ସିକରମାହା ସ୍କୁଲରେ ଟିଜିଟି ଶିକ୍ଷକ ନାହାନ୍ତି: ନବମ,ଦଶମ ଶ୍ରେଣୀ ଛାତ୍ରୀଛାତ୍ର ହଇରାଣ
ଫୁଲବାଣୀ ଅଫିସ,୨୪ା୭-ସରକାର ଅଷ୍ଟମ ଶ୍ରେଣୀ ଥିବା ବିଦ୍ୟାଳୟକୁ ଅପଗ୍ରେଡ କରି ନବମ ଓ ଦଶମ ଶ୍ରେଣୀ ଖୋଲିଛନ୍ତି। ହେଲେ ପିଲାମାନଙ୍କୁ କିପରି ପଢ଼ାଯିବ ତାର ବ୍ୟବସ୍ଥା କରି ନାହାନ୍ତି। ଅର୍ଥାତ ବିଦ୍ୟାଳୟଗୁଡିକରେ ଟିଜିଟି(ହାଇସ୍କୁଲ) ଶିକ୍ଷକ ପଦବୀ ସୃଷ୍ଟି କରି ନାହାନ୍ତି। ଫଳରେ…
୨୦ ହଜାର ଟଙ୍କା ଠକେଇ, ଯୁବକ ଗିରଫ
ଫୁଲବାଣୀ ଅଫିସ, ୨୪ା୭: ନିଜକୁ କାଳିଆ ଏଜେଣ୍ଟ ପରିଚୟ ଦେଇ ଏଟିଏମ୍ ବଦଳାଇ ୨୦ ହଜାର ଟଙ୍କା ଜଣେ ଯୁବକ ଲୁଟ୍ କରିଛନ୍ତି। ଲୁଟର ଶୀକାର ବ୍ୟକ୍ତି ଘଟଣା ସମ୍ପର୍କରେ ଟାଉନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ସମ୍ପୃକ୍ତ ଯୁବକଙ୍କୁ…
ତଦନ୍ତ ପାଇଁ ଚିଠି ଲେଖିଥିଲେ ବାଚସ୍ପତି: ଘରୋଇ ଟ୍ୟୁଶନରେ ଉଚ୍ଚଶିକ୍ଷା ଆଞ୍ଚଳିକ ନିର୍ଦ୍ଦେଶକଙ୍କ ଚଢ଼ାଉ; ଅଭିଯୋଗ ଆସିଥିବା ଅଧ୍ୟାପକଙ୍କୁ ତାଗିଦ୍
ଦିଗପହଣ୍ଡି,୨୪ା୭(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି। ଯେଉଁ ଛାତ୍ରୀମାନେ ତାଙ୍କ ପାଖରେ ଟ୍ୟୁଶନ ପଢ଼ିବେ ନାହିଁ, ପରୀକ୍ଷାରେ ସେମାନଙ୍କ ମାର୍କ କମାଇଦେବେ ବୋଲି ଧମକ ଦେଉଥିବା ନେଇ ଓଡ଼ିଶା ବିଧାନସଭା ବାଚସ୍ପତି…
କାଜୁ ଜଙ୍ଗଲକୁ ନେଇ ବିବାଦ: ୫୩ ପରିବାର ଉପ ଜିଲାପାଳଙ୍କ ନିକଟରେ ମାଲିକାନା ଦାବି କଲେ
ଭଞ୍ଜନଗର,୨୪।୭(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ତହସିଲ ମହୁଲପଲ୍ଲୀ, କରଡ଼ାବଣି, ହରଡ଼ାପଦର, ଚୁଡ଼ାଖାଇ ମୌଜାରେ ଥିବା କିଛି କାଜୁଜଙ୍ଗଲ ମାଲିକାନାକୁ ନେଇ ବିବାଦ ଦେଖାଦେଇଛି। କାଜୁ ଚାଷ କରୁଥିବା ଦଳିତ ଆଦିବାସୀ ପରିବାର ମଙ୍ଗଳବାର ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କୁ ଭେଟି ଘଟଣା ସମ୍ପର୍କରେ…
ତପ୍ତପାଣି ଘାଟିରେ ଓଲଟିଲା ବାଲିବୋଝେଇ ଟ୍ରାକ୍ଟର: ଲିଫ୍ଟ ମାଗି ବସିଥିବା ଯୁବକ ମୃତ
ଦିଗପହଣ୍ଡି,୨୪ା୭(ଡି.ଏନ.ଏ.)-ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବାଲି ବୋଝେଇ ଟ୍ରାକ୍ଟର ଓଲଟି ଲିଫ୍ଟ ମାଗି ବସିଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଟି. ଗୋବିନ୍ଦପୁର ପଞ୍ଚାୟତ ରାମପଲ୍ଲୀ ଗ୍ରାମର କୈଳାଶ ଗମାଙ୍ଗ। ପ୍ରକାଶ ଯେ, ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ…
ବିଦ୍ୟୁତ୍ ସମସ୍ୟାନେଇ ଗଞ୍ଜାମ ଜିଲା ଭାଜପା ପକ୍ଷରୁ ବିକ୍ଷୋଭ: ସାଉଥ୍କୋ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ
ବ୍ରହ୍ମପୁର ଅଫିସ,୨୩।୭: ବିଦ୍ୟୁତ୍ ସମସ୍ୟା ନେଇ ଗଞ୍ଜାମ ଜିଲା ଭାଜପା ପକ୍ଷରୁ ସାଉଥ୍କୋ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିପଦସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ ତାର ଏବଂ ଖୁଣ୍ଟ ବଦଳାଇବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ, ଖୋଲାରେ ଥିବା…
ମ୍ୟୁଟେଶନ ମାମଲାର ଶୁଣାଣି ହେଉନି
ବ୍ରହ୍ମପୁର ଅଫିସ୍,୨୩ା୭-ବ୍ରହ୍ମପୁର, କୁକୁଡ଼ାଖଣ୍ଡି ଏବଂ କନିଷି ତହସିଲ୍ କାର୍ଯ୍ୟାଳୟରେ ମ୍ୟୁଟେଶନ୍ (ଜମି ଦାଖଲ ଖାରଜ)ମାମଲାଗୁଡ଼ିକର ଶୁଣାଣି ହେଉନି ବୋଲି ଅଭିଯୋଗ କରିଛି ଗଞ୍ଜାମ ଓକିଲ ସଂଘ। ସୋମବାର ଏ ନେଇ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ…
ନଦୀରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଫୁଲବାଣୀ ଅଫିସ,୨୩ା୭- ଫୁଲବାଣୀ ନାରାୟଣୀ ମନ୍ଦିର ନିକଟ ସାଲୁଙ୍କି ନଦୀରେ ଭାସୁଥିବା ଜଣେ କଲେଜ ଛାତ୍ରୀଙ୍କ ମୃତଦେହକୁ ସୋମବାର ଉଦ୍ଧାର କରାଯାଇଛି ା ପାରିପାର୍ଶ୍ୱିକ ସ୍ଥିତିକୁ ଲକ୍ଷ୍ୟ କଲେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ହେଲେ ମୃତଦେହ…
ବ୍ରହ୍ମପୁର ବଡ଼ ମେଡିକାଲ: ବାୟୋମେଟ୍ରିକ ଉପସ୍ଥାନ ପ୍ରହସନ
ବ୍ରହ୍ମପୁର ଅଫିସ,୨୩ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ (ଏମ୍କେସିଜି) ଦକ୍ଷିଣ ଓଡ଼ିଶାର ଏକମାତ୍ର ବଡ ହସ୍ପିଟାଲ। ଏହା ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଗଜପତି, କନ୍ଧମାଳ ଏବଂ ଖୋର୍ଦ୍ଧା ଅଞ୍ଚଳର ରୋଗୀମାନେ ନିର୍ଭର କରୁଛନ୍ତି। ଏମ୍କେସିଜି ମେଡିକାଲରେ ବୟୋମେଟ୍ରିକ ବ୍ୟବସ୍ଥା…
ନିଶାସକ୍ତ ଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲା ଶିକ୍ଷାଧିକାରୀ
ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ। ସେ ଠିକ୍ ଭାବେ ପଢ଼ାଇ ପାରୁ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ…
ପରୀକ୍ଷା ଫଳ ପ୍ରକାଶରେ ଅନିୟମିତତା ଅଭିଯୋଗ
ବ୍ରହ୍ମପୁର ଅଫିସ,୨୩ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ୍ ପେପର ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷାର ବର୍ଷେ ବିତିବା ପରେ ମଧ୍ୟ ଫଳ ପ୍ରକାଶ ପାଇ…
ନବୀକରଣ ନ ହୋଇ ଓଜନ, ମାପ ଯନ୍ତ୍ର ବ୍ୟବହାର:୨ ବ୍ୟାଙ୍କ ଦେଲେ ଜରିମାନା, ଗୋଟିଏକୁ ନୋଟିସ
ଭଞ୍ଜନଗର/ସୋରଡ଼ା,୨୩।୭(ଡି.ଏନ.ଏ)-ଘରୋଇ ଓ ରାଷ୍ଟ୍ରାୟତ ବ୍ୟାଙ୍କଗୁଡ଼ିକରେ ଓଜନ ମାପ ଯନ୍ତ୍ରଗୁଡ଼ିକ ନବୀକରଣ ନ ହୋଇ ବ୍ୟବହାର ହେଉଛି । ସେହିପରି କେତେକ ବ୍ୟାଙ୍କ ଆଇଏସ୍ଓ ମାନ୍ୟତାପ୍ରାପ୍ତ ଓଜନ ମାପ ଯନ୍ତ୍ର ବ୍ୟବହାର କରୁନାହାନ୍ତି। ଏ ସମ୍ପର୍କରେ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କ…

