ଗଞ୍ଜାମ

ବୃଦ୍ଧ ବାପାଙ୍କ କାନ୍ଧରେ ଦିବ୍ୟାଙ୍ଗ ଅମରଙ୍କ ଭବିଷ୍ୟତ: ଟ୍ରାଇ ସାଇକେଲ ଲାଗି ଜିଲାପାଳଙ୍କୁ ଜଣାଇଲେ

ଛତ୍ରପୁର,୩୧ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଦୁଆନପଲ୍ଲୀଗଁାର ଗୋବିନ୍ଦ ମଲ୍ଲିକଙ୍କ ଦିବ୍ୟାଙ୍ଗ ପୁଅ ତଥା କଲେଜ ଛାତ୍ର ଅମରଙ୍କୁ ସରକାରୀ ସହାୟତା ମିଳୁନି। କେବଳ ଭତ୍ତା ମିଳୁଥିବା ବେଳେ ବାଣିଶ୍ରୀ ଷ୍ଟାଇପେଣ୍ଡ ମିଳୁ ନ ଥିବା ଅମର କହିଛନ୍ତିି। ଏଥିସହ କଲେଜ ଯିବା…

ସିସି କ୍ୟାମେରା ଲଗାଇବାରେ ବିଳମ୍ବ

ଛତ୍ରପୁର,୩୧ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ବୁଧବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ଛତ୍ରପୁର ନୂଆ ବସଷ୍ଟାଣ୍ଡ ସମ୍ମୁଖ ଜାତୀୟ ରାଜପଥରେ ଅଣ୍ଡରପାସ୍‌ ନିର୍ମାଣ ପାଇଁ…

କବାଟ ଭାଙ୍ଗି ସୁନା ଅଳଙ୍କାର, ମୋବାଇଲ ଲୁଟ୍‌:  ସନ୍ଧାନୀ କୁକୁର, ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ଦିଗପହଣ୍ଡି,୩୧ା୧୦(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ଗଁା ପତିତପାବନ ସାହିର ବିଜୟ କୁମାର ପ୍ରଧାନଙ୍କ ଘରୁ ଦୁର୍ବୃତ୍ତମାନେ ମଙ୍ଗଳବାର ରାତିରେ ପ୍ରାୟ ୪ ଭରି ଓଜନର ସୁନାଗହଣା, ୪୦ ହଜାର ଟଙ୍କା ଓ ମୋବାଇଲ ଫୋନ ଲୁଟି ନେଇଛନ୍ତି। ବିଜୟଙ୍କ ଏତଲାକୁ ଭିତ୍ତି କରି…

ପୋଖରୀରେ ପଶିଲା ସ୍କୁଲଭ୍ୟାନ୍‌

ଦିଗପହଣ୍ଡି, ୩୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡ଼ା ନିକଟସ୍ଥ ପହଁରାବାଡ଼ି ନିକଟରେ ବୁଧବାର ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ପୋଖରୀରେ ପଶିଯିବା କାରଣରୁ ଗାଡ଼ିରେ ଥିବା ୧୩ଜଣ ସାମାନ୍ୟ ଆହତ ହୋଇଥିବା…

ସ୍ତ୍ରୀଙ୍କୁ ହତ୍ୟାକରି ଜଙ୍ଗଲରେ ଫିଙ୍ଗିଥିଲେ ସ୍ବାମୀ

ବୁଗୁଡ଼ା,୩୦ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ବୁଗୁଡ଼ା ଥାନା ପୁରୁଣା ପାଣିକେଶର ଗ୍ରାମର ଶୁଭଶ୍ରୀ ଗୌଡ଼ଙ୍କୁ ହତ୍ୟା କରି ଅଖାରେ ବାନ୍ଧି ତାଙ୍କ ସ୍ବାମୀ ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ବୁଗୁଡ଼ା ଆଇଆଇସି ସିତାଂଶୁ ଶେଖର ମାନ୍ଧାତା ଓ ପୋଲିସ ଟିମ୍‌ ମଙ୍ଗଳବାର ତାରସିଙ୍ଗି ଜଙ୍ଗଲରେ…

ମାର୍କଣ୍ଡିର ଦୁଃଖ ଅସମ୍ପୂର୍ଣ୍ଣ ବ୍ରିଜ୍‌

ବ୍ରହ୍ମପୁର ଅଫିସ୍‌,୩୦ା୧୦- ରଙ୍ଗେଇଲୁଣ୍ଡା ବ୍ଲକ ମାର୍କଣ୍ଡି ପଞ୍ଚାୟତର ଦୁଃଖ ପାଲଟିଛି ଅସଂପୂର୍ଣ୍ଣ ବ୍ରିଜ୍‌। ଏହି ବ୍ରିଜ୍‌ର କାମ ସମ୍ପୂର୍ଣ୍ଣ କରିବା ପାଇଁ ଜନପ୍ରତିନିଧି ଠାରୁ ପ୍ରଶାସକ ପର୍ଯ୍ୟନ୍ତ ସମସ୍ତଙ୍କ ନିକଟରେ ଅଞ୍ଚଳବାସୀ ଗୁହାରି କରି ସାରିଲେଣି। ହେଲେ କୌଣସି ସୁଫଳ ମିଳିନାହିଁ।…

ବାବୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ସୁବାସ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ହତ୍ୟା, ୪ ଗିରଫ

ଶେରଗଡ଼/ଧରାକୋଟ,୨୯ା୧୦ (ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଧରାକୋଟ ଥାନା ବାଦଗଡ ଗ୍ରାମରେ ଗତ ୨୩ ତାରିଖରେ ଖଣ୍ଡାରେ ହାଣି ବାବୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ଧରାକୋଟ ପୋଲିସ। ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରି ମଙ୍ଗଳବାର ଶେରଗଡ…

ଦନ୍ତା ଆକ୍ରମଣରେ ମା’ ଗୁରୁତର, ବର୍ତ୍ତିଲେ ଝିଅ

ଭଞ୍ଜନଗର,୨୯।୧୦(ଡି.ଏନ.ଏ.)- ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡରେ ମଙ୍ଗଳବାର ସୁଦ୍ଧା ପ୍ରାୟ ୩୫ରୁ ଉର୍ଦ୍ଧ୍ୱ ହାତୀ ଥିବା ଜଣାପଡ଼ିଛି। ସନ୍ଧ୍ୟା ହେଲେ ହାତୀମାନେ ଜଙ୍ଗଲରୁ ବାହାରି ଧାନ ଫସଲ ନଷ୍ଟ କରୁଛନ୍ତି। ଫଳରେ ଜଙ୍ଗଲ ପାଖ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି।…

କାଠ ଫାଳିଆରେ ପୁଅକୁ ପିଟି ହତ୍ୟା ଘଟଣା: ଜେଲ ଗଲେ ବାପା

ଶେରଗଡ,୨୯ା୧୦(ଡି.ଏନ.ଏ.)- ଶେରଗଡ ବ୍ଲକ କେରିକେରି ଝୋଳା ଗ୍ରାମରେ ମଙ୍ଗଳବାର ରାତିରେ ବାପା ଶିବ ଗୌଡ ତାଙ୍କ ପୁଅ ପିଣ୍ଟୁଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିଲେ। ଶେରଗଡ ପୋଲିସ ନଂ.୧୦୩/୧୯ରେ ଏକ ମାମଲା ରୁଜୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ମଙ୍ଗଳବାର…

ରାସ୍ତା ଉପରେ ଜଳିଗଲା କାର୍‌

ଭଞ୍ଜନଗର,୨୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ନିକଟରେ ମଙ୍ଗଳବାର ଏକ କାର୍‌ରେ ଅଗ୍ନିକାଣ୍ଡ ଘଟିଛି। କାର୍‌ର ବ୍ୟାଟେରିରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଖବର ପାଇ ଭଞ୍ଜନଗର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ିବା ଘଟଣା: ବୃଦ୍ଧା ମୃତ

ଦିଗପହଣ୍ଡି,୨୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁ ଦଳିତ ସାହିରେ ଲଗାଣ ବର୍ଷାରେ ଗତ ଶନିବାର ସନ୍ତୋଷ ନାଇକଙ୍କ ମାଟି କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଏଥିରେ ତାଙ୍କର ୧୦ ମାସର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ବେଳେ…

ଡ୍ରେନେଜ୍‌ ଡିଭିଜନ ଦୁର୍ନୀତିର ତଦନ୍ତ ଦାବି : ଭିଜିଲାନ୍ସ ଅଫିସ ଘେରାଉ କରିବ ଭାଜପା

ବ୍ରହ୍ମପୁର ଅଫିସ,୨୯ା୧୦-ରେଶମ ନଗରୀ ପରିମଳ ବ୍ୟବସ୍ଥାରେ ବ୍ରହ୍ମପୁରର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରେ ଥିବା ବାହାନା ଓ ସାପୁଆ ନାଳ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି ଦୁଇ ନାଳ ନିୟମିତ ସଫା ହେଉ ନ ଥିବା ଏବଂ ପୁନରୁଦ୍ଧାର କାର୍ଯ୍ୟରେ ଅହେତୁକ ବିଳମ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?