ଗଞ୍ଜାମ

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ ଓ ଅଧ୍ୟାପକ ଡଃ ଶ୍ରୀରାମ ମିଶ୍ରଙ୍କ ପ୍ରତ୍ୟକ୍ଷ ତଦାରଖ ଯୋଗୁ ଏଭଳି ଗୌରବ…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ ଜ୍ଞାନ ବିକାଶ ଆବାସିକ କଲେଜର ଛାତ୍ର ଦୀପକ କୁମାର ବେହେରା । ସେ…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ ପ୍ରମୋଦ କୁମାର ବାରିକ ଓ ମାତା ବନଜା ବାରିକଙ୍କ ପୁଅ ଦୁର୍ଗା ଚଳିତବର୍ଷ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର ଜାରି ରଖିଛି ବ୍ରହ୍ମପୁର ପୋଲିସ। ଗତ ସପ୍ତାହକ ମଧ୍ୟରେ ଏହା ଦ୍ୱିତୀୟ ଏନକାଉଣ୍ଟର।…

ଶହୀଦ ଭଗତ୍‌ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର

ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିଛି। ଚଳିତ ବର୍ଷର +୨ ଦ୍ୱିତୀୟ ବର୍ଷ ପରୀକ୍ଷାରେ ଏହି ବିଦ୍ୟାଳୟର…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ ଭେଟ ହେବ। ଖବର ଲେଖା ହେବା ସୁଦ୍ଧା ଯାତ୍ରାରେ କିଛି ଚୋରୀ ଏବଂ…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ ସାହୁ ଉଭୟ ବିଦ୍ୟାଳୟର ଯୁଗ୍ମ ଟପ୍ପର ଆଖ୍ୟା ଅର୍ଜନ କରିଛନ୍ତି। ପାସ୍ ହାର…

ଶିକାର କରିବାକୁ ଜଙ୍ଗଲରେ ବୁଲୁଥିଲେ, ମାଡ଼ି ବସିଲା ତାରସିଂ ପୋଲିସ; ବନ୍ଧୁକ ସହ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଡିମିରିଝୋଲି ଜଙ୍ଗଲରୁ ପୋଲିସ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ବଡ ଡିମିରିଝୋଲିର ସନ୍ତୋଷ ମଲ୍ଲିକ। ଏଥିସହ ପୋଲିସ ତାଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ ଜବତ କରିଛି। ସୂଚନାନୁଯାୟୀ,…

ବ୍ଲକ ସ୍ତରୀୟ ନାଟକ, ସୁବଳୟା ଖେଳ ପଡିଆରେ ଦୁଲୁକିବ କଳା ସଂସ୍କୃତିକ ମଞ୍ଚର…

ଗଞ୍ଜାମ,୨୦।୫(ବିଦ୍ୟାଧର ସାହୁ ): ୨୦୨୦ରେ ଗଠନ ହୋଇଥିବା ଗଞ୍ଜାମ କଳା ସଂସ୍କୃତିକ ମଞ୍ଚ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଛଅ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ ଲଗାତାର ଦୁଇଦୁଇଟି ନାଟକ ପରିବେଷଣ କରି ଆସିଛି । ଚଳିତ ବର୍ଷ ସୁବଳୟା…

ଔଷଧ ଦୋକାନ ମାଲିକଙ୍କ ଫଟୋ ବ୍ୟବହାର କରି ଏସି ଠକେଇ, ୩ ଜଣଙ୍କଠୁ ୪୭ ହଜାର ଲୁଟିନେଲେ

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ): ସରକାର ଯେତିକି ସଚେତନତା କରୁଛନ୍ତି ଦୁର୍ବୃତ୍ତମାନେ ଆଉ ଟିକେ ଆଗକୁ ଯାଇ ଠକେଇ କରୁଛନ୍ତି । ଲୋକେ ମଧ୍ଯ ବିଭିନ୍ନ ପରିସ୍ଥିତି ଏବଂ କାରଣରୁ ଦୃର୍ବୁତ୍ତ ମାନଙ୍କ କଥାକୁ ହଠାତ ବିଶ୍ୱାସକୁ ନେଇ ଅନଲାଇନରେ ଟଙ୍କା ପଠାଇ ଦେଉଛନ୍ତି।…

ସଡ଼କ ଦୁର୍ଘଟଣାରେ ୨ ମୃତ, ମୃତକଙ୍କ ପରିବାରକୁ ଭେଟିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୨୦ା୫ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ବିରିପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ହଂସପୁର ଗ୍ରାମନିବାସୀ ଗଙ୍ଗାପୁର ଉଚ୍ଚ ବିଦ୍ୟାଳୟର ଶିକ୍ଷକ ତଥା ସିଆରସିସି ରଘୁନାଥ ପ୍ରଧାନ ଓ ହୂମ୍ବର…

ଗ୍ରାମକୁ ମଦମୁକ୍ତ ପାଇଁ ଅଣ୍ଟାଭିଡ଼ିଲେ ମହିଳା, ମଦଦୋକାନ ବନ୍ଦ ପାଇଁ ଧାରଣା ଦେଲେ ଗ୍ରାମବାସୀ

ବୁଗୁଡ଼ା,୨୦ା୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ କରସିଙ୍ଗି ଗ୍ରାମର ମୁଖ୍ୟ ରାସ୍ତା ପାର୍ଶ୍ଵରେ ଥିବା ସରକାରୀ ବିଦେଶୀ ଓ ଦେଶୀ ମଦ ଦୋକାନ ବନ୍ଦ କରିବାପାଇଁ ଅଣ୍ଟା ଭିଡିଲେ ମହିଳା। ଗ୍ରାମର ମୁଖ୍ଯ ସଡକ ପାର୍ଶ୍ବରେ ମଦ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?