ଗଞ୍ଜାମ

ବାଘଲଟି ଜଳ ଭଣ୍ଡାରରେ ଫସିଥିବା ୪ ଜଣ ଉଦ୍ଧାର

ପାତ୍ରପୁର,୭।୮(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁରୁବୁଡ଼ିଠାରେ ଥିବା ବାଘଲଟି ଜଳଭଣ୍ଡାରରେ ବୁଧବାର ଫସିଥିବା ୪ଜଣକୁ ଉଦ୍ଧାର କରିଛି ପାତ୍ରପୁର ଦମକଳ ବାହିନୀ। ସେମାନେ ହେଲେ ବେହେରାପୁଟୁ ଗ୍ରାମର ସବିତା କାର୍ଯୀ (୧୯), ନରସିଂହ କାର୍ଯୀ (୪୫), ଏଲଗଲ ଗ୍ରାମର ଦଣ୍ଡପାଣି କାର୍ଯୀ (୧୬),…

ଋଷିକୁଲ୍ୟା, ବଡନଦୀରେ ପ୍ରଥମ ବନ୍ୟାଜଳ

ଆସିକା,୭।୮(ଡି.ଏନ୍‌.ଏ.)- ଗତ ସୋମବାର ଠାରୁ ଆସିକା ତଥା ଆଖପାଖ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି ା ବୁଧବାର ମଧ୍ୟାହ୍ନରେ ଆସିକାର ଉଭୟ ପାର୍ଶ୍ୱରେ ପ୍ରବାହିତ ଋଷିକୂଲ୍ୟା ଓ ବଡନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି। ଆସିକାଠାରେ ଋଷିକୁଲ୍ୟା…

କ୍ୟାଣ୍ଟିନ ପରିଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଫାଟକରେ ତାଲା ପକାଇଲେ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ, ୭।୮- ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଂଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍‌ ପାଇପ୍‌୍‌ ଫାଟି ୩ ଛାତ୍ର ଆହତ ହେବା ଘଟଣାକୁ ନେଇ ବୁଧବାର ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୁଧବାର ସକାଳୁ ଛାତ୍ରମାନେ କଲେଜ ଫାଟକରେ…

ଲଘୁଚାପ ବର୍ଷା : ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା

ବ୍ରହ୍ମପୁର ଅଫିସ,୭।୮: ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାରେ ସୋମବାର ରାତିରୁ ପ୍ରବଳ ବର୍ଷା ଲାଗିରହିଛି। ବୁଧବାର ମଧ୍ୟ ଅନବରତ ବର୍ଷା ହେଉଥିବାରୁ ଜନଜୀବନ ପ୍ରଭାବିତ ହୋଇଛି। ରାସ୍ତାରେ ବର୍ଷାଜଳ ପ୍ରବାହିତ ଯୋଗୁ ଯାନବାହନ ଚଳାଚଳ ସ୍ବାଭାବିକ ହୋଇପାରୁନି। ଅନ୍ୟପଟେ ବର୍ଷାକୁ ଦେଖି…

ରାସ୍ତାରେ ଜମିଲା ପାଣି, ଯାତାୟାତ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୭ା୮-ବ୍ରହ୍ମପୁର ମହନଗର ନିଗମ(ବିଏମସି) ପକ୍ଷରୁ ବର୍ଷାଜଳ ନିଷ୍କାସନ ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ଗତବର୍ଷ ସହରର ବିିଭିନ୍ନ ଅଞ୍ଚଳରେ ଡ୍ରେନ ଓ କଲଭର୍ଟ ନିର୍ମାଣ କାର୍ଯ୍ୟ ହୋଇଛି। ଏଥିପାଇଁ କୋଟି କୋଟି ଟଙ୍କା ବ୍ୟୟ ସତ୍ତ୍ୱେ ବର୍ଷାଜଳ ନିଷ୍କାସନ…

ବାଇକ୍‌ ଡିକିରୁ ସୁନା ଲୁଟ

ବ୍ରହ୍ମପୁର ଅଫିସ,୭-୮: ବ୍ରହ୍ମପୁର ସହରରେ ଏବେ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ଟାଉନ ଥାନା ଇଲାକାରେ ଦୁର୍ବୃତ୍ତମାନେ ପୃଥକ ୨ ବାଇକ ଡିକିରୁ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଗତ ୨୫ ତାରିଖରେ ବିଜିପୁର ଅଞ୍ଚଳର…

ରୋଗୀଙ୍କ ପାଇଁ ହେବ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ

ଛତ୍ରପୁର,୭ା୮(ଡି.ଏନ.ଏ.) -ପ୍ରତ୍ୟେକ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ ନିର୍ମାଣ କରାଯିବ। ଗୃହ ସଂଲଗ୍ନ ଶୌଚାଳୟ ରହିବ। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ। ଏଥିରେ ଆବଶ୍ୟକ ପଙ୍ଖା ଓ ଟେଲିଭିଜନ ବ୍ୟବସ୍ଥା କରାଯିବା ସହ ରୋଗୀଙ୍କୁ ନେଇ ଆସୁଥିବା…

ଗୁଟ୍‌ଖା କାରଖାନାରେ ଚଢ଼ାଉ: ୩ ଗିରଫ, ମାଲିକ ଫେରାର

ବ୍ରହ୍ମପୁର ଅଫିସ,୭୮-ସଦର ଥାନା ପୋଲିସ ସୋମବାର ରାତିରେ ଭୈରବନଗରରେ ବେଆଇନ ଭାବେ ଚାଲିଥିବା ଏକ ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ସେଠାରୁ ବହୁ ପରିମାଣର ଗୁଟ୍‌ଖା ଜବତ କରାଯିବା ସହ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ବ୍ରଜନଗର ୩ୟ ସାରଣୀରେ…

ଆସିଲା ଡେଙ୍ଗୁ, ଏଡିଶ ମଶାକୁ ଭୟ

ବ୍ରହ୍ମପୁର ଅଫିସ,୭ା୮-ବର୍ଷା ଆଗମନରେ ଆସିଯାଇଛି ଡେଙ୍ଗୁ ଋତୁ। ଜିଲାବାସୀଙ୍କୁ ଏବେ ଘାରିଛି ଚିନ୍ତା। ବିଶେଷକରି ବ୍ରହ୍ମପୁର ସହରରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଯୋଗୁ ଚିନ୍ତା ଆହୁରି ବଢିଯାଇଛି। କେଉଁଠି ନାଳ ଚୋକ ହୋଇ ରହିଛି ତ ଆଉ କେଉଁଠି ଅଳିଆ ଆବର୍ଜନା…

ମହିଳାଙ୍କୁ ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜଣେ ମହିଳାଙ୍କୁ ଅସଦାଚରଣ ସହ ଗାଳିଗୁଲଜ ହୋଇଥିବା ଥାନାରେ ଅଭିଯାଗ ହୋଇଛି। ମହିଳାଙ୍କ ଏତଲା ଆଧାରରେ ଆଇଆଇସି ଗୌରାଙ୍ଗ ଚରଣ ସାହୁ ଅଭିଯୁକ୍ତଙ୍କ ବିରୋଧରେ ମଙ୍ଗଳବାର ଥାନାରେ ନଂ. ୧୪୨/୧୯ରେ ମାମଲା ରୁଜୁ…

ପାରଳା ମହାରାଜା ଇଞ୍ଜିନିୟରିଂ କଲେଜରେ ଗ୍ୟାସ୍‌ ଫାଟି ୩ ଛାତ୍ର ଆହତ

ବ୍ରହ୍ମପୁର ଅଫିସ, ୬।୮: ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍‌ ପାଇପ ଫାଟି ୩ ଛାତ୍ର ଆହତ ହୋଇଛନ୍ତି । ସେମାନେ ହେଲେ ମୁକେଶ ପଣ୍ଡା, ରାକେଶ ରାଉତ, ଅଶ୍ୱିନୀ ନାୟକ । ହଷ୍ଟେଲ…

ମହିଳାଙ୍କୁ ବଳାତ୍କାର ଉଦ୍ୟମ ମାମଲାଜେଲ ଗଲେ ଗ୍ରାସୀମର ପୂର୍ବତନ ସୁରକ୍ଷା ଅଧିକାରୀ

ଛତ୍ରପୁର/ଗଞ୍ଜାମ, ୬ା୮(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାକତ୍ାର ଉଦ୍ୟମ କରିବା ଘଟଣାର ଅଭିଯୁକ୍ତ ତଥା ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ପୁର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସୋମବାର ଜେଲ ଯାଇଛନ୍ତି ା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?