ଗଞ୍ଜାମ

ଜମ୍ମୁ-କଶ୍ମୀର, ଲଦାଖର ବିଭିନ୍ନ କଲେଜକୁ ପଠାଗଲା ରାଖୀ

ହିଞ୍ଜିଳିକାଟୁ,୧୪।୮(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଭିନ୍ନସ୍ତରରେ ଭିନ୍ନଭିନ୍ନ ଆଲୋଚନା କରାଯାଉଛି। ତେବେ ସେଠାକାର କଲେଜ ଛାତ୍ରୀଛାତ୍ରଙ୍କୁ ସ୍ନେହ ଶ୍ରଦ୍ଧା ଜ୍ଞାପନ ପାଇଁ ହିଞ୍ଜିଳିକାଟୁ କଲେଜ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଅଭିନବ ପ୍ରୟାସ କରାଯାଇଛି। ଜମ୍ମୁ- କଶ୍ମୀର ଓ ଲଦାଖର…

ପରିମଳ ସଚେତନତା: ଝାଡୁ ଧରିଲେ ଜିଲାପାଳ

ଶେରଗଡ଼,୧୪।୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ରୁ ବୁଧବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଝାଡୁଧରି ପରିମଳ ସଚେତନତାର ଶୁଭାରମ୍ଭ କରିଛନ୍ତି। ସକାଳ ସାଢ଼େ ୬ଟାରେ ଶେରଗଡ଼ ଚାରିଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ଛିଡ଼ାହୋଇ ସଚେତନତା ଅଭିଯାନ ଆରମ୍ଭ କରିଥିଲେ।…

ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପରାମର୍ଶଦାତା କମିଟି ବୈଠକ ଚିହ୍ନଟ: ବିସ୍ଥାପିତଙ୍କ ଥଇଥାନ ନେଇ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୧୪ା୮-ଅବିଭକ୍ତ ଗଞ୍ଜାମ -ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତ ଛେଳିଗଡ଼ ନିକଟରେ ଦୀର୍ଘବର୍ଷରୁ ପ୍ରସ୍ତାବିତ ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ ବିଳମ୍ବ ହେଉଥିବାରୁ ୨୦୦୫ରେ ହୋଇଥିବା ପ୍ରାକ୍‌ ବ୍ୟୟ ଅଟ୍ଟକଳ ୯୭ କୋଟିରୁ ଏବେ ୭୦୬…

ପ୍ରଦ୍ୟୁମ୍ନ ହତ୍ୟା ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୪।୮(ଡି.ଏନ.ଏ)-ଜଗନ୍ନାଥପ୍ରସାଦ ଥାନା ଗୋଚ୍ଛାବାଡ଼ିର ପ୍ରଦ୍ୟୁମ୍ନ କୁମାର ନାୟକ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡ଼ିଜେ ମହଲତ ସା ମାମଲାର ବିଚାର କରି ୭ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଉପଯୁକ୍ତ ପ୍ରମାଣ ଅଭାବରୁ ଅଭିଯୁକ୍ତ ଜଗୁ ନାୟକଙ୍କୁ…

ବର୍ଷାରେ ଗଛ ପଡ଼ି ରାସ୍ତା ଅବରୋଧ

ଭଞ୍ଜନଗର,୧୪।୮(ଡି.ଏନ.ଏ)-ସୋମବାର ରାତିରେ ଭଞ୍ଜନଗର ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ସେବା ମଧ୍ୟ ପ୍ରଭାବିତ ହୋଇଥିଲା। ସ୍ଥାନୀୟ ସାଉଥ୍‌କୋ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏକ ନିମ୍ବ ଗଛ ମଙ୍ଗଳବାର ପ୍ରତ୍ୟୁଷରେ ଭାଙ୍ଗି ଯାଇଥିଲା। ଫଳରେ ଉକ୍ତ ରାସ୍ତାରେ…

ପାଣି ସ୍ରୋତରେ ନଷ୍ଟ ହେଉଛି ରାସ୍ତା

ଗୋପାଳପୁର,୧୪ା୮-ରାସ୍ତା ଓ କୋଠାବାଡ଼ି (ଆର ଆଣ୍ଡ ବି) ବ୍ରହ୍ମପୁର-୧ ବିଭାଗ ପକ୍ଷରୁ ବ୍ରହ୍ମପୁର ଓ ହରିପୁରକୁ ସଂଯୋଗ କରୁଥିବା ଏକ ଝୁଲା ବ୍ରିଜ୍‌ ନିର୍ମାଣ ଚାଲିଛି। ଏଥିପାଇଁ ୧୭ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି। ବ୍ରିଜ ନିର୍ମାଣ…

ଥାନାରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗହପଣ୍ଡି/ପାଟପୁର, ୧୪ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାର ତଦନ୍ତ ପାଇଁ ପୋଲିସ ଥାନାକୁ ଆଣିଥିବା ଜଣେ ଯୁବକ ଶୌଚାଳୟରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ପୋଡ଼ାମାରି ଯାଦବସାହିର ଶିବ ପାତ୍ର।…

ଗଜପତି, ଗଞ୍ଜାମରେ ସବୁଠୁ କମ୍‌ ବର୍ଷା

ବ୍ରହ୍ମପୁର ଅଫିସ୍‌,୧୪ା୮-ଉତ୍ତର-ପଶ୍ଚିିମ ବଙ୍ଗୋପସାଗରରେ ଦେଖା ଦେଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇଛି। କିନ୍ତୁ ରାଜ୍ୟର ଅନ୍ୟ ଜିଲାଗୁଡ଼ିକ ତୁଳନାରେ ଦକ୍ଷିଣ ଓଡ଼ିଶାର ଦୁଇଟି ପ୍ରମୁଖ ଜିଲା ଗଜପତି ଏବଂ ଗଞ୍ଜାମରେ ସବୁଠୁ କମ୍‌ ପରିମାଣର ବର୍ଷା ରେକର୍ଡ଼ କରାଯାଇଛି।…

ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ନେଲେ ବିଧାୟକ ଶ୍ରୀକାନ୍ତ ସାହୁ

ଛତ୍ରପୁର,୧୩।୮(ଡି.ଏନ୍‌.ଏ .): ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁରସ୍ଥିତ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟରେ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଥିରେ ଛତ୍ରପୁର ବିଧାୟକ…

ପ୍ରତି ସକାଳେ ପତାକା ଉତ୍ତୋଳନ

ବ୍ରହ୍ମପୁର ଅଫିସ୍‌,୧୩ା୮- ତ୍ରିରଙ୍ଗା କେବଳ ଯେ ଆମ ଦେଶର ଜାତୀୟ ପତାକା ତାହା ନୁହଁ, ଏହା ପ୍ରତ୍ୟେକ ଭାରତୀୟଙ୍କ ଗର୍ବ ଏବଂ ଗୌରବର ପ୍ରତୀକ। ଯିଏ, ଯେଉଁଠି, ଯେ କୌଣସି ଅବସ୍ଥାରେ ଥିଲେ ମଧ୍ୟ ଜାତୀୟ ପତାକାକୁ ଦେଖିଲେ ସମ୍ମାନ ଜଣାଇବାକୁ…

ବିଦ୍ୟୁତ୍‌ ଆଘାତରେ ନାବାଳକଙ୍କ ମୃତ୍ୟୁ, ରାସ୍ତାରୋକୋ

ଭଞ୍ଜନଗର,୧୩।୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଗୁଣ୍ଡିରିବାଡ଼ିରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ବିଦ୍ୟୁତ୍‌ ଖୁଣ୍ଟକୁ ଭିଡିକରି ରଖିବା ନିମନ୍ତେ ଲାଗିଥିବା ଷ୍ଟେ ତାରରେ ଲାଗି ଜଣେ ନାବାଳକ ମୃତ୍ୟୁ ଘଟିଛି। ସେ ହେଲେ ସନ୍ନ୍ୟାସି ପ୍ରଧାନଙ୍କ ପୁଅ ଶ୍ରୀକାନ୍ତ…

ବିନା ଲିଜ୍‌ରେ ପଥର ଖାଦାନ, ବେଧଡ଼କ ପଥରଫଟା

ଦିଗପହଣ୍ଡି,୧୩ା୮(ଡି.ଏନ.ଏ.)- ଦିଗପହଣ୍ଡି ଓ କୁକୁଡ଼ାଖଣ୍ଡି ତହସିଲ ଇଲାକାରେ ଥିବା କେରାଣ୍ଡିମାଳ ପର୍ବତକୁ ଗତ ପ୍ରାୟ ୧୫ ବର୍ଷ ନିର୍ଦ୍ଦିଷ୍ଟ କେତେଜଣ ପଥର ମାଫିଆ ଲୁଟି ଚାଲିଛନ୍ତି। ଏଠାରୁ ଦୁର୍ମୂଲ୍ୟ ଗ୍ରାନାଇଟ ପଥର ଚୋରାଚାଲାଣ କରାଯାଉଛି।ତେବେ ବିଳମ୍ବରେ ହେଉ ପଛେ ପୋଲିସ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?