ଗଞ୍ଜାମ

‘ଭାରତୀୟ ସଂସ୍କୃତି ପ୍ରତି ବିଶ୍ୱ ଆକର୍ଷିତ

ଛତ୍ରପୁର,୨୭।୬(ଡି.ଏନ.ଏ.)-ଭାରତର ସଂସ୍କୃତି ଓ ଆଧ୍ୟାମତ୍ିକ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇ ପୂର୍ବରୁ ବିଭିନ୍ନ ଦେଶର ବିଦ୍ୱାନମାନେ ଆସି ନିଜକୁ ଏଥିରେ ସମର୍ପି ଦେଇଛନ୍ତି। ଭାରତର ସନ୍ଥ, ମୁନି ଋଷିମାନେ ବିଶ୍ୱରେ ଚୈତନ୍ୟ ଭରି ଦେଇଛନ୍ତି। ତେଣୁ ସମସ୍ତ ଭାରତୀୟ ଗର୍ବ ଅନୁଭବ…

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ ଜଳବାୟୁକୁ ଦେଖି କିଭଳି ଚାଷ କରାଯିବ ସେ ବିଷୟରେ ଆଲୋଚନା କରିଥିଲେ। ଏହାପରେ…

ଚାକିରି ନଁ।ରେ ଅର୍ଥ ଲୁଟ୍‌ ଘଟଣା:`ଯୁବକ କୋର୍ଟ ଚାଲାଣ

ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍‌ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଥିଲା। ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

କାଟିଙ୍ଗିଆ ବିଦ୍ୟାଳୟ ଜମି ଜବରଦଖଲ ଘଟଣା : ପ୍ରଶାସନ ପକ୍ଷରୁ କରାଗଲା ଉଚ୍ଛେଦ

ଦାରିଙ୍ଗବାଡ଼ି, ୨୭ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମିରେ ଗୋଟିଏ ପରିବାର ଦୀର୍ଘବର୍ଷ ଧରି ଜବରଦଖଲରେ ଘର କରି ରହିଥିଲେ ା ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଜମି ଜବରଦଖଲ…

ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା ରାୟ ପ୍ରକାଶ : ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଖଲିକୋଟ, ୨୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଖଲିକୋଟର ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଖଲିକୋଟ ଏଡିଜେ ଶ୍ରୀନିବାସ ପ୍ରତିହାରୀ ୩୦୨/୧୨୦ ବି ଦଫା ସହିତ ବିଭିନ୍ନ ଦଫାରେ ମୁଖ୍ୟ ଅଭିଯୁକ୍ତ ଶ୍ୟାମସୁନ୍ଦର ପୃଷ୍ଟି,…

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୬: ବ୍ରହ୍ମପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଦୀର୍ଘଦିନ ହେଲା ଆନ୍ଦୋଳନ ହୋଇଆସୁଛି । ଏହି ଧାରାରେ ଗୁରୁବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଓକିଲମାନେ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ଏକାଠି ହୋଇ…

ଶେରଗଡ଼ ହାଟବନ୍ଧରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଗାଧୋଇବାକୁ ଯାଇ ବୁଡ଼ି ଯାଇଥିବା ସନ୍ଦେହ

ଶେରଗଡ଼, ୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ହାଟବନ୍ଧରୁ ଶେରଗଡ଼ ପୋଲିସ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରିଛି। ମୃତକ ହେଲେ ଉସ୍ତା ଗ୍ରାମର ଶ୍ରୀକାନ୍ତ ପଣ୍ଡା(୨୫)। ଶ୍ରୀକାନ୍ତ ବୁଧବାର ରାତିରେ ହାଟବନ୍ଧକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତାବଶତଃ ବୁଡ଼ିଯିବା ଯୋଗୁ…

ସାଡ଼ିଙ୍ଗିଆରେ ମାଓବାଦୀ ବ୍ୟାନର

ଫିରିଙ୍ଗିଆ,୨୭ା୬-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ପାଖ ଘାଟି ରାସ୍ତାରେ ମାଓବାଦୀମାନେ ବ୍ୟାନର ଲଗାଇଛନ୍ତି। ଦୁର୍ଗମ ଅଞ୍ଚଳରେ ଏହି ବ୍ୟାନର ଦେଖାଯାଇଥିବାରୁ ଲୋକେ ଭୟଭୀତ ହୋଇଛନ୍ତି। ସରକାରୀ ଦମନ, ଜନସାଧାରଣଙ୍କ ଉପରେ ପୋଲିସ ଦମନ ବନ୍ଦ କରିବା, ନିଜର…

ଆର୍‌ବିଆଇକୁ ଚିଠି ଲେଖିବ ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୭।୬(ଡି.ଏନ.ଏ)-ଗଞ୍ଜାମ ଜିଲା ବ୍ୟାଙ୍କ ପରାମର୍ଶଦାତା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଡିଆରଡିଏ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବ୍ୟାଙ୍କଗୁଡିକ କୌଣସି ମେଳା କିମ୍ବା ସଚେତନତା କାର୍ଯ୍ୟକ୍ରମ କରୁ ନ ଥିବାରୁ ବହୁ…

ମୋବାଇଲ ଦୋକାନ ଜଳିଗଲା : ନିଅଁ। ଲିଭାଇବା ବେଳେ ଅଗ୍ନିଶମ କର୍ମଚାରୀ ଆହତ

ଭଞ୍ଜନଗର,୨୭।୬(ଡି.ଏନ.ଏ.)-ଭଞ୍ଜନଗର ମୁଖ୍ୟ ସଡ଼କରେ ଥିବା ଜେକେ ମୋବାଇଲ ଫୋନ ଦୋକାନରେ ମଙ୍ଗଳବାର ରାତି ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସମେତ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ…

କୂଳ ଲଙ୍ଘୁଛି ସମୁଦ୍ର

ଗଞ୍ଜାମ,୨୭ା୬(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଗୋଖରକୁଦାଠାରୁ ପ୍ରୟାଗୀ ଏବଂ ଦକ୍ଷିଣରେ ଥିବା ଆର୍ଯୀପଲ୍ଲୀ ପର୍ଯ୍ୟନ୍ତ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘୁଛି। ଏଥିଯୋଗୁ ଋଷିକୁଲ୍ୟା ବେଳାଭୂମି ଅବକ୍ଷୟ ହେବାରେ ଲାଗିଛି। ଋଷିକୁଲ୍ୟା ବେଳାଭୂମିରୁ ବଟେଶ୍ୱର ଶୈବପୀଠ ପର୍ଯ୍ୟନ୍ତ ବେଳାଭୂମି ଅଞ୍ଚଳ ସମ୍ପୂର୍ଣ୍ଣ ଭାବେ ସମୁଦ୍ରରେ…

ବର୍ଷେ ପରେ ପ୍ରକାଶ ପାଇଲା ବିବିଏଲଏଲବି ପରୀକ୍ଷା ଫଳ

ବ୍ରହ୍ମପୁର ଅଫିସ,୨୭ା୬-ପ୍ରତିଶ୍ରୁତି ରଖିଲେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ା ଗତ ସୋମବାର ଗଞ୍ଜାମ ଆଇନ ମହାବିଦ୍ୟାଳୟର ବିବିଏଲଏଲବି ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟ ଘେରାଉ ବେଳେ ଦେଇଥିବା ପ୍ରତିଶ୍ରୁତି ପ୍ରକାରେ ବୁଧବାର ବିବିଏଲଏଲବି ପାଠ୍ୟକ୍ରମର ଚତୁର୍ଥ, ଷଷ୍ଠ, ଅଷ୍ଟମ ସେମିଷ୍ଟର ପରୀକ୍ଷା ଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?