ଗଞ୍ଜାମ

ଟ୍ରେଡ୍‌ ଲାଇସେନ୍ସ ଫି ସଂଶୋଧନ ଦାବି, ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ ସଂଘ

ଛତ୍ରପୁର,୧। ୭(ଡି.ଏନ.ଏ)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନଏସି ପକ୍ଷରୁ ନିର୍ଦ୍ଧାରିତ ଟ୍ରେଡ୍‌ ଲାଇସେନ୍ସ ଫି’କୁ ସଂଶୋଧନ କରିବାକୁ ସମସ୍ତ ବ୍ୟବସାୟୀ ସଂଘ ଦାବି କରିଛନ୍ତି। ସୋମବାର ଛତ୍ରପୁରର ସମସ୍ତ ସଂଘର କର୍ମକର୍ତ୍ତାମାନେ ଅଭିଯୋଗ ଶୁଣାଣି ବେଳେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ…

ଗାଡ଼ି ଧକ୍କାରେ ବୃଦ୍ଧା, ମୃତଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଦିଗପହଣ୍ଡି/ ପାଟପୁର,୧।୭(ଡି.ଏନ.ଏ.)-ଦିଗପହଣ୍ଡି-ରାୟଗଡ଼ା ମୁଖ୍ୟରାସ୍ତା ଡେଙ୍ଗାଓସ୍ତା ଛକ ନିକଟରେ ସୋମବାର ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ସେ ଜଣକ ହେଲେ ପାଟପୁର ଥାନା ଡେଙ୍ଗାଓସ୍ତା ଗ୍ରାମ ରତ୍ନମଣିପୁର ସାହିର ରାଧା ସାହୁ। ପାଟପୁର ପୋଲିସ ମୃତଦେହ ଜବତ କରି…

ଜମି ଦଖଲକୁ ନେଇ ଗ୍ରାମବାସୀ-ତହସିଲ ପ୍ରଶାସନ ମୁହଁ।ମୁହିଁ

ଧରାକୋଟ,୧।୭(ଡି.ଏନ.ଏ.)-ଧରାକୋଟ ତହସିଲ ପୁଟୁ ଗ୍ରାମବାସୀଙ୍କ ଅଧୀନରେ ରହିଥିବା ପୁଟୁ ମୌଜାର ଗୁହାରିଆ ପଡ଼ିଆର ୫ ଏକର ପରିତ୍ୟକ୍ତ ବେଦଖଲି ରୟତି କିସମରେ ରହିଥିବା ଜମିକୁ ନେଇ ଧରାକୋଟ ତହସିଲ ଓ ପୁଟୁ ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। କେଉଁ ଆବାହମାନ କାଳରୁ ଗ୍ରାମବାସୀ…

ଭାଜପା ପକ୍ଷରୁ ଉପଜିଲାପାଳଙ୍କୁ ଦାବିପତ୍ର

ଭଞ୍ଜନଗର,୧।୭(ଡି.ଏନ.ଏ)-ଭାଜପା ଭଞ୍ଜନଗର ନିର୍ବାଚନମଣ୍ଡଳୀ ପକ୍ଷରୁ ସୋମବାର ୮ଦଫା ଦାବୀନେଇ ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲର ଅନେକ ଡାକ୍ତର ସରକାରୀ ସେବା ଛାଡ଼ି ଅଧିକାଶଂ ସମୟ ଘରୋଇ ଚିକିତ୍ସାରେ ବ୍ୟସ୍ତ ରହୁଛନ୍ତି। ଫଳରେ…

ଡିଜେ ସହ ଗାଡ଼ି ଜବତ କଲା ପୋଲିସ

ପୁରୁଷୋତ୍ତମପୁର,୧ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସମେତ ଆଖପାଖ ଅଞ୍ଚଳରେ ବିନା ଅନୁମତିରେ ବେଆଇନ ଭାବେ ବହୁଳ ମାତ୍ରାରେ ଡିଜେ ବ୍ୟବହାର ହେଉଥିଲା। ଶନିବାର ଏନେଇ ଏକ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…

ଗୁଣିଗାରେଡ଼ି ସନ୍ଦେହ: ଦମ୍ପତିଙ୍କୁ ଖୁଣ୍ଟରେ ବାନ୍ଧି ବିଷ୍ଟା ଖୁଆଇଲେ

ପୁରୁଷୋତ୍ତମପୁର,୧ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ରାଣୀଗାଁରେ ଗୁଣିଗାରେଡି ସନ୍ଦେହରେ କେତେଜଣ ଲୋକେ ରବିବାର ଜନୈକ ବ୍ୟକ୍ତିଙ୍କ ଘରେ ପଶି ଭଙ୍ଗାରୁଜା ସହ ସ୍ବାମୀ, ସ୍ତ୍ରୀଙ୍କୁ ଆକ୍ରମଣ କରିଥିଲେ। ପରେ ଉଭୟଙ୍କୁ ଗାଁ ଦାଣ୍ଡରେ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ମାଡମାରି ଦାନ୍ତ…

