ଗଞ୍ଜାମ

ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ ଘଟଣା: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମହୁଡ଼ା ଗ୍ରାମ ନିକଟ ଶେଖାଓ୍ବତ ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଦାଦାବଟି ଲାଗି କରାଯାଇଥିବା ଆକ୍ରମଣ ଘଟଣାରେ ଶୁକ୍ରବାର ଦିଗପହଣ୍ଡି ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରହ୍ମପୁର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ମହୁଡା ଛାଞ୍ଚଡା…

ଗଞ୍ଜାମ ଜିଲାପରିଷଦ ବୈଠକ: ଫସଲ କ୍ଷତି ନେଇ ବୀମା କମ୍ପାନୀଙ୍କୁ ନୋଟିସ

ଛତ୍ରପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ବୈଠକ ଶୁକ୍ରବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ସୋନମ ପଲେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚାଷୀଙ୍କୁ ଫସଲ ବୀମା ସହାୟତା ମିଳୁ ନ ଥିବା ନେଇ ବିଧାୟକ, ଜିଲାପରିଷଦ ସଭ୍ୟମାନେ ଉଦ୍‌ବେଗ…

ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

ଦିଗପହଣ୍ଡି/ପାଟପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିପୁର ଗ୍ରାମ ନିକଟ ମୁହାଣ ନାଳରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ନିସ୍ତିପୁର ଗ୍ରାମ କିଶୋରନଗରର ବସନ୍ତ ଦାସ। ପ୍ରକାଶ ଯେ, ବସନ୍ତ କିଛି ବର୍ଷ ପୂର୍ବେ ବିବାହ…

ରକ୍ଷାବନ୍ଧନ ପାଳିତ

ଶେରଗଡ଼,୧୫।୮(ଡି.ଏନ.ଏ.)-ଶେରଗଡ଼ ସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରରେ ଗୁରୁବାର ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଛାତ୍ରୀଛାତ୍ରମାନେ ରାଖୀ ଗୀତ ବୋଲିବା ପରେ ପରସ୍ପରକୁ ରାଖୀ ବାନ୍ଧି ମିଠା ଖୁଆଇଥିଲେ। ଶିକ୍ଷୟିତ୍ରୀଙ୍କ ମଧ୍ୟରେ ପ୍ରିୟଙ୍କା, ଗାୟତ୍ରୀ, ଝିନି, ସନ୍ଧ୍ୟା ପ୍ରମୁଖ ସହଯୋଗ କରିଥିଲେ।

କଣ୍ଟାପୀଢ଼ା ଯାତ୍ରା, କନ୍ଧୁଣୀ ଦେବୀ ମହୋତ୍ସବ ପ୍ରସ୍ତୁତି ବୈଠକ

ସୋରଡ଼ା,୧୫।୮(ଡି.ଏନ୍‌.ଏ.)-ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀଙ୍କ କଣ୍ଟାପୀଢ଼ା ଯାତ୍ରା ଓ କନ୍ଧୁଣୀ ଦେବୀ ମହୋତ୍ସବ ପାଇଁ ବୁଧବାର ବଡ଼କାଳି ମନ୍ଦିର ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଗୁରୁବାର ଅପରାହ୍ନରେ ମନ୍ଦିର ପରିସରରୁ ଶୁଭଖୁଣ୍ଟିକୁ ପୂଜା କରାଯାଇ ଢୋଲ କିର୍ତ୍ତନ ସହ…

ଜେଲ, ମେଡିକାଲ ପରିସରରେ ରକ୍ଷାବନ୍ଧନ

ସୋରଡ଼ା,୧୫।୮(ଡି.ଏନ୍‌.ଏ.)- ସ୍ବାଧୀନତା ଦିବସ, ରକ୍ଷାବନ୍ଧନ ଉପଲକ୍ଷେ ବିବେକାନନ୍ଦ ଯୁବ ପରିଷଦ ପକ୍ଷରୁ ସ୍ଥାନୀୟ ସବ୍‌ ଜେଲ ପରିସରରେ ରକ୍ଷା ବନ୍ଧନ ପାଳିତ ହୋଇଯାଇଛି। ଏଥିରେ ଅନ୍ତେବାସୀଙ୍କୁ ପୁଷ୍ପ ଦେଇ ରକ୍ଷାବନ୍ଧର ମହତ୍ୱ ବିଷୟରେ କୁହାଯାଇଥିଲା। ସେହିପରି ମେଡିକାଲ ପରିସରରେ ରୋଗୀଙ୍କୁ ଫଳ…

