ଗଞ୍ଜାମ

ଜ୍ୱାଇଁଙ୍କୁ ଶ୍ୱଶୁରଙ୍କ ଛୁରାମାଡ

ଦିଗପହଣ୍ଡି,୧୮ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟଁା ଛକ ନିକଟରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଜ୍ୱାଇଁଙ୍କୁ ଶ୍ବଶୁର ଛୁରାମାଡ କରିଛନ୍ତି। ଆହତ ଯୁବକ ଜଣକ ହେଲେ ଦିଗପହଣ୍ଡି ଥାନା କଲ୍ୟାଣପୁର ଗ୍ରାମର ସଞ୍ଜୟ ଗୌଡ। ସଞ୍ଜୟ ରାସ୍ତା ଉପରେ ଠିଆହୋଇଥିବାବେଳେ…

ସ୍କ୍ରାପ୍‌ରେ ୭୦ ଫୁଟର ଗିଟାର ନିର୍ମାଣ କଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୮ା୭- ଆବର୍ଜନା ତଥା ସ୍କ୍ରାପ୍‌ ସାମଗ୍ରୀରୁ ବହୁ କ୍ଷୁଦ୍ର ଓ ବୃହତ୍‌ ମଡେଲ ପ୍ରସ୍ତୁତ କରି ସାରା ଭାରତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ବ୍ରହ୍ମପୁର ଆଇଟିଆଇ ା ୩୨ ଫୁଟ ଉଚ୍ଚତା ମଧ୍ୟରେ ବିଭିନ୍ନ ସ୍କ୍ରାପ୍‌…

ଦାମୋଦରପୁରବାସୀଙ୍କ ରାଜପଥ ଅବରୋଧ

ଗଞ୍ଜାମ,୧୮ା୭(ଡି.ଏନ.ଏ.)- ଗଞ୍ଜାମ ଏନଏସି ଦାମୋଦରପୁର ଗ୍ରାମ ୧୧ନଂ. ଓ୍ବାର୍ଡରେ ଦୀର୍ଘଦିନ ଧରି ପାନୀୟ ଜଳ ସମସ୍ୟା ଲାଗିଛି। ବାରମ୍ବାର ସମସ୍ୟା ନେଇ ଅବଗତ କଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନି। ଏହା ପ୍ରତିବାଦରେ ଗ୍ରାମର ଶତାଧିକ ମହିଳା, ପୁରୁଷ…

ଗୋରୁପଲ ଉପରେ ମାଡିଗଲା ଟ୍ରକ୍‌, ୬ ମୃତ

ହିଞ୍ଜିଳିକାଟୁ,୧୮।୭(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ସହରରେ ବୁଧବାର ବିଳମ୍ବିତ ରାତିରେ ଏକ ସିମେଣ୍ଟ ବୋଝେଇ ଟ୍ରକ ରାସ୍ତା ଉପରେ ଶୋଇଥିବା ଗୋରୁପଲଙ୍କ ଉପରେ ମାଡିଯିବାରୁ ୬ଗୋରୁଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଗୁରୁବାର ରାତି ପ୍ରାୟ ସାଢେ ୩ଟାରେ ଏକ ସିମେଣ୍ଟ ବୋଝେଇ ଟ୍ରକ…

ଟଙ୍କା ଲୋଭରେ ନାବାଳକ ଘଟାଉଛନ୍ତି ଅପରାଧ

ବ୍ରହ୍ମପୁର ଅଫିସ,୧୮ା୭-ଏବେ ସମସ୍ତେ ଏକ ବିଳାସପୂର୍ଣ୍ଣ ଜୀବନ ଶୈଳୀ ବିତାଇବା ପାଇଁ ଇଚ୍ଛା କରୁଛନ୍ତି। ଏଥିପାଇଁ କିଏ କଠିନ ପରିଶ୍ରମ କରୁଛି ତ ଆଉ କେହି ଧନୀ ହେବା ପାଇଁ ଅପରାଧ ରାସ୍ତା ବାଛି ନେଉଛନ୍ତି। ଠିକ୍‌ ସେହିଭଳି ନାବାଳକମାନେ ମଧ୍ୟ…

୭ ମାସ ହେଲା ଅଙ୍ଗନୱାଡି କେନ୍ଦ୍ରରେ ମିଳିନି ରନ୍ଧାଖାଦ୍ୟ

ଜଗନ୍ନାଥପ୍ରସାଦ,୧୮ା୭(ଡି.ଏନ.ଏ.)-ଶିଶୁ ଓ ପ୍ରସୂତିଙ୍କ ପୃଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି।ଏଥିପାଇଁ ବ୍ଲକରେ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟ କାର୍ଯ୍ୟ କରୁଛି। ସେଠାରେ ଜଣେ ଅଧିକାରୀ ସମେତ ସେକ୍ଟର ୱାରି ସୁପରଭାଇଜର, ଶତାଧିକ ଅଙ୍ଗନୱାଡି ଦିଦି…

