‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ ନିରାକରଣ ସମ୍ପର୍କିତ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ପ୍ରୟୋଗଶାଳା ପ୍ରଦର୍ଶକ ଅଶ୍ୱିନୀ କୁମାର…
କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…
ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା ବେହେରା ନିର୍ମାଣସ୍ଥଳରେ ଭୂମି ପୂଜା କରିଥିଲେ l ଛତ୍ରପୁର ଲୋକପ୍ରିୟ ଯୁବ ବିଧାୟକ…
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ ଏସ ପି ଶୁଭେନ୍ଦୁ କୁମାର ପାତ୍ର ଗୁରୁବାର ୧୯୯୮ ମସିହାରେ ସହିଦ୍ ହୋଇଥିବା…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଜିଲାପାଳ ଭି. କୀର୍ତ୍ତି ଭାସନ ଏବଂ…
ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’
ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରତି ଦୁଇ ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ଏହି ଭବ୍ୟ ଯାତ୍ରା…
ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍ରେ ତଥ୍ୟ ପ୍ରଦାନ କଲେ ନଗରପାଳ
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏଥିରେ ସହରର ପ୍ରଥମ ନାଗରିକଙ୍କ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ, ଯାତ୍ରାର ସୁବିଧା ଅସୁବିଧା ଓ ପରିଚାଳନା ନେଇ ଗୁରୁବାର ତାରାତାରିଣୀ…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ ସୁରକ୍ଷା ବିଭାଗୀୟ କର୍ମଚାରୀମାନଙ୍କ ପାଇଁ ଅନେକ ସମୟରେ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। କର୍ମଚାରୀମାନେ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ କାଳୀଙ୍କ ଘଟ ଓଡ଼ିଆ ଢମଣା ସାହି ସ୍ଥିତ ବାବା ରାମ ଲିଙ୍ଗେଶ୍ୱର ମନ୍ଦିରରେ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର ପବିତ୍ର ପୂର୍ଣ୍ଣମୀ ଅବସରରେ ଉଦ୍ଯାପନ ହୋଇଛି। ମାସସାରା ହଜାର ହଜାର ଭକ୍ତଙ୍କ ଗହଣରେ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ ଐତିହାସିକ ଚନ୍ଦନ ଯାତ୍ରା । ଏହି ଯାତ୍ରା ଏପ୍ରିଲ ୨୦ରୁ ଆରମ୍ଭ ହୋଇ…
Archives


