ଗଞ୍ଜାମ

ପ୍ରସ୍ତାବରେ ଅଟକିଛି ଗ୍ରେଟର (ବୃହତ୍‌) ବ୍ରହ୍ମପୁର ଗଠନ: ୨୦୧୫ରୁ ପ୍ରସ୍ତୁତ ହୋଇଛି (ସିଡିପି) ମାଷ୍ଟର ପ୍ଲାନ

ବ୍ରହ୍ମପୁର ଅଫିସ,୩୦ା୮- ବ୍ରହ୍ମପୁର ମହାନଗର ନିଗମ ଏବଂ ଛତ୍ରପୁର ଓ ଗୋପାଳପୁର ଏନ୍‌ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ) ସହିତ ଏହି ୩ ସହରାଞ୍ଚଳ ପାର୍ଶ୍ୱବର୍ତ୍ତୀ ଗ୍ରାମାଞ୍ଚଳଗୁଡ଼ିକୁ ମିଶ୍ରଣ କରି ଗ୍ରେଟର (ବୃହତ୍‌) ବ୍ରହ୍ମପୁର ଗଠନ ପ୍ରସ୍ତାବରେ ଅଟକି ଯାଇଛି। ବ୍ରହ୍ମପୁର ଉନ୍ନୟନ…

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ଉତ୍ତେଜନା

ଖଲ୍ଲିକୋଟ,୩୦ା୮(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଭିକାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଥିବା ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଛି। ଖାଦ୍ୟ ଥାଳିରେ ପୋକ ବାହାରିବା ନେଇ ଛାତ୍ରୀଛାତ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ। ଖବର ପାଇ ଗ୍ରାମବାସୀ ଓ…

ଭଞ୍ଜନଗର ସହରରେ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୩୦।୮(ଡି.ଏନ.ଏ)- ବହୁ ପ୍ରତିକ୍ଷିତ ଭଞ୍ଜନଗର ଏନ୍‌ଏସିର ଖଲାସି ସାହିରୁ ଗୁରୁବାର ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଉଚ୍ଛେଦ ଆରମ୍ଭ ସମୟରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ଉଚ୍ଛେଦ ପ୍ରକ୍ରିୟା ସ୍ବାଭାବିକ ହୋଇଥିଲା। ଖଲାସି ସାହିରେ ଆଜି ୪୦ ପ୍ରତିଶତ ଉଚ୍ଛେଦ…

ସୁଶାନ୍ତ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ସମେତ ୪ ଗିରଫ

ପୋଲସରା,୩୦ା୮(ଡି.ଏନ.ଏ.)- ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ଜୁନ ୧୮ ତାରିଖ ରାତିରେ ସୁଶାନ୍ତ ନାୟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୂର୍ବରୁ ପୋଲିସ ୯ ଜଣଙ୍କୁ ଗିରଫ କରିଥିଲା। ବୁଧବାର ରାତିରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ…

୧୨ ଆନ୍ତଃ ଜିଲା ଡକାୟତ ଗିରଫ

ଛତ୍ରପୁର/ଆସିକା/ବୁଗୁଡା,୩୦/୮(ଡି.ଏନ.ଏ.)- ବୁଗୁଡା ଓ ଆସିକା ଥାନା ପୋଲିସ ବୁଧବାର ରାତିରେ ୧୨ ଆନ୍ତଃଜିଲା ଡକାୟତଙ୍କୁ ଧରିବାରେ ସକ୍ଷମ ହୋଇଛି। ଏମାନେ ଗଞ୍ଜାମ, ବ୍ରହ୍ମପୁର, ଖୋର୍ଦ୍ଧା ଓ ନୟାଗଡ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଚୋରି ଡକାୟତି ଓ ଲୁଟ୍‌ ଆଦି…

ହିଞ୍ଜିଳିକାଟୁ କଲେଜରେ ୨ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ହିଞ୍ଜିଳିକାଟୁ,୨୯ା୮(ଡ଼ି.ଏନ୍‌.ଏ): ହିଞ୍ଜିଳିକାଟୁ କଲେଜରେ ବୁଧବାର ଜୁନିୟର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ପାଇଁ ପ୍ରସ୍ତୁତି ବେଳେ କାୈଣସି କଥାକୁ ନେଇ ୨ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ଉଭୟ ଗୋଷ୍ଠୀ ହାତାହାତି ହୋଇଥିଲେ। ଘଟଣା ପରେ ଗୋଟିଏ ଗୋଷ୍ଠୀ ପକ୍ଷରୁ କଲେଜ…

ସାନଭାଇର ଛୁରା ମାଡ଼ରେ ବଡ଼ଭାଇ ଗୁରୁତର

ପୋଲସରା,୨୯ା୮(ଡି.ଏନ.ଏ.)- ପୋଲସରା ଥାନା ନିକଟସ୍ଥ ବ୍ରାହ୍ମଣସାହି ଛକଠାରେ ବୁଧବାର ରାତିରେ ପାରିବାରିକ କଳହକୁ ନେଇ ସାନଭାଇ ଛୁରା ମାଡରେ ବଡ଼ଭାଇ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ପୋଲସରାର ସୂର୍ଯ୍ୟ ପାତ୍ର (ଆନ୍ନା)। ବ୍ରାହ୍ମଣ ସାହିସ୍ଥିତ ମୁଖ୍ୟ ସଡ଼କ ପାର୍ଶ୍ୱରେ…

କ୍ରୀଡ଼ା ଦିବସରେ ମନେପଡ଼ିଲେ ଧ୍ୟାନଚାନ୍ଦ

ବ୍ରହ୍ମପୁର ଅଫିସ,୨୯।୮: ଶହୀଦ ଲକ୍ଷ୍ମଣ ନାୟକ ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ସକାଳେ ହକି ଯାଦୁଗର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଇଛି। ଏହି ଅବସରରେ ଛାତ୍ରୀଛାତ୍ର ଏକ ଶୋଭାଯାତ୍ରାରେ ବାହାରି ସହର…

ମାଛ ଜାଲରୁ ଗୋମୁହା ପ୍ରଜାତିର କୁମ୍ଭୀର ଉଦ୍ଧାର

ଦିଗପହଣ୍ଡି,୨୯ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମ୍ବାରିଗାଁ ପଞ୍ଚାୟତ ମଣିଢିଅ ଗ୍ରାମରେ ମାଛ ଜାଲରୁ ବୁଧବାର ଏକ ଗୋମୁହା ପ୍ରଜାତିର କୁମ୍ଭୀର ଉଦ୍ଧାର ହୋଇଛି। କୁମ୍ଭୀରଟିର ଲମ୍ବ ପ୍ରାୟ ୫ ଫୁଟ ହୋଇଥିବା ବେଳେ ବୟସ ପ୍ରାୟ ୨ ବର୍ଷ ହେବ ବୋଲି…

ସମୁଦ୍ର ଜୁଆର ମାଡରେ ୩୦ ପରିବାରର ବାସଗୃହ ଧ୍ୱସ୍ତବିଧ୍ୱଂସ୍ତ

ଚିକିଟି,୨୮ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ କତୁରୁ ପଞ୍ଚାୟତ ସମୁଦ୍ରତଟବର୍ତ୍ତୀ ଗ୍ରାମ ରାମେୟାପାଟଣା ବୁଧବାର ସକାଳେ ପୁଣି ସମୁଦ୍ର ଜୁଆର ମାଡରେ କ୍ଷତିଗ୍ରସ୍ତ ହୋଇଛି। ଜୁଆର ମାଡରେ ୩୦ ପରିବାର ବାସଗୃହ ଧ୍ୱସ୍ତବିଧ୍ୱଂସ୍ତ ହୋଇଯାଇଛି। କେତେକ କ୍ଷତିଗ୍ରସ୍ତ ପରିବାରର ଲୋକମାନେ ସମ୍ପର୍କୀୟଙ୍କ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତ, ଭାରତର ପ୍ରଥମ ଆଇଟିଏମ୍‌ଏସ୍‌ ବ୍ୟବସ୍ଥାର କଲେ ଶୁଭାରମ୍ଭ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଇଣ୍ଟିଗ୍ରେଟେଡ୍‌ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମ୍‌ଏସ୍‌) ସମଗ୍ର ଭାରତରେ ପ୍ରଥମ। ଦିନିକିଆ ବ୍ରହ୍ମପୁର ଗସ୍ତରେ ଆସି ବିଏମ୍‌ସିର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଓ ପ୍ରକଳ୍ପର ଉଦଘାଟନ ଉତ୍ସବରେ ଯୋଗଦେଇ ପଞ୍ଚାୟତିରାଜ…

ଆଜିଠାରୁ ‘ଜିନ ଓ୍ବା’ରୁ କଢ଼ାଯିବ ତେଲ, ଚିଲିକା ପ୍ରତି ବିପଦ ନାହିଁ: ମନ୍ତ୍ରୀ

ଚିଲିକା, ୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିଲିକା ନିକଟ ରାଜହଂସରେ ଫସିଯାଇଥିବା ମାଲେସୀୟା ଜାହାଜ ‘ଜିନ ଓ୍ବା’ରୁ ବୁଧବାରଠାରୁ ତେଲ କଢ଼ାଯିବା ଆରମ୍ଭ ହେବ। ଏହା ୩ରୁ ୪ ଦିନ ଲାଗିବ। ପରେ ଜାହାଜକୁ ସେଠାରୁ ଉଠାଇବାକୁ ମଧ୍ୟ କୁହାଯିବ। ଜାହାଜଟି କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?