ଗଞ୍ଜାମ

ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର, ଟଙ୍କା ଜବତ

ବ୍ରହ୍ମପୁର ଅଫିସ,୨୨ା୭-ସଦର ଥାନା ପୋଲିସ ଫେରାର ଥିବା ଜଣେ ଅଭିଯୁକ୍ତ ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଗିରଫ କରିଛି। ତାଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ ହୋଇଛି। ଏକ ସ୍କୁଟି (ନଂ ଓଡି୦୭ଭି୨୩୨୯), ୨୫…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କୁ ସଚିବଙ୍କ ଚିଠି; ଜୟନ୍ତଙ୍କୁ ସିଣ୍ଡିକେଟରୁ ବାଦ ଦେବାକୁ ପରାମର୍ଶ

ବ୍ରହ୍ମପୁର ଅଫିସ,୨୨ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସିଣ୍ଡିକେଟକୁ ମନୋନୀତ ହୋଇଥିବା ପୂର୍ବତନ କୁଳପତି ପ୍ରଫେସର ଜୟନ୍ତ କୁମାର ମହାପାତ୍ରଙ୍କ ସଦସ୍ୟତା ବାତିଲ ହୋଇପାରେ। ଏହାକୁ ବାତିଲ କରିବାକୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ସଚିବ ଶାଶ୍ୱତ କୁମାର ମିଶ୍ର ବିଭାଗୀୟ ନିର୍ଦ୍ଦେଶକଙ୍କୁ ଗତ ୧୯ତାରିଖରେ…

ବାଘୁଆ ପ୍ରକଳ୍ପରୁ ପାଣି ଛଡାଗଲା

ବୁଗୁଡ଼ା,୨୧ା୭(ଡି.ଏନ.ଏ.)- ବୁଗୁଡ଼ା ଜଳସେଚନ କାର୍ଯ୍ୟାଳୟ ପରିସରରେ ଜୁଲାଇ ୧୩ରେ ଅନୁଷ୍ଠିତ ବାଘୁଆ ପାଣି ପଞ୍ଚାୟତ ପ୍ରକଳ୍ପ କମିଟିର ନିଷ୍ପତ୍ତି ଅନୁଯାୟୀ ରବିବାର ଅପରାହ୍ନ ୪ଟାରେ ବାଘୁଆ ଡ୍ୟାମରୁ ଡ଼ାହାଣ ପାର୍ଶ୍ୱ କେନାଲ ଦେଇ ପାଣି ଛଡାଯାଇଛି। ବର୍ଷା ଅଭାବରୁ ଖରିଫ ଚାଷ…

ଶେରଗଡରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ଶେରଗଡ଼,୨୧।୭(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକର ଦୁଇ ପଞ୍ଚାୟତକୁ ରବିବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦିଲ୍ଲୀପ କୁମାର ମହାନ୍ତି ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ଧନନ୍ତର ପଞ୍ଚାୟତ ଗସ୍ତ କରିଥିଲେ। ସେଠାରେ ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁଙ୍କ…

୧୦ ଫୁଟ ତଳକୁ ଖସିଲା ଆମ୍ବୁଲାନ୍ସ : ଅଳ୍ପକେ ବର୍ତ୍ତିଲେ ରୋଗୀ

ବାଲିଗୁଡ଼ା,୨୧।୭(ଡି.ଏନ୍‌.ଏ.): ଫୁଲବାଣୀ ଜିଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରୁ ଜଣେ ରୋଗୀଙ୍କୁ ଅଧିକ ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସରେ ଜିଲା ଚିକିତ୍ସାଳୟକୁ ନିଆଯାଉଥିବା ସମୟରେ ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ରବିବାର ସକାଳେ ଆମ୍ବୁଲାନ୍ସଟି ରୋଗୀ ନେଇ ଯାଉଥିବା ସମୟରେ କ.ନୂଆଗାଁ…

ସିରିଜ ଚୋରି ଘଟଣା : ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର ଓ ଟଙ୍କା ଜବତ

ବ୍ରହ୍ମପୁର ଅଫିସ,୨୧।୭: ସଦର ଥାନା ପୋଲିସ ଫେରାର ଥିବା ଏକ ପେସାଦାର ଚୋର ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଅପରାହ୍ନରେ ଗିରଫ କରିଛି। ତାଙ୍କ ନିକଟରୁ ଚୋରି ସାମଗ୍ରୀ ଜବତ ହୋଇଛି। ଏକ ଟିଭିଏସ…

୧୩୬ ଛାତ୍ରଙ୍କୁ ପଢ଼ାଉଛନ୍ତି ଜଣେ ଶିକ୍ଷକ

ଚନ୍ଦ୍ରଗିରି,୨୧ା୭(ଡି.ଏନ୍‌.ଏ.)-‘ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ’ ନାରାଦେଇ ସରକାର ସମସ୍ତଙ୍କ ପାଖରେ ଶିକ୍ଷା ବ୍ୟବସ୍ଥା ପହଞ୍ଚାଇବାକୁ ବହୁ ଯୋଜନା କରୁଛନ୍ତି। ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ ମଧ୍ୟାହ୍ନଭୋଜନ, ମାଗଣାରେ ପାଠ୍ୟପୁସ୍ତକ, ପୋଷାକ, ସାଇକେଲ ଆଦି ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ବିଭିନ୍ନ…

ବିଇଓଙ୍କ ବଦଳି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଶେରଗଡ,୨୧ା୭(ଡି.ଏନ.ଏ.)-ଶେରଗଡ ବ୍ଲକ ମିଳିତ ଶିକ୍ଷକ ସଂଘର ଏକ ବୈଠକ ଶନିବାର ସ୍ଥାନୀୟ ଜୟଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଇଓ ଭାସ୍କର ଲେଙ୍କା ଛଦ୍ମବେଶରେ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷକଙ୍କୁ ହଇରାଣ କରୁଥିବାରୁ ତୁରନ୍ତ ତାଙ୍କୁ ଜିଲା ବାହାରକୁ ବଦଳି…

ଶିକ୍ଷା ସମୀକ୍ଷା ବୈଠକ: ପ୍ରତି ସ୍କୁଲରେ ନ୍ୟୁଟ୍ରିସନ ଗାର୍ଡେନ ବାଧ୍ୟତାମୂଳକ

ଛତ୍ରପୁର,୨୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା ବୈଠକ ଶନିବାର ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ସ୍କୁଲଗୁଡିକରେ ପାଇଖାନା, ପାନୀୟ ଜଳ, ପ୍ରଧାନଶିକ୍ଷକ ରୁମ୍‌ ନିହାତି ଆବଶ୍ୟକ।…

୫ ବାତ୍ୟା ନିରୋଧକ ଘର ସିଲ୍‌ କଲା ପ୍ରଶାସନ

ଚିକିଟି,୨୧ା୭(ଡି.ଏନ.ଏ.)-ଚିକିଟି ବ୍ଲକ୍‌ରେ କତୁରୁ ପଞ୍ଚାୟତର ଚନ୍ଦନବାଡ ଓ ସୋରଳ ପଞ୍ଚାୟତର ସୋରଳ ଗଁାରେ ଜିଲା ପ୍ରଶାସନ ଓ ବ୍ଲକ୍‌ ପ୍ରଶାସନ ମିଳିତ ଆନୁକୂଲ୍ୟରେ ଗତ ଗୁରୁବାର ପୃଥକ୍‌ ଭାବେ ଏକ ଆଲୋଚନା ସଭା ହୋଇଥିଲା। ଏଥିରେ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ…

ଦୁର୍ଘଟଣାରେ ମୃତ, ଆହତଙ୍କୁ ମିଳୁନି ସହାୟତା

ଛତ୍ରପୁର,୨୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣା କମୁନି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅନ୍ୟ ଜିଲା ଭଳି ଏଠାରେ ମଧ୍ୟ ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ଗଠିତ ହୋଇଛି। ବାରମ୍ବାର ବୈଠକ ମଧ୍ୟ ବସୁଛି। ମାତ୍ର କୌଣସି ନିଷ୍ପତ୍ତି କିମ୍ବା ନିର୍ଦ୍ଦେଶ ଠିକ୍‌ ଭାବେ କାର୍ଯ୍ୟକାରୀ…

ବିରୋଧ ସତ୍ତ୍ୱେ କଲ୍ୟାଣ ମଣ୍ଡପକୁ ଯିବ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ

ବ୍ରହ୍ମପୁର ଅଫିସ୍‌,୨୧ା୭-ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ଏକ ଘରୋଇ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ପ୍ରକ୍ରିୟା ଶନିବାର ଆରମ୍ଭ ହୋଇଛି। ଟ୍ରକ୍‌, ପିକ୍‌ଅପ୍‌ ଭ୍ୟାନ୍‌ରେ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ, ଆସବାବପତ୍ର ଏବଂ ଅନ୍ୟାନ୍ୟ ଜିନିଷ ସ୍ଥାନାନ୍ତର କରାଯାଇଥିଲା। ବିଶ୍ୱବିଦ୍ୟାଳୟର ବରିଷ୍ଠ ଅଧ୍ୟାପକମାନେ ଉପସ୍ଥିତ ରହି ସ୍ଥାନାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?