ଗଞ୍ଜାମ

ନବ ବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ସ୍ବାୀ ଓ ଶାଶୁ ଅଟକ

ପୋଲସରା/ହାତୀଓଟ,୧୯ା୮(ଡି.ଏନ.ଏ.)-ପୋଲସରା ଥାନା ଅଞ୍ଚଳରେ ରବିବାର ଜଣେ ନବ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ସେ ହେଲେ ରାଜେଶ୍ୱରୀ ପାତ୍ର । ଝିଅକୁ ତାଙ୍କ ସ୍ବାମୀ ଓ ଶାଶୁ ଅଧିକ ଯୌତୁକ ଆଣିବା ଦାବି କରି ମାରିଦେଇଥିବା ମୃତକଙ୍କ ମା’…

ବେଆଇନ ଇଟାଭାଟି ସିଲ୍‌ କଲା ପ୍ରଶାସନ

ହିଞ୍ଜିଳିକାଟୁ, ୧୯ା୮(ଡି.ଏନ୍‌.ଏ)- ହିଞ୍ଜିଳିକାଟୁ ତହସିଲର ବିଭିନ୍ନ ବେଆଇନ ଇଟାଭାଟିରେ ପ୍ରଶାସନ ପକ୍ଷରୁ ସୋମାବର ଲାଲ ବାନା ଲଗାଯିବା ସହ ଭାଟିରେ ତାଲା ପକାଯାଇଛି। ହିଞ୍ଜିଳିକାଟୁ ତହସିଲର ହିଞ୍ଜିଳି, ଚାନ୍ଦୁଲି, ଖରିଡ଼ା, ଧୋବାଡ଼ି ପାଟପୁର ଓ ସାହାପୁରର ବିଭିନ୍ନ ଚିମିନି ଇଟାଭାଟି ଗୁଡ଼ିକରେ…

ବିଶ୍ୱ ଫଟୋଗ୍ରାଫି ଦିବସ : ଫଟୋଗ୍ରାଫର ତ୍ରିନାଥ ସମ୍ବର୍ଦ୍ଧିତ

ବ୍ରହ୍ମପୁର ଅଫିସ,୧୯।୮: ବ୍ରହ୍ମପୁର ଫଟୋଗ୍ରାଫର୍‌ସ ୱେଲଫେୟାର୍‌ ଆସୋସିଏଶନ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ଶୋଭାଯାତ୍ରା ଆୟୋଜିତ ହୋଇଛି। ଖଲିକୋଟ କଲେଜ ସମ୍ମୁଖରୁ ଏହି ଶୋଭାଯାତ୍ରା ବାହାରି ପୁରୁଣା ବସଷ୍ଟାଣ୍ଡ, ଅନ୍ନପୂର୍ଣ୍ଣା ମାର୍କେଟ, ଅର୍ବାନବ୍ୟାଙ୍କ ରୋଡ,…

ଦୁବାଇ ହସ୍ପିଟାଲରେ ପଡିରହିଛି ଓଡ଼ିଆ ମିସ୍ତ୍ରିଙ୍କ ମୃତଦେହ: ଗାଁକୁ ଆଣିବାକୁ ନିବେଦନ କଲେ ସ୍ତ୍ରୀ

ଖଲ୍ଲିକୋଟ/ଛତ୍ରପୁର, ୧୯ା୮ (ଡି.ଏନ.ଏ.)-ଦୁବାଇରେ ଜଣେ ଓଡିଆ ମିସ୍ତ୍ରୀଙ୍କର ୧୬ ତାରିଖରେ ମୃତ୍ୟୁ ହୋଇଛି। ତାଙ୍କ ମୃତଦେହ ଦୁବାଇର ଏକ ହସ୍ପିଟାଲରେ ପଡିରହିଛି। ସେ ହେଲେ ଖଲ୍ଲିକୋଟ ଥାନା ଅଧୀନ ତେନ୍ତୁଳିଆପଲ୍ଲୀ ନିକଟ କୈଠରାଗାଁର ଜୟ ଦଳେଇ (୪୫)। ତାଙ୍କର ହୃଦ୍‌ଘାତରେ ମୃତ୍ୟୁ…

ନିଷ୍କାସନ ହେଉନି ବର୍ଷାଜଳ, ଧାନ ଫସଲ ନଷ୍ଟ

ଶେରଗଡ,୧୯ା୮(ଡି.ଏନ.ଏ.)-ଶେରଗଡ଼ ବ୍ଲକ ଶେରଗଡ଼ ଗ୍ରାମର ୩୦୦ରୁ ଊର୍ଦ୍ଧ୍ୱ ଏକର ଜମିର ଧାନ ଫସଲ ବର୍ଷା ଜଳରେ ବୁଡ଼ି ସଂପୂର୍ଣ୍ଣ ନଷ୍ଟ ହୋଇଛି। ଏନେଇ ସ୍ଥାନୀୟ ପ୍ରଶାସନକୁ ଲୋକମାନେ ଅଭିଯୋଗ କରିଛନ୍ତି ା ୧୫ ଦିନ ପୂର୍ବରୁ ବର୍ଷା ହୋଇଥିଲା। ଏହି ବର୍ଷା…