ବଳଦେବ ଠାକୁରଙ୍କ ଜନ୍ମଉତ୍ସବ

ବୁଗୁଡ଼ା,୧୫।୮(ଡି.ଏନ୍‌.ଏ.)- ବୁଗୁଡ଼ାରେ ଅବସ୍ଥିତ ବଳଦେବ ସ୍ବାମୀ ମନ୍ଦିରରେ ଗୁରୁବାର ଗୁରୁପୂର୍ଣ୍ଣିମା ଅବସରରେ ବଳଦେବ ଠାକୁରଙ୍କ ଜନ୍ମଉତ୍ସବ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ହୋମ, ଯଜ୍ଞ ସହ ଠାକୁରଙ୍କ ପୂଜା କରାଯାଇଥିଲା। ଏଥିରେ ଅନ୍ତର୍ଯ୍ୟାମୀ ଦାସ ପୂଜା କାର୍ଯ୍ୟ କରିଥିବା ବେଳେ କର୍ତ୍ତା…

ମହିଳାଙ୍କ ସନ୍ଧେହଜନକ ମୃତ୍ୟୁ, ସ୍ବାମୀ ଅଟକ

ବ୍ରହ୍ମପୁର ଅଫିସ,୧୫।୮-ଗୋଶାଣିନୁଆଗାଁ ଥାନା ନୂଆ ଖଜୁରିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ମଞ୍ଜୁଲତା ଦଳାଇ (୨୨)। ଏ ନେଇ ପୋଲିସ ନଂ. ୧୩/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।…

ବ୍ଲକସ୍ତରୀୟ ସ୍ବାଧୀନତା ଦିବସ

ଶେରଗଡ଼,୧୫।୮(ଡି.ଏନ.ଏ.)-ଶେରଗଡ଼ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ସ୍ଥାନୀୟ ମହାତ୍ମା ଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ସାରସ ସ୍ବାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ପୂର୍ବରୁ କରାଯାଇଥିବା ବିଭିନ୍ନ କୃତୀ ପ୍ରତିଯୋଗୀଙ୍କୁ…

ନିଖୋଜ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ, ୧୫।୮-ରେଳବାଇ ଥାନ ରାମନଗର ରେଳଧରଣା କଡ଼ରୁ ଗୁରୁବାର ସକାଳେ ପୋଲିସ ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ବାସନ୍ତି ପାଣିଗ୍ରାହୀ (୬୨)। ଏ ନେଇ ରେଳବାଇ ପୋଲିସ ନଂ. ୩୧/୧୯ ରେ ଏକ ଅପମୃତ୍ୟୁ ମାମଲା…

ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ

ବ୍ରହ୍ମପୁର ଅଫିସ୍‌,୧୫।୮-ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଗୁରୁବାର ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ ଟି. ଆଓ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି…

ଶିକ୍ଷୟିତ୍ରୀଙ୍କୁ ଆକ୍ରମଣ କରି ଅଳଙ୍କାର ଲୁଟ୍‌

ବ୍ରହ୍ମପୁର ଅଫିସ,୧୫/୮- ମୋହଡା ନିକଟ ନରସିଙ୍ଗପୁର ଗ୍ରାମରେ ଥିବା ପ୍ରାଥମିକ ସ୍କୁଲର ଶିକ୍ଷୟିତ୍ରୀ ଏଲ. ଶୋଭନାଙ୍କୁ ଗୁରୁବାର ଦୁର୍ବୃତ୍ତମାନେ ଅକ୍ରମଣ କରି ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଚିକିଟି ଏସ୍‌ଡ଼ିପିଓ ସୁରେନ୍ଦ୍ର ନାଥ ମୁର୍ମୁ ଓ ଦିଗପହଣ୍ଡି ଥାନାଧିକାରୀ ଗୌରାଙ୍ଗ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?