ଗଞ୍ଜାମ

ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୧୦।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ସରପଞ୍ଚ ଛବିଲତା ନାୟକ ପୌରୋହିତ୍ୟ କରିଥିବାବେଳେ ଉଦ୍‌ଘାଟକ ଭାବେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର…

ଅପହୃତା ଯୁବତୀ ଉଦ୍ଧାର: ଅପହରଣକାରୀ ଗିରଫ

ଦିଗପହଣ୍ଡି,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ଅପହୃତା ଯୁବତୀଙ୍କୁ କେ. ନୂଆଗାଁ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ଯୁବକଙ୍କୁ ପୋଲିସ ଥାନାରେ ରଖି ପଚରାଉଚରା କରୁଛି। ସୂଚନାଯୋଗ୍ୟ, ଜାନୁୟାରୀ ୫ ତାରିଖରେ ଯୁବତୀଙ୍କ ବାପା ଝିଅଙ୍କୁ ଅପହରଣ କରାଯାଇଥିବା…

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ଲୁଟ୍‌

ଆସିକା, ୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର କଲେଜ ଛକ ନିକଟରୁ ଶନିବାର ପୂର୍ବାହ୍ନରେ ଜଣେ ମିଠା ବ୍ୟବସାୟୀଙ୍କ ଠାରୁ ୮ ହଜାର ଟଙ୍କା ଲୁଟ୍‌ ହୋଇଛି। ମିଠା ବ୍ୟବସାୟୀ ଜଣକ ହେଲେ ଆସିକା ବ୍ଲକ ଅନ୍ତର୍ଗତ ନିମିନା ଗ୍ରାମର…

ପାହାଡ଼ରେ ବେଆଇନ ବିସ୍ଫୋରଣ, ୧୨ ଜେଲ ଗଲେ

ଦିଗପହଣ୍ଡି,୧୦ା୮(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ପାହାଡ଼ର ୨ଟି ପଥର ଖାଦାନରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଦୀର୍ଘଦିନ ଧରି ପାହାଡ଼ରେ ବେଆଇନ ବିସ୍ଫୋରଣ କରୁଥିବା ଅଭିଯୋଗରେ ୧୨ ଜଣଙ୍କୁ ପୋଲିସ ଗିରଫ କରି ଶୁକ୍ରବାର…

୪୮ ବସ୍ତା ଗୁଟ୍‌ଖା ଜବତ, ଏଜେଣ୍ଟ ଗିରଫ, ୨ ମାଲିକ ଫେରାର

ବ୍ରହ୍ମପୁର ଅଫିସ,୧୦ା୮-ବ୍ରହ୍ମପୁର ସହର ଓ ସହରତଳି ଅଞ୍ଚଳରେ ଗଢି ଉଠିଥିବା ଗୁଟ୍‌ଖା କାରଖାନାଗୁଡିକରେ ପୋଲିସ ନିୟମିତ ଚଢାଉ କରି ବହୁ କୋଟି ଟଙ୍କାର ଗୁଟ୍‌ଖା ଜବତ କରୁଛି। ତଥାପି ଏହି ବେଆଇନ କାରବାର ବନ୍ଦ ହେଉନି। ଶୁକ୍ରବାର ବୈଦ୍ୟନାଥପୁର ଥାନା ପୋଲିସ…

ଆଉଟ୍‌ସୋର୍ସିଂ ପ୍ରତିବାଦରେ ଧାରଣା

ବ୍ରହ୍ମପୁର ଅଫିସ,୧୦ା୮-ମଧ୍ୟାହ୍ନଭୋଜନ ଏବଂ ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଉଥିବା ମାନ୍ନା ଟ୍ରଷ୍ଟର କର୍ମଚାରୀମାନେ ଆଉଟ୍‌ସୋର୍ସିଂକୁ ପ୍ରତିବାଦ କରି ଶୁକ୍ରବାର ଧାରଣା ଦେବା ସହ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ସେମାନେ ଅଭିଯୋଗ ଯେ, ହାଇଦ୍ରାବାଦ୍‌ର ମାନ୍ନା ଟ୍ରଷ୍ଟ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ରୋଷେଇଶାଳର…

