ଛତ୍ରପୁରରେ ରେଳ ସମସ୍ୟା : ଡିଆରଏମ୍ଙ୍କୁ ଭେଟିଲେ ବିଧାୟକ
ଛତ୍ରପୁର,୫ା୧୧(ଡି.ଏନ.ଏ.)-ଛତ୍ରପୁର ନିର୍ବାଚନମଣ୍ଡଳୀରେ ବିଭିନ୍ନ ରେଳ ସମସ୍ୟା ନେଇ ସ୍ଥାନୀୟ ବିଧାୟକ ସୁବାସଚନ୍ଦ୍ର ବେହେରା ସୋମବାର ଖୋର୍ଦ୍ଧା ଡିଆରଏମ୍ ଶଶିକାନ୍ତ ସିଂଙ୍କ ସହ ଆଲୋଚନା କରିଛନ୍ତିି ା ଏଥିସହ ଏକ ସ୍ମାରକପତ୍ର ଡିଆରଏମ୍ଙ୍କୁ ପ୍ରଦାନ କରାଯାଇଥିଲା ା ଛତ୍ରପୁର ରେଡ୍ଡୀସାହି ନିକଟ ରେଳବାଇ…
ତେନ୍ତୁଳିଆ ଗ୍ରାମ ନିକଟ ଜଙ୍ଗଲରୁ ଛେଳି ଉଭାନ: ପୁଣି ବାଘ ଆତଙ୍କ, ଲାଗିବ ଟ୍ରାପ କ୍ୟାମେରା
ଭଞ୍ଜନଗର/ଜଗନ୍ନାଥପ୍ରାଦ,୪।୧୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଅଞ୍ଚଳରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ତେନ୍ତୁଳିଆ ଗ୍ରାମ ନିକଟସ୍ଥ ଲଣ୍ଡେଇହିଲ୍କୁ ବିଭିନ୍ନ ସମୟରେ ଚରିବାକୁ ଯାଉଥିବା ଛେଳିଙ୍କ ମଧ୍ୟରୁ କେତୋଟି ଉଭାନ ହୋଇଯାଇଥିଲେ। ସୋମବାର ୨ଟି ଛେଳି କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର…
ବସ୍ କର୍ମଚାରୀଙ୍କୁ ଆକ୍ରମଣ, ୨ ଅଟକ
ଭଞ୍ଜନଗର,୪।୧୧(ଡି.ଏନ.ଏ)-ଭଞ୍ଜନଗର ବସ୍ଷ୍ଟାଣ୍ଡରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟାକଳାପ ବଢ଼ୁଛି। କେତେବେଳେ ଘରୋଇ ବସ୍ ଆଗପଛ ଯିବାକୁ ନେଇ କର୍ମଚାରୀ- କର୍ମଚାରୀ ମଧ୍ୟରେ ବିବାଦ ହେଉଛି ତ ଆଉ କେତେବେଳେ ବସ୍ରୁ ଅତ୍ୟଧିକ ଚାନ୍ଦା ଆଦାୟକୁ ନେଇ ମାଲିକ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି…
ବସ୍ ଚକାତଳେ ବୃଦ୍ଧଙ୍କ ଜୀବନ ଗଲା, ଡ୍ରାଇଭର ଅଟକ
ବୁଗୁଡ଼ା,୪।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ବରଡ଼ିପଲ୍ଲୀ ମୁଖ୍ୟସଡ଼କରେ ସୋମବାର ଭୋର୍ ସମୟରେ ଏକ ଘରୋଇ ବସ୍ ଚକା ଚଳେ ଜଣେ ବୃଦ୍ଧଙ୍କ ଜୀବନ ଯାଇଛି। ମୃତକ ହେଲେ ବରଡ଼ିପଲ୍ଲୀ ଗ୍ରାମର ନାର୍ସୁ ପ୍ରଧାନ (୭୫)। ସୂଚନାଯୋଗ୍ୟ, ତାଳଚେରରୁ ବ୍ରହ୍ମପୁର…
ମଦ ଛଡ଼ାଇ ଆଣି ପୋଡ଼ିଲେ ଉତ୍ତ୍ୟକ୍ତ ମହିଳା
ହାତୀଓଟ,୪ା୧୧: ପୋଲସରା ବ୍ଲକ ମନ୍ଦାର ଗ୍ରାମପଞ୍ଚାୟତର ମାଳତିବାଡ଼ିରେ ମଦ ବିକ୍ରିକୁ ବନ୍ଦ କରିବା ପାଇଁ ଗତ ଗୁରୁବାର ଗ୍ରାମର ୧୦ଟି ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ କହିଥିଲେ। କିନ୍ତୁ ମଦ ବିକ୍ରେତା ୩ ଦିନ ହେଲା ବିକ୍ରି ବନ୍ଦ କରି ନ…
‘ଇଂଲିଶ୍ ପଛରେ ଗୋଡ଼ାଇବା ମାନସିକତା ବଦଳୁ’
ବ୍ରହ୍ମପୁର ଅଫିସ୍,୪ା୧୧-ଅନେକ ବର୍ଷ ପର୍ଯ୍ୟନ୍ତ ଆମକୁ ଶାସନ କରିବା ପରେ ଇଂରେଜମାନେ ନିଜ ଦେଶକୁ ଫେରିଗଲେ । କିନ୍ତୁ ତାଙ୍କ ଭାଷାର ଗଭୀର ଛାପ ଆମ ଶିକ୍ଷା, ସାମାଜିକ ଏବଂ ସାଂସ୍କୃତିକ କ୍ଷେତ୍ରରେ ଛାଡ଼ିଗଲେ । ଏହାର ପ୍ରଭାବ ଆଞ୍ଚଳିକ ଭାଷାଗୁଡିକ…
