ଗଞ୍ଜାମ

ଇଞ୍ଜିନିୟରିଂ ସ୍କୁଲ ଛକରୁ ଶିଳ୍ପାଞ୍ଚଳ ୮ ଶହ ମିଟର ଦୈର୍ଘ୍ୟ: କାର୍ଯ୍ୟ ସରୁନି ରେଲୱେ ଓଭରବ୍ରିଜ୍‌, ରାସ୍ତା

ବ୍ରହ୍ମପୁର ଅଫିସ,୨୭ା୮-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ଛକ ପର୍ଯ୍ୟନ୍ତ ରେଲୱେ ଓଭରବ୍ରିଜ ନିର୍ମାଣ କାମ ସରୁନି । ୨୦୧୩ ଅକ୍ଟୋବର ୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶିଳାନ୍ୟାସ କରିଥିଲେ। ଏବେ ୬ ବର୍ଷ ପୂରିବାକୁ ଯାଉଛି ଏବଂ…

ଆଧାର ସଂଯୋଗ ନ କଲେ ରାଶନ ସାମଗ୍ରୀ ମିଳିବନି

ଆସିକା,୨୭ା୮(ଡି.ଏନ୍‌.ଏ.)-ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କ ରାଶନ କାର୍ଡ ସହ ଆଧାର କାର୍ଡ ନମ୍ବର ସଂଯୋଗୀକରଣକୁ ବାଧ୍ୟତାମୂଳକ କରାଯାଇଛି। ଅଦ୍ୟାବଧି ଆସିକା ବ୍ଲକର କେତେକ ହିତାଧିକାରୀ ସେମାନଙ୍କ ରାଶନ କାର୍ଡରେ ଆଧାର ନମ୍ବର ସଂଯୋଗ କରିନାହାନ୍ତି ା ଅଗଷ୍ଟ ଶେଷ ସୁଦ୍ଧା ଆଧାର…

ନଦୀରେ ନିଖୋଜ ଯୁବତୀଙ୍କ ମୃତଦେହ ଉଦ୍ଧାର

ଶେରଗଡ଼/ହିଞ୍ଜିଳିକାଟୁ,-୨୭ା୮(ଡି.ଏନ୍‌.ଏ.)-ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ରବିବାର ଖୁଦୁରୁକୁଣୀ ଓଷା ପାଇଁ ବାଲୁଙ୍କା ପୂଜା କରିବାକୁ ଯାଇ ଋଷିକୂଲ୍ୟା ନଦୀରେ ଭାସିଯାଇ ନିଖୋଜ ଥିବା ସିଲି ବେହେରାଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ହିଞ୍ଜିଳିକାଟୁ ବ୍ଲକ ଗିରିଆ ନଦୀ…

ଦୃଷ୍ଟିହୀନ ଛାତ୍ରଙ୍କୁ ମିଳୁନି ହଷ୍ଟେଲ୍‌

ବ୍ରହ୍ମପୁର ଅଫିସ୍‌,୨୭ା୮-ଖଲ୍ଲିକୋଟ ଜୁନିୟର୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୃଷ୍ଟିହୀନ ଛାତ୍ରଙ୍କୁ ରହିବା ପାଇଁ ହଷ୍ଟେଲ୍‌ରେ ସିଟ୍‌ ମିଳୁନି। ଏହାକୁ ନେଇ ଦୃଷ୍ଟିହୀନ ଛାତ୍ରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୋମବାର ଏନେଇ ସେମାନେ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳ ବିଜୟ ଅମୃତା…

ରାସ୍ତାକଡ଼ରେ ମହିଳାଙ୍କ ପ୍ରସବ ଘଟଣା :ତଦନ୍ତ କଲା ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ଟିମ୍‌

ବ୍ରହ୍ମପୁର ଅଫିସ୍‌,୨୭ା୮-ବ୍ରହ୍ମପୁର ସହର କୋର୍ଟପେଟା ଛକରେ ଗତ ୨୩ତାରିଖରେ କେ.ପାର୍ବତୀ ନାମ୍ନୀ ଜଣେ ମହିଳା ରାସ୍ତା କଡ଼ରେ ପ୍ରସବ କରିଥିଲେ। ପ୍ରସବ କରାଇ ମାନବିକତାର ପରିଚୟ ଦେଇଥିବା ଡା. ରୋନକ୍‌ ଗାନ୍ଧୀ ଏବଂ ଡା. ଦେବଦର୍ଶିନୀ ସାହୁଙ୍କୁ ସବୁଆଡ଼ୁ ପ୍ରଶଂସାର ସୁଅ…

ଛେଳିଗଡ ଜଳସେଚନ ପ୍ରକଳ୍ପ ବିସ୍ଥାପନ କଲୋନୀ, ଚିହ୍ନଟ ଜମିରେ ଚାରା ରୋପଣ କଲେ ଜିଲାପାଳ, ଏସପି

ଦିଗପହଣ୍ଡି,୨୬।୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡା ପଞ୍ଚାୟତ ବବୁଲିବନ୍ଧ ମୌଜା ବାଲିପାଟ ଗାଁ ନିକଟରେ ଛେଳିଗଡ ଜଳ ସେଚନ ପ୍ରକଳ୍ପ ବିସ୍ଥାପିତଙ୍କ ପାଇଁ ଚିହ୍ନଟ ହୋଇଛି। ଏହି ଜମିରେ ସୋମବାର ଗଜପତି ଜିଲାପାଳ ଅନୁପମ ଶାହା ଏବଂ ଏସ୍‌ପି ସାରା ଶର୍ମା ସମେତ…

