ଗଞ୍ଜାମ

୧୦ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ

ବ୍ରହ୍ମପୁର ଅଫିସ,୯ା୮- ବଡବଜାର ପୋଲିସ ଗୁରୁବାର ପାଣିଗ୍ରାହୀ ପେଣ୍ଠରେ ଥିବା ଏକ ଗୁଟ୍‌ଖା କାରଖାନାରେ ଚଢାଉ କରି ବିପୁଳ ପରିମାଣର ଗୁଟ୍‌ଖା ଜବତ କରିଛି। ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ା ସେ ହେଲେ କାରଖରାନାର କର୍ମଚାରୀ ପାଣିଗ୍ରାହୀପେଣ୍ଠର ହରିହର ଦାସ।…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲା କ୍ରିୟାନୁଷ୍ଠାନ କମିଟି

ବ୍ରହ୍ମପୁର ଅଫିସ୍‌, ୯ା୮-ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବ୍ରହ୍ମପୁରରୁ ଛତ୍ରପୁରକୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାର ଏବଂ ଜିଲାପାଳଙ୍କ ପ୍ରସ୍ତାବକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବ୍ରହ୍ମପୁରର ବିଭିନ୍ନ ସଂଗଠନ ପକ୍ଷରୁ ଏହାକୁ ତୀବ୍ର ବିରୋଧ କରାଯାଉଛି। ଅନ୍ୟପଟେ ଏହି ପ୍ରସଙ୍ଗରେ…

ବନ୍ଦ ଘରୁ ଅଧ୍ୟାପକଙ୍କ ଗଳିତ ଶବ ଉଦ୍ଧାର, କାରଣ ଅସ୍ପଷ୍ଟ

ହଞ୍ଜିଳିକାଟୁ, ୮ା୮(ଡ଼ି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ମାଣିକନଗର ଅଞ୍ଚଳର ଏକ ବନ୍ଦ ଘରୁ ଗୁରୁବାର ପୂର୍ବାହ୍ନରେ ଜଣେ ଅଧ୍ୟାପକଙ୍କ ଗଳିତ ଶବକୁ ହିଞ୍ଜିଳି ପୋଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି। ସେ ହେଲେ କଙ୍କୋରଡ଼ା ବିଜ୍ଞାନ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ବିଭାଗର…

ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ : ପଞ୍ଚାୟତ ସମସ୍ୟା ଜଣାଇଲେ ଲୋକେ

ଶେରଗଡ଼,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ କୁମାରପାଣି ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ର ଗୃହରେ ଗୁରୁବାର ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବ୍ଲକ ଅଧ୍ୟକ୍ଷ ସାରସ ସ୍ବାଇଁ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପଞ୍ଚାୟତର ବିଭିନ୍ନ…

ଜାତୀୟ କୃମି ନାଶକ ଦିବସ : ଗଞ୍ଜାମ ଜିଲାରେ ୭ ଲକ୍ଷ ୩୪ ହଜାର ଶିଶୁ ଖାଇବେ ଔଷଧ

ବ୍ରହ୍ମପୁର ଅଫିସ,୮।୮: ଗଞ୍ଜାମ ଜିଲା ଗୋଳନ୍ଥରାସ୍ଥିତ ବିଜୁ ଆଦର୍ଶ ବିଦ୍ୟାଳୟଠାରେ ଗୁରୁବାର ଜିଲାସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇଥିଲେ। ଔଷଧକୁ ନେଇ ଅଭିଭାବକଙ୍କ ମନରେ ନାନା ଦ୍ୱନ୍ଦ୍ୱ…

ରାଜ୍ୟ କ୍ରିକେଟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ,୮।୮: କଟକଠାରେ ଶୁକ୍ରବାରଠାରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏହି ଶିବିରରେ ଭାଗ ନେବା ପାଇଁ ଗଞ୍ଜାମ ଦଳରୁ ୬ ଜଣ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ ଆହ୍ବାନ…

ସମ୍ଭାବ୍ୟ ବନ୍ୟା ଆଶଙ୍କା : ମୁକାବିଲା ପାଇଁ ପ୍ରଶାସନ,ଜଳସମ୍ପଦ ବିଭାଗ ପ୍ରସ୍ତୁତ

ଭଞ୍ଜନଗର,୮।୮(ଡି.ଏନ.ଏ.)-ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ମଧ୍ୟ ଭଞ୍ଜନଗର ଉପଖଣ୍ଡରେ ପଡିବା ସମ୍ଭାବନା ରହିଛି। ତେଣୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ ଜଳସମ୍ପଦ ବିଭାଗ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି।…

କାଳିଆ ଯୋଜନା ହିତାଧିକାରୀ ତାଲିକା ଯାଞ୍ଚ କର୍ମଶାଳା

ଦିଗପହଣ୍ଡି,୮ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମଙ୍ଗଳବାର ପଞ୍ଚାୟତସ୍ତରୀୟ କାଳିଆ ଯୋଜନା ହିତାଧିକାରୀ ତାଲିକା ଯାଞ୍ଚ ନିମନ୍ତେ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିରେ କାଳିଆ ଯୋଜନା ବ୍ଲକସ୍ତରୀୟ ସମନ୍ବୟ କମିଟି ଅଧ୍ୟକ୍ଷ ତଥା ବିଡିଓ ହଳଧର ଶବର ଅଧ୍ୟକ୍ଷତା କରିଥିଲେ। ବ୍ଲକ ନୋଡାଲ…

ବୋହୂଙ୍କୁ ମାରି ପୋଡ଼ିଦେବା : ଘଟଣାରେ ୫ ଗିରଫ

ବୁଗୁଡ଼ା,୮ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ଗୌଡ଼ିଆବୋରଦା ଗ୍ରାମରେ ବୋହୂକୁ ହତ୍ୟା କରିି ପୋଡ଼ି ଦେବା ଘଟଣାରେ ବାଲିପଦର ଫାଣ୍ଡି ଅଧିକାରୀ ଭଗବାନ ପୂଜାରୀ ବୁଧବାର ୫ ଜଣଙ୍କୁ କୋର୍ଟଚାଲାଣ କରଛନ୍ତି। ଗିରଫ ହେଲେ ଶ୍ୱଶୁର ଭୀମ ନାୟକ, ଶାଶୁ କସ୍ତୁରୀ, ସ୍ବାମୀ ଶିଶିର, ଦେଢ଼ଶୁର…

ଲୁଟ୍‌ର ଶିକାର ହେଉଛନ୍ତି ଫାଇନାନ୍ସ କର୍ମଚାରୀ

ଛତ୍ରପୁର,୮ା୮(ଡି.ଏନ.ଏ)-ବିଭିନ୍ନ ସମୟରେ ମାଇକ୍ରୋ ଫାଇନାନ୍ସ କମ୍ପାନୀର କର୍ମଚାରୀମାନେ ନିକଟସ୍ଥ ବ୍ୟାଙ୍କକୁ ଟଙ୍କା ନେଇ ଗଲାବେଳେ ଲୁଟର ଶିକାର ହେଉଥିବା ନ ନଜିର ରହିଛି ା କମ୍ପାନୀ କର୍ମଚାରୀମାନଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରାଯାଉଛି। ସେହିପରି କମ୍ପାନୀର ଫିଲ୍ଡ ଷ୍ଟାଫ୍‌ ମଧ୍ୟ ଲୋକଙ୍କଠାରୁ…

ଯୁକ୍ତ ୩ ବ୍ୟାକ ଫଳ ପ୍ରକାଶ ବିଳମ୍ବ ଘଟଣା: ପୁଣି ଧାରଣାରେ ବସିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ, ୮ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ମହାବିଦ୍ୟାଳୟରେ ଅଧ୍ୟୟନ ଛାତ୍ରୀଛାତ୍ରଙ୍କ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବକୁ ନେଇ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି। ବୁଧବାର ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖାକୁ ନେଇ ବିଶ୍ୱବିଦ୍ୟାଳୟ…

ଓଭର ଲୋଡିଙ୍ଗରୁ ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୮ା୮: ଟାଉନ ଥାନା ଅନ୍ତର୍ଗତ କଂଗ୍ରେସ ଅଫିସ ନିକଟରେ ଥିବା ଏକ ଟ୍ରାନ୍ସଫର୍ମରରେ ବୁଧୁବାର ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ବନୋଦ ପଣ୍ଡାଙ୍କ କହିବା ଅନୁସାରେ, ଟ୍ରାନ୍ସଫର୍ମର ଉପରେ କ୍ଷମତାଠାରୁ ଅଧିକ ଲୋଡିଂ ପଡିଥିଲା। ଫଳରେ ସେଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?