ଗଞ୍ଜାମ

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ରାତି ଅଧରେ ହଷ୍ଟେଲରେ ଦୁଇ ଛାତ୍ରଙ୍କ ଗୁଣ୍ଡାରାଜ

ବ୍ରହ୍ମପୁର ଅଫିସ,୧୩ା୯- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି ା ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ବୁଧବାର ବିଳମ୍ବିତ ରାତିିରେ ୨ ଜଣ ସ୍ନାତକୋତ୍ତର ଛାତ୍ର ନୂତନ ଛାତ୍ରାବାସକୁ ଯାଇ ର଼୍ୟାଗିଂ କରିବା ସହ ମାରଣାସ୍ତ୍ର ଧରି ଧମକଚମକ ଦେଇଥିବା ଅଭିଯୋଗ ହୋଇଛି…

ଛତ୍ରପୁର କଲେଜରେ ଛାତ୍ରୀଛାତ୍ରଙ୍କ ଧାରଣା

ଛତ୍ରପୁର,୧୩ା୯(ଡି.ଏନ.ଏ.)- ଛତ୍ରପୁର ସରକାରୀ ବିଜ୍ଞାନ କଲେଜର ଛାତ୍ରୀଛାତ୍ର ଓ ପୂର୍ବତନ ଛାତ୍ର ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଧାରଣା ଦିଆଯାଇଥିଲା। ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟରେ ପରୀକ୍ଷାଗତ ତ୍ରୁଟି ସୁଧାରିବା, ଯୁକ୍ତ ୩ ପଢ଼ା ସରିବା ପରେ ମଧ୍ୟ ପ୍ରମାଣପତ୍ର…

ନୂଆ ଆଇନ ଲାଗୁ ପରେ ଦୁର୍ଘଟଣା କମିଛି

ଭଞ୍ଜନଗର,୧୩।୯(ଡି.ଏନ.ଏ.)- ନୂଆ ମୋଟର ଯାନ ଆଇନକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। କିନ୍ତୁ ଏହାଦ୍ୱାରା ଦୁର୍ଘଟଣା ଜନିତ ମୃତ୍ୟୁହାର ବହୁତ କମିଛି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକ୍ରମେ ନୂଆ ଆଇନକୁ ୩ମାସ ପର୍ଯ୍ୟନ୍ତ କୋହଳ କରାଯାଇଛି। ଏହି ସମୟ ମଧ୍ୟରେ ଲୋକେ…

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୩-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି।…

ଶାଶୁଙ୍କୁ ରକ୍ଷା କରିବାକୁ ଯାଇ ବୋହୂ ଖାଇଲେ ଖଣ୍ଡାଚୋଟ

ଆସିକା,୧୨ା୯(ଡି.ଏନ୍‌.ଏ.): ଆସିକା ଥାନା ଅନ୍ତର୍ଗତ କର୍ପୂରନୂଆଗାଁ ଗ୍ରାମରେ ଗୁରୁବାର ରାତି ପ୍ରାୟ ୮ଟାରେ ଖଣ୍ଡାଚୋଟରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ଦେବେନ୍ଦ୍ର ପ୍ରସାଦ ବେହେରାଙ୍କ ସ୍ତ୍ରୀ ସନ୍ତୋଷିନୀ। ତାଙ୍କ ବାମ ହାତରେ ଆଘାତ ଲାଗିଥିବାରୁ…

ମିଠାଦୋକାନ ଜଳିଗଲା

ଦିଗପହଣ୍ଡି,୧୨ା୯(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗ୍ରାମରେ ଗୁରୁବାର ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ଅଗ୍ନିକାଣ୍ଡ ଘଟି ସୁନିଲ ପାଣିଗ୍ରାହୀଙ୍କ ମିଠା ଦୋକାନ ଜଳିଯାଇଛି। ଦୋକାନରେ ମିଠା ପ୍ରସ୍ତୁତ ଚାଲିଥିବାବେଳେ ଅସାବଧାନତା କାରଣରୁ ଚୁଲାରୁ ନିଆଁ ବ୍ୟାପି ଚାଳ ଛପର ଦୋକାନ…

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୨ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ…

ଦାଦାବଟି ମାଗିବା ସହ ବୋମାମାଡ଼ ମାମଲା : ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୨।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅଞ୍ଚଳରେ ଦାଦାବଟି ମାଗିବା ସହ ଜଣେ ବ୍ୟବସାୟୀଙ୍କ ଉପରକୁ ବୋମାମାଡ଼ କରିଥିବା ମାମଲାର ଶୁଣାଣି କରି ଅତିରିକ୍ତ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ଏସିଜେଏମ୍‌ )ସରୋଜ କୁମାର ଦାସ ପ୍ରମାଣ ଅଭାବରୁ ଅଭିଯୁକ୍ତଙ୍କୁ…

ମୋବାଇଲ କୋର୍ଟରେ ଦେଢ ଲକ୍ଷ ଟଙ୍କା ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୧୨ା୯: ଗତ ୨ ଦିନ ଧରି ପରିବହନ ମାଜିଷ୍ଟ୍ରେଟ ଅନୁରାଧା ଶର୍ମାଙ୍କ ମୋବାଇଲ କୋର୍ଟ ଜରିଆରେ ଟ୍ରାଫିକ ନିୟମ ଉଲ୍ଲଂଘନ ଓ ପରିବହନ ନିୟମ ଉଲ୍ଲଂଘନ କରିଥିବା ଯାନବାହନ ଗୁଡିକରୁ ୧ ଲକ୍ଷ ୫୦ ହଜାର ଟଙ୍କାର ଜରିମାନା ଆଦାୟ…

ଚାଷୀ ସମାବେଶରେ ମନ୍ତ୍ରୀ, ବିଧାୟକ:  ଚାଷ ପ୍ରତି ଆଗ୍ରହ ରଖିଲେ ବିକାଶ ହେବ

ଛତ୍ରପୁର,୧୨ା୯(ଡି.ଏନ.ଏ.)-ଛତ୍ରପୁରସ୍ଥିତ ସଂସ୍କୃତି ଭବନଠାରେ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ବୁଧବାର ଚାଷୀ ସମାବେଶ ଆୟୋଜନ ହୋଇଥିଲା। ଶ୍ରମିକ ନେତା ରାଜେନ୍ଦ୍ର ଦାଶ ସ୍ବାଗତ ସମ୍ଭାଷଣ ଦେଇଥିବା ବେଳେ ମହାସଭା ସମ୍ପାଦକ ସୀମାଞ୍ଚଳ ନାହାକ, ସଭାପତି ତ୍ରିନାଥ ବିଶ୍ୱାଳ ଏହାକୁ ସଂଯୋଜନା କରିବା…

ବିଦ୍ୟୁତ୍‌ ବିଲ୍‌ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପ:  ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

କନିଷି,୧୨ା୯(ଡି.ଏନ.ଏ.)-ବ୍ରହ୍ମପୁର ସାଉଥ୍‌କୋ ୟୁଟିଲିଟି ଅଧୀନ କନିଷି ସବଡିଭିଜନର ସ୍ବୟଂ ସହାୟିକା ଗୋଷ୍ଠୀକୁ ବିଦ୍ୟୁତ୍‌ ବିଲ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପକୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି। ଆଗାମୀ ଦିନରେ ସମାଧାନ, ମହିଳାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନ କରାଯିବ ବୋଲି…

ଗର୍ଭବତୀଙ୍କୁ ଟ୍ରାକିଂ ପାଇଁ ଆପ୍‌

ଛତ୍ରପୁର,୧୨ା୯(ଡି.ଏନ.ଏ)-ଗଞ୍ଜାମ ଜିଲାର ସମନ୍ବିତ ଶିଶୁ ବିକାଶ ଯୋଜନା ସମ୍ବନ୍ଧୀୟ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଛତୁଆ ପ୍ରସ୍ତୁତିରେ ଅନିୟମିତତା ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?