ଅନ୍‌ସ୍ଲୋରେ ଖୋଲିବ କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କ୍ୟାମ୍ପସ

ଛତ୍ରପୁର,୧।୭(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଚଳିତ ବର୍ଷ ଖୋଲିବା ଏକ ପ୍ରକାର ନିଶ୍ଚିତ ହୋଇଛି। ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ ଖୋଲିବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ ପାଇଁ କୋଠା ଓ ନୂତନ କୋଠା ନିର୍ମାଣ ପାଇଁ…

ମେଡିକାଲରେ ସିକ୍ୟୁରିଟି ଗାର୍ଡ କାମ କରୁନାହାନ୍ତି; ଡାକ୍ତର-କର୍ମଚାରୀଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ

ଫୁଲବାଣୀ ଅଫିସ, ୧ା୭-କନ୍ଧମାଳ ଜିଲା ମୁଖ୍ୟ ଚିକିିତ୍ସାଳୟରେ ମୁତୟନ ହୋଇଥିବା ସିକ୍ୟୁରିଟି ଗାର୍ଡ ମନମୁଖି କାର୍ଯ୍ୟ କରୁଛନ୍ତି। ସେମାନେ କାହାରି କଥା ଶୁଣୁ ନାହାନ୍ତିି। ସ୍ଥାନୀୟ ଅଞ୍ଚଳର ହୋଇଥିବାରୁ ସାଧାରଣ ଲୋକଙ୍କ ସମେତ ଡାକ୍ତର, ମେଡିକାଲରେ କାର୍ଯ୍ୟରତ ଅନ୍ୟ କର୍ମଚାରୀଙ୍କ କଥାକୁ…

ବିଭିନ୍ନ ଦାବି ନେଇ ଧାରଣାରେ ବସିଲେ ସୁରକ୍ଷା କର୍ମୀ

ବ୍ରହ୍ମପୁର ଅଫିସ,୧ା୭- ଏମ୍‌କେସିଜି ମେଡିକାଲରେ କାର୍ଯ୍ୟରତ ଶତାଧିକ ସୁରକ୍ଷା କର୍ମୀ ବିଭିନ୍ନ ଦାବି ନେଇ ରବିବାର ଅପରାହ୍ନରେ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଦାବିଗୁଡିକ ମଧ୍ୟରେ ରହିଛି, ସେମାନଙ୍କୁ ନିୟମିତ ଭାବେ ମାସକୁ ମାସ ଦରମା ପ୍ରଦାନ କରିବା,…

ସିରିଜ୍‌ ଏଟିଏମ୍‌ ଲୁଟ୍‌ ଘଟଣା ବର୍ଷେ ପୂରିଲା; ୫ କାଉଣ୍ଟରରୁ ୧୭ ଲକ୍ଷ ଲୁଟ୍‌

ବ୍ରହ୍ମପୁର ଅଫିସ,୧ା୭- ୨୦୧୮ ଜୁନ ୨୬ ତାରିଖରେ ବ୍ରହ୍ମପୁର ସହର ଓ ସହର ତଳି ଅଞ୍ଚଳର ୬ ଏଟିମ୍‌ କାଉଣ୍ଟରକୁ ଲୁଟେରାମାନେ ଟାର୍ଗେଟ କରିଥିଲେ। ସେଥିମଧ୍ୟରୁ ୫ କାଉଣ୍ଟର ଭାଙ୍ଗି ୧୭ ଲକ୍ଷ ଟଙ୍କା ଲୁଟି ନେଇଥିଲେ। ପୋଲିସକୁ ଚ୍ୟାଲେଞ୍ଜ ଦେଇ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ବଳଦ ମୃତ

ଚିକିଟି,୩୦ା୬(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ସୋରଳ ପଞ୍ଚାୟତ କଇଠା ଗ୍ରାମରେ ରବିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି ା ଗ୍ରାମ ମଝିରେ ଥିବା ଗୁହାଳକୁ ପ୍ରବେଶ କରିବା ପୂର୍ବରୁ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ବଳଦଙ୍କ ମୃତ୍ୟୁ ଘଟିଛି। ବଳଦ ମାଲିକ ରୁପାଙ୍ଗ…

ପୁରୀ ଅନ୍ତର୍ଜାତୀୟ ଡ୍ୟାନ୍ସ ଫେଷ୍ଟିଭାଲ: ଦାରିଙ୍ଗବାଡ଼ିର ଶିଶୁ କଳାକାରଙ୍କ ଅଂଶଗ୍ରହଣ

ଦାରିଙ୍ଗବାଡ଼ି,୩୦।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳର ୪ ଜଣ ଶିଶୁ କଳାକାର ପୁରୀରେ ଚାଲିଥିବା ପୁରୀ ଅନ୍ତର୍ଜାତୀୟ ଫେଷ୍ଟିଭାଲରେ ଅଂଶଗ୍ରହଣ କରିଛନ୍ତିା ସେମାନେ ହେଲେ ଆଫ୍ରିନ ସାହୁ, ବୈଜୟନ୍ତିମାଳା ସିଂହଳ, ସମ୍ପ୍ରୀତିପ୍ୟାରୀ ନାୟକ ଏବଂ ଅମ୍ରିତା ସାହୁ । ଏହି କୁନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?