ଗଞ୍ଜାମ

ମିଳିଲାନି ମହାପ୍ରୟାଣ ଗାଡ଼ି, ଖଟିଆରେ ବୁହା ହେଲା ମୃତଦେହ: ତଳିଆ କର୍ମଚାରୀ ସସ୍‌ପେଣ୍ଡ; ଇନ୍‌ଚାର୍ଜ, କାର୍ଯ୍ୟରତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍‌.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ଶ୍ରାନିକେତା ଅଞ୍ଚଳର…

ମନୋଜ ଜେନା ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଭାଲୁ ଗିରଫ

ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ା ସେ ହେଲେ ଆସିକାର ଭାଲୁ ଓରଫ ଭଗବାନ…

ଦୁର୍ଦ୍ଦାନ୍ତ ସୁନୀଲଙ୍କ ନଁ। ରେ ଏନ୍‌ଏସ୍‌ଏ ନୋଟିସ

ବ୍ରହ୍ମପୁର ଅଫିସ,୨୯ା୬-ବ୍ରହ୍ମପୁର ପୋଲିସ ଜିଲାର ୨୫ରୁ ଊର୍ଦ୍ଧ୍ୱ ସଙ୍ଗିନ ମାମଲାରେ ଜଡ଼ିତ ଥିବା ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ବେହେରାଙ୍କ ନଁ। ରେ ପୋଲିସ ଏନ୍‌ଏସ୍‌ଏ(ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ) ନୋଟିସ ନଂ. ୨/୧୯ ଜାରି କରିଛି । ଏପରିକି ସୁନୀଲ ଗତ କିଛିଦିନ…

ନାବାଳିକା ଉଦ୍ଧାର, ଚାଇଲ୍ଡ ଲାଇନକୁ ହସ୍ତାନ୍ତର

ଗଞ୍ଜାମ,୨୯ା୬(ଡି.ଏନ.ଏ.)-ଗଞ୍ଜାମ ସହରସ୍ଥିତ ତ୍ରିବେଣୀ ମଠଛକଠାରେ ଶୁକ୍ରବାର ଅସହାୟ ଭାବେ ବୁଲୁଥିବା ଜଣେ ନାବାଳିକା (୧୫ବର୍ଷ)ଙ୍କୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି। ନାବାଳିକା ଜଣକ ମଠଛକ ଠାରେ ଏକାକୀ ବୁଲୁଥିଲେ। ସ୍ଥାନୀୟ ଅଞ୍ଚଳର ସକ୍ଷମ ସଭାପତି ବସନ୍ତ କୁମାର ସାହୁ, ଭରସା ସମ୍ପାଦକ…

ଜୁଲାଇରୁ ଆରମ୍ଭ ହେବ ‘ନିର୍ଭୟ କଢି’

ଛତ୍ରପୁର,୨୯।୬(ଡି.ଏନ.ଏ.)-ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ ସମ୍ମିଳନୀ କକ୍ଷରେ ଶୁକ୍ରବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଜିଲା ଶିଶୁ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଯେପରି ଗୋଟିଏ ବି…

କର୍ମଚାରୀ ସଂଘର ସାଧାରଣ ସଭା : ଚିନିଶିଳ୍ପ ବନ୍ଦ ଲାଗି ଚକ୍ରାନ୍ତ ଚାଲିଛି

ଆସିକା,୨୯ା୬ (ଡି.ଏନ୍‌.ଏ.) -ଆସିକା ସମବାୟ ଚିନିଶିଳ୍ପ କର୍ମଚାରୀ ସଂଘର ସାଧାରଣ ସଭା ଶୁକ୍ରବାର ଚିନିଶିଳ୍ପ ପରିସରରେ ଏଆଇଟିୟୁସି ନେତା ବିଦେଶୀ ନାହାକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସଭାରେ ଏଆଇଟିୟୁସିର ରାଜ୍ୟ ସମ୍ପାଦକ ସୌରୀବନ୍ଧୁ କର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।…

ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ସଂସ୍କାରବାଦୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୯ା୬-କେସି ହାଇସ୍କୁଲ ପରିସରରେ ଚାଲିଥିବା ବେସରକାରୀ ଇଂଲିଶ ମାଧ୍ୟମ ସ୍କୁଲ ଉଚ୍ଛେଦ ଦାବି ଏବେ ଜୋର ଧରିଛି ା ସାମାଜିକ ଅନୁଷ୍ଠାନ ସଂସ୍କାରବାଦୀ ପକ୍ଷରୁ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପରେ ଶୁକ୍ରବାର ଦକ୍ଷିଣାଞ୍ଚଳ ଆରଡିିସିଙ୍କ କାର୍ଯ୍ୟାଳୟ ଆଗରେ…

