ଗଞ୍ଜାମ

କେରଳ ବନ୍ୟାରେ ଫସିଛନ୍ତି ସାନଖେମୁଣ୍ଡିର ବହୁ ଶ୍ରମିକ

ପାଟପୁର,୧୩ା୮(ଡି.ଏନ.ଏ.)- ସାନଖେମୁଣ୍ଡି ବ୍ଲକ ପାଟପୁର, ରାଧାଦେଇପୁର, ସାତପେଣ୍ଠ ଗୋପାଳପୁର, ପ୍ରତାପଗିରି ଦଳିତ ସାହି ଗ୍ରାମର ବହୁ ବ୍ୟକ୍ତି କେରଳର ଆନ୍ନାକୁଲମ ଓ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଅଗଷ୍ଟ ୩ରୁ ପ୍ରବଳ ବର୍ଷା ପରେ କେରଳରେ ବନ୍ୟା ହୋଇଛି। ଅଞ୍ଚଳର ତାରିଣୀ…

୧୪ ସୁଦ୍ଧା ଅଯୋଗ୍ୟ ହିତାଧିକାରୀ ଫେରାଇବେ କାଳିଆ ଟଙ୍କା

ବୁଗୁଡ଼ା,୧୩ା୮(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ୨୧ ପଞ୍ଚାୟତରେ କାଳିଆ ଯୋଜନାରେ ୫ ହଜାର ଟଙ୍କା ଲେଖାଏ ୧୫ ହଜାର ୩୯୪ ହିତାଧିକାରୀ ପାଇ ଉପକୃତ ହୋଇଛନ୍ତି। ସେଥିରୁ କେତେକ ଅଯୋଗ୍ୟ ହିତାଧିକାରୀ ଅର୍ଥ ନେଇଥିବା ପ୍ରଶାସନ ପାଖରେ ଅଭିଯୋଗ ହେବା ପରେ ବର୍ତ୍ତମାନ…

ଲୋକଗୀତ ମାଧ୍ୟମରେ ଏମ୍‌ପିଙ୍କ ପରିବେଶ ସଚେତନତା

ହିଞ୍ଜିଳିକାଟୁ,୧୨ା୮(ଡି.ଏନ୍‌.ଏ.)-ହିଞ୍ଜିଳିକାଟୁ ତ୍ରିରଙ୍ଗା ଯୁବକ ସଂଘ ଓ ଡ଼ିସ୍‌କଭରୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ରବିବାର ପୌରାଞ୍ଚଳର ୱାର୍ଡ଼ ନଂ.୧୦ ଉପର ରେଗିଡ଼ି ସାହିରେ ଚାରାରୋପଣ କରାଯାଇଛି। ଏଥିରେ ଆସିକା ଏମ୍‌ପି ପ୍ରମିଳା ବିଶୋୟୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାରାରୋପଣ କରିବା ସହ…

ତେଲୁଗୁ ଅଞ୍ଚଳରେ ବଢ଼ିବ ଓଡ଼ିଆର ଆଗ୍ରହ

ବ୍ରହ୍ମପୁର ଅଫିସ,୧୨ା୮-ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ଥିବା ଓଡ଼ିଆ ମାଧ୍ୟମ ବିଦ୍ୟାଳୟଗୁଡ଼ିକର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ରବିବାର ଉତ୍କଳ ସମ୍ମିଳନୀ ପକ୍ଷରୁ ଏକ ତାଲିମ କାର୍ଯ୍ୟକ୍ରମ ଗଞ୍ଜାମ କଳା ପରିଷଦରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଓଡ଼ିଆ ଭାଷାର ପ୍ରୟୋଗ କୌଶଳ ସମ୍ପର୍କରେ…

ସେନାଙ୍କୁ ଜାଣନ୍ତୁ ଏନ୍‌ସିସି କ୍ୟାଡେଟ୍‌

ବ୍ରହ୍ମପୁର ଅଫିସ,୧୨ା୮-ଗୋଳାବନ୍ଧ ଆର୍ମି ଏୟାର୍‌ ଡିଫେନ୍ସ କଲେଜରେ ରବିବାର ‘ନୋ ଇୟୋର୍‌ ଫୋର୍ସ (ସେନାଙ୍କୁ ଜାଣନ୍ତୁ)’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ରହ୍ମପୁରର ବିଭିନ୍ନ ବିଦ୍ୟାଳୟ ଯଥା ସେଣ୍ଟ ଭିନ୍‌ସେଣ୍ଟ କନ୍‌ଭେଣ୍ଟ ସ୍କୁଲ, ଡିଏଭି ସ୍କୁଲ ଏବଂ ଡିପଲ୍‌ ସ୍କୁଲର ଗାର୍ଲସ…

ଏକ ତରଫା ପ୍ରେମରେ ବିଫଳ: ମହିଳାଙ୍କୁ ପିସ୍ତଲ ଦେଖାଇ ଧମକ, ୨ ଅଟକ

ବ୍ରହ୍ମପୁର ଅଫିସ,୧୨ା୮-ଜଣେ ମହିଳାଙ୍କୁ ଏକ ତରଫା ପ୍ରେମ କରି ବିଫଳ ହେବା ପରେ ତାଙ୍କୁ ପିସ୍ତଲ ଦେଖାଇ ଭୟଭୀତ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ୨ ଜଣ ଯୁବକଙ୍କୁ ଅଟକ ରଖିଛି। ସେମାନେ ହେଲେ ମହିଳାଙ୍କୁ ପ୍ରେମ କରୁଥିବା ଲାଠି…

ବିଧାୟିକାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଆସିକା,୧୧ା୮(ଡ଼ି.ଏନ.ଏ.)- ଆସିକା ଏନଏସିରେ ଆମ ସହର ଆମ ଉନ୍ନତି ଯୋଜନାରେ ହୋଇଥିବା ବିଭିନ୍ନ ପ୍ରକଳ୍ପକୁ ରବିବାର ବିଧାୟିକା ମଞ୍ଜୁଳା ସ୍ବାଇଁ ଉଦଘାଟନ କରିଛନ୍ତି। ଓଡିଆ ସାହି ଫୁଲକେସିନୀ ମନ୍ଦିର ସଂଲଗ୍ନ କଲ୍ୟାଣ ମଣ୍ଡପ, ସୁନାମ୍ବ ସାହି ରଘୁନାଥ ମନ୍ଦିର କଲ୍ୟାଣ ମଣ୍ଡପ…

ବାଇକ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କ ମୃତ୍ୟୁ

ବୁଗୁଡ଼ା,୧୧ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ପାଙ୍ଗିଡ଼ି ନିକଟରେ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିବା ବୃଦ୍ଧଙ୍କ ଶନିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ପାଙ୍ଗିଡ଼ି ଗ୍ରାମର ରାମଚନ୍ଦ୍ର ଗୌଡ଼ (୭୦)। ରାମଚନ୍ଦ୍ର ଶନିବାର ସନ୍ଧ୍ୟାରେ ଗାଧୋଇବା ପାଇଁ ପୋଖରୀକୁ ଯାଉଥିବା ବେଳେ କୁଞ୍ଚୁଡୁ…

ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ନେଇ ବୈଠକ

ବ୍ରହ୍ମପୁର ଅଫିସ,୧୧।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ନିକଟ ତଥା ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ସମ୍ପର୍କରେ ରବିବାର ଏକ ସତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ସହରତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗୋବିନ୍ଦବିହାର ୫ମ ଗଳି…

ଚାପ ପକାଇ ଦାବି ହାସଲ କରିବାକୁ ନିଷ୍ପତ୍ତି

ଭଞ୍ଜନଗର,୧୧।୮(ଡି.ଏନ.ଏ.)- ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଭଞ୍ଜନଗର ବାର୍‌ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଶନିବାର ଏକ ବୈଠକ ହୋଇଯାଇଛି। ବୈଠକରେ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲାର ବିଭିନ୍ନ ବାର ଆସୋସିଏଶନ କର୍ମକର୍ତ୍ତା ଯୋଗଦେଇ ଆଲୋଚନାରେ…

କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ

ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ ୬ରୁ ପ୍ରବଳ ବର୍ଷା ପରେ କେରଳରେ ବନ୍ୟା ହୋଇଛି। ଉକ୍ତ ଅଞ୍ଚଳରେ ଶେରଗଡ ଓ…

ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ ଘଟଣା : ୯ଦିନ ପରେ ଗ୍ରାମରେ ପହଞ୍ଚତ୍ଲା ମୃତଦେହ

ଖଲିକୋଟ,୧୦ା୮(ଡି.ଏନ.ଏ.): ଖଲିକୋଟ ବ୍ଲକ ପଥରା ବଜାରସାହିର ଯୁବକ ବସନ୍ତ କୁମାର ସାଧବ (୪୧) ଦୁବାଇ ଆବୁଧାବି ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ ଦାଦନ ଶ୍ରମିକ ଭାବେ କାମ କରୁଥିଲେ। ଅଗଷ୍ଟ ୨ରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା କମ୍ପାନୀ କର୍ତ୍ତୃପକ୍ଷ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?