ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲେ ଆଶାକର୍ମୀ
ଛତ୍ରପୁର,୧୬ା୧୦(ଦିଲ୍ଲୀପ ସାମଲ): ଭାରତୀୟ ମଜଦୂର ସଂଘ ସଂଲଗ୍ନ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ଏହା ସହ ଏକ ୯ ଦଫା ସମ୍ବଳିତ ଦାବିପତ୍ର…
ଚଳନ୍ତା କଣ୍ଟେନରରେ ଲାଗିଲା ନିଆଁ, ଆଉ ତା’ ପରେ…
ଛତ୍ରପୁର,୧୬ା୧୦(ଦିଲ୍ଲୀପ ସାମଲ): ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା କଣ୍ଟେନର। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର। ଗୁରୁବାର ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ନିକଟ ଜାତୀୟ ରାଜପଥ ଉପରେ ଏହି ଘଟଣା ଘଟିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।…
ଅଣ ଧାନ ଫସଲକୁ ଗୁରୁତ୍ୱ: ଜଳର ସୁଷମ ବଣ୍ଟନ ଅନୁଧ୍ୟାନ କଲେ ସଚିବ
ଭଞ୍ଜନଗର,୧୬/୧୦(ବାବୁଲା ପ୍ରଧାନ):ଜଳ ସମ୍ପଦ ବିଭାଗ ସତନ୍ତ୍ର ସଚିବ (ଜଳ ପ୍ରଭାରୀ) ମୁକୁଳ ବେରା ବୁଧବାର ଓ ଗୁରୁବାର ଦୁଇ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି କ୍ଷୁଦ୍ର ଓ ବୃହତ ଏବଂ ଉଠା ଜଳସେଚନ ପ୍ରକଳ୍ପ ଗୁଡ଼ିକ ବୁଲି ଦେଖିଥିଲେ। ଏହି…
ଆଇନଜୀବୀ ପୀତବାସ ମର୍ଡର ମିଷ୍ଟ୍ରି: ପୋଲିସ କବ୍ଜାରେ କିଙ୍ଗ୍ପିନ୍ ସମେତ ୬ ଜଣ, ବିହାରୀ ବନ୍ଧୁକରେ…
ବ୍ରହ୍ମପୁର,୧୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗତ ୬ ତାରିଖରେ ଅତି ନିକଟରୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡ ପଛରେ ବିହାର ଲିଙ୍କ୍ ଥିବା ଜଣାପଡ଼ିଥିଲା। ଶତାଧିକ ସିସିଟିଭି ଓ ଡମ୍ପ ଡାଟା ଆନାଲିସିସ୍…
ଫରେଷ୍ଟ ସ୍ପୋର୍ଟସ୍ ମିଟ୍: ସ୍ବର୍ଣ୍ଣପଦକ ଜିତିଲେ ଡିଏଫ୍ଓ
ଭଞ୍ଜନଗର,୧୬ା୧୦(ବାବୁଲା ପ୍ରଧାନ): ଭୁବନେଶ୍ୱର କିଟ୍ ବିଶ୍ୱବିଦ୍ୟାଳୟ ଖେଳପଡ଼ିଆରେ ୧୧ ଓ ୧୨ ତାରିଖ ଦୁଇଦିନ ଧରି ରାଜ୍ୟସ୍ତରୀୟ ଫରେଷ୍ଟ ସ୍ପୋର୍ଟସ୍ ମିଟ୍ ୨୦୨୫ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ଆସିଥିବା ଶତାଧିକ ବନରକ୍ଷୀ, ବନପାଳ, ଡେପୁଟି ରେଞ୍ଜର, ରେଞ୍ଜର,…
ବିଦାୟ ନେଲେ ମା’ ଗଜଲକ୍ଷ୍ମୀ, ଶଙ୍ଖ ହୁଳହୁଳିରେ କମ୍ପିଲା ସହର: ପୁଣି ଆରବର୍ଷକୁ ଅପେକ୍ଷା
ପୁରୁଷୋତ୍ତମପୁର,୧୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଜଲକ୍ଷ୍ମୀଙ୍କ ଭସାଣି ଉତ୍ସବ ଆନନ୍ଦଉଲ୍ଲାସର ସହ ଅନୁଷ୍ଟିତ ହୋଇଯାଇଛି। ଶଙ୍ଖ ହୁଳହୁଳିର ନାଦ ସହ ବାଜବାଜଣାର ବିରାଟ ପଟୁଆରରେ ସହରବାସୀ ଭକ୍ତିର ପୂର୍ବକ ମା’ଙ୍କୁ ମେଲାଣି ଦେଇଛନ୍ତି। ହରିବୋଲ ହୁଳହୁଳି ଶବ୍ଦରେ ସମଗ୍ର ସହର…
ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସକୁ ବଡ଼ ସୁରାକ: ଧରାପଡ଼ିଲେ ସାର୍ପ ସୁଟର୍
ବ୍ରହ୍ମପୁର,୧୬।୧୦: ବରିଷ୍ଠ ଆଇନଜୀବୀ ତଥା ବ୍ରହ୍ମପୁରର ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସକୁ ବଡ଼ ସୁରାକ ମିଳିଛି। ଏହି ହତ୍ୟାକାଣ୍ଡ ମାମଲାରେ ପୋଲିସ ଜଣେ ସାର୍ପ ସୁଟର୍ଙ୍କୁ ମାଡ଼ିବସିଛି। ବ୍ରହ୍ମପୁର ପୋଲିସ ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଥିବା…
ଶିଶୁ ସୁରଭି କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୧୫|୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ଶିବରାମ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କ୍ଲଷ୍ଟର ସ୍ତରୀୟ ଶିଶୁ ସୁରଭି କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି।ଦିଗପହଣ୍ଡି ବ୍ଲକ ନୂତନ ଗୋଷ୍ଠୀ…
ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଦିଗପହଣ୍ଡି ଗସ୍ତ, ବିଭିନ୍ନ ପ୍ରକଳ୍ପର କଲେ ଉଦ୍ଘାଟନ; ଶୋଭାଯାତ୍ରାରେ…
ଦିଗପହଣ୍ଡି,୧୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବୁଧବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ କରିଥିବା ଜଣାପଡିଛି। ବିଧାୟକ ଭୀଷ୍ମଗିରି ଗ୍ରାମରେ ପହଞ୍ଚିବା ପରେ ଗ୍ରାମବାସୀଙ୍କ ଦ୍ବାରା ବିରାଟ…
ଗାଁର ସମସ୍ୟା ହେବ ଦୂର, ଏମିତି ପ୍ରତିଶ୍ରୁତି ଦେଇ ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…
ଦିଗପହଣ୍ଡି,୧୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ କଳିଙ୍ଗ ଯୁବ ନାଟ୍ୟ ସଂସଦ ପକ୍ଷରୁ ନାଟ୍ୟକାର ସୁଶାନ୍ତ ପଟ୍ଟନାୟକଙ୍କ ନିର୍ଦ୍ଦେଶନାରେ ‘କଟି କଟି ଡବଲ କଟି’ ନାଟକ ମଞ୍ଚସ୍ଥ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ଡ.…
‘ଶିଶୁର ଲାଳନପାଳନରେ ପୁରୁଷଙ୍କ ସହଭାଗିତା ଲୋଡ଼ା’
ଭଞ୍ଜନଗର,୧୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ଅଷ୍ଟମ ରାଷ୍ଟ୍ରୀୟ ପୋଷଣ ମାସ ପାଳିତ ହୋଇଯାଇଛି। ଏଥିରେ ସିଡିପିଓ ମିଲୀମା କୁମାରୀ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ବିଡିଓ ଭାରତୀ ଦେବୀ ମୁଖ୍ୟ ଅତିଥି ଏବଂ ତହସିଲଦାର ଅଭୀପ୍ସା…
ଗଜପତିରୁ ଉତ୍ତରପ୍ରଦେଶକୁ ଲମ୍ବିଛି ଗଞ୍ଜେଇ ଚେର, ପାଟ୍ରୋଲିଂ ବେଳେ ଜଣାପଡ଼ିଲା ସବୁ ସତ
ବ୍ରହ୍ମପୁର,୧୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ଅବକାରୀ ସଦର ରେଞ୍ଜ ଏସ୍ପି ପ୍ରବୀଣ କୁମାର ପ୍ରଧାନଖବର ପାଇଥିଲେ। ତାଙ୍କ ନିର୍ଦ୍ଦେଶରେ ଡିଏସ୍ପି ସ୍ନେହଲତା ନାୟକ ଓ କୁମୁଦ ରଞ୍ଜନ ନାୟକଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ ହୋଇଥିଲା। ବୁଧବାର…
Archives