ବିଲେଇ ଛୁଆକୁ ନେଇ ମାରପିଟ୍‌, ୫ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୨୮ା୬(ଡି.ଏନ.ଏ.)-`ଆଙ୍କୁଶପୁର ସଦର ଥାନା ଦକ୍ଷିଣପୁର ପଞ୍ଚାୟତ କାଳୁଆ ମନ୍ଦିର ସାହିରେ ଗୋଟିଏ ବିଲେଇ ଛୁଆକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଉଭୟଙ୍କ ଅଭିଯୋଗ କ୍ରମେ ନଂ. ୧୬୦/୧୯ ଓ ୧୬୧/୧୯ରେ ମାମଲା ରୁଜୁ ହୋଇଛି। ଏହି ମାମଲାରେ ଉଭୟ…

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି: ଭଙ୍ଗାରୁଜା ନେଇ ମାମଲା ରୁଜୁ, ଉଭୟ ପକ୍ଷ ସହ ଆଲୋଚନା

ଛତ୍ରପୁର,୨୮ା୬(ଡି.ଏନ.ଏ.)- ଚମାଖଣ୍ଡି ଥାନା ଅଞ୍ଚଳରେ ଥିବା ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଦେଖାଦେଇଛି ା ଟାଟା ଷ୍ଟିଲ୍‌ରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଠିକା କର୍ମଚାରୀ ତଥା ବିସ୍ଥାପିତମାନେ କାମ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଅନ୍ୟପକ୍ଷରେ ଗୁରୁବାର ରାତିରେ ଆନ୍ଦୋଳନକାରୀ…

ପିଲିବନ୍ଧ ଚତୁଃପାର୍ଶ୍ୱ ସଫେଇ କଲେ ସିପାହୀ

ଛତ୍ରପୁର,୨୮।୬(ଡି.ଏନ.ଏ.)- ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ପିଲିବନ୍ଧ ଚତୁଃପାର୍ଶ୍ୱକୁ ସଫେଇ କରାଯାଇଛି ା ବାଟାଲିୟନ୍‌ କମାଣ୍ଡାଣ୍ଟ ଉଦୟ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସିପାହୀ ଓ ସଂଘର କର୍ମକର୍ତ୍ତାମାନେ ସାମିଲ ଥିଲେ ା ପିଲିବନ୍ଧର ଚତୁଃପାର୍ଶ୍ୱରେ ଥିବା…

ଚାଲିଛି ତାଲା ବନ୍ଦ, ଖୋଲା ଅଭିଯାନ: ଦ୍ୱନ୍ଦ୍ୱରେ ଘରୋଇ ଶିକ୍ଷାନୁଷ୍ଠାନ ଅଭିଭାବକ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ କରି ବେନିୟମ ଭାବେ ଚଳାଇଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଜଗନ୍ନାଥପ୍ରସାଦ, ଭଞ୍ଜନଗର, ବେଲଗୁଣ୍ଠା ସମେତ ପ୍ରମୁଖ ବ୍ଲକର କିଛି ଶିକ୍ଷାନୁଷ୍ଠାନକୁ ସୋମବାର ସିଲ୍‌ କରି ଦିଆଯାଇଥିଲା। କିନ୍ତୁ ଚଳିତମାସ ୩୦ ପର୍ଯ୍ୟନ୍ତ…

ସରକାରୀ ବସ୍‌ ଛାତ ଉପରେ ଯାତ୍ରୀ ପରିବହନ: ଓଏସ୍‌ଆର୍‌ଟିସି ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ

ଦାରିଙ୍ଗବାଡି,୨୮ା୬(ଡି.ଏନ୍‌.ଏ.) – ହାତିମୁଣ୍ଡା ଠାରୁ ଫୁଲବାଣୀ ଯାତାୟତ କରୁଥିବା ସରକାରୀ ବସ୍‌ରେ ବେଆଇନ ଭାବେ ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀଙ୍କୁ ବୁହାଯାଉଛି। ଏହି ଘଟଣାରେ ଆଞ୍ଚଳିକ ପରିବହନ ବିଭାଗର ଏମ୍‌ଭିଆଇ ଗତିକୃଷ୍ଣ ସାମନ୍ତରାୟ ଓଏସ୍‌ଆରଟିସି ବିଭାଗର ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?