ଶ୍ରମିକଙ୍କ ପାଇଁ କାର୍ଯ୍ୟକାରୀ ହେଉ ପେନ୍‌ସନ ଯୋଜନା

ବ୍ରହ୍ମପୁର ଅଫିସ,୧୯ା୮-ଶ୍ରମିକ ଓ ଅଣସଂଗଠିତ ଶ୍ରମିକଙ୍କୁ ରାଜ୍ୟ ସରକାର ମାସିକ ପେନ୍‌ସନ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ଦାବି କରିଛି । ଅଣ ସଂଗଠିତ ଶ୍ରମିକଙ୍କୁ ରାଜ୍ୟ ସରକାର ଏବେ ସାଧାରଣ ଓ ଦୁର୍ଘଟଣାଜନିତ…

ଉତ୍ପାଦକଙ୍କ ମନମୁଖି ଦର ନିର୍ଦ୍ଧାରଣକୁ ବିରୋଧ

ବ୍ରହ୍ମପୁର ଅଫିସ୍‌,୧୯ା୮-ସ୍ଥାନୀୟ ଏକ ହୋଟେଲ୍‌ରେ ରବିବାର ଓଡ଼ିଶା ବ୍ୟବସାୟୀ ମହାସଂଘର ନୂତନ କାର୍ଯ୍ୟକାରିଣୀର ପ୍ରଧାନ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଓଡ଼ିଶା ବ୍ୟବସାୟୀ ମହାସଂଘକୁ ତୃଣମୂଳସ୍ତରରୁ ସଂଗଠିତ କରିବା ଲାଗି ଗୋଟିଏ ପ୍ରତିନିଧି…

ଗର୍ଭବତୀଙ୍କ ତଣ୍ଟି ଚିପି ହତ୍ୟା ଘଟଣା: ଜେଲ ଗଲେ ସ୍ବାମୀ

ବ୍ରହ୍ମପୁର ଅଫିସ,୧୯ା୮-ଗୋଷାଣୀନୂଆଗଁା ଥାନା ଅନ୍ତର୍ଗତ ନୂଆ ଖଜୁରିଆରେ ଗତ ୧୪ ତାରିଖରେ ୪ ମାସର ଗର୍ଭବତୀ ଥିବା ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ତଣ୍ଟି ଚିପି ହତ୍ୟା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ମିଳିଥିବା ପ୍ରମାଣକୁ ଆଧାରକରି ପୋଲିସ ଅଭିଯୁକ୍ତ ସ୍ବାମୀ…

ପାନ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗୋପାଳପୁର,୧୮ା୮-ଗତ ୧୫ ଦିନରେ ଗୋଳନ୍ଥରା ଥାନା ରଣ୍ଢା, ଗୋବିନ୍ଦନଗର ଓ ଅଟୋନଗର ଅଞ୍ଚଳର ୩ ଦୋକାନ ଓ ଛତୁବାଡ଼ରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଚମ୍ପଟ ମାରିଛନ୍ତି। ଶନିବାର ମଧ୍ୟରାତିରେ ଅଟୋନଗରସ୍ଥିତ ଏକ ପାନ ଦୋକାନରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେବାରୁ ଦୋକାନଟି…

ନଦୀରେ ଯୁବତୀ ନିଖୋଜ ଅଭିଯୋଗ

ହିଞ୍ଜିଳିକାଟୁ,୧୮ା୮(ଡି.ଏନ୍‌.ଏ.)-ହିଞ୍ଜିଳି ଥାନା ଖରିଡ଼ା ଗ୍ରାମର ଜଣେ ଯୁବତୀ ରବିବାର ସକାଳେ ଋଷିକୁଲ୍ୟା ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯୁବତୀ ଜଣକ ଗାଧୋଇବାକୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ତାଙ୍କ ମା’…

କାଳିଆ ଯୋଜନା ହିତାଧିକାରୀଙ୍କ ଯାଞ୍ଚ:ଧରାପଡ଼ିଲେଣି ୪୨୪ ଅଯୋଗ୍ୟ

କବିସୂର୍ଯ୍ୟନଗର,୧୮ା୮-କାଳିଆ ଯୋଜନାରେ ଶତ ପ୍ରତିଶତ ଯୋଗ୍ୟ ହିତାଧିକାରୀ ଯେଭଳି ସହାୟତା ପାଇବେ ସେ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ତେଣୁ ପୂର୍ବରୁ ହୋଇଥିବା ତାଲିକାରୁ ଯୋଗ୍ୟ, ଅଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ ପ୍ରକ୍ରିୟା ଚାଲିଛି। ଆସନ୍ତା ୨୭ ପର୍ଯ୍ୟନ୍ତ ଯାଞ୍ଚ କରାଯାଇ…

ମିନିବସ୍‌ ଚୋରି ଉଦ୍ୟମ : ଚାଳକଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ଦିଗପହଣ୍ଡି,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରୁ ଯାତ୍ରୀବାହୀ ମିନିବସ୍‌ ନଂ ଓଆର- ୦୭- ୬୫୦୧କୁ ଚୋରି କରି ଜଣେ ଚାଳକ ନେଇ ଯାଉଥିବାବେଳେ ରବିବାର ଅପରାହ୍ନରେ ଡିଭାଇଡରରେ ପିଟି ଦେବାରୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଦୌଡ଼ି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?