ଗଞ୍ଜାମ

ବିଦ୍ୟୁତ୍‌ ତାର ଲାଗି ଶ୍ରମିକଙ୍କ ମୃତ୍ୟୁ, ରାସ୍ତାରୋକୋ

ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ ବଡସାହିର ସନ୍ତୋଷ ସାହୁ (୪୦)। ସନ୍ତୋଷ ବ୍ରହ୍ମାନଗରରେ ଘରକାମ କରୁଥିବା ସମୟରେ କଟର ମେଶିନରେ…

ନିଶା ଦେଇ ଛାତ୍ରଙ୍କୁ ଅପହରଣ ଉଦ୍ୟମ

ବ୍ରହ୍ମପୁର ଅଫିସ , ୨୮ା୭-ଟିଉସନରୁ ଘରକୁ ଫେରୁଥିବା ବେଳେ ଶନିବାର ରାତି ପ୍ରାୟ ୯ରେ ଜଣେ ଛାତ୍ରଙ୍କୁ ନିଶାଦେଇ ଅପହରଣ ଉଦ୍ୟମ କରାଯାଇଛି। ଛାତ୍ର ଜଣଙ୍କ ସଂଜ୍ଞାହୀନ ଅବସ୍ଥାରେ ଗଜପତିନଗର ନିକଟ ରାସ୍ତାରେ ପଡିଥିବା ବେଳେ ସେହି ବାଟଦେଇ ଯାଉଥିବା ଲୋକେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ, ଅଭିଯୁକ୍ତ ଗିରଫ

ପାତ୍ରପୁର,୨୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି ା ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପାତ୍ରପୁର ବ୍ଲକ ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ…

ବ୍ରହ୍ମପୁରରୁ ୪ ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ

ବ୍ରହ୍ମପୁର ଅଫିସ,୨୮ା୭-ରବିବାରରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ପାଳନ କରାଯାଉଛି। ସରକାରୀ ଗାଡ଼ିଗୁଡ଼ିକୁ ମାଓବାଦୀମାନେ ଜାଳି ଦେଉଥିବା ନଜିର ରହିଛି। ଏହାକୁ ଦୃଷ୍ଟିରେ ରଖି ସତର୍କ ହୋଇଛି ଓଡିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସ୍‌ଆରଟିସି)।…

ବିଇଡି ପରୀକ୍ଷା ଘୁଞ୍ଚାଇବା ନେଇ କୁଳସଚିବଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ,୨୮ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଇଡି ମହାବିଦ୍ୟାଳୟଗୁଡିକର ଦ୍ୱିତୀୟ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି ହୋଇଛିା ଏନେଇ ଶନିବାର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଇଡି କଲେଜ ଛାତ୍ରୀଛାତ୍ରମାନେ କୁଳସଚିବ ରଞ୍ଜନ ବିଶ୍ୱାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଗଷ୍ଟ ୫…

୨ ଯୁବକଙ୍କ ତଣ୍ଟି ବ୍ଲେଡରେ କାଟିବା ଅଭିଯୋଗ, ୩ ଅଟକ

ବୁଗୁଡ଼ା,୨୮ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ୨ ଜଣ ଯୁବକଙ୍କ ତଣ୍ଟି ବ୍ଲେଡରେ କାଟିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୧୪୮/୧୯ରେ ଏକ ମାମଲା ରୁଜୁ କରି ୩ ଯୁବକଙ୍କୁ ଥାନାରେ ଅଟକ ରଖିତ୍ଥିବା ଆଇଆଇସି…

ବେଆଇନ ଗୋଚାଲାଣ, ୭ ଗିରଫ

ଖଲ୍ଲିକୋଟ,୨୭।୭(ଡି.ଏନ.ଏ.)- ଖଲ୍ଲିକୋଟ ପୋଲିସ ଶନିବାର ଏକ ଟ୍ରକରେ ଗୋରୁ ଚାଲାଣ ବେଳେ ୧୭ ଗୋରୁ ଉଦ୍ଧାର କରିବା ସହ ଟ୍ରକ ଜବତ କରିଛି। ଏହି ଘଟଣାରେ ଚାଳକ ସମେତ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ପୁରୀ ଜିଲା ସତ୍ୟବାଦୀ ଥାନା…

ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଜଣେ କୋର୍ଟଚାଲାଣ

ଗୋପାଳପୁର,୨୭।୭- ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ଗୋଳନ୍ଥରା ପୋଲିସ ଜନୈକ ଯୁବକଙ୍କୁ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଆସିକା ଥାନା ମାମୁଡ଼ିହ ଗ୍ରାମର ଶିବାନନ୍ଦ ନାୟକ (୨୨)। ଗତ ୨୩ ତାରିଖରେ ଜଣେ ନବମଶ୍ରେଣୀ ଛାତ୍ରୀ…

ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲା: ୨ ଭାଇ ଗଲେ ଜେଲ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ଗିିରଫ କରିଛି। ସେମାନେ ହେଲେ ପିଙ୍କୁ ସେଠୀ ଓ ଚରଣ ସେଠୀ। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌ଜେଲକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର…

ଜୁଆ ଆଡ୍ଡାରେ ଚଢ଼ାଉ: ୪ ଜୁଆଡ଼ି ଗିରଫ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ମଙ୍ଗଳା ମନ୍ଦିର ଯାତ୍ରାପଡ଼ିଆ ମଣ୍ଡପ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଅତର୍କିତ ଚଢ଼ାଉ କରି ୪ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୮ ହଜାର ୬୭୦ ଟଙ୍କା, ୨ ମୁଠା…

ମତ୍ସ୍ୟଜେଟି ମୁହାଣ ଖନନ ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ

ଛତ୍ରପୁର,୨୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପରିସରରେ ଥିବା ମତ୍ସ୍ୟଜେଟିର ମୁହାଣ ଖନନ ଦାବିରେ ଶନିବାର ମତ୍ସ୍ୟଜୀବୀଙ୍କ ପକ୍ଷରୁ ଧାରଣା ଦିଆଯିବା ସହ ଆନ୍ଦୋଳନ ଆରମ୍ଭ ହୋଇଛି। ଗୋପାଳପୁର ପୋର୍ଟ ପରିସରରେ ଥିବା ଫିସେରି ଜେଟି ମୁହାଣ ବାଲି ଦ୍ୱାରା ପୋତି…

ଡେଙ୍ଗୁ ନିରାକରଣ ସଚେତନତା

ହିଞ୍ଜିଳିକାଟୁ,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ ସତ୍ୟଭାମା ସରକାରୀ ଉଚ୍ଚ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କ ଦ୍ୱାରା ଡେଙ୍ଗୁ ସଚେତନତା ରାଲି କରାଯାଇଥିଲା। ପ୍ରଧାନଶିକ୍ଷକ ଏ. ଶଙ୍କର ପ୍ରସାଦ ଆଚାରୀ ସବୁଜ ପତାକା ଦେଖାଇ ରାଲିକୁ ଉଦ୍‌ଘାଟନ କରିଥିଲେ। ଗୋପବନ୍ଧୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?