ଗଞ୍ଜାମ

ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଡକାୟତି ଉଦ୍ୟମ : ପୋଲିସ,ସାଇଣ୍ଟିଫିକ୍‌ ଟିମର ତନାଘନା ତଦନ୍ତ

ଆସିକା,୨୪ା୮(ଡି.ଏନ୍‌.ଏ.)- ଆସିକା – ଭଞ୍ଜନଗର ମୁଖ୍ୟରାସ୍ତାର ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁରଠାରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଶୁକ୍ରବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଛି। ରାତି ପ୍ରାୟ ସାଢେ ୧ଟାବେଳେ ଦୁର୍ବୃତ୍ତ ବ୍ୟାଙ୍କ ନିକଟରେ ଥିବା ଘରମାନଙ୍କରେ ବାହାରୁ…

ବାପା ପୁଅଙ୍କୁ ଟାଙ୍ଗିଆରେ ଆକ୍ରମଣ, ଦାଦା ଗିରଫ

ବୁଗୁଡ଼ା,୨୪ା୮(ଡି.ଏନ.ଏ.)- ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଶୁକ୍ରବାର ବାପା ଓ ପୁଅଙ୍କୁ ଟାଙ୍ଗିଆରେ ଆକ୍ରମଣ ଅଭିଯୋଗରେ ବୁଗୁଡ଼ା ପୋଲିସ ଶନିବାର ପୁଅଙ୍କ ଦାଦାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏଥିସହ ଘଟଣାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି ପୋଲିସ। ଗିରଫ ଜଣକ…

ଟିମ୍‌ କ୍ଲିନ ସିଟି ପକ୍ଷରୁ ହିଞ୍ଜିଳିକାଟୁରେ ପୋଷ୍ଟର ଚିରା

ହିଞ୍ଜିଳିକାଟୁ,୨୪।୮(ଡ଼ି.ଏନ୍‌.ଏ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗରର ରାସ୍ତା କଡ଼ରେ ଟିମ୍‌ କ୍ଲିନ ସିଟି ଶନିବାର ହିଞ୍ଜିଳିକାଟୁରେ ପୋଷ୍ଟର ଚିରା ଅଭିଯାନ ଆରମ୍ଭ କରିଛି। ବ୍ରହ୍ମପୁର ମହାନଗରରେ ଲଗାତାର ୪୯ ଦିନ ଧରି ଏହି କାର୍ଯ୍ୟକ୍ରମ ପରେ ହିଞ୍ଜିଳିକାଟୁ ଅଭିଯାନକୁ ବିପୁଳ ସମର୍ଥନ…

ଅଭିଭାବକ ହେଲ୍‌ମେଟ୍‌ ନ ପିନ୍ଧିଲେ ସେମାନଙ୍କ ଝିଅପୁଅଙ୍କ ମାର୍କ କଟିବ: ବ୍ରହ୍ମପୁର ଏସ୍‌ପି

ବ୍ରହ୍ମପୁର ଅଫିସ୍‌,୨୪ା୮: ପ୍ରତ୍ୟେକ ଜୀବନ ମୂଲ୍ୟବାନ୍‌। କିନ୍ତୁ ଅସାବଧାନତା ଯୋଗୁ ଦୁର୍ଘଟଣାରେ ଦୈନିକ ବହୁ ଜୀବନ ହାନି ହେଉଛି। ଅନେକ ପରିବାର ସେମାନଙ୍କ ମୁରବିକୁ ହରାଉଛନ୍ତି। ଗୋଟିଏ ଦୁର୍ଘଟଣା ସାରା ପରିବାରକୁ ପ୍ରଭାବିତ କରୁଛି । ଏଣୁ ପିଲାମାନେ ଶପଥ ନିଅ,…

ଶେରଗଡ଼ ବ୍ଲକରେ ବନ୍ଦ ହେଲାଣି ୩ ବିଦ୍ୟାଳୟ

ଶେରଗଡ,୨୪ା୮(ଡି.ଏନ.ଏ.)-ଶେରଗଡ଼ ବ୍ଲକରେ ଚଳିତବର୍ଷ ୩ ବିଦ୍ୟାଳୟକୁ ଜିଲା ଶିକ୍ଷା ବିଭାଗ ବନ୍ଦ କଲାଣି। ଗ୍ରାମବାସୀଙ୍କ ସହ ଆଲୋଚନା ନ କରି ଏକତରଫା ଭାବେ ଜିଲା ଶିକ୍ଷା ବିଭାଗ ଏହିସବୁ ବିଦ୍ୟାଳୟକୁ ବନ୍ଦ କରିଦେଇଛି ବୋଲି ନରେନ୍ଦ୍ରପୁର ସରପଞ୍ଚ ବିନୋଦ ବେହେରା କହିଛନ୍ତି।…

ଶିଳାନ୍ୟାସରେ ଅଟକିଛି ଯାତ୍ରୀ ବିଶ୍ରାମାଗାର :ସମ୍ପୂର୍ଣ୍ଣ ହୋଇପାରୁନି ମୁଖ୍ୟ ଡ୍ରେନର ପୁନରୁଦ୍ଧାର

ଗଞ୍ଜାମ,୨୪୮(ଡି.ଏନ.ଏ.)-୧୨ ୱାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସିରେ ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଭଳି ମୌଳିକ ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ଜନସାଧାରଣ। ଏଠାରେ ରାସ୍ତାଘାଟର ଅବସ୍ଥା ଶୋଚନୀୟ । କଲ୍ୟାଣ ମଣ୍ଡପ ନାହିଁ, ବହୁ ପ୍ରକଳ୍ପ କାର୍ଯ୍ୟ ଦୀର୍ଘଦିନ ହେଲା ଅଧାପନ୍ତରିଆ…

ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା କାମଚଳା :ଖାଲି ପଡ଼ିଛି ୨୧୦ ଡାକ୍ତର ପଦବୀ

ଛତ୍ରପୁର,୨୪୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ଏବେ କାମଚଳାରେ ଚାଲିଛି। ଡାକ୍ତର ଅଭାବଠାରୁ ଆରମ୍ଭ କରି ବିଭିନ୍ନ ଷ୍ଟାଫ୍‌ ପଦବୀ ଖାଲି ପଡିଛି ା ସେହିପରି ଭିତ୍ତିଭୂମି ଅଭାବ ମଧ୍ୟ ରହିଛି ା ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ନେଇ ଗତ ସପ୍ତାହରେ ହୋଇଥିବା ଜିଲାପରିଷଦ ବୈଠକରେ…

ଶିକାରୀଙ୍କ ବିଦ୍ୟୁତ୍‌ ତାର ଲାଗି ଜଣେ ମୃତ

କବିସୂର୍ଯ୍ୟନଗର,୨୪ା୮-କବିସୂର୍ଯ୍ୟନଗର ଥାନା ଦୋରାବଗଡ଼ ଗାଁରେ ଗୁରୁବାର ବିଳମ୍ବିତ ରାତିିରେ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ଲାଗି ଜଣେ ଭାଇଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଭାଇ ଗୁରୁତର ହୋଇଛି। ମୃତକ ହେଲେ ଏନ୍‌. ନରସିଂହ ଦୋରା ଓ ଗୁରୁତରଙ୍କୁ ଡାକ୍ତରଖାନାରେ…

ଏମ୍‌ପି ଚନ୍ଦ୍ରଶେଖରଙ୍କ ସୂଚନା:ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ

ବ୍ରହ୍ମପୁର ଅଫିସ,୨୪ା୮-ବହୁ ପ୍ରତୀକ୍ଷିତ ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ ନିର୍ମାଣ ପାଇଁ ଭାରତୀୟ ରେଲୱେ ବୋର୍ଡ ମଞ୍ଜୁର କରିଛନ୍ତି। ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଧରିତ୍ରୀକୁ ଏହି ସୂଚନା ଦେଇଛନ୍ତି । ଏଥିପାଇଁ ଭଞ୍ଜନଗର ଓକିଲ ସଂଘର ନିରନ୍ତର ପ୍ରୟାସକୁ ସାହୁ…

‘ନିର୍ବାଚନ ବାତିଲ, ଗଣତନ୍ତ୍ରର ହତ୍ୟା’

ବ୍ରହ୍ମପୁର ଅଫିସ୍‌,୨୪ା୮-କ୍ୟାମ୍ପସ୍‌ରେ ବିଶୃଙ୍ଖଳା ଆଶଙ୍କାରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବନ୍ଦକରି ଦିଆଯାଇଛି। ଏହାକୁ ଅନେକ ଛାତ୍ର ସଂଗଠନ ନିନ୍ଦା କରୁଥିବା ବେଳେ ଆଉ କେତେକ ସ୍ବାଗତ କରୁଛନ୍ତି। ବ୍ରହ୍ମପୁରରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ…

ବାପ ପୁଅଙ୍କୁ କାତିରେ ଆକ୍ରମଣ, ଜଣେ ଅଟକ

ବୁଗୁଡ଼ା,୨୩ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଶୁକ୍ରବାର ଗୋଟିଏ ପରିବାରର ବାପ ଓ ପୁଅକୁ କାତିରେ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଗଁାର ଜଳନ୍ଧର ଜେନା ଓ ପୁଅ ବଳରାମ ସକାଳେ ପରିବାର ସହ କଥାବାର୍ତ୍ତା ହେଉଥିଲେ। ଏହି…

ପାଟପୁର ସିଣ୍ଡିକେଟ୍‌ ବ୍ୟାଙ୍କରେ ନିଆଁ

ପାଟପୁର,୨୩ା୮(ଡି.ଏନ.ଏ.)- ସାନଖେମୁଣ୍ଡି ବ୍ଲକ ପାଟପୁର ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପାଟପୁର ଶାଖା ସିଣ୍ଡିକେଟ ବ୍ୟାଙ୍କରେ ଶୁକ୍ରବାର ଅପରାହ୍ନରେ ଶର୍ଟସର୍କିଟରୁ ନିଅଁା ଲାଗିଛି। ଜନ୍ମାଷ୍ଟମୀ ପାଇଁ ବ୍ୟାଙ୍କ ଛୁଟି ଥିଲା, ଅପରାହ୍ନ ପ୍ରାୟ ୫ଟାରେ ବ୍ୟାଙ୍କରୁ ଧୂଆଁ ବାହାରିବା ଦେଖି ସ୍ଥାନୀୟ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?