ଗଞ୍ଜାମ

ଅସ୍ତ୍ରୋପଚାର ପରେ ନର୍ସିଂ ଛାତ୍ରୀଙ୍କ ଛାତିରୁ ବାହାରିଲା ଛୁଞ୍ଚତ୍

ଫିରିଙ୍ଗିଆ,୩୦ା୬-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ପରେ ଜଣେ ନର୍ସିଂ ଛାତ୍ରୀଙ୍କ ଛାତିରେ ଛୁଞ୍ଚତ୍ ରହିଯାଇଥିଲା। ଶନିବାର ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇ ଛୁଞ୍ଚତ୍ ବାହାର କରାଯାଇଛି। ଏହି ଘଟଣାରେ ଛାତ୍ରୀଙ୍କ ପରିବାର ଅସ୍ତ୍ରୋପଚାର ପରେ ବାହାରିଥିବା ଫଟୋ…

ଜାଲ୍‌ ପ୍ରମାଣପତ୍ର ଦେଇ ନିଯୁକ୍ତି ପ୍ରସଙ୍ଗ : ଯାଞ୍ଚ ହେବ ଜୁନିୟର, ରେଗୁଲାର ଶିକ୍ଷକଙ୍କ ପ୍ରମାଣପତ୍ର

ଛତ୍ରପୁର,୩୦ା୬(ଡି.ଏନ.ଏ.)-ଜାଲ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଦେଇ କେତେଜଣ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଥିବା ଅଭିଯୋଗ ହୋଇଆସୁଛି। ଏଥିପାଇଁ ସମସ୍ତ ଜୁନିୟର ଓ ରେଗୁଲାର ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ହେବ। ଏ ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର…

୨ ଦିନରେ ବଦଳି ଗଲା ସିଏସ୍‌ଓଙ୍କ ନିଷ୍ପତ୍ତି

ଫୁଲବାଣୀ ଅଫିସ, ୩୦|୬-କନ୍ଧମାଳ ଜିଲା ଯୋଗାଣ ବିଭାଗର ଚାଲିଥିବା କଳା କାରନାମା ଧୀରେ ଧୀରେ ପଦାକୁ ଆସୁଛି। ଏକ ଟ୍ରାନ୍ସପୋର୍ଟକୁ କିପରି ଯୋଗାଣ ବିଭାଗ ସହଯୋଗ କରୁଛି ତାହା ଏକ ଚିଠିରୁ ସ୍ପଷ୍ଟ ହୋଇଛି। କାହିଁକି ଏବଂ କେଉଁ ସ୍ବାର୍ଥରେ ସେହି…

ମନୋଜ ଜେନା ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତ ଭାଲୁଙ୍କୁ ରିମାଣ୍ଡରେ ଆଣିବ ପୋଲିସ

ବ୍ରହ୍ମପୁର ଅଫିସ,୩୦ା୬-ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଆସିକାର ଭଗବାନ ସାହୁ ଓରଫ ଭାଲୁଙ୍କୁ ବ୍ରହ୍ମପୁର ପୋଲିସ ଶୁକ୍ରବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଖଣ୍ଡଗିରି ଥାନା ଅଞ୍ଚଳରୁ…

ମ୍ୟାଲେରିଆ, ଡେଙ୍ଗୁ, ମସ୍ତିଷ୍କ ଜ୍ୱର ସଚେତନତା ଅଭିଯାନ: ୩ ମାସରେ ରୋଗମୁକ୍ତ ସହର ଲକ୍ଷ୍ୟ

ବ୍ରହ୍ମପୁର ଅଫିସ,୩୦ା୬-ବ୍ରହ୍ମପୁର ମହାନଗର ନିଗମ(ବିଏମସି) ଅଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ, ଡାଇରିଆ, ମସ୍ତିଷ୍କ ଜ୍ୱର ସଚେତନତା ଓ ନିରାକରଣ କାର୍ଯ୍ୟକ୍ରମ ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ା ଦୁଇଟି ପର୍ଯ୍ୟାୟରେ ୩ ମାସ ଧରି ପ୍ରତ୍ୟେକ ୱାର୍ଡରେ ଶୋଭାଯାତ୍ରା, ସଚେତନାମୂଳକ ପ୍ରଚାରପତ୍ର,…

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ପ୍ରସଙ୍ଗ ତ୍ରିପାକ୍ଷିକ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ

ଛତ୍ରପୁର,୨୯।୬(ଡି.ଏନ.ଏ.)-ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଶନିବାର ଥମିଛି। ତ୍ରିପାକ୍ଷିକ ଆଲୋଚନା ବୈଠକ ପରେ ବିସ୍ଥାପିତ ତଥା ଟାଟା ପ୍ରକଳ୍ପରେ ଏହାର ସହଯୋଗୀ ସଂସ୍ଥା ଟିଏସ୍‌ ଆଲଏଜ୍‌ରେ କାମ କରୁଥିବା ଶ୍ରମିକମାନଙ୍କ ପକ୍ଷରୁ ଚାଲିଥିବା ଆନ୍ଦୋଳନ ଶନିବାର ସନ୍ଧ୍ୟାରେ ଥମିଛି। ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ…

ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଖଜୁରିପଡା,୨୯ା୬(ଡି.ଏନ୍‌.ଏ.): ଖଜୁରିପଡା ବ୍ଲକ ଢାଡମେରୁ ଗ୍ରାମଛକ ୧୫୭ନଂ. ଜାତୀୟ ରାଜପଥ ନିକଟରେ ଶନିବାର ସକାଳେ ସଡକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁଡ୍ରୁକୁମ୍ପା ଉପରସାହିର ଶଙ୍କର ବେହେରା (୬୨)। ଶନିବାର ଭୋରରେ ଶଙ୍କର ଛେଳି ଖୋଜିବାକୁ ଯାଇଥିବାବେଳେ କୌଣସି…

ମାଓବାଦୀଙ୍କ ଗୁଳିରେ ଜିଆର୍‌ଏସ୍‌ଙ୍କ ମୃତ୍ୟୁ ଘଟଣା : ସଂଯୁକ୍ତାଙ୍କ ସ୍ବାମୀଙ୍କୁ ମିଳିଲା ୩୦ ଲକ୍ଷ

ଫିରିଙ୍ଗିଆ, ୨୯।୬-ସାଧାରଣ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଳଙ୍କ ମୃତ୍ୟୁ ଘଟିଥିଲା। ମୃତ ସଂଯୁକ୍ତାଙ୍କ ସ୍ବାମୀ ଜିମେନ୍ଦ୍ର ଦିଗାଲଙ୍କୁ ସରକାରୀ ସହାୟତା ମିଳିଛି। ଜିଲା ପ୍ରଶାସନର ଏକ…

ଦୁର୍ଲଭ ବ୍ରହ୍ମକମଳ ଦେଖିବାକୁ ପଣସପଡ଼ିରେ ଭିଡ଼

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ୍‌ର ପଣସପଡ଼ି ସାହି ଅଞ୍ଚଳରେ ଦେଖିବାକୁ ମିଳିଛି ବ୍ରହ୍ମକମଳ ଫୁଲ। ପଣସପଡ଼ି ସାହି ନିବାସୀ ନୀଳମାଧବ ପଣ୍ଡାଙ୍କ ବାସଭବନରେ ଦୀର୍ଘ ଦୁଇବର୍ଷ ପରେ ଏହି ବ୍ରହ୍ମକମଳ ଫୁଟିଥିବା ଯୋଗୁ ଆଖପାଖ ଗ୍ରାମର ଲୋକେ ଦେଖିବା ପାଇଁ…

ଦ୍ରୁତ ଗତିରେ ଚାଲିଛି ବାଲିଗୁଡ଼ା ରଥକାମ

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): ରଥଯାତ୍ରା ଉପଲକ୍ଷେ କନ୍ଧମାଳ ଜିଲା ବାଲିଗୁଡ଼ାରେ ମଧ୍ୟ ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ରଥ ନିର୍ମାଣ କାର୍ଯ୍ୟ ଜଗନ୍ନାଥ ମନ୍ଦିର ନିକଟ ଜଗନ୍ନାଥ ମାର୍କେଟ ପରିସର ମଧ୍ୟରେ ଦ୍ରୁତ ଗତିରେ ଚାଲିଛି। ଏହି ପରିପ୍ରେକ୍ଷୀରେ ସମଗ୍ର ଅଞ୍ଚଳ ଚଳଚଞ୍ଚଳ…

ମିଳିଲାନି ମହାପ୍ରୟାଣ ଗାଡ଼ି, ଖଟିଆରେ ବୁହା ହେଲା ମୃତଦେହ: ତଳିଆ କର୍ମଚାରୀ ସସ୍‌ପେଣ୍ଡ; ଇନ୍‌ଚାର୍ଜ, କାର୍ଯ୍ୟରତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍‌.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ଶ୍ରାନିକେତା ଅଞ୍ଚଳର…

ମନୋଜ ଜେନା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଭାଲୁ ଗିରଫ

ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ା ସେ ହେଲେ ଆସିକାର ଭାଲୁ ଓରଫ ଭଗବାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri