ଗଞ୍ଜାମ

ପୂର୍ବତନ ସରପଞ୍ଚଙ୍କ ପରଲୋକ

ଭଞ୍ଜନଗର,୨।୯(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ଲୋକନାଥ ପ୍ରଧାନ(୭୩)ଙ୍କ ସୋମବାର ସକାଳେ ପରଲୋକ ଘଟିଛି। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବ୍ଲକ ଅଧ୍ୟକ୍ଷା ବିନ ଦଳବେହେରା ପ୍ରମୁଖ ଲୋକନାଥଙ୍କ ଶେଷ…

କୃଷ୍ଣସାର ମାଂସ ଜବତ, ଜଣେ ଗିରଫ

ଜଗନ୍ନାଥପ୍ରସାଦ,୨ା୯(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ବନାଞ୍ଚଳ ଅଧୀନ ହରଡ଼ିପଦର ଗଁାରେ କୃଷ୍ଣସାର ମୃଗ ଶିକାର ଅଭିଯୋଗରେ ରବିବାର ବନ ବିଭାଗ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ପ୍ରକାଶ ନାୟକ। ତାଙ୍କଠାରୁ ୩ କେଜି କୃଷସାର ମାଂସ ସହ ଛୁରି ଜବତ କରାଯାଇଥିବା ବନ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଅଭିଯୁକ୍ତ ଗିରଫ

ଆସିକା,୨ା୯(ଡି.ଏନ୍‌.ଏ.): ବାଡୁଳା ଗ୍ରାମର ଜଣେ ଯୁବକ ଭଞ୍ଜନଗରର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଗାଙ୍ଗପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଅଜିତ୍‌ ଗୌଡ। ଗାଙ୍ଗପୁର ଥାନାରେ ନଂ.୧୪୧/୧୯ରେ ଏକ…

ଛାତ୍ରୀଛାତ୍ରଙ୍କୁ ଜ୍ଞାନ ବାଣ୍ଟିଲେ ଜିଲାପାଳ, ଏସ୍‌ପି

ଛତ୍ରପୁର,୨ା୯(ଡି.ଏନ.ଏ.)-କଲେଜ ଛାତ୍ରୀଛାତ୍ର ସେମାନଙ୍କର କ୍ୟାରିୟର ଗଢ଼ିବା ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିଙ୍କଠାରୁ ଯେଭଳି ଜ୍ଞାନ ଆହରଣ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅଭିନବ ଉପାୟ ଅବଲମ୍ବନ କରାଯାଇଛି ା ଏହି ପରିପ୍ରେକ୍ଷୀରେ ରବିବାର ଗଞ୍ଜାମ…

ଶ୍ରମିକ ପଞ୍ଜୀକରଣ ନଁ।ରେ ଅର୍ଥ ଆଦାୟ ଅଭିଯୋଗ

ଦିଗପହଣ୍ଡି/ପାଟପୁର,୨ା୯(ଡି.ଏନ.ଏ.)-ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଶ୍ରମିକ ପଞ୍ଜୀକରଣ ପାଇଁ ଦଲାଲମାନେ ବୁଲୁଥିବା ଅଭିଯୋଗ ହୋଇଛି। ନିର୍ମାଣ ଶ୍ରମିକଙ୍କୁ ମିଳୁଥିବା ବିଭିନ୍ନ ସରକାରୀ ସହାୟତା ସମ୍ପର୍କରେ ଲୋକଙ୍କୁ ବିଶଦ ଭାବେ ବୁଝାଉଛନ୍ତି। ଏଥିରେ ଲୋକେ ପ୍ରଭାବିତ ହୋଇ ସରକାରୀ…

ସରକାରୀ ଜମିରେ ହେବ ପାଚେରି

ବ୍ରହ୍ମପୁର ଅଫିସ୍‌,୨ା୯-ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକରେ ବ୍ରହ୍ମପୁର ଉପଜିଲାପାଳ ଶିନ୍ଦେ ଦତ୍ତାତ୍ରୟ ଭାଉସାହେବ ଅଧ୍ୟକ୍ଷତା କରିଥିଲେ। ଏଥିରେ ଉପଖଣ୍ଡସ୍ତରୀୟ ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ଏବଂ ରାଜସ୍ବ ପର୍ଯ୍ୟବେକ୍ଷକ ଯୋଗ ଦେଇଥିଲେ । ରାଜସ୍ବ ସମ୍ପର୍କିତ ବିଭିନ୍ନ ବିଷୟ ଉପରେ…