ରକ୍‌ ଗାର୍ଡେନ ପାଇଁ ଖର୍ଚ୍ଚ ହେବ ୮.୫ କୋଟି

ବ୍ରହ୍ମପୁର ଅଫିସ, ୧୦ା୮-ଗଞ୍ଜାମ ଜିଲାକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ କରିବା ପାଇଁ ବ୍ରହ୍ମପୁର ଆମ୍ବପୁଆଠାରେ ନିର୍ମାଣ ହେବାକୁ ଥିବା ରାଜ୍ୟର ପ୍ରଥମ ରକ୍‌ ଗାର୍ଡେନ (ଶିଳାକୃତି ପ୍ରଦର୍ଶନସ୍ଥଳ) ସ୍ବପ୍ନ ବାସ୍ତବ ରୂପ ନେବ। ଏଥିପାଇଁ ଚିହ୍ନଟ ୯ ଏକର ଜାଗା…

ପାରିବାରିକ ଅଶାନ୍ତି, ଅଧ୍ୟାପକଙ୍କ ଆତ୍ମହତ୍ୟା

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବିଡ଼ିପୁରସ୍ଥିତ ତେନ୍ତୁଳିଆ ଦେବସ୍ଥାନ ମହାବିଦ୍ୟାଳୟର ଇତିହାସ ବିଭାଗ ମୁଖ୍ୟ ଅଧ୍ୟାପକ ଡ. ପ୍ରଭାକର ମହାପାତ୍ର ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ପାରିବାରିକ ଅଶାନ୍ତିକୁ ନେଇ ସେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ…

ସ୍ୟାଟ ଉଚ୍ଛେଦକୁ ଗଞ୍ଜାମ ଓକିଲ ସଂଘର ବିରୋଧ: କାର୍ଯ୍ୟରୁ ନିବୃତ୍ତ ରହିଲେ ଆଇନଜୀବୀ

ବ୍ରହ୍ମପୁର ଅଫିସ,୯।୮: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ (ସ୍ୟାଟ) ଉଚ୍ଛେଦ ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଆଇନଜୀବୀମାନେ କାର୍ଯ୍ୟରୁ ନିବୃତ୍ତ ରହିଛନ୍ତି। ଏ ନେଇ ଗଞ୍ଜାମ ଓକିଲ ସଂଘ କାର୍ଯ୍ୟାଳୟରେ ସଂଘ ସଭାପତି ରବୀନ୍ଦ୍ର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ…

ସରକାରୀ ଯୋଜନା ସମ୍ପର୍କରେ ସଚେତନ କରିବ ଏଲ୍‌ଇଡି ଡିସ୍‌ପ୍ଲେ

ବ୍ରହ୍ମପୁର ଅଫିସ୍‌,୯।୮: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ(ଏମ୍‌କେସିଜି) ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟଠାରେ ଦୁଇଟି ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଶୁକ୍ରବାର ପୂର୍ବାହ୍ନରେ ଉଦ୍‌ଘାଟିତ ହୋଇଯାଇଛି । ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏହାକୁ ଭୁବନେଶ୍ୱରଠାରୁ…

‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ଉଦ୍‌ଘାଟିତ: ପାଷ୍ଟିକ୍‌, ପଲିଥିନ ଛାଡ଼, ଗୋପାଳପୁର ଓ ବେଳାଭୂମି ସୁନ୍ଦର ରହିବ : ଜିଲାପାଳ

ଗୋପାଳପୁର,୯।୮: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଭିନବ ପ୍ରୟାସରେ ‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ତଥା ବେଳାଭୂମି ସାମୂହିକ ସଫେଇ ଅଭିଯାନ ଆରମ୍ଭ ହୋଇଛି। ଶୁକ୍ରବାର ସକାଳେ ଜିଲାପାଳଙ୍କ ନେତୃତ୍ୱରେ ଗୋପାଳପୁର ବେଳାଭୂମି ସଫେଇ କାର୍ଯ୍ୟକ୍ରମ କରାଯାଇଛି। ମୁଖ୍ୟଅତିଥି ଭାବେ ବ୍ରହ୍ମପୁର…

ବାଉଁଶିଆପଲ୍ଲୀ ଗୁଟ୍‌ଖା କାରଖାନାରେ ଚଢ଼ାଉ: ମାଲିକ ଗିରଫ, ମାଷ୍ଟରମାଇଣ୍ଡ ଫେରାର

ବ୍ରହ୍ମପୁର ଅଫିସ,୯।୮: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ବାଉଁଶିଆପଲ୍ଲୀରେ ଚାଲିଥିବା ବେଆଇନ ଗୁଟ୍‌ଖା କାରଖାନାରେ ଚଢ଼ାଉ କରିଛି। ଲକ୍ଷାଧିକ ଟଙ୍କାର ଗୁଟ୍‌ଖା ଜବତ କରାଯାଇଥିବା ଥାନାଧିକାରୀ ଭାବନାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି। ଚଢ଼ାଉ ସମୟରେ ୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?