ଗଞ୍ଜାମ ଜିଲାରେ ବଢ଼ିଲା ଝିଅଙ୍କ ସଂଖ୍ୟା
ବ୍ରହ୍ମପୁର ଅଫିସ୍,୬ା୮-ପୁଅମାନଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ନୈରାଶ୍ୟଜନକ ଯୋଗୁ ଯେଉଁ ଗଞ୍ଜାମ ଜିଲାର ବଦନାମ୍ ଥିଲା, ସେଇ ଜିଲାରେ ଝିଅଙ୍କ ସଂଖ୍ୟା ଉତ୍ସାହଜନ ଭାବେ ବଢ଼ିବାରେ ଲାଗିଛି। ଗତ କିଛିବର୍ଷ ଭିତରେ ଲିଙ୍ଗାନୁପାତ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ସୋମବାର ରାଜ୍ୟ…
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଜମି ମିଳିଲା
ଛତ୍ରପୁର,୬ା୮(ଡି.ଏନ.ଏ.)-ଛତ୍ରପୁର ମିଳିତ କ୍ରିୟାନୁଷ୍ଠାନ କମିଟିର ଏକ ଜରୁରୀ ବୈଠକ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ରିଡିଙ୍ଗ ରୁମରେ ଅନୁଷ୍ଠିତ ହୋଇଥିଲା ା ଛତ୍ରପୁରରେ ଖୋଲିବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ଉପରେ ଏଥିରେ ଆଲୋଚନା ହୋଇଥିଲା ା କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆବଶ୍ୟକ ଜମିର…
ପୂର୍ବତନ ବିଧାୟକଙ୍କ ନାଁରେ ଜମି ହଡ଼ପ ଅଭିଯୋଗ
ପୋଲସରା,୬।୮(ଡି.ଏନ.ଏ.)-ପୋଲସରାର ପୂର୍ବତନ ବିଧାୟକଙ୍କ ନାଁରେ ଜମି ହଡ଼ପ ଅଭିଯୋଗ ଆସିଛି। ଅବନ୍ତୀନଗରସ୍ଥିତ ପୈତୃକ ଜମିରେ ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ ଚଞ୍ଚକତା କରି ଘର ନିର୍ମାଣ କରିଥିବା ସୋମବାର ପୋଲସରା ଥାନାରେ ଅଭିଯୋଗ କରିଛନ୍ତିି ଜାଗା ପଟ୍ଟାଦାର ବୃଦ୍ଧା ବାସନ୍ତୀ ସାହୁ।…
ଗୋଟିଏ ଦିନରେ ସାପ କାମୁଡ଼ାରେ ୮ ଆହତ
ଭଞ୍ଜନଗର,୫।୮(ଡି.ଏନ.ଏ.)-ବର୍ଷାଦିନେ ଗାତ ଗୁଡିକରେ ପାଣି ଭର୍ତ୍ତି ହୋଇଯାଉ ଥିବାରୁ ସାପ ବାହାରି ଶୁଖିଲା ସ୍ଥାନକୁ ଚାଲିଆସି ଲୋକଙ୍କୁ କାମୁଡ଼ୁଛନ୍ତି। ଏପରିକି ଘର ଭିତରକୁ ମଧ୍ୟ ପଶି ଆସୁଛନ୍ତି। ଗତ ସପ୍ତାହକ ମଧ୍ୟରେ ଭଞ୍ଜନଗର ଅଞ୍ଚଳରେ ସାପ କାମୁଡାରେ ୨ ଜଣଙ୍କ ମୃତ୍ୟୁ…
ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁ ଆହତ
ଆସିକା,୫।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଚାରିମଇଲି ନିକଟରେ ସୋମବାର ଭୋର ସମୟରେ ଆସିକା ପୋଲିସ ପକ୍ଷରୁ ହୋଇଥିବା ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁଚରଣ ସ୍ବାଇଁ (୨୯) ଗୁରୁତର ହୋଇଛନ୍ତି। ତାଙ୍କ ବାମଗୋଡ଼ର ପଛପଟ ଆଣ୍ଠୁ ଉପରକୁ ଗୁଳି ମାଡ଼…
ଛତ୍ରପୁର ହସ୍ପିଟାଲ ପ୍ରତି ଅବହେଳା ଅଭିଯୋଗ
ଛତ୍ରପୁର,୫ା୮(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୦୦୦ ନୂଆ ଜୁନିୟର ଡାକ୍ତର ପଦବୀ ସୃଷ୍ଟି ହୋଇଛି। ଏହାକୁ ରାଜ୍ୟପାଳ ମଞ୍ଜୁରୀ ପ୍ରଦାନ କରିଛନ୍ତିି। ଏନେଇ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଗଞ୍ଜାମ ଜିଲା ସଦର…
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟ୍ଖା ଜବତ: ବାପପୁଅଙ୍କ ସମେତ ୩ ଗିରଫ
ବ୍ରହ୍ମପୁର ଅଫିସ,୫ା୮-ବ୍ରହ୍ମପୁର ସଦର ଥାନା ପୋଲିସ ୨ଟି ବଡ ଧରଣର ଗୁଟ୍ଖା କାରଖାନା ଉପରେ ଚଢାଉ କରି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟ୍ଖା ଜବତ କରିଛି। ଶନିବାର ରାତି ତମାମ ସଦର ଏସ୍ଡିିପିଓ ଜୟନ୍ତ ମହାପାତ୍ର, ଥାନାଧିକାରୀ ଭାବନାନନ୍ଦ ପ୍ରଧାନ ଓ…
ମୌଳିକ ସୁବିଧାରୁ ବଞ୍ଚିତ ଅଭିଯୋଗ
ବ୍ରହ୍ମପୁର ଅଫିସ,୫ା୮-ବ୍ରହ୍ମପୁର ସହରକୁ ସ୍ବଚ୍ଛ, ସୁନ୍ଦର ଓ ବିକାଶ ପଥରେ ଆଗେଇ ନେବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି। ବିଏମ୍ସି ଅନ୍ତର୍ଗତ ୨୨ ନଂ. ୱାର୍ଡ ବୈକୁଣ୍ଠନଗର ତୃତୀୟ ଗଳି ଓ ଏକ୍ସେଟେନଶନ ଅଞ୍ଚଳବାସୀ ଏବେ…
ବୃକ୍ଷ ହିଁ ମଣିଷର ଶ୍ରେଷ୍ଠ ବନ୍ଧୁ
ବ୍ରହ୍ମପୁର ଅଫିସ୍,୫ା୮-ନିଜ ଜୀବନକାଳ ମଧ୍ୟରେ ମଣିଷକୁ ପ୍ରତ୍ୟେକ ସମୟରେ ସାହାଯ୍ୟ କରିଥାଏ ବୃକ୍ଷ । ଖାଦ୍ୟଠାରୁ ଆରମ୍ଭ କରି ଔଷଧ, ପ୍ରଶ୍ୱାସ ନେବା ପାଇଁ ଅମ୍ଳଜାନଠାରୁ ଆରମ୍ଭ କରି ଛାଇ । ପ୍ରତିବଦଳରେ ସେ କିଛି ଚାହେଁନା। ବୃକ୍ଷ କାହାର ଅନିଷ୍ଟ…
ହେଲମେଟ୍ ନ ପିନ୍ଧିଲେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ମନା
ଭଞ୍ଜନଗର,୪।୮(ଡି.ଏନ.ଏ.) -ବାଇକ୍ ଓ କାର ଚାଳକଙ୍କ ଉପରେ ଏଣିକି କଡ଼ା ନଜର ରଖିବ ପ୍ରଶାସନ। ଯେଉଁମାନେ ବିନା ହେଲମେଟ୍ରେ ବାଇକ୍ ଚଳାଉଥିବେ ସେମାନଙ୍କ ବିରୁଦ୍ଧରେ ଜରିମାନା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। କାର ଚାଳକ ମଧ୍ୟ ସିଟ୍ ବେଲ୍ଟ ନବାନ୍ଧିଲେ ଜରିମାନା…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ନେଲେ ଆରଡିସି
ବ୍ରହ୍ମପୁର ଅଫିସ,୪ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ଭାବେ ଶନିିବାର ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଟି.ଆଓ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜୁଲାଇ ୩୧ରେ ରାଜଭବନରୁ ଆସିଥିବା ଚିଠି ପ୍ରକାରେ ଶନିବାରରୁ ନୂତନ କୁଳପତି ଚୟନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଅସ୍ଥାୟୀ…
ଠକେଇ ଅଭିଯୋଗ: ୪ ଗିରଫ, ସ୍କର୍ପିଓ ଜବତ
ବ୍ରହ୍ମପୁର ଅଫିସ,୪|୮-ବୈଦ୍ୟନାଥପୁର ପୋଲିସ ୪ ଠକଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ଇଷ୍ଟ ଇଣ୍ଡିଆ-୧୮୧୮ ଲେଖା ହୋଇଥିବା ଏକ କଏନ (ମୁଦ୍ରା) ଯାହାକି ହନୁମାନ ପଇସା ଏବଂ ଏହାଦ୍ୱାରା ଅସମ୍ଭବକୁ ସମ୍ଭବ କରିହେବ ବୋଲି କହି ଲୋକଙ୍କୁ ଠକେଇ କରୁଥିବା ଅଭିଯୋଗରେ…