ବିଦ୍ୟୁତ୍‌ ଆଘାତରେ ଜଣେ ଗୁରୁତର

ବୁଗୁଡ଼ା,୨୬ା୮(ଡି.ଏନ.ଏ.)-ବୁଗୁଡ଼ା ବିଏସ୍‌ଏନ୍‌ଏଲ କାର୍ଯ୍ୟାଳୟ ଟେଲିଫୋନ ବିଭାଗରେ କାର୍ଯ୍ୟରତ ଜଣେ ଅସ୍ଥାୟୀ କର୍ମଚାରୀ ବିଦ୍ୟୁତ ଆଘାତରେ ସୋମବାର ଗୁରୁତର ହୋଇଛନ୍ତି। ସେ ହେଲେ ଧୋବା ସାହୁ। ଧୋବା ଅପରାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଛାତ ଉପରେ ରହି ଟେଲିଫୋନ ତାର ସଜାଡୁ ଥିଲେ।…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର,୨୬।୮(ଡି.ଏନ.ଏ)-ଭଞ୍ଜନଗର ଶଙ୍ଖସାହିର ଜଣେ ଯୁବକଙ୍କ ସନ୍ଦେହଜନକ ଭାବେ ରବିବାର ମୃତ୍ୟୁ ଘଟିଛି। ସେ ହେଲେ କାର୍ତ୍ତିକ ସାହୁ (୩୮)। ସୋମବାର ସକାଳେ ଘର ପାଖ ଲୋହରାଖଣ୍ଡି ନଦୀ ନିକଟରେ ତାଙ୍କ ମୃତଦେହ ପଡ଼ିଥିବା ପରିବାର ଲୋକେ ଦେଖିବା ପରେ ପୋଲିସକୁ ଖବର…

ଗୋଷ୍ଠୀ ସଂଘର୍ଷ ମାମଲା: ୪ ଅଭିଯୁକ୍ତଙ୍କୁ ଜେଲ, ନୂଆପଡ଼ା ଅଶାନ୍ତ, ପୋଲିସ ମୁତୟନ

ଦିଗପହଣ୍ଡି,୨୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡ଼ାର ୪ ଜଣ ଯୁବକଙ୍କୁ ଗୋଷ୍ଠୀ ସଂଘର୍ଷ ମାମଲାରେ କେ.ନୂଆଗାଁ ପୋଲିସ ସୋମବାର ଗିରଫକରି ଅପରାହ୍ନରେ ଦିଗପହଣ୍ଡି କୋର୍ଟକୁ ଚାଲାଣ କରିଛି। ସେମାନେ ହେଲେ କାହ୍ନୁ ପ୍ରଧାନ, ଶଙ୍କର ପ୍ରଧାନ, ସୁମନ ପ୍ରଧାନ ଓ…

‘ଜିନ ଓ୍ବା’ରୁ କଢ଼ାଯିବ ତେଲ

ଚିଲିକା,୨୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିଲିକା ନିକଟ ରାଜହଂସରେ ଫସି ରହିଥିବା ମାଲେସୀୟ ଜାହାଜ ‘ଜିନ ଓ୍ବା’ରୁ ତେଲ କଢ଼ାଯିବ। ତେଲ କାଢ଼ିବା ପାଇଁ ସମ୍ପୃକ୍ତ ଜାହାଜ ମାଲିକଙ୍କ ସହ ଜିଲା ପ୍ରଶାସନ ପକ୍ଷରୁ ଆଲୋଚନା ହୋଇଥିବା ଜଣାପଡ଼ିଛି। ଗତ ୨ ଦିନ…

ଋଷିକୂଲ୍ୟାରେ ଭାସିଯାଇ ନିଖୋଜ ଥିବା ସିଲିଙ୍କ ମୃତଦେହ ଉଦ୍ଧାର

ଶେରଗଡ଼/ହିଞ୍ଜିଳିକାଟୁ,୨୬ା୮ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିିଳି ଥାନା କାଞ୍ଜିଆମା ଗ୍ରାମରେ ରବିବାର ଖୁଦୁରୁକୁଣୀ ଓଷା ପାଇଁ ବାଲୁଙ୍କା ପୂଜା କରିବାକୁ ଋଷିକୂଲ୍ୟା ନଦୀକୁ ଯାଇ ୫ ଯୁବତୀ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଉଦ୍ଧାର କରାଯାଇଥିଲା।…

ଯୁବକଙ୍କୁ ହତ୍ୟା ଅଭିଯୋଗ; ବଡ଼ବାପାଙ୍କ ସମେତ ୩ ଗିରଫ

ଆସିକା,୨୬ା୮(ଡି.ଏନ୍‌.ଏ.)-ଆସିକା ଥାନା ବଜ୍ରକୋଟ ଗ୍ରାମର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ଟୁକୁନା ନାହାକ (୩୦)। ଏନେଇ ମୃତ ଟୁକୁନାଙ୍କ ବାପା ଆସିକା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ନଂ.୨୭୩/୧୯ରେ ମାମଲା ରୁଜୁକରି ଗ୍ରାମର ଅର୍ଶୁଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?