ଗଞ୍ଜାମ

ରାସ୍ତାରେ ଭାସୁଛି ନର୍ଦ୍ଦମା ପାଣି

ବୁଗୁଡ଼ା,୧୭ା୭(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲିଆ ଗ୍ରାମ ୫ନଂ. ୱାର୍ଡରେ ଥିବା ତେଲୁଗୁସାହି ରାସ୍ତା ମରାମତି ଅଭାବରୁ ଖାଲଖମାରେ ଭର୍ତ୍ତି ହୋଇଛି। ଏହାର ମରାମତି ଲାଗି ଗ୍ରାମବାସୀ ଦାବି କରିଛନ୍ତି । ଗୋଲିଆ ୫ନଂ. ୱାର୍ଡର ତେଲୁଗୁ ସାହି ବାରିପଟ ରାସ୍ତା ୪…

ରାସ୍ତାକଡ ଡ୍ରେନ୍‌ରୁ ଷଣ୍ଢ ଉଦ୍ଧାର

ଦିଗପହଣ୍ଡି,୧୭ା୭(ଡି.ଏନ.ଏ.)- ଦିଗପହଣ୍ଡି ଏନଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗର ପ୍ରଥମ ଲେନରେ ନବନିର୍ମିତ ଡ୍ରେନ୍‌କୁ ବୁଧବାର ସକାଳେ ଏକ ଷଣ୍ଢ ଖସିପଡିଥିଲା। ଏନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଫୋନ କରି ଜଣାଇଥିଲେ। ଅଗ୍ନିଶମ ବାହୀନି ପହଞ୍ଚତ୍ ଷଣ୍ଢଟିକୁ ଉଦ୍ଧାର କରିଛି।…

ନାବାଳିକାଙ୍କୁ ଅପହରଣ ଅଭିଯୋଗ

ଫୁଲବାଣୀ ଅଫିସ, ୧୭ା୭: ଖଜୁରିପଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଖଜୁରିପଡା ଥାନାରେ ଅଭିଯୋଗ ହୋଇଛି ା ଲାଇନପଡା ଅଞ୍ଚଳର ଜଣେ ଯୁବକ ତାଙ୍କୁ ଜୋର ଜବରଦସ୍ତ ନେଇ ଯାଇଥିବା ଏତଲାରେ ଦର୍ଶାଯାଇଛି ା ନାବାଳିକା ଜଣକ ରଥଯାତ୍ରା…

ଆରସିରୋଡରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ଭଞ୍ଜନଗର,୧୭।୭(ଡି.ଏନ.ଏ) -ଭଞ୍ଜନଗର ସହର ଆର୍‌ସିରୋଡ଼କୁ ଅଧିକାଂଶ ଲୋକେ ବର୍ଷବର୍ଷ ଧରି ଜବରଦଖଲ କରି ରଖିଥିଲେ। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଥିଲା। ବିଭିନ୍ନ ସମୟରେ ଜବରଦଖଲ ଉଚ୍ଛେଦ ପାଇଁ ଦାବି ହେଉଥିଲା। କିନ୍ତୁ ବିଭିନ୍ନ ଚାପରେ ଏନ୍‌ଏସି ପ୍ରଶାସନ ଏହାକୁ ଏଡାଇ…

ଆଦିବାସୀଙ୍କ ଜମିରେ ଗଛ ଲଗାଇଲା ଜଙ୍ଗଲ ବିଭାଗ: ଉତ୍ତେଜନା,ଉପଜିଲାପାଳଙ୍କୁ ଭେଟିଲେ ଲୋକେ

ଛତ୍ରପୁର,୧୭ା୭(ଡି.ଏନ.ଏ.)-ବେଗୁନିଆପଡା ବ୍ଲକ ଅଧୀନ ଡଭାବଣିଆ ଆଦିବାସୀ ଗଁା ଲୋକଙ୍କୁ ଜଙ୍ଗଲ ଜମି ଅଧିକାର ଆଇନ ବଳରେ ମିଳିଥିବା ଜମିରେ ଜଙ୍ଗଲ ବିଭାଗ ଗଛ ଲଗାଇବାକୁ ନେଇ ଉତ୍ତେଜନା ଦେଖାଦେଇଛି। ଏନେଇ ଆଦିବାସୀମାନେ ମଙ୍ଗଳବାର ଛତ୍ରପୁର ଆସି ଉପଜିଲାପାଳଙ୍କୁ ଭେଟି ଘଟଣା ସମ୍ପର୍କରେ…

ଲଙ୍କାଗଡରେ ମାଓବାଦୀ ପୋଷ୍ଟର: ପୋଲିସ ଇନ୍‌ଫର୍ମରଙ୍କୁ ଚେତାବନୀ

ବାଲିଗୁଡା,୧୭ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଲଙ୍କାଗଡ଼ ପଞ୍ଚାୟତର ବିଭିନ୍ନ ଗଁାରେ ମଙ୍ଗଳବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। କେକେବିଏନ ମାଓବାଦୀ ସଙ୍ଗଠନ ପକ୍ଷରୁ ଏହି ପୋଷ୍ଟର ଲଗାାଯାଇଥିବା ଉଲ୍ଲେଖ ରହିଛି। ଏନେଇ ଅଞ୍ଚଳରେ ଏବେ କୋକୁଆ ଭୟ। ପୋଷ୍ଟର ମାଧ୍ୟମରେ ପୋଲିସ…

ମହୁ ବିକିବା ବାହାନାରେ ଘରେ ପଶି ଲୁଟ

ହିଞ୍ଜିଳିକାଟୁ,୧୭ା୭(ଡି.ଏନ୍‌.ଏ)-ହିଞ୍ଜିଳିକାଟୁ ବ୍ଲକ କଲୋନୀ ଅଞ୍ଚଳକୁ ମଙ୍ଗଳବାର ମହୁ ବକିବା ବାହାନାରେ ଆସିଥିବା ଜଣେ ଅଣ ଓଡ଼ିଆ ନାବାଳକ ଏକ ଘରେ ପଶି ସୁନା, ଟଙ୍କା ଚୋରି କରୁଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଧରି ପୋଲିସରେ ଜିମା ଦେଇଛନ୍ତି। ଏ ନେଇ ନଂ.୧୭୮/୧୯ରେ…

କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’

ବ୍ରହ୍ମପୁର ଅଫିସ୍‌,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି ଏକ ବ୍ୟବସାୟିକ ସ୍ଥାନରେ କିଭଳି ଶିକ୍ଷାଦାନ ହେବ, ତାହାକୁ ନେଇ ମଧ୍ୟ ସମାଲୋଚନା କରାଯାଉଛି।…

ଗଞ୍ଜେଇ ଚୋରା ଚାଲାଣ ମାମଲା: ୨ ଅଭିଯୁକ୍ତଙ୍କୁ ୧୫ ବର୍ଷ ଲେଖାଏ ଜେଲ

ବ୍ରହ୍ମପୁର ଅଫିସ,୧୭ା୭: ଏକ ଗଞ୍ଜେଇ ଚୋରା ଚାଲାଣ ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ)-୧ ସଞ୍ଜୟ କୁମାର ସାହୁ ୨ ଅଭିଯୁକ୍ତଙ୍କୁ ୧୫ ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ପ୍ରତ୍ୟେକଙ୍କୁ ଦେଢ଼ଲକ୍ଷ ଟଙ୍କା ଲେଖାଏ ଜରିମାନା ଦେବାକୁ…

ପ୍ରଶାସନର ମୁଣ୍ଡବ୍ୟଥା ସାଜିଛି ହଳଦିଆପଦର ବସ୍‌ଷ୍ଟାଣ୍ଡ

ବ୍ରହ୍ମପୁର ଅଫିସ,୧୭ା୭-ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ସିଟି ବସ୍‌ ଟର୍ମିନାଲ ଉଦ୍‌ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି। ତଥାପି ଏହାକୁ କାର୍ଯ୍ୟକ୍ଷମ କରିବାରେ ପ୍ରଶାସନ ଅସଫଳ ହୋଇଛି। ଏବେ ଏହି ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ପ୍ରଶାସନ, ବ୍ରହ୍ମପୁର ଉନ୍ନୟନ…

ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ସ୍ବତନ୍ତ୍ର ବୈଠକ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ମଙ୍ଗଳବାର ଏକ ସ୍ବତନ୍ତ୍ର ବୈଠକ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଉପଜିଲାପାଳ ଦିଗନ୍ତ ରାଉତରାୟ, ନିଗମ…

ଅସୁସ୍ଥ ସ୍ବାମୀଙ୍କୁ ମେଡିକାଲରୁ ପାଇଲେନି ସ୍ତ୍ରୀ

ପାତ୍ରପୁର,୧୬ା୭(ଡି.ଏନ୍‌.ଏ.)-ଜରଡ଼ା ଥାନା ଅନର୍ଗତ ପାତ୍ରପୁର ଗ୍ରାମ ସାଗର ସାହିର ତ୍ରିନାଥ ସୁବୁଦ୍ଧି ଜ୍ୱରରେ ପୀଡିତ ଥିବାରୁ ରବିବାର ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ତ୍ରୀ ସୁମିତ୍ରା ପାଖରେ ଥିଲେ। ରାତିରେ ସୁମିତ୍ରା ସ୍ବାମୀଙ୍କ ବେଡ ପାଖରେ ଶୋଇ ଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?