ଜନ୍ମ ନେଲେଣି କମ୍ ଓଜନର ୪,୧୧୫ ଶିଶୁ
ଛତ୍ରପୁର,୪ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଚଳିତବର୍ଷ ସେପ୍ଟେମ୍ବର ସୁଦ୍ଧା କମ୍ ଓଜନର ୪,୧୧୫ ଶିଶୁ ଜନ୍ମ ହେଲେଣି। ଯେଉଁମାନଙ୍କ ଓଜନ ୨.୫ କି.ଗ୍ରାଠାରୁ କମ୍ ରହିଛି। ଜିଲାରେ ମୋଟ ନବଜାତ ଶିଶୁ ତୁଳନାରେ ଏହା ୧୭ ପ୍ରତିଶତ ରହିଛି। ଛତ୍ରପୁରଠାରେ ଅନୁଷ୍ଠିତ ସ୍ବାସ୍ଥ୍ୟ ସମୀକ୍ଷା…
ମହିଳାଙ୍କୁ ବଳାତ୍କାର ଅଭିଯୋଗ,ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମହିଳାଙ୍କ ଏତଲା କ୍ରମେ ଆଇଆଇସି ବସନ୍ତ କୁମାର ସେଠୀ ନଂ. ୨୨୦/୧୯ ଦଫା ୩୭୬ (୨) (ଏନ୍) ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ୨୦୧୮ ନଭେମ୍ବର…
ପୋଡ଼ି ହୋଇ ମହିଳା ଗୁରୁତର; ଯୌତୁକ ନିର୍ଯାତନା ଅଭିଯୋଗ: ସ୍ବାମୀ, ଶାଶୁ ଗିରଫ
ଆସିକା,୪ା୧୧(ଡି.ଏନ୍.ଏ.)-ଆସିକା ଥାନା ଦେବଭୂମୀ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳା ପୋଡି ହୋଇ ଗୁରୁତର ହୋଇଥିଲେ। ସେହେଲେ ସେହି ଗ୍ରାମର ଟୁକୁନା ଚୌଧୁରୀଙ୍କ ସ୍ତ୍ରୀ ମାମାଲି। ବ୍ରହ୍ମପୁର ବଡ ମେଡିକାଲରେ ସେ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଶନିବାର ମାମାଲିଙ୍କ ମା’…
ଆର୍ମି ଏୟାର ଡିଫେନ୍ସ କଲେଜରେ ଯବାନଙ୍କ ଆତ୍ମହତ୍ୟା
ଗୋପାଳପୁର,୪ା୧୧-ଗଞ୍ଜାମ ଜିଲା ଗୋଳାବନ୍ଧସ୍ଥିତ ଆର୍ମି ଏୟାର ଡିଫେନ୍ସ (ଏଡି) କଲେଜରେ ଶନିବାର ରାତିରେ ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତାମିଲନାଡୁ ଅଞ୍ଚଳର ଏନ୍. କ୍ରିଷ୍ଣା। ଏ ନେଇ ସ୍ଥାନୀୟ ପୋଲିସ ନଂ. ୨୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ…
ଦୁଇଗୋଷ୍ଠୀ ମଧ୍ୟରେ ଛକାପଞ୍ଝା: ଶୃଙ୍ଖଳା ପାଇଁ ବଜାର କମିଟି ସଭାପତିଙ୍କ ଆଲୋଚନା
ଖଲ୍ଲିକୋଟ,୩ା୧୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ କେଶପୁର ବଜାରରେ ପୁଣି ଦୁଇଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ବଜାରରେ ଶୃଙ୍ଖଳା ବଜାୟ ରଖିବା ପାଇଁ ରବିବାର ସନ୍ଧ୍ୟାରେ ଶ୍ରୀକୃଷ୍ଣଶରଣପୁର ଓ କେଶପୁର ସରପଞ୍ଚଙ୍କ ସହ କେଶପୁର ବଜାର କମିଟି ସଭାପତି ଜ୍ୟୋତିଷ ନନ୍ଦ ଆଲୋଚନା କରିଛନ୍ତି।…
ନକଲି ସାର୍ଟିଫିକେଟ୍ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ବ୍ରହ୍ମପୁର ଅଫିସ୍,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ସାର୍ଟିଫିକେଟ୍ ଯାଞ୍ଚ ବେଳେ ଏମାନେ ଧରିପଡ଼ିଥିଲେ। ଅପରପକ୍ଷେ ଏହି…

