ଗଞ୍ଜାମ

ଲକ୍ଷାଧିକ ଟଙ୍କାର ଗୁଟ୍‌ଖା, ସରଞ୍ଜାମ ଜବତ, ମାଲିକଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୪ା୮-ବଡବଜାର ପୋଲିସ ଶନିବାର ଅପରାହ୍ନରେ ବେଆଇନ ଭାବେ ପ୍ରସ୍ତୁତ ହେଉଥିବା ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ପୋଲିସ ଶାର୍ଗୁଣା ସାହିରେ ଥିବା ଏକ ଦୁଇ ମହଲା ଘରୁ ୧.୭୨ ଲକ୍ଷ ଟଙ୍କାର ଗୁଟ୍‌ଖା ଓ ଏଥିରେ ବ୍ୟବହୃତ ପ୍ରସ୍ତୁତି ସାମଗ୍ରୀ…

ଆନ୍ଧ୍ର ବାସିନ୍ଦା, ଓଡ଼ିଶାରେ ଶିକ୍ଷକ

ବ୍ରହ୍ମପୁର ଅଫିସ୍‌/ ଦିଗପହଣ୍ଡି,୪ା୮(ଡି.ଏନ.ଏ.)-ଆନ୍ଧ୍ରପ୍ରଦେଶର ମୂଳ ବାସିନ୍ଦା। ହେଲେ ଶିକ୍ଷକତା କରୁଛନ୍ତି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ। ବିଶେଷକରି ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି, ରଙ୍ଗେଇଲୁଣ୍ଡା ଏବଂ ଦିଗପହଣ୍ଡି ବ୍ଲକରେ ମାଳମାଳ ଆନ୍ଧ୍ରନିବାସୀ ଶିକ୍ଷକ କାର୍ଯ୍ୟ କରୁଛନ୍ତି। ସରକାରୀ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ…

ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସମସ୍ୟା ଜଣାଇଲେ ଏମ୍‌ପି

ଆସିକା,୩।୮(ଡି.ଏନ୍‌.ଏ)ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ନିଜ ଲୋକ ସଭା ନିର୍ବାଚନ ମଣ୍ଡଳୀର କେତେକ ସମସ୍ୟା କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କ ଦୃଷ୍ଟିକୁ ଆଣିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ବେଳେ ଆସିକା ସଂସଦୀୟ କ୍ଷେତ୍ରର ଜନସାଧାରଣଙ୍କ…

କୃଷକ ସଭାର ବିକ୍ଷୋଭ, ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୩।୮(ଡି.ଏନ.ଏ.)ଅଖିଳ ଭାରତ କୃଷକ ସଭା ଅନୁବଦ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସର୍ବଭାରତୀୟ କିଷାନ ସଂଘର୍ଷ ସମନ୍ବୟ କମିଟିର…

କେନାଲରେ ବୁଡି ଯୁବକଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ଦେଇଯାଇଥିବା ଥିବା ହିରାଧରବାଟି କେନାଲରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି ୱାର୍ଡ ନଂ.୮ କାଳୁଆ ବାଉରି ସାହିର ଦଣ୍ଡପାଣି ଦାସ (୫୫)। ଶୁକ୍ରବାର ସନ୍ଧ୍ୟାରେ ଦଣ୍ଡପାଣି…

ହୀରାଧରବାଟି କେନାଲରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ହୀରାଧରବାଟି କେନାଲରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି (ୱାର୍ଡ ନଂ.୮) କାଳୁଆବାଉରି ସାହିର ଦଣ୍ଡପାଣି ଦାସ (୫୫)। ପ୍ରକାଶ ଯେ, ଶୁକ୍ରବାର ସନ୍ଧ୍ୟାରେ ଦଣ୍ଡପାଣି ଗାଧୋଇବାକୁ…

ଧନ୍ଦାମୂଳକ ଶିକ୍ଷାର ଚାହିଦା ନାହିଁ

ବ୍ରହ୍ମପୁର ଅଫିସ୍‌,୩ା୮-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦକ୍ଷତା ବିକାଶ ଏବଂ ସେମାନଙ୍କୁ ଆମତ୍ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ନିର୍ଦ୍ଦିଷ୍ଟ କଲେଜଗୁଡ଼ିକରେ ରହିଛି ଧନ୍ଦାମୂଳକ ଶିକ୍ଷା । ଦଶମ ଶ୍ରେଣୀ ପାସ୍‌ କରିବା ପରେ ଜଣେ ପିଲା ଯଦି ନିଜେ ରୋଜଗାରକ୍ଷମ ହେବାକୁ ଚାହୁଁଛନ୍ତି, ତେବେ ସେମାନଙ୍କୁ…

ଶ୍ରମ ଆଇନ ସଂଶୋଧନକୁ ବିରୋଧ:ଇପିଏଫ ଅଫିସ ଆଗରେ ସିଟୁର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୩ା୮-କେନ୍ଦ୍ର ସରକାରଙ୍କ ପ୍ରଚଳିତ ଶ୍ରମ ଆଇନ ସଂଶୋଧନ ପ୍ରତିବାଦରେ ସେଣ୍ଟର ଅଫ ଇଣ୍ଡିଆନ ଟ୍ରେଡ ୟୁନିୟନସ (ସିଟୁ) ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରସ୍ଥ ଇପିଏଫ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା । ମାଲିକଙ୍କୁ ସୁହାଇଲା ଭଳି ହୋଇଥିବା…

ସ୍ତନ୍ୟପାନ ସପ୍ତାହରେ ଫଳ, ଔଷଧ ବଣ୍ଟନ

ବ୍ରହ୍ମପୁର ଅଫିସ୍‌,୩ା୮-ଫ୍ରେଣ୍ଡ୍‌ସ ହେଲ୍‌ପିଂ କ୍ଲବ ତରଫରୁ ସ୍ଥାନୀୟ ଗିରି ମାର୍କେଟ ସ୍ନେହମ୍‌ ହଲ୍‌ରେ ଶୁକ୍ରବାର ସକାଳେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ କରାଯାଇଛି। ଭାରତୀୟ ଶିଶୁ ବିଶେଷଜ୍ଞ ସଂଘ, ଗଞ୍ଜାମ ଜିଲା ଶାଖା ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ସଦ୍ୟ ମାତୃତ୍ୱ ଲାଭ…

କୋଟିପତି ସରପଞ୍ଚଙ୍କୁ ସର୍ତ୍ତମୂଳକ ଜାମିନ

ବ୍ରହ୍ମପୁର ଅଫିସ,୩ା୮-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗତ ଜୁଲାଇ ୧୧ ତାରିଖରେ ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରି ମାମଲା ନଂ ୧୬/୧୯ରେ କୋର୍ଟଚାଲାଣ କରିଥିଲା। ଶୁକ୍ରବାର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌…

ତ୍ରିପାକ୍ଷିକ ବୈଠକରେ ନିଷ୍ପତି: ରାତିରେ ପୋର୍ଟକୁ ଚଳାଚଳ କରିବ ଭାରୀଯାନ

ଛତ୍ରପୁର,୩ା୮(ଡି.ଏନ.ଏ)-ଗୋପାଳପୁର ପୋର୍ଟକୁ ଶୁକ୍ରବାର ରାତିରୁ ଭାରୀଯାନ ଚଳାଚଳ ଆରମ୍ଭ ହେବ ା ଛତ୍ରପୁର ଉପଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତ୍ରିପାକ୍ଷିକ ଆଲୋଚନା ବୈଠକରେ ଏହି ନିଷ୍ପତ୍ତି ହୋଇଛି ା ବିପର୍ଯ୍ୟସ୍ତ ରାସ୍ତା ସମସ୍ୟା…

ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କଲେ ଆର୍‌ଡିସି

ଶେରଗଡ଼,୨ା୮(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆପନ୍ନା ଆଓ ଶୁକ୍ରବାର ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ଶେରଗଡ଼, ଧନନ୍ତର, ଗୋବିନ୍ଦପୁର ରାଜସ୍ବ ସର୍କଲର ବହୁ ଲୋକଙ୍କୁ ଆର୍‌ଡିସି ପଟ୍ଟା ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?