ଗଞ୍ଜାମ

ଗଞ୍ଜାମ ଜିଲା ଭାରୋତ୍ତୋଳନ ଚାମ୍ପିୟନଶିପ୍‌

ବ୍ରହ୍ମପୁର ଅଫିସ୍‌,୨୬ା୮-ଗଞ୍ଜାମ ଜିଲା ଭାରୋତ୍ତୋଳନ ସଂଘ ପକ୍ଷରୁ ସ୍ଥାନୀୟ ଉତ୍ତରେଶ୍ୱର ଭବନ ଠାରେ ରବିବାର ଗଞ୍ଜାମ ଜିଲା ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଏମ୍‌ପି ଚନ୍ଦ୍ରଶେଖର ସାହୁ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ…

ପୌରସଂସ୍ଥାର ପ୍ରାକ୍ତନ ସଦସ୍ୟା, ସଦସ୍ୟଙ୍କୁ ମିଳୁ ପେନ୍‌ସନ

ବ୍ରହ୍ମପୁର ଅଫିସ,୨୬ା୮-ବ୍ରହ୍ମପୁର ପୌର ନିଗମ (ବିଏମସି)ର ପୂର୍ବତନ କାଉନସିଲର ଓ କର୍ପୋରେଟର ସଂଘର ସମାବେଶ ରବିବାର ଅନୁଷ୍ଠିତ ହୋଇଯାଇଛି । ଏମ୍‌ପି ଓ ବିଧାୟକଙ୍କ ଭଳି ପୌରସଂସ୍ଥାକୁ ନିର୍ବାଚିତ ହୋଇଥିବା ପୂର୍ବତନ ସଦସ୍ୟା, ସଦସ୍ୟମାନଙ୍କ ପାଇଁ ସରକାର ପେନସନ ଯୋଜନା କାର୍ଯ୍ୟକାରୀ…

ନଦୀରେ ଭାସିଯାଇ ଯୁବକ ମୃତ, ରାସ୍ତାରୋକୋ

ଭଞ୍ଜନଗର,୨୬।୮(ଡି.ଏନ.ଏ)-ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଚଢ଼େୟାପଲ୍ଲୀଠାରେ ରବିବାର ସକାଳ ପ୍ରାୟ ୧୦ଟାରେ ବୋଡ଼ାନଦୀରେ ଶ୍ରମିକ ରାଜ କୁମାର ଲେଙ୍କା ଭାସି ଯାଇଥିଲେ। ବେଲଗୁଣ୍ଠା ଦମଳକ ବାହିନୀ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡ଼ିକାଲକୁ ନେଇଥିଲେ। ସେଠାରେ ରାଜକୁମାରଙ୍କୁ ଡ଼ାକ୍ତର ମୃତ…

ଯୁବତୀଙ୍କୁ ଅସଦାଚରଣ, ବ୍ୟବସାୟୀ ଗିରଫ

ବ୍ରହ୍ମପୁର ଅଫିସ,୨୫ା୮-ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବା ପରେ ବିଚ ରାସ୍ତାରେ ତାଙ୍କୁ ଅସଦାଚରଣ କରିବା ଅଭଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବ ବ୍ୟବସାୟୀଙ୍କୁ ରବିବାର ଗିରଫ କରିଛି । ସେ ହେଲେ ପି. ସରୋଜ କୁମାର।…

ବିଦ୍ୟୁତ ଆଘାତରେ ମୋଟର ମେକାନିକ ମୃତ

ବ୍ରହ୍ମପୁର ଅଫିସ,୨୫ା୮-ବିଦ୍ୟୁତ ଆଘାତରେ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ମୋଟର ମେକାନିକଙ୍କ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ଲାଞ୍ଜିଆ ଗ୍ରାମର ଟୁଟୁ ଗୌଡ଼ (୩୨)। ବଡବଜାର ଥାନା…

ମହିଳାଙ୍କୁ ଯୌତୁକ ନିର୍ଯାତନା ଅଭିଯୋଗ, ସ୍ବାମୀ ଅଟକ

ବୁଗୁଡ଼ା,୨୫ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ନିର୍ଯାତନା ଦେଇଥିବା ନେଇ ଶନିବାର ରାତିରେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ ବୁଗୁଡ଼ା ପୋଲିସ ନଂ. ୧୬୯/୧୯ରେ ଏକ ମାମଲା ରୁଜୁ କରି ରବିବାର ମହିଳାଙ୍କ ସ୍ବାମୀଙ୍କୁ ଥାନାରେ ଅଟକ…

ଖୁଦୁରୁକୁଣୀ ପୂଜାରେ ଅଘଟଣ: ଋଷିକୂଲ୍ୟାକୁ ପାଣି ଆଣିବାକୁ ଯାଇ ଭାସିଗଲେ ୫ ବାଳିକା; ୪ ଉଦ୍ଧାର, ଜଣେ ନିଖୋଜ

ଶେରଗଡ଼,୨୫।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅନ୍ତର୍ଗତ କାଞ୍ଜିଆମା ଗ୍ରାମ ଦେଇ ବହିଯାଇଥିବା ଋଷିକୂଲ୍ୟା ନଦୀରେ ରବିବାର ସକାଳେ ୫ ବାଳିକା ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନିଖୋଜ ଅଛନ୍ତି। ସେ ହେଲେ…

ଗଞ୍ଜାମର ୩୩୯ ଗଁ। କୁ ଯାଇପାରୁନି ଆମ୍ବୁଲାନ୍ସ : ଗର୍ଭବତୀ, ଶିଶୁଙ୍କୁ ମିଳୁଛି ୧ ହଜାର ଟଙ୍କା

ଛତ୍ରପୁର,୨୫ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାର ୩୩୯ ଗଁ।କୁ ଆମ୍ବୁଲାନ୍ସ ଯାଇପାରୁ ନ ଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେ ପରେ ଚିହ୍ନଟ ହୋଇଛି। ଆମ୍ବୁଲାନ୍ସ ଉକ୍ତ ଗଁ।ଗୁଡିକୁ ଯାଇପାରୁ ନ ଥିବାରୁ ଗର୍ଭବତୀଙ୍କଠାରୁ ଆରମ୍ଭ କରି ଦିବ୍ୟାଙ୍ଗ, ଶିଶୁ ଏବଂ ଦୁର୍ଘଟଣାଗ୍ରସ୍ତଙ୍କୁ ହସ୍ପିଟାଲକୁ…

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ତୀବ୍ର ବିରୋଧ : ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ବ୍ରହ୍ମପୁର ଅଫିସ,୨୫ା୮-ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା ପରେ ଏବେ ବିଭିନ୍ନ ଛାତ୍ର ସଂଗଠନ ଓ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହାକୁ ବିରୋଧ କରି ଛାତ୍ରୀଛାତ୍ର ଓ ଛାତ୍ର ସଂଗଠନ ଆନ୍ଦୋଳନକୁ…

ବିଷକ୍ରିୟାରେ ଚାଷୀ ମୃତ

କ.ନୂଆଗଁ।,୨୫ା୮-କନ୍ଧମାଳ ଜିଲା କ.ନୂଆଗଁ। ବ୍ଲକ ସାଇନପଡା ପଞ୍ଚାୟତ କିଲୁପଡା ଗ୍ରାମର ଜଣେ ଚାଷୀଙ୍କର ବିଷ କ୍ରିୟାରେ ଶୁକ୍ରବାର ରାତିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ସେ ହେଲେ ଗୋବର୍ଦ୍ଧନ ମଲ୍ଲିକ (୩୫)। କ.ନୂଆଗଁ। ଥାନାରେ ମୃତ ଚାଷୀ ଗୋବର୍ଦ୍ଧନଙ୍କ ପିତା…

ବାପା ହେଲମେଟ୍‌ ନ ପିନ୍ଧିଲେ ଗାଡ଼ିରେ ବସନି

ବ୍ରହ୍ମପୁର ଅଫିସ୍‌,୨୫ା୮-ପ୍ରତ୍ୟେକ ଜୀବନ ମୂଲ୍ୟବାନ । କିନ୍ତୁ ଅସାବଧାନତା ଯୋଗୁ ଦୁର୍ଘଟଣାରେ ପ୍ରତ୍ୟେକ ଦିନ ବହୁ ଜୀବନ ହାନି ହେଉଛି । ଅନେକ ଲୋକେ ସେମାନଙ୍କ ମୁରବି ହରାଉଛନ୍ତି। ଗୋଟିଏ ଦୁର୍ଘଟଣା ସାରା ପରିବାରକୁ ପ୍ରଭାବିତ କରୁଛି। ଝିଅ ପୁଅଙ୍କ ପାଇଁ…

ଓଲଟିଲା ପରିବା ବୋଝେଇ ପିକ୍‌ଅପ୍‌

ଆସିକା,୨୪ା୮(ଡି.ଏନ୍‌.ଏ.)- ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥର ନଳବଣ୍ଟା-ଖଡଭାଗ ମଧ୍ୟରେ ଶନିବାର ସକାଳ ପ୍ରାୟ ୯ଟାରେ ଗୋଟିଏ ପରିବା ବୋଝେଇ ପିକଅପ୍‌ ଭ୍ୟାନ ରାସ୍ତା କଡକୁ ଓଲଟି ପଡିଥିଲା। ତେବେ ଏହି ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ଘଟି ନ ଥିବା ଜଣାଯାଇଛି। ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?