ଗଞ୍ଜାମ

ଟ୍ରକ ମଡ଼ାଇ ୨ ଜଣଙ୍କୁ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟଚାଲାଣ, ଟ୍ରକ ଜବତ

ଜଗନ୍ନାଥପ୍ରସାଦ,୨୦ା୭(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଥାନା ଚଢିଆପଲ୍ଲୀ ଗ୍ରାମ ମୁଖ୍ୟ ରାସ୍ତାରେ ଗତ ଗୁରୁବାର ରାତିରେ ଦୁର୍ଘଟଣାରେ ରାମଚନ୍ଦ୍ର ଗୌଡ଼ ଓ କୃଷ୍ଣ ନାଇକଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାର ଶୁକ୍ରବାର ସ୍ଥାନୀୟ ପୋଲିସ ୩ ଜଣ ଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ଚଢିଆପଲ୍ଲୀ…

ଭୁଜାଲି ମାଡ଼ରେ ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୨୦ା୭(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଗଣ୍ଡାଧର ପଞ୍ଚାୟତର ବିରୂପାକ୍ଷ ନାୟକଙ୍କୁ ଶୁକ୍ରବାର ଭୁଜାଲିରେ ଆକ୍ରମଣ କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜଗନ୍ନାଥପ୍ରସାଦ ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ରିପୋର୍ଟ ଲେଖାଯିବା ସୁଦ୍ଧା ଏ ନେଇ ଥାନାରେ କୌଣସି…

ଶିଶୁଙ୍କ ଡ୍ରେସ ବିକ୍ରି କରିବା ମହଙ୍ଗା ପଡ଼ିଲା: ନର୍ସଙ୍କୁ କାରଣ ଦର୍ଶାଅ ନୋଟିସ

ବ୍ରହ୍ମପୁର ଅଫିସ,୨୦ା୭-ଏମକେସିଜି ମେଡିକାଲ କଲେଜରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଛି। ଏପରିକି ଅସ୍ତ୍ରୋପଚାର ପାଇଁ ଲାଞ୍ଚ ନେଉଥିବା ବେଳେ ଜଣେ ଡାକ୍ତର ଭିଜିଲାନ୍ସ ଜାଲରେ ପଡିଥିବା ମଧ୍ୟ ନଜିର ରହିଛି। କିଛିଦିନ ତଳେ ସ୍ତ୍ରୀ ଓ…

ଟ୍ୟୁଶନ ନ ପଢ଼ିଲେ ମାର୍କ ଦେଉନାହାନ୍ତି ଅଧ୍ୟାପକ

ବ୍ରହ୍ମପୁର ଅଫିସ୍‌,୨୦ା୭-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି । ଯେଉଁ ଛାତ୍ରୀମାନେ ଟ୍ୟୁଶନ ପଢ଼ିବେ ନାହିଁ, ପରୀକ୍ଷାରେ ସେମାନଙ୍କ ମାର୍କ କମାଇଦେବାକୁ ଧମକ ଦେଉଛନ୍ତି । ଏଭଳି ଅଭିଯୋଗ ଆଣିଛନ୍ତି ଓଡ଼ିଶା…

ପୋଲ ସଂଯୋଗୀକରଣ ରାସ୍ତା ଦବିଲା

ଦାରିଙ୍ଗବାଡ଼ି,୧୯।୭(ଡି.ଏନ.ଏ)- ଦାରିଙ୍ଗବାଡ଼ିଠାରୁ ବ୍ରାହ୍ମଣୀଗଁାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ଦେଖାଯାଇଛି। ଦାରିଙ୍ଗବାଡ଼ି ଚାରିଛକଠାରୁ ପ୍ରାୟ ଦେଢ଼ କିମି ଦୂର କଲେଜ ନିକଟ ପୋଲର ସଂଯୋଗୀକରଣ ରାସ୍ତା ଦବି ମଝିରେ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ମରାମତି…

ପୁଣି ଲାଗିଲା ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ,୧୯ା୭-କିଛି ଦିନ ବ୍ୟବଧାନ ପରେ ପୁଣି ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍ଥାନରେ ମାଓବାଦୀ ଶୁକ୍ରବାର ପୋଷ୍ଟର ଲଗାଇଛନ୍ତି। ଫିରିଙ୍ଗିଆ ଅଞ୍ଚଳର ସାଡିଙ୍ଗିଆ, ସୁମେରୁବନ୍ଧ, ଲେଣ୍ଡ୍ରିଗୁଡା, ମାଲା ଓ ଫିରିଙ୍ଗାଆ ବଜାରରେ ମାଓବାଦୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। କେକେବିଏନ ଡିଭିଜନର କାନ୍ଥ…