ମଧୁବାବୁ ଆଇନ ସହାୟତା ଯୋଜନା ବାଟବଣା

ପୁରୁଷୋତ୍ତମପୁର, ୧୮ା୭(ଡି.ଏନ୍‌.ଏ.)-ରାଜ୍ୟ ସରକାର ଗରିବ ଲୋକଙ୍କୁ ଆଇନ ସହାୟତା ଯୋଗାଇ ଦେବାକୁ ମଧୁବାବୁ ଆଇନ ସହାୟତା ଯୋଜନା ପ୍ରଣୟନ କରିଥିଲେ। ମାତ୍ର ଏହି ଯୋଜନା ଏବେ ସରକାରୀ ଫାଇଲର ନାଲି ଫିତାତଳେ ରହିଯାଇଛି। ଯାହାକୁ ନେଇ ଗ୍ରାମାଞ୍ଚଳର ଜନସାଧାରଣଙ୍କ ସମେତ ଆଇନଜୀବୀଙ୍କ…

ସେବା ମହାବିଦ୍ୟାଳୟ ଛାତ୍ରଙ୍କୁ ଛାତ୍ରାବାସ ପ୍ରଦାନ ଦାବି : ଉଦ୍‌ଘାଟନ ପରେ ବି ଛାତ୍ରଙ୍କୁ ରହିବାକୁ ମିଳୁନି ଅନୁମତି

ବ୍ରହ୍ମପୁର ଅଫିସ,୧୮ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ଥିବା ସରକାରୀ ସେବା(ନର୍ସିଂ) ମହାବିଦ୍ୟାଳୟର ଛାତ୍ରଙ୍କୁ ଛାତ୍ରାବାସ ପ୍ରଦାନ କରାଯିବାକୁ ଦାବି ହୋଇଛି ା ଏନେଇ ଛାତ୍ରମାନେ ବୁଧବାର ମହାବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା ଦେଇଥିଲେ। ୨୦୦୯ରୁ ମହାବିଦ୍ୟାଳୟରେ…

ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ : କଲ୍ୟାଣମଣ୍ଡପକୁ ସ୍ଥାନାନ୍ତରଣର ବିରୋଧ

ବ୍ରହ୍ମପୁର ଅଫିସ,୧୮ା୭-ବ୍ରହ୍ମପୁର ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ଉପକଣ୍ଠ ତଥା କନିଷିସ୍ଥିତ ଏକ ଘରୋଇ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର କରାଯିବା ଘୋଷଣା ପରେ ବିଭିନ୍ନ ସଂଗଠନ ପକ୍ଷରୁ ଏହାକୁ ବିରୋଧ କରାଯାଇଛି ା ଉକ୍ତ ଘରୋଇ କଲ୍ୟାଣ ମଣ୍ଡପକୁ ମାସିକ ୮…

ଜାତୀୟ ରାଜପଥରେ ଅଟକିଛି ଶତାଧିକ ଟ୍ରକ : ୫ ଦିନ ହେଲା ଟ୍ରାଫିକ ବିପର୍ଯ୍ୟସ୍ତ

ଛତ୍ରପୁର,୧୮ା୭(ଡି.ଏନ.ଏ)-ଗଞ୍ଜାମରୁ ଆରମ୍ଭ କରି ଛତ୍ରପୁର- କାଳିବାଲି ଛକ ପର୍ଯ୍ୟନ୍ତ ଜାତୀୟ ରାଜପଥ ଉପରେ ଶତାଧିକ ଆଇରନ୍‌ ଓର୍‌ ବୋଝେଇ ଟ୍ରକ୍‌ ୫ ଦିନ ହେଲା ଅଟକି ରହିଛି। ଫଳରେ ଜାତୀୟ ରାଜପଥରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଗତ ୩ ଦିନ…

୨ ଆକ୍ରମଣକାରୀ ଦୋଷୀ ସାବ୍ୟସ୍ତ

ଶେରଗଡ଼,୧୭ା୭(ଡି.ଏନ.ଏ.)- ଶେରଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ରେଖାରାଣୀ ନାୟକ ମାଡ଼ ମାରିବା ଓ ବ୍ଲେଡରେ ଆକ୍ରମଣ କରିବା ନେଇ ଏକ ମାମଲାଣ ଶୁଣାଣି କରି ବରମୁଣ୍ଡଳୀ ଗ୍ରାମର ଗଣେଶ ପାଢ଼ୀ, ରାମହରି ଗୌଡଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ…

ଧାର ଟଙ୍କାକୁ କେନ୍ଦ୍ରକରି ମହିଳାଙ୍କୁ ମାଡ, ଅଭିଯୁକ୍ତ ଗିରଫ

ଆସିକା,୧୭ା୭(ଡି.ଏନ୍‌.ଏ.)- ଆସିକାଥାନାର କୋଟିନଡା ଫାଣ୍ଡି ଅନ୍ତର୍ଗତ ତରାସିଙ୍ଗ ଗ୍ରାମରେ ଗତ ରବିବାର ବାକିଆ ଟଙ୍କାକୁ କେନ୍ଦ୍ରକରି ଜଣେ ମହିଳାଙ୍କୁ ଗଁା ଦାଣ୍ଡରେ ଟଣାଓଟରା କରିବା ସହ ମାଡ ମାରିବା ଅଭିଯୋଗରେ ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?