ସବୁ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ପ୍ଲାଣ୍ଟ ନିର୍ମାଣ ଧୂଅଁ।ବାଣ

ବ୍ରହ୍ମପୁର ଅଫିସ,୨ା୯-ବ୍ରହ୍ମପୁର ମହାନଗର ନିଗମ ପାଇଁ ମହୁଡ଼ାରେ ପ୍ରସ୍ତାବିତ ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୧୩ ଅକ୍ଟୋବର ୩ରେ ଶିଳାନ୍ୟାସ କରିଥିଲେ । ଏହାର ୬ ବର୍ଷ ପୁରିବାକୁ ଯାଉଛି ଏବଂ ପ୍ରକଳ୍ପ ସ୍ଥାନରେ କେବଳ ପ୍ରାଚୀର ନିର୍ମାଣରେ…

ଶେରଗଡ ସମିତିସଭ୍ୟା ପଦବୀ ଅସିଦ୍ଧ ଘୋଷଣା: ସ୍ଥଗିତାଦେଶ ଆଣିଲେ ବିଜୟୀ ପ୍ରାର୍ଥିନୀ

ଶେରଗଡ,୧ା୯(ଡି.ଏନ.ଏ.)- ଶେରଗଡ ପଞ୍ଚାୟତ ସମିତିସଭ୍ୟା ପଦବୀକୁ ନେଇ ବିବାଦ ଥମୁନି। ପରାଜିତ ପ୍ରାର୍ଥତ୍ନୀ ବିଜୟୀ ପ୍ରାର୍ଥତ୍ନୀଙ୍କ ନିର୍ବାଚନ ଲଢିବାକୁ ବୟସ ହୋଇ ନ ଥିବାରୁ ତାଙ୍କ ପଦବୀକୁ ଅସିଦ୍ଧ ଘୋଷଣା କରିବାକୁ କୋର୍ଟରେ ପିଟିଶନ ଦାଖଲ କରିଥିଲେ। ଫଳରେ କୋର୍ଟ ସମିତିସଭ୍ୟା…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ୩ ଅଟକ

କୁକୁଡ଼ାଖଣ୍ଡି,୧ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଆଙ୍କୁଶପୁର ସଦରଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ଶନିବାର ୩ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ନାବାଳିକାଙ୍କ ମା’ଙ୍କ ଅଭିଯୋଗ ହେଲା, ଝିଅ ଗଁା ପାଖ ବିଦ୍ୟାଳୟରେ ନବମ…

ଡଙ୍ଗା ଯାତ୍ରୀଙ୍କୁ ମିଳିଲା ଲାଇଫ୍‌ ଜାକେଟ

ପାତ୍ରପୁର,୧ା୯(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ବାଘଲଟି ଜଳ ଭଣ୍ଡାର ଦେଇ ଡଙ୍ଗାରେ ଯାତାୟାତ କରୁଥିବା ଜନସାଧାରଣଙ୍କୁ ଶନିବାର ଲାଇଫ୍‌ ଜାକେଟ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବାଘଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ ଦାସ ବର୍ମା ଲୋକଙ୍କୁ ଜାକେଟ ପ୍ରଦାନ କରିଛନ୍ତି। ବାଘଲଟି…

ପଞ୍ଚାୟତ ସମ୍ମୁଖରୁ ଜବରଦଖଲ ହଟିଲା

ବେଗୁନିଆପଡ଼ା,୧ା୯(ଡି.ଏନ.ଏ.)-ଦୀର୍ଘଦିନ ପରେ ଅଙ୍ଗାରଗାଁ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ଶନିବାର ଜବରଦଖଲ ହଟିଛି। ପୋଲିସ ଓ ପ୍ରଶାସନ ସହାୟତାରେ ଏହା ହଟାଯାଇଛି। ସୁମଣ୍ଡଳଠାରୁ ଶାଳିଆ ଡ୍ୟାମ ପର୍ଯ୍ୟନ୍ତ ୧୦ କୋଟି ୯୨ ଲକ୍ଷ ଟଙ୍କା ଅନୁଦାନରେ ୨୦୧୬ରୁ ପୂର୍ତ୍ତ ବିଭାଗ ପକ୍ଷରୁ ରାସ୍ତା…

ଭିଡିଓ କନଫରେନ୍ସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧ା୯(ଡି.ଏନ.ଏ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନଫରେନ୍ସିଂ ଜରିଆରେ ଗଞ୍ଜାମ ଜିଲାର ୪ ସହରାଞ୍ଚଳରେ ମଳ ଉପଚାର ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହି ସହରାଞ୍ଚଳଗୁଡିକ ମଧ୍ୟରେ ହିଞ୍ଜିଳି ମ୍ୟୁନିସିପାଲିଟି, ଆସିକା, ପୋଲସରା ଓ ସୋରଡା ଏନ୍‌ଏସି ରହିଛି ା ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?