ଗଞ୍ଜାମ

ପ୍ରଭାକର ପଟ୍ଟନାୟକଙ୍କ ସ୍ମୃତିରେ ରକ୍ତଦାନ ଶିବିର: ଉଦ୍‌ଘାଟନ କଲେ ଜିଲାପାଳ

ଛତ୍ରପୁର,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସ୍ମୃତି କମିଟି ପକ୍ଷରୁ ଶନିବାର ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଓଡ଼ିଶା ହକି ଦଳର ମ୍ୟାନେଜର ତଥା ସମାଜସେବୀ ପ୍ରଭାକର ପଟ୍ଟନାୟକଙ୍କ ସ୍ମୃତିରେ ଆଯୋଜିତ ଏହି ଶିବିରକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…

ଜିଲାପାଳଙ୍କୁ ଭେଟିଲେ ମୁମ୍ବାଇର ଛାତ୍ରୀଛାତ୍ର

ଛତ୍ରପୁର,୨୭ା୭(ଡି.ଏନ.ଏ.)-ମୁମ୍ବାଇରେ ସିଭିଲ୍‌ ସର୍ଭିସ୍‌ କୋଚିଂ ନେଉଥିବା ସେଠାକାର କେତେଜଣ ଛାତ୍ରୀଛାତ୍ର ଶୁକ୍ରବାର ସ୍ଥାନୀୟ ଡିଆରଡିଏ କାର୍ଯ୍ୟାଳୟରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟିଛନ୍ତି। ନିଜ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦେଖି ଜିଲାପାଳ ଖୁସି ପ୍ରକାଶ କରିଥିଲେ ା ଛାତ୍ରୀଛାତ୍ରମାନେ ମଧ୍ୟ ଅନୁରୂପ…

ଦୁର୍ଘଟଣା ହ୍ରାସ, ଜିରୋ କାଜୁଆଲଟିକୁ ଗୁରୁତ୍ୱ

ଛତ୍ରପୁର,୨୭ା୭(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଗଞ୍ଜାମ ଏସପିଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଶୁକ୍ରବାର ସଡ଼କ ସୁରକ୍ଷା ସମ୍ପର୍କୀତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସପି ବ୍ରିଜେଶ କୁମାର ରଏ ଅଧ୍ୟକ୍ଷତା କରିଥିଲେ। ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ଅଞ୍ଚଳରେ ଦିନକୁ ଦିନ…

ଖଲ୍ଲିକୋଟ କଲେଜରେ ଛାତ୍ର ଅଶାନ୍ତି

ବ୍ରହ୍ମପୁର ଅଫିସ୍‌,୨୭ା୭-ଖଲ୍ଲିକୋଟ ସ୍ବୟଂ ଶାସିତ ମହାବିଦ୍ୟାଳୟ ଏବଂ ଖଲ୍ଲିକୋଟ ଜୁନିୟର୍‌ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାକୁ ନେଇ ଶୁକ୍ରବାର କେତେକ ଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟ ଫାଟକକୁ ବନ୍ଦ କରିଥିଲେ। କଲେଜରେ କମ୍‌ନ ରୁମ୍‌ ନ ଥିବା ଯୋଗୁ ଛାତ୍ରୀଛାତ୍ରମାନେ…

ମହିଳାଙ୍କ ଜମାଖାତାରୁ ୩୯ ହଜାର ଗାଏବ

ଦିଗପହଣ୍ଡି,୨୭ା୭(ଡି.ଏନ.ଏ.)-ଦିଗପହଣ୍ଡି ଏନ୍‌ଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗରରେ ରହୁଥିବା ଜଣେ ସାମରିକ ବାହିନୀ କର୍ମଚାରୀଙ୍କ ସ୍ତ୍ରୀ ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଗତ ୧୯ ତାରିଖରେ ତାଙ୍କ ସ୍ବାମୀ ଗୁଗଲି ପେ ଆପ୍‌ ଯୋଗେ ସ୍ତ୍ରୀଙ୍କ ମୋବାଇଲ ନମ୍ବରରେ ୧୬୯…

ଛାତ୍ରୀନିବାସ କୋଠା ଭୁଶୁଡ଼ିବା ପରେ ଚେତା ପଶିଲା : ସମସ୍ତ ହଷ୍ଟେଲ କୋଠା ସ୍ଥିତି ଯାଞ୍ଚ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରସ୍ଥ ସାବେରୀ ଛାତ୍ରୀନିବାସ କୋଠାର ଶୌଚାଳୟ ଥିବା ଅଂଶ ଗୁରୁବାର ଭୁଶୁଡ଼ିବା ପରେ କର୍ତ୍ତୃପକ୍ଷଙ୍କ ଚେତା ପଶିଛି ା ଏପରି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ ସେଥିପ୍ରତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସଜାଗ ହୋଇଛନ୍ତି ା…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହକଲା ଏବିଭିପି

ବ୍ରହ୍ମପୁର ଅଫିସ, ୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସ ଭୁଶୁଡ଼ିବା ଘଟଣାର ୨୪ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ପରେ ବି ତଦନ୍ତ ନେଇ କୌଣସି କମିଟି ଗଠନ କରାଯାଇ ନଥିବା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଅଭିଯୋଗ କରିଛି ା ଏହା ପ୍ରତିବାଦରେ…

କଲେଜ ପ୍ରତିଷ୍ଠା ଦିବସରେ ଅଧ୍ୟକ୍ଷଙ୍କ ବିୟୋଗ

ଭଞ୍ଜନଗର,୨୬ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ ଅମୂଲ୍ୟ ଦାସ (୫୯)ଙ୍କ ଶୁକ୍ରବାର ରାତିରେ ଅକାଳ ବିୟୋଗ ଘଟିଛି। ପ୍ରତିଷ୍ଠା ଦିବସ ସରିବା ପରେ ସେ ଘରକୁ ଯିବାକୁ ବାହାରୁଥିବାବେଳେ ପଡିଯାଇ ମୃତ୍ୟୁ ଘଟିଛି। ଏହି…

ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗ ନେବାକୁ କଳାକାରଙ୍କ ଗୋଆ ଗସ୍ତ

ବ୍ରହ୍ମପୁର ଅଫିସ,୨୬।୭: ଗୋଆଠାରେ ଚଳିତମାସ ୨୮ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗନେବାକୁ ଗଞ୍ଜାମ ଜିଲାର ଏକ ୧୬ ଜଣିଆ ନାଟ୍ୟ ଦଳ ଶୁକ୍ରବାର ସକାଳୁ ଗୋଆ ଯାତ୍ରା କରିଛନ୍ତି । ପାତ୍ରପୁର ବ୍ଲକ ସାହସପୁରର…

କେନ୍ଦ୍ର ଅବହେଳାରୁ ମହେନ୍ଦ୍ରଗିରି ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୬ା୭- ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଭୁକ୍ତ ଗଜପତି ଜିଲାରେ ଥିବା ପୁରାଣ ପ୍ରସିଦ୍ଧ ଓ ଐତିହାସିକ ସ୍ଥଳି ମହେନ୍ଦ୍ରଗିରି ପର୍ବତର ବିକାଶ ପ୍ରତି କେନ୍ଦ୍ର ସରକାର ଅବହେଳା କରୁଛନ୍ତି। ଭାରତୀୟ ପ୍ରନତ୍ତତ୍ତ୍ବ ବିଭାଗ (ଏଏସ୍‌ଆଇ) ମଧ୍ୟ ଆବଶ୍ୟକ ପଦକ୍ଷେପ…

ଜନସ୍ବାସ୍ଥ୍ୟ ବିଭାଗର ଦାୟିତ୍ୱହୀନତା: ଜଣ୍ଡିସ୍‌କୁ ଡାକୁଛି ଗୋଳିଆପାଣି

ବ୍ରହ୍ମପୁର ଅଫିସ୍‌,୨୬ା୭- ସ୍ବଚ୍ଛ ପାଣି ଯୋଗାଇବାରେ ଜନସ୍ବାସ୍ଥ୍ୟ ବିଭାଗର ବିଫଳତାକୁ ନେଇ ଏବେ ଅସନ୍ତୋଷ ଚରମସୀମାରେ ପହଞ୍ଚିଛି। ଦୁଇ ଦିନ ହେଲା ପାଇପ୍‌ରେ କେବଳ ଗୋଳିଆ ପାଣି ଆସୁଛି। କାଦୁଅ ମିଶା ମଇଳା ପାଣି। ନା ପାନୀୟ ଯୋଗ୍ୟ, ନା ଅନ୍ୟ…

ଅଶ୍ଳୀଳ ମେସେଜ ପଠାଇ ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୬ା୭- ଟୁର ଆଣ୍ଡ ଟ୍ରାଭେଲସ ମାଲିକଙ୍କୁ ଅଶ୍ଳୀଳ ମେସେଜ ପଠାଇବା ସହ ଧମକ ଚମକ ଦେବା ଅଭିଯୋଗରେ ଗୋଷାଣୀନୂଆଗଁା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହଳଦିଆପଦରର ନିକୁ ପାଣିଗ୍ରାହୀ (୨୭) ବୋଲି ଥାନାଧିକାରୀ ସୁମିତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?