନ...
ଗୋଟିଏ ପରେ ଗୋଟିଏ ସଫଳତା ସାଉଣ୍ଟି ଚାଲିଛନ୍ତି ପ୍ରଜ୍ଞାରାଣୀ: ଏବେ ରାଷ୍ଟ୍ରପତି କଲେ ପୁରସ୍କୃତ
ଦିଗପହଣ୍ଡି,୧୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ଵତୀ ଶିଶୁ ମନ୍ଦିର ୧୦ ମ ଶ୍ରେଣୀ ଛାତ୍ରୀ ପ୍ରଜ୍ଞାରାଣୀ ପଣ୍ଡାଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନିତ କରିବା ସହ ପୁରସ୍କାର ପ୍ରଦାନ କରିଛନ୍ତି। ଟାଟା ବିଲଡିଙ୍ଗ ଇଣ୍ଡିଆ ସଂସ୍ଥା...
ସରିଲା ଖରା ଛୁଟି, ଖୋଲିଲା କଲେଜ
ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଖରା ଛୁଟି ସରିବା ପରେ ମଙ୍ଗଳବାର ଖୋଲିଛି କଲେଜ। ଏଣିକି ଆରମ୍ଭ ହେବ ଛାତ୍ରୀଛାତ୍ରଙ୍କ ପାଠପଢ଼ା। ଏନେଇ କଲେଜ ପରିସର ଚଳଚଞ୍ଚଳ ହୋଇପଡିଛି। ଅପରପକ୍ଷେ ମଙ୍ଗଳବାର ଯୁକ୍ତ ୩ କଳା, ବାଣିଜ୍ୟ ଏବଂ ବିଜ୍ଞାନ ପ୍ରଥମ ବର୍ଷ...
କଳାବ୍ୟାଜ ପିନ୍ଧି ଆନ୍ଦୋଳନ ଓହ୍ଲାଇଲେ ବନ କର୍ମଚାରୀ
ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର):ଓଡିଶା ଅଣ ଗେଜେଟଡ ବନ କର୍ମଚାରୀ ସେବା ସଂଘର ଆହ୍ବାନ କ୍ରମେ ୩ ଦଫା ଦାବି ହାସଲ ପାଇଁ ଦିଗପହଣ୍ଡି ବନାଞ୍ଚଳ କର୍ମଚାରୀ କଳାବ୍ୟାଜ ପିନ୍ଧି ପ୍ରତୀକାତ୍ମକ ଆନ୍ଦୋଳନକୁ ଓହ୍ଲାଇଥିବା ଜଣାପଡ଼ିଛି। ବନ ବିଭାଗରେ ଲାଗି ରହିଥିବା...
ପୁରୁଷବନ୍ଧୁଙ୍କ ଆଗରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୧୦ ଜଣଙ୍କୁ ବାନ୍ଧିଲା ପୋଲିସ
ଗୋପାଳପୁର/ବ୍ରହ୍ମପୁର,୧୭ା୬ (ନବୀନ ରାଜ୍ ଆଚାରୀ):ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ପର୍ଯ୍ୟଟନସ୍ଥଳରେ ରବିବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ କଲେଜ ଛାତ୍ରୀଙ୍କୁ ତାଙ୍କ ପୁରୁଷବନ୍ଧୁଙ୍କ ଆଗରେ ଗଣବଳାତ୍କାର କରାଯାଇଥିବା ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏଭଳି ସମ୍ବେଦନଶୀଳ ଘଟଣାକୁ ପୋଲିସ...
ଭଲିବଲ ଟୁର୍ନାମେଣ୍ଟ: ନାରାୟଣପୁର ଚାମ୍ପିୟନ
ଦିଗପହଣ୍ଡି,୧୬ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ଗଡଗୋବିନ୍ଦପୁର ଗ୍ରାମସ୍ଥିତ ଶ୍ରୀରଘୁନାଥ ମଠ ଖେଳପଡିଆରେ ଗତ ୨ ଦିନ ଧରି ଚାଲିଥିବା ଭଲିବଲ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। ଶାସ୍ତ୍ରିଜୀ ପାଠାଗାର ଯୁବକ ସଂଘ ପକ୍ଷରୁ ଏହି ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା। ଟୁର୍ନାମେଣ୍ଟରେ...
ହସ୍ପିଟାଲରୁ ଯୁବକଙ୍କ ମୃତଦେହ ଜବତ
ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ସୋମବାର ଦିଗପହଣ୍ଡି ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛନ୍ତି। ମୃତକ ହେଲେ ସାନଖେମୁଣ୍ଡି ବ୍ଲକ ଛଣମେରି ଗ୍ରାମ ବଡସାହିର ଜିତେନ୍ଦ୍ର ନାୟକ(୨୬)। ଏନେଇ ଥାନାରେ ଏକ ଅପମୃତ୍ୟୁ...
ଗୋପାଳପୁରରେ ଲଜ୍ଜା: ପୁରୁଷ ବନ୍ଧୁଙ୍କୁ ମାଡ଼ ମାରି ଯୁବତୀଙ୍କୁ ଗଣବଳାତ୍କାର
ଗୋପାଳପୁର,୧୬।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜନୈକା ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏନେଇ ଜିଲାରେ ହଇଚଇ ସୃଷ୍ଟି ହୋଇଛି। ମିଳିଥିବା ସୂଚନା ମୁତାବକ,...
ବିଧାନସଭାରେ ସ୍ଥାପିତ ହେଉ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି
ଭଞ୍ଜନଗର,୧୬।୬(ବାବୁଲା ପ୍ରଧାନ): ଭଞ୍ଜନଗରର ବିଭିନ୍ନ ସଙ୍ଗଠନ ପକ୍ଷରୁ ବିଧାନସଭାରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଏବଂ ଚକରା ବିସୋଇଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଦାବି କରାଯାଇଛି। ଏଥିସହ ରାଜଧାନୀରେ ଘୁମୁସରର ବୀର ଚକରା ବିଷୋୟୀଙ୍କ ନାମରେ ଏଢ୍ର। ନାମିତ କରାଯିବା ସହ...
ଜବରଦଖଲ ସମସ୍ୟା: ଭବିଷ୍ୟତ ପାଇଁ ବଢୁଛି ଚିନ୍ତା
ଭଞ୍ଜନଗର,୧୬।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଜବରଦଖଲ ସମସ୍ୟା ବଢିବାରେ ଲାଗିଛି। ଦାୟିତ୍ୱରେ ରହୁଥିବା ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଯାହାକି ଭବିଷ୍ୟତ ପାଇଁ ଚିନ୍ତାର କାରଣ ହୋଇଛି। ଜବରଦଖଲ ସମସ୍ୟା ବୃଦ୍ଧି ଯୋଗୁ ସହରର ରାସ୍ତା ଗୁଡ଼ିକ...
ଭାଉଜଙ୍କୁ ଆକ୍ରମଣ ଘଟଣା: ଜେଲ ଗଲେ ଦିଅର
ଦିଗପହଣ୍ଡି,୧୬୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗିି ଗ୍ରାମର ଗାଣ୍ଡୁ ବେହେରାଙ୍କୁ ସୋମବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ଥାନା ମାମଲା ନଂ.୪୨୭/୨୪ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ...
ଅଷ୍ଟମ ବେତନ କମିଶନରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଅଣଦେଖା
ଭଞ୍ଜନଗର,୧୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜ ଗୃହ ଠାରେ ସୋମବାର ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ବ୍ଲକର ସମସ୍ତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଏକ ବୈଠକ ହୋଇଥିଲା । ଏଥିରେ ସଭାପତି ବିଭୁତି...
Archives


