ଗଞ୍ଜାମ

ଡେପୁଟି ଅଗ୍ନି ନିର୍ବାପକ ଅଧିକାରୀଙ୍କ ଆଦର୍ଶ ବିଦ୍ୟାଳୟ କୋଠା ଅନୁଧ୍ୟାନ

ଶେରଗଡ଼,୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ସ୍ଥିତ ଆଦର୍ଶ ବିଦ୍ୟାଳୟ ପରିଦର୍ଶନରେ ଡେପୁଟି ଅଗ୍ନି ନର୍ବାପକ ଅଧିକାରୀ ଡିକେ ସ୍ବାଇଁ ପହଞ୍ଚିଛନ୍ତି। ଗୁରୁବାର ପୂର୍ବାହ୍ନରେ ବିଦ୍ୟାଳୟରେ ପହଞ୍ଚି କୋଠାର ଅବସ୍ଥା ଅନୁଧ୍ୟାନ କରିଥଲେ। ପରେ ବିଦ୍ୟାଳୟର ପାଇଖାନା, ଶିଡ଼ି ଏବଂ ଅଗ୍ନି ନିିର୍ବାପକ ଯନ୍ତ୍ରପାତି…

୧୧ କେଭି ବିଦ୍ୟୁତତାର ଲାଗି ଜଣକ ଜୀବନଗଲା

ଶେରଗଡ଼,୧।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋବିନ୍ଦପୁର ବାଲିସାହି ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ୧୧କେଭି ତାର ଲାଗି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସେ ହେଲେ ଗୋବିନ୍ଦପୁର ଗ୍ରାମର ବୃନ୍ଦାବନ ସ୍ବାଇଁ (୫୦)। ବୃନ୍ଦାବନ ଗ୍ରାମର ରାସ୍ତା ପାର୍ଶ୍ୱରେ ଥିବା…

ଆଇଆଇଏଫ୍‌ଏଲ୍‌ ସଂସ୍ଥାରେ ଡକାୟତି ଉଦ୍ୟମ, ୩ କର୍ମଚାରୀଙ୍କୁ ଆକ୍ରମଣ

ବ୍ରହ୍ମପୁର ଅଫିସ,୧ା୮-ବ୍ରହ୍ମପୁର ମହାନଗରରେ ଏବେ ଆପରାଧୀକ କାର୍ଯ୍ୟକଳାପ ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଡି ପଲ ସ୍କୁଲ ନିକଟରେ ଥିବା ଆଇଆଇଏଫଏଲ ଗୋଲଡ଼ ଲୋନ ସଂସ୍ଥାରେ ଦୁର୍ବୃତ୍ତମାନେ ସଶସ୍ତ୍ର ଡକାୟତି ଉଦ୍ୟମ କରିଛନ୍ତି। ୪/୫ ଜଣ…

ଘୁଞ୍ଚିଲା ପିଜି ମେରିଟ୍‌ଲିଷ୍ଟ ତାଲିକା ପ୍ରକାଶ ତାରିଖ

ବ୍ରହ୍ମପୁର ଅଫିସ,୧ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଚଳିତ ବର୍ଷ ସ୍ନାତକୋତ୍ତର ବିଭାଗଗୁଡିକର ନାମଲେଖା ପ୍ରକ୍ରିୟା ଆରମ୍ଭକୁ ନେଇ ଏବେ ପୁଣି ସମସ୍ୟା ଦେଖାଦେଇଛି ା ଏନ୍‌ଆଇସିର ଅପଲୋଡିଂରେ ବିଳମ୍ବ ଓ ମାକଲିଷ୍ଟ ତ୍ରୁଟି ଯୋଗୁ ସ୍ନାତକୋତ୍ତର ବିଭିନ୍ନ ବିଭାଗରେ ନାମଲେଖା ପାଇଁ ମେରିଟ୍‌ଲିଷ୍ଟ ତାଲିକା…

ନିର୍ମାଣାଧୀନ ପାଚେରି ଭୁଶୁଡ଼ି ମହିଳା ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୧ା୮- ଚମାଖଣ୍ଡି ଥାନା ବନ୍ଦର ଗଁ।ରେ ବୁଧବାର ଅପରାହ୍ନରେ ଏକ ନିର୍ମାଣାଧୀନ ପାଚେରି ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳା ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଉକ୍ତ ଗଁ।ର ଇ.ପାର୍ବତୀ। କେତେକ ମହିଳା ଶ୍ରମିକ…

ଗିରଫ ବିସ୍ଥାପିତଙ୍କୁ ବିନା ସର୍ତ୍ତରେ ଖଲାସ କରାଯାଉ

ବ୍ରହ୍ମପୁର ଅଫିସ,୧ା୮-ଟାଟା କମ୍ପାନୀ ଅଭିଯୋଗରେ ପୋଲିସ ଗିରଫ କରି ବିଚାର ବିଭାଗ ହାଜତକୁ ପଠାଇଥିବା ବିସ୍ଥାପିତ ପରିବାରର ୭୮ ଜଣଙ୍କୁ ଅବିଳମ୍ବେ ବିନା ସର୍ତ୍ତରେ ଖଲାସ କରିବାକୁ ଗଞ୍ଜାମ ଜିଲା ଭାଜପା ଦାବି କରିଛି। ନଚେତ୍‌ ଏହାର ପ୍ରତିବାଦରେ ଆନ୍ଦୋଳନ ଚେତାବନୀ…

ଗଁ। ରେ ମଦ ବନ୍ଦ କରିବା ଘଟଣା : ମହିଳାଙ୍କୁ ଅବକାରୀ କର୍ମଚାରୀଙ୍କ ଧମକ ଅଭିଯୋଗ

ହାତୀଓଟ,୧ା୮-ପୋଲସରା ବ୍ଲକ ଜକର ପଞ୍ଚାୟତ ଜକର ଗ୍ରାମର ୨୭ ସ୍ବୟଂ ସହାୟିକା ଗୋଷ୍ଠୀ ଓ ଗ୍ରାମବାସୀ ମିଶି ଗ୍ରାମରେ ମଦ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଗତ ୯ ତାରିଖରେ ଗୋପୀନାଥ ମନ୍ଦିର ପରିସରରେ ଗ୍ରାମସଭା କରିଥିଲେ। ପରେ ଏ ନେଇ…

ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ, ପଥର ମାଫିଆ ଗିରଫ

ଦିଗପହଣ୍ଡି/ପାଟପୁର,୧ା୮(ଡି.ଏନ.ଏ.)-ପାଟପୁର ପୋଲିସ ବୁଧବାର ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ମୌଜା ମହୁଲ ପାହାଡ଼ ପଥର ଖାଦାନରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଦୀର୍ଘଦିନ ଧରି ପାହାଡ଼ରେ ବେଆଇନ ପଥର ବିସ୍ଫୋରଣ କରୁଥିବା ଅଭିଯୋଗରେ ପୋଲିସ…

ପାହାଡ଼ ବ୍ଲାଷ୍ଟିଂ ବିସ୍ଫୋରକ ସାମଗ୍ରୀ ଜବତ, ୪ ଗିରଫ

ବୁଗୁଡ଼ା,୩୧।୭(ଡି.ଏନ.ଏ.)-ବୁଗୁଡ଼ା ଥାନା ଚଢ଼ିଆପଲ୍ଲୀ ଛକ ଏବଂ ସ୍ଥାନୀୟ ଶକ୍ତିନଗରର ଏକ ଗୋଦାମ ଉପରେ ପୋଲିସ ଚଢ଼ାଉ କରି ବିସ୍ଫୋରକ ସାମଗ୍ରୀ ଜବତ ସହ ବୁଧବାର ୪ ଜଣଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ବୁଗୁଡ଼ା ଶକ୍ତିନଗରର ସୁଶାନ୍ତ କୁମାର ସାହୁ (ପାଣୁ),…

ବ୍ୟାଙ୍କ ସୁରକ୍ଷା ଯାଞ୍ଚ କଲା ପୋଲିସ

ବ୍ରହ୍ମପୁର ପୋଲିସ, ୩୧ା୭- ବ୍ୟାଙ୍କ ସୁରକ୍ଷା ବ୍ୟବସ୍ଥାରେ ଢିଲା ରହିଥିବା ଯୋଗୁ ବିଗତ ଦିନରେ ଅନେକ ଗ୍ରାହକ ଠକେଇର ଶିକାର ହୋଇଥିବା ନଜିର ରହିଛି। ଏପରିକି ଗ୍ରାହକମାନେ ବିଭିନ୍ନ ସମୟରେ ବ୍ୟାଙ୍କରେ ନାନା ପ୍ରକାର ଠକେଇର ଶିକାର ହେଉଛନ୍ତି। ଗତ କିଛିଦିନ…

କୃଷି ସଙ୍କଟ ପାଇଁ ସରକାରୀ ନୀତି ଦାୟୀ

ବ୍ରହ୍ମପୁର ଅଫିସ୍‌,୩୧ା୭- ଅଖିଳ ଭାରତ କିଶାନ୍‌ ମଜଦୁର ସଭା (ଏଆଇକେଏମ୍‌ଏସ୍‌)ର ଦୁଇଦିନିଆ ସର୍ବଭାରତୀୟ ସାଧାରଣ ପରିଷଦ ଅଧିବେଶନ ମଙ୍ଗଳବାରଠାରୁ ପ୍ରକାଶମ୍‌ ହଲ୍‌ରେ ଆରମ୍ଭ ହୋଇଛି। ସଂଗଠନର ଜାତୀୟ ଉପ ସଭାପତି ସୁଶାନ୍ତ ଝା ବିପ୍ଳବୀ ପତାକା ଉତ୍ତୋଳନ କରିବା ପରେ ଅଧିବେଶନ…

ଜିଲାପାଳ ଧାନତଳି ରୋଇବା ପ୍ରସଙ୍ଗ ଟୁଇଟ୍‌ କରି ନବୀନ, ଧର୍ମେନ୍ଦ୍ରଙ୍କ ପ୍ରଶଂସା

ଛତ୍ରପୁର,୩୧ା୭(ଡି.ଏନ.ଏ)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଭରସା ଗାଁର ଏକ ଜମିରେ ଧାନତଳି ରୋଇଥିଲେ। ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ସହ ସୋସିଆଲ ମିଡିଆରେ ଫଟୋ ଓ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?