କୋର୍ଟରେ ଦାଖଲ ହେଲା ବନ୍ଧୁକ

ବ୍ରହ୍ମପୁର ଅଫିସ,୧୯ା୭: ଜଣେ ବିଲ୍‌ଡରଙ୍କୁ ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ମେୟର ପିଣ୍ଟୁ ଓରଫ ଶିବଶଙ୍କର ଦାସ ଓ ତାଙ୍କ ସହଯୋଗୀମାନେ ବନ୍ଧୁକ ଦେଖାଇ ୧୬ଲକ୍ଷ ଟଙ୍କା ଦାଦାବଟି ମାଗିଥିଲେ। ଏହି ମାମଲାର ବିଚାର ଏବେ ଅତିରିକ୍ତ ଜିଲା ଦୌରାଜଜ୍‌-୨ ଦୀପକ…

ଓଡିଆର୍‌ପି ଘରେ ନ ରହିଲେ ତାଲିକାରୁ ବାଦ୍‌

ଚିକିଟି,୧୯ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ ସମୁଦ୍ର ତଟବର୍ତ୍ତୀ ଚନ୍ଦନବାଡ ଓ ସୋରଳ ଗ୍ରାମରେ ପୃଥକ ପୃଥକ ଭାବେ ଗୁରୁବାର ମଧ୍ୟାହ୍ନରେ ଓଡିଆର୍‌ପି ଘର ପାଇଥିବା ବ୍ୟକ୍ତି ଓ ପ୍ରଶାସନ ପକ୍ଷରୁ ମିଳିତ ଆଲୋଚନା ସଭା ଆୟୋଜନ କରାଯାଇଥିଲା। ଅତିରିକ୍ତ ଜିଲାପାଳ…

ଜିଲାପାଳ ଡାକିଲେ ବୈଠକ: ଗଞ୍ଜାମରେ ସ୍ବଳ୍ପ ବୃଷ୍ଟି, ଆଶଙ୍କାରେ ଚାଷୀ

ଛତ୍ରପୁର,୧୯ା୭(ଡି.ଏନ.ଏ)- ଗଞ୍ଜାମ ଜିଲାରେ ସ୍ବଳ୍ପ ବୃଷ୍ଟି ଯୋଗୁ ଚାଷକାର୍ଯ୍ୟ ବ୍ୟାହତ ହୋଇଛି। ପରିସ୍ଥିତିର ମୁକାବିଲା କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କୃଷି ବିଭାଗ ସହ ଅନ୍ୟାନ୍ୟ ବିଭାଗ ଅଧିକାରୀଙ୍କୁ ନେଇ ଗୁରୁବାର ଏକ ଜରୁରୀ ବୈଠକ କରି କାର୍ଯ୍ୟ…

ଆଲୋଚନା ପାଇଁ ଆସିଲେନି କର୍ତ୍ତୃପକ୍ଷ

ବ୍ରହ୍ମପୁର ଅଫିସ,୧୯ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ଦାବି ପୂରଣ ନେଇ ପ୍ରଶାସନିକ ଭବନ ଆଗରେ ଧାରଣା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ସଂଘ ପକ୍ଷରୁ ଦିଆଯାଇଥିବା ଶାନ୍ତିପୂର୍ଣ୍ଣ ଧାରଣା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଥିଲେ ମଧ୍ୟ…

ପୋଖରୀରେ ବୁଡ଼ିଗଲେ ଦିବ୍ୟାଙ୍ଗ

ପୁରୁଷୋତ୍ତମପୁର,୧୯ା୭(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ଥାନା ବାଳକେଶ୍ୱରପୁର ଗ୍ରାମରେ ବୁଧବାର ପୋଖରୀରେ ଗାଧୋଇବାବେଳେ ବୁଡିଯାଇ ଜଣେ ଦିବ୍ୟାଙ୍ଗଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏମ୍‌. ହରିକୃଷ୍ଣ ରେଡ୍ଡୀ(୫୫)। ହରିକୃଷ୍ଣ ଗାଧୋଇବାବେଳେ ବୁଡି ଯାଇଥିଲେ। ପାଖରେ ଥିବା ଲୋକେ ଦେଖି ତାଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର…

ୟୁପି ସ୍କୁଲ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ ହେବାର ୪ବର୍ଷ ବିତିଲା: ଶିକ୍ଷକ ନିଯୁକ୍ତି ହେଉନି, ଶିକ୍ଷାଦାନ ବାଧାପ୍ରାପ୍ତ

ଶେରଗଡ,୧୯ା୭(ଡି.ଏନ.ଏ.)- ଶେରଗଡ ବ୍ଲକରେ ଗତ ୨୦୧୪ରେ ୧୪ଟି ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷାବିଭାଗ ପକ୍ଷରୁ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରାଯାଇଥିଲା। ଉଦ୍ଦେଶ୍ୟ ଥିଲା ଛାତ୍ରୀଛାତ୍ରମାନେ ଗୋଟିଏ ବିଦ୍ୟାଳୟରେ ମାଟ୍ରିକ ପର୍ଯ୍ୟନ୍ତ ପଢିବେ। ମାତ୍ର ଉକ୍ତ ବିଦ୍ୟାଳୟକୁ ଆନୁଷଙ୍ଗିକ ସୁବିଧା ସୁଯୋଗ ଓ ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?