ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା
ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ ତତ୍ୱାବଧାନରେ ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ ପୋଲିସ ଓ ସେବାୟତଙ୍କ ଉପସ୍ଥିତରେ…
ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ
ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଦଣ୍ଡପାଣି ପାତ୍ର କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା…
ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…
ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ଏହା ପୂର୍ବରୁ ଏଭଳି ରାଜନୈତିକ ହିଂସା ଦେଖାଯାଇଛି। ସମିତିସଭ୍ୟଙ୍କ ଘରେ ପଶି ତାଙ୍କୁ…
ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା
ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ ଦୌଡ ଏବଂ ଲମ୍ବ ଡିଆଁ ପରୀକ୍ଷା ଚାଲିଛି। ଆଜି ସକାଳ ୫ଟାରୁ ପରୀକ୍ଷା…
ଏମ୍ଜିଏନ୍ଆର୍ଇଜିଏସ୍ ପୁନଃ ଲାଗୁ ଦାବି କରି କଂଗ୍ରେସ…
ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍ଜିଏନ୍ଆର୍ଇଜିଏସ୍ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। କଂଗ୍ରେସ ସଭାପତି ତଥା ସାନଖେମୁଣ୍ଡି ବିଧାୟକ ରମେଶ ଜେନା…
୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…
ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ପୁରୋହିତ ଜ୍ୟୋତିରାଜ ଦାସ ରବି କୁମାର…
ଶାଗୁଆନ ଜଙ୍ଗଲରେ ନିଆଁ
ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ବମକେଇ ପଞ୍ଚାୟତ ମାଟିଆପଲ୍ଲୀ ଗ୍ରାମ ଶାଗୁଆନ ଜଙ୍ଗଲରେ ଗୁରୁବାର ରାତିରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ ସାମାଜିକ କର୍ମୀ ରାଜକିଶୋର ମହାନ୍ତି, ବିକ୍ରମ ସିଂ ଘଟଣାସ୍ଥଳରେ ପହଞ୍ଚି ନିଆଁ…
ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍ ହୋଇଗଲେ…
ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ ଶ୍ବଶୁର ଘର ଲୋକେ ଯୋଜନାବଦ୍ଧ ଭାବେ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ…
ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି
ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ ବଢ଼େଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀରେ ସିପିଆଇ ଗଞ୍ଜାମ ଜିଲା କମିଟି ସଦସ୍ୟ କମ୍ରେଡ.…
ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ
ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୦୨୧ରେ ବ୍ରହ୍ମପୁର ସଦର ଥାନା ଲାଠି ଗ୍ରାମର କାଳିଆ ସ୍ବାଇଁଙ୍କ…
ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ
ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଯୁବକ ହେଲେ ଗୁଡ଼ିଆଳିର ବାବୁଲା ସ୍ୱାଇଁ(୨୪)। ତାଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ଖଣ୍ଡାଚୋଟ…
କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ
ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ବୁଧବାର ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ଼ ଡାକ୍ତରଖାନାରୁ ଛାତ୍ରୀଙ୍କ ମୃତଦେହ…